ଜମିରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୨୫।୫(ଡି.ଏନ.ଏ.)- ଦିଗପହଣ୍ଡି ବଡ଼ଡୁମ୍ବୁଳା ଗ୍ରାମର ଚାଷୀ କାଶୀନାଥ ସେଠୀଙ୍କ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଅଂଶୁଘାତ ପ୍ରଭାବରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପୂର୍ବାହ୍ନ ପ୍ରାୟ ୧୦ଟାରେ କାଶୀନାଥ ଗଁା ନିକଟ...

କାନ୍ଥ ଖୋଳି ମୋବାଇଲ ଫୋନ ଲୁଟିନେଲେ

ଭଞ୍ଜନଗର,୨୫।୫(ଡି.ଏନ.ଏ.)- ତାରସିଂ ଥାନା ଗାଲେରୀ ମୁଖ୍ୟ ସଡକରେ ଥିବା ଏକ ମୋବାଇଲ ଦୋକାନରୁ ଶୁକ୍ରବାର ରାତିରେ ଏକ ବଡଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ପଛପଟ କାନ୍ଥ ଖୋଳି ପ୍ରାୟ ୪୦ ମୋବାଇଲ...

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ (୨୦)। ପ୍ରେମ ବ୍ୟାପାରକୁ ନେଇ ଏହି...

ଟ୍ରାକ୍ଟର ଡାଲାରୁ ଖସି ଯୁବକଙ୍କ ପ୍ରାଣଗଲା

ତୁମୁଡିବନ୍ଧ,୨୫।୫(ଡି.ଏନ୍‌.ଏ.)- ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ଟ୍ରାକ୍ଟର ଡାଲାରୁ ଖସିପଡି ଜଣେ ଯୁବକଙ୍କର ଶନିବାର ମୃତ୍ୟୁ ହୋଇଛି। ସେ ହେଲେ ତୁମୁଡିବନ୍ଧ ପଞ୍ଚାୟତ ଝରିଆପଦା ଗ୍ରାମର ବାଲେଶ୍ୱର ଦଣ୍ଡସେନା। ବାଲେଶ୍ୱର କେତେଜଣ ଶ୍ରମିକଙ୍କ ସହ...

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ ଆଜିଠାରୁ : ପଦକ ଲକ୍ଷ୍ୟରେ ଅପୂର୍ବୀ, ଅଞ୍ଜୁମ

ନୂଆଦିଲ୍ଲୀ, ୨୫।୫(ପି.ଟି.)- ଅନ୍ତର୍ଜାତୀୟ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ରାଇଫଲ୍‌/ପିସ୍ତଲ ବିଶ୍ୱକପ୍‌ ରବିବାରଠାରୁ ଜର୍ମାନୀର ମ୍ୟୁନିକ ସହରରେ ଆରମ୍ଭ ହେବାକୁ ଯାଉଛି। ଏହାହେବ ବର୍ଷର ୩ୟ ଶୁଟିଂ ବିଶ୍ୱକପ୍‌। ଏହି ବିଶ୍ୱକପ୍‌ରେ ଭାରତ...

ଏହି ମନ୍ଦିରରେ ସତୀ ପ୍ରଥାକୁ କରାଯାଏ ବିରୋଧ…

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। କେତେକ ରାଜପୁତ୍‌ ସମ୍ପ୍ରଦାୟରେ ସତୀ ପ୍ରଥା ରାଜରାଜୁଡ଼ା ଶାସନ ସମୟରେ ପାଳନ କରାଯାଉଥିଲା। ଜୋହର ବ୍ରତରେ ଅଗ୍ନିରେ ସ୍ବୟଂକୁ ସମର୍ପିତ କରି ରାଜପୁତ...

୪ ଖେଳାଳି ଆହତ, ଫିଲ୍ଡିଂ କଲେ କୋଚ୍‌

ସାଉଥ୍‌ମ୍ପଟନ, ୨୫।୫(ପି.ଟି.)- ଦୀର୍ଘ ୮ ବର୍ଷ ପୂର୍ବେ କ୍ରିକେଟରୁ ସନ୍ନ୍ୟାସ ନେଇଥିବା ଇଂଲଣ୍ଡର ପ୍ରାକ୍ତନ ଅଧିନାୟକ ତଥା ବର୍ତ୍ତମାନ ସହାୟକ କୋଚ୍‌ ଦାୟିତ୍ୱ ତୁଲାଉଥିବା ପଲ୍‌ କଲିଂଉଡ୍‌ଙ୍କୁ ଶନିବାର ବାଧ୍ୟତାମୂଳକ ଭାବେ ଫିଲ୍ଡିଂ...

ଘର ଭାଙ୍ଗି ଧାନ ଖାଇଲା ହାତୀ

ଅମରପାଲି, ୨୫।୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ରେଞ୍ଜ ଜାଲୋଏ ସେକ୍ସନ୍‌ ଅନ୍ତର୍ଗତ କୋଟସମଲାଇ ଗ୍ରାମ ପଞ୍ଚାୟତର ରିଝାଇପାଲି ଗ୍ରାମରେ ହାତୀ ଘର ଭାଙ୍ଗି ବ୍ୟାପକ କ୍ଷୟକ୍ଷତି କରିଛି। ଶୁକ୍ରବାର ରାତି ପ୍ରାୟ ୧୨ଟାରେ...

ଶେଷ ୪ ରାଉଣ୍ଡରେ ବଦଳିଗଲା ଫଳାଫଳ

ଉଦଳା,୨୫ା୫ (ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନମଣ୍ଡଳୀରେ ଭାଜପାର ଭାସ୍କର ମଢେଇ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ବିିଜେଡିର ଶ୍ରୀନାଥ ସୋରେନ୍‌ଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି। ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଏବଂ ଭାଜପା...

ଠେଙ୍ଗାରେ ପିଟି ପତ୍ନୀଙ୍କୁ ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୨୫।୫- ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ମାଧପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଏକ ଠେଙ୍ଗାରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି।...

ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ ହେବ। ଆଲିଏନ୍ସ ଏୟାର ଏହି ସେବା ପ୍ରଦାନ କରିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ...

ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ ମହିଳା ଭାବେ ୨୦୦୮ରେ ସଫଳତାର ସହ ଏଭେରେଷ୍ଟ ଆରୋହଣ କରିଥିବା କଳ୍ପନା ଏଭେରେଷ୍ଟର...

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର...

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା...

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ...

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

Video News

CEO Surendra Kumar briefs the press

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre