ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ସାଇନା, ଦେବୀ ଚାମ୍ପିୟନ

ଭୁବନେଶ୍ୱର, ୨୦।୫(କ୍ରୀଡ଼ା ପ୍ରତିନିଧି): ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ଚଳିତମାସ ୧୮ରୁ ୨୦ ପର୍ଯ୍ୟନ୍ତ ବାଲେଶ୍ୱର ଲ’ କଲେଜରେ ଅନୁଷ୍ଠିତ ଓଡ଼ିଶା ରାଜ୍ୟ ୧୭ ବର୍ଷରୁ କମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ସାଇନା...

ସ୍ବାଭାବିକ ଖେଳିବାକୁ ଡୁ ପ୍ଲେସିଙ୍କ ପରାମର୍ଶ

ଦୁବାଇ, ୨୦ା୫ (ପି.ଟି.)-ମେ ୩୦ ତାରିଖରୁ ଇଂଲଣ୍ଡରେ ଆରମ୍ଭ ହେବାକୁଥିବା ଆଇସିସି ବିଶ୍ୱକପ୍‌ରେ ସ୍ବାଭାବିକ ଖେଳିବା ଲାଗି ଦଳର ଖେଳାଳିମାନଙ୍କୁ ପରାମର୍ଶ ଦେଇଛନ୍ତି ଦକ୍ଷିଣ ଆଫ୍ରିକା କ୍ରିକେଟ ଅଧିନାୟକ ଫାଫ୍‌ ଡୁ ପ୍ଲେସି।...

ଚର୍ମରୋଗ ବିଶେଷଜ୍ଞ ୫ ଦିନ ହେଲା ଛୁଟିରେ ରୋଗୀ ସେବା ବାଧାପ୍ରାପ୍ତ

କେନ୍ଦୁଝର, ୨୦ା୫(ସ୍ବ.ପ୍ର.)-ଦୀର୍ଘ ପ୍ରାୟ ୫ ଦିନ ହେଲା ଚର୍ମ ରୋଗ ବିଶେଷଜ୍ଞ ଡାକ୍ତର ଛୁଟିରେ ଅଛନ୍ତି। ଫଳରେ ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ସେବା ବାଧାପ୍ରାପ୍ତ ହୋଇଛି। ଏଠାକୁ ଦୈନିକ ବହୁ ସଂଖ୍ୟାରେ...

୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ଜାତୀୟସ୍ତରକୁ ଗଲେ ସାଇନା, ଅଙ୍କିତା, ଦେବୀପ୍ରସାଦ, ଅନୁବ୍ରତ

ବାଲେଶ୍ୱର ଅଫିସ, ୨୦।୫-ବାଲେଶ୍ୱର ଜିଲା ଚେସ୍‌ ଆସୋସିଏଶନ ପକ୍ଷରୁ ଆୟୋଜିତ ୧୭ବର୍ଷରୁ କମ୍‌ ରାଜ୍ୟସ୍ତରୀୟ ଚେସ୍‌ ଚାମ୍ପିୟନଶିପ୍‌ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶାର ୨୮ଟି ଜିଲାରୁ ବାଳିକା ବିଭାଗରେ ୧୬ ଓ...

ବେଆଇନ ସର୍ଭିସିଂ ସେଣ୍ଟର ଲାଗି ସୁନା ନଦୀ ପ୍ରଦୂଷିତ

ଯୋଡ଼ା, ୨୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରରେ ଏକ ବେଆଇନ ସର୍ଭିସିଂ ସେଣ୍ଟର କରି ଲକ୍ଷ ଲକ୍ଷ ଲିଟର ପାଣି ନିଜ କାରବାରରେ ବ୍ୟବହାର କରିବା ସହିତ ସୁନା ନଦୀର ଜଳ ପ୍ରଦୂଷିତ କରୁଥିବା...

ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଭଦ୍ରକ ଅଫିସ, ୨୦।୫- ଗଁାରେ ବେଆଇନ ଚୋରାମଦ ବିକ୍ରି ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା। ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଖଣ୍ଡିଆବଜାରର ଶତାଧିକ ଆଦିବାସୀ ମହିଳା ସୋମବାର ଏସ୍‌ପିଙ୍କ ନିକଟରେ ପହଞ୍ଚି...

ଦନ୍ତା ହାତୀ ନେଲା ୨ ଜୀବନମୋଟଙ୍ଗାରେ ବୃଦ୍ଧ, ଛେଣ୍ଡିପଦାରେ ବୃଦ୍ଧାଙ୍କୁ ମାରିଲା

ଢେଙ୍କାନାଳ ଅଫିସ,୨୦ା୫- ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅଧୀନ ହିନ୍ଦୋଳରୋଡ ଫାଣ୍ଡିର ଗୁଣୁଦେଇ ଗ୍ରାମରେ ସୋମବାର ସକାଳ ସାଢେ ୬ଟାରେ ହାତୀ ଆକ୍ରମଣରେ ମଙ୍ଗରାଜ ପାତ୍ର(୬୫)ଙ୍କ ମୃତ୍ୟୁ ହୋଇଛି। ମଙ୍ଗରାଜ ଆମ୍ବ ଗୋଟାଇବା...

୧୫ ଦିନ ହେଲା ବିଏସ୍‌ଏନ୍‌ଏଲ୍‌ ସେବା ଠପ୍‌

ତାଳଚେର,୨୦ା୫(ନି.ପ୍ର.)- ତାଳଚେର ବ୍ଲକ କଳମଛୁଇଁ ପଞ୍ଚାୟତରେ ବିଏସ୍‌ଏନ୍‌ଏଲ୍‌ ସେବା ୧୫ ଦିନ ହେଲା ଠପ୍‌ ହୋଇଯାଇଛି। ଜିଓ କମ୍ପାନୀ ନିଜ ନେଟୱର୍କ ସୁଦୃଢ କରିବା ପାଇଁ ୪ଜି କେବୁଲ ନିଜ ଟାୱାରଗୁଡିକ ସହ...

ଜାତୀୟ ରାଜପଥ ପାଇଁ ଅର୍ଥନୈତିକ ଅବରୋଧ: ଚେତାବନୀମରଣଯନ୍ତା ପାଲଟିଛି ଜାତୀୟ ରାଜପଥ ୩୫୩

ନୂଆପଡା ଅଫିସ,୨୦ା୫: ନୂଆପଡା ଜିଲାର ଲାଇଫ ଲାଇନ କୁହାଯାଉଥିବା ନୂଆପଡା-ଖଡିଆଳ ୩୫୩ ନମ୍ବର ଜାତୀୟ ରାଜପଥ ନିର୍ମାଣ କାମ ଆଜକୁ ୫/୬ବର୍ଷ ଆରମ୍ଭ ହୋଇଥିଲେ ହେଁ ଶେଷ ହେବାର ନାଁ ଧରୁନାହିଁ ।...

ରବିଧାନ କିଣା ଆରମ୍ଭ ହେଲା: ୩ ଲକ୍ଷ ୪୮ ହଜାର ୮୬୮ କୁଇଣ୍ଟାଲ କିଣା ହେବ

ନୂଆପଡା ଅଫିସ,୨୦ା୫: ବହୁ ପ୍ରତିକ୍ଷୀତ ୨୦୧୯ ରବି ଧାନ କିଣା ସୋମବାରଠାରୁ ଆରମ୍ଭ ହୋଇଛି । ଏହାକୁ ଜିଲାପାଳ ଡା.ପୋମା ଟୁଡୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏଥର ଜିଲାରେ ମୋଟ ୩୫୯୭...

ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ।...

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି।...

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ସମଲିଙ୍ଗୀ ସମ୍ପର୍କକୁ ଦୂତୀଙ୍କ ସ୍ବୀକାର

ନୂଆଦିଲ୍ଲୀ,୧୯।୫- ଭାରତୀୟ ତାରକା ମହିଳା ସ୍ପ୍ରିଣ୍ଟର ଦୂତୀ ଚାନ୍ଦ ସମଲିଙ୍ଗୀ ସମ୍ପର୍କରେ ଥିବା କଥା ସ୍ବୀକାର କରିଛନ୍ତି। ଘରୋଇ ସହର ଯାଜପୁରର ଜଣେ ଝିଅଙ୍କ ସହ ତାଙ୍କର ଗତ ୩ ବର୍ଷ ହେବ ସମ୍ପର୍କ ରହିଛି ବୋଲି ୨୩ ବର୍ଷୀୟ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ମେଟ୍ରୋ

ଅପରାଧ

Video News

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha