ମେଟ୍ରୋ |

ବିଜେବି କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱାରା ସ୍ବଚ୍ଛତା ଅଭିଯାନ

ବିଜେବି କଲେଜ ଛାତ୍ରୀଛାତ୍ରଙ୍କ ଦ୍ୱାରା ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର, ୧୫।୩(ବ୍ୟୁରୋ): ଭୁବନେଶ୍ୱର ବକ୍ସି ଜଗବନ୍ଧୁ ସ୍ବୟଂ ଶାସିତ ମହାବିଦ୍ୟାଳୟ(ବିଜେବି)ର ଛାତ୍ରୀଛାତ୍ର ପାଠ ପଢ଼ାରେ ଯେପରି ପାରଦର୍ଶିତା ଦେଖାଇଥାନ୍ତି ସାମାଜିକ ସୁରକ୍ଷା ଉପରେ ମଧ୍ୟ କାର୍ଯ୍ୟ କରିଥାନ୍ତି। ସାରାଦେଶରେ  ପରିବେଶ ସୁରକ୍ଷାକୁ ଏକ ଆନ୍ଦୋଳନ ଭାବେ ଗ୍ରହଣ କରାଯାଉଥିବା ବେଳେ ଏବେ ଏଥିରେ ହାତ ମିଶାଇଛନ୍ତି ଏହାର ଛାତ୍ରୀଛାତ୍ରମାନେ। ଶୁକ୍ରବାର ସକାଳୁ ସ୍କାଉଟ ଓ ଗାଇଡ୍‌ କର୍ମୀମାନଙ୍କ ସହିତ ମିଶି ମହାବିଦ୍ୟାଳୟ ପରିସରକୁ ୨୫ରୁ ଊଦ୍ଧର୍‌ବ ପିଲା ସଫା କରିଛନ୍ତି। ଏହି କାର୍ଯ୍ୟକୁ କଲେଜର ଅଧ୍ୟାପିକା ଗୀତାଞ୍ଜଳି ପଣ୍ଡା ପ୍ରତେକ୍ଷ ଭାବେ ତଦାରଖ କରିଥିଲେ। ପିଲାମାନଙ୍କ ଏହି କାର୍ଯ୍ୟକୁ ପ୍ରଶଂସା କରିବା ସହ ଭବିଷ୍ୟତରେ ଏହିପରି କାର୍ଯ୍ୟ ଜାରିଖିବାକୁ ସେ ଉପଦେଶ ଦେଇଥିଲେ। 

All Right Reserved By

ମେଟ୍ରୋ |

ହାତ ଧରିଲେ ନବୀନ ନନ୍ଦ

ହାତ ଧରିଲେ ନବୀନ ନନ୍ଦ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଟିକେଟ ବଣ୍ଟନକୁ ନେଇ ଅସନ୍ତୋଷ ଯୋଗୁ ଦଳ ବଦଳାଉଛନ୍ତି ବିଭିନ୍ନ ଦଳର ନେତା। ଏହି କ୍ରମରେ ବୁଧବାର ବରିଷ୍ଠ ନେତା ନବୀନ ନନ୍ଦ ହାତ ଧରିଛନ୍ତି। 

ଦମ୍ପତ୍ତିଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ଦମ୍ପତ୍ତିଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ଭୁବନେଶ୍ବର ବରମୁଣ୍ଡା ଓଭରବ୍ରିଜ୍‌  ଉପରେ ବୁଧବାର ଏକ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ଦମ୍ପତ୍ତିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେମାନେ ହେଲେ ଉପେନ୍ଦ୍ର ନାୟକ ଓ ସ୍ତ୍ରୀ ଲତା ନାୟକ। 

ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ପଗଡ଼ିରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର ବିମାନବନ୍ଦରରୁ ସୁନା ଜବତ: ପଗଡ଼ିରେ ଲୁଚାଇ ନେଉଥିଲେ ଯାତ୍ରୀ

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ଭୁବନେଶ୍ବର ବିମାନବନ୍ଦରରୁ ପୁଣି ସୁନା ଜବତ ହୋଇଛି। ବୁଧବାର ଜଣେ ଯାତ୍ରୀଙ୍କ ନିକଟରୁ ୬୧୦ ଗ୍ରାମ ଓଜନର ୨ ଖଣ୍ଡ ସୁନା ବିସ୍କୁଟ ଜବତ କରାଯାଇଛି। ଉକ୍ତ ଯାତ୍ରୀଜଣଙ୍କ ହେଲେ ଅମରଜିତ ସିଂହ। 

ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

ନାମାଙ୍କନପତ୍ର ଦାଖଲ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୩(ବ୍ୟୁରୋ): ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନପତ୍ର ଦାଖଲ ବେଳେ ଜିଲାର ବହୁ ବିଜେଡି ନେତା ଉପସ୍ଥିତ ଥିଲେ।

ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ: ବିଜେଡି ଟିକେଟ ପାଇଁ ବଳ କଷାକଷି

ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ: ବିଜେଡି ଟିକେଟ ପାଇଁ ବଳ କଷାକଷି

ଭୁବନେଶ୍ୱର,(ବ୍ୟୁରୋ)/ବାଲିଅନ୍ତା,୨୦ା୩(ବ୍ୟୁରୋ): ଭୁବନେଶ୍ୱର ସହର ଉପକଣ୍ଠ ବାଲିଅନ୍ତା ଓ ବାଲିପାଟଣା ବ୍ଲକକୁ ନେଇ ଗଠନ ହୋଇଛି ଜୟଦେବ ବିଧାନସଭା ନିର୍ବାଚନମଣ୍ଡଳୀ। ଅନୁସୂଚିତ ଜାତିଙ୍କ ପାଇଁ ସଂରକ୍ଷିତ ଏହି ଆସନ ଭୁବନେଶ୍ୱର ଲୋକ ସଭା ନିର୍ବାଚନ ମଣ୍ଡଳୀ ଅଧୀନରେ ରହିଛି। 

ସାଲେପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ପ୍ରକାଶ, ବଦଳୁଛି  ସମୀକରଣ

ସାଲେପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭାଜପାରେ ପ୍ରକାଶ, ବଦଳୁଛି ସମୀକରଣ

କଟକ ଅଫିସ,୨୦ା୩: କଟକ ଜିଲାର ସାଲେପୁର ବିଧାନସଭା ଆସନକୁ ନେଇ ସମୀକରଣ ବଦଳିବାରେ ଲାଗିଛି। ବିଶେଷକରି ବିଧାୟକ ପ୍ରକାଶ ଚନ୍ଦ୍ର ବେହେରା କଂଗ୍ରେସ ଛାଡ଼ି ରବିବାର ଭାଜପାରେ ଯୋଗଦେବା ପରେ ସାଲେପୁର ରାଜନୀତି ହଠାତ୍‌ କଡ଼ ଲେଉଟେଇଛି। 

୨୧ ଯାଏ ବର୍ଷା ସମ୍ଭାବନା

୨୧ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟମରେ ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 

ଗୋଇନ୍ଦା ରିପୋର୍ଟକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ; ଜାଲ୍‌ ଚିଠି ଦେଖାଇ ବିଭ୍ରାନ୍ତ କରୁଛି ଭାଜପା: ବିଜେଡି

ଗୋଇନ୍ଦା ରିପୋର୍ଟକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ; ଜାଲ୍‌ ଚିଠି ଦେଖାଇ ବିଭ୍ରାନ୍ତ କରୁଛି ଭାଜପା: ବିଜେଡି

ଭୁବନେଶ୍ୱର,୨୦ା୩ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହିଞ୍ଜିଳିରୁ ନିର୍ବାଚନ ଲଢିଲେ ହାରିଯିବେ ବୋଲି ଗୋଇନ୍ଦା ରିପୋର୍ଟ ଦେଇଥିବା ନେଇ ସୋମବାର ଭାଜପା ଯୁବମୋର୍ଚ୍ଚା ସଭାପତି ଟଙ୍କଧର ତ୍ରିପାଠୀ ଏକ ଖବରଦାତା ସମ୍ମିଳନୀରେ କହିଥିଲେ। 

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି: ୧୯ରୁ ୨୬ ପ୍ରାର୍ଥତ୍ପତ୍ର ଦାଖଲ; ୨୭ରେ ଯାଞ୍ଚ, ୨୯ରେ ଚୂଡ଼ାନ୍ତ ତାଲିକା

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି: ୧୯ରୁ ୨୬ ପ୍ରାର୍ଥତ୍ପତ୍ର ଦାଖଲ; ୨୭ରେ ଯାଞ୍ଚ, ୨୯ରେ ଚୂଡ଼ାନ୍ତ ତାଲିକା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ରାଜ୍ୟରେ ଆସନ୍ତା ଏପ୍ରିଲ ୧୮ ରେ ୫ଟି ଲୋକ ସଭା ଓ ୩୫ଟି ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମଙ୍ଗଳବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି।

ଆଜି ହିଞ୍ଜିଳିରୁ ନାମାଙ୍କନପତ୍ର ଦାଖଲ କରିବେ ନବୀନ

ଆଜି ହିଞ୍ଜିଳିରୁ ନାମାଙ୍କନପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର,(ବ୍ୟୁରୋ)/ଛତ୍ରପୁର, ୨୦ା୩(ଡି.ଏନ.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥର ୨ଟି ବିଧାନସଭା ଆସନରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି। ଗଞ୍ଜାମ ଜିଲାର ହିଞ୍ଜିଳି ଏବଂ ବରଗଡ଼ ଜିଲାର ବିଜେପୁରରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ବୁଧବାର ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ପାଇଁ ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜଣାପଡ଼ିଛି। 

ଦୁଇଟି ଆସନର ରହସ୍ୟ

ଦୁଇଟି ଆସନର ରହସ୍ୟ

ଭୁବନେଶ୍ୱର,୨୦ା୩ (ବ୍ୟୁରୋ): ରାଜ୍ୟରେ ଦୀର୍ଘ ୧୯ବର୍ଷ ଶାସନ କ୍ଷମତାରେ ରହିବା ପରେ ବିଜେଡି ଏବେ କିଛି ମାତ୍ରାରେ ବିରୋଧୀଙ୍କୁ ମୁକାବିଲା କରିବା ପାଇଁ ଚିନ୍ତିତ ଥିବାଭଳି ମନେ ହେଉଛି। ଏକାଧିକ ଟିକେଟ ଆଶାୟୀ ଏବଂ କେତେଜଣ ବରିଷ୍ଠ ନେତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ବିରୋଧରେ ବାହାରେ ଖୋଲାଖୋଲି ମୁହଁ ଖୋଲିବା ସହ ଅନ୍ୟ ଦଳରେ ସାମିଲ ହେଉଛନ୍ତି। 

ଇନ୍ଦ୍ରଧନୁ ମାର୍କେଟରୁ ବିପୁଳ ନକଲି ଜର୍ଦ୍ଦା ଜବତ: ଜଣେ ଗିରଫ

ଭୁବନେଶ୍ୱର,୨୦|୩ (ବ୍ୟୁରୋ)- ରାଜଧାନୀରେ ବିକ୍ରି ହେଉଛି ନକଲି ପାନ ମସଲା। ବ୍ରାଣ୍ଡେଡ୍‌ କମ୍ପାନୀର ଲୋଗୋ ଓ ଜରି ବ୍ୟବହାର କରାଯାଉଥିବାରୁ ସହଜରେ ଜଣାପଡୁନି।


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା