କେଉଁ ୪ ପ୍ରାର୍ଥୀଙ୍କ ମୁଣ୍ଡରେ ହାତୀ ଢାଳିବ ସୁନାକଳସ

ନୟାଗଡ଼ ଅଫିସ,୨୨।୫: ପ୍ରାୟ ଏକ ମାସ ଧରି ଇଭିଏମ୍‌ରେ ସିଲ୍‌ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଖୋଲାଯିବ। ଏହି ଦିନ ଭୋଟଗଣତି ହେଉଥିବାରୁ ସବୁଠି ଉତ୍କଣ୍ଠା ପରିଲକ୍ଷିତ ହେଉଛି। ଜିଲାର ୪ ନିର୍ବାଚନମଣ୍ଡଳୀ...

ବ୍ରିଟିଶ ଓପନ୍‌ ସ୍କ୍ବାଶ: କ୍ୱାର୍ଟରରେ ଜ୍ୟୋତ୍ସ୍ନା

ହଲ୍‌ (ଇଂଲଣ୍ଡ), ୨୨।୫(ପି.ଟି.): ଏଠାରେ ଚାଲିଥିବା ପିଏସ୍‌ଏ ଓ୍ବାଲର୍‌ଡ ଟୁର୍‌ ପ୍ଲାଟିନମ ଇଭେଣ୍ଟ ବ୍ରିଟିଶ ଓପନ୍‌ ସ୍କ୍ବାଶରେ ଭାରତର ଜ୍ୟୋତ୍ସ୍ନା ଚିନାପ୍ପା କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପ୍ରଥମ ରାଉଣ୍ଡରେ ବାଇ ପାଇଥିବା...

ଆଇଡବ୍ଲ୍ୟୁଏଲ୍‌ ଟ୍ରଫି ଜିତିଲା ସେଥୁ ଏଫ୍‌ସି

ଲୁଧିଆନା, ୨୨।୫(ପି.ଟି.): ହିରୋ ଭାରତୀୟ ମହିଳା ଫୁଟ୍‌ବଲ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ସେଥୁ ଏଫ୍‌ସି ଚାମ୍ପିୟନ ହୋଇଛି। ସ୍ଥାନୀୟ ଗୁରୁ ନାନକ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ସେଥୁ ଏଫ୍‌ସି ୩-୧ ଗୋଲରେ...

ଜଲିଲା ୫ଟି ଜୁଇ, ଲୁହରେ ଭାସିଲା ଖୁର୍ସେଲଗୁଡା

ଜୁନାଗଡ,୨୨।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ଛକ ୨୬ ନଂ. ଜାତୀୟ ରାଜପଥରେ ବୁଧବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଓ କାର ମଧ୍ୟରେ...

ଚୋରା କୋଇଲା ବୋଝେଇ ଟ୍ରକ ଜବତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଛେଣ୍ଡିପଦା ଥାନା ସନ୍ତରାବନ୍ଧ ଅଞ୍ଚଳରେ ଥିବା ଏକ ଚୋରା କୋଇଲା ଖଣିରେ ମଙ୍ଗଳବାର ଛେଣ୍ଡିପଦା ପୋଲିସ ଚଢାଉ କରି ଏକ ଚୋରା କୋଇଲା ବୋଝେଇ ଟ୍ରକ(ନଂ.ଓଆର୦୪ଏଚ୪୫୯୫)କୁ ଜବତ କରିଛି। ପୋଲିସ କହିଛି,...

କେବୁଲ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ-ଛେଣ୍ଡିପଦା ୬୩ ନଂ. ରାଜ୍ୟ ରାଜପଥର ଛେଣ୍ଡିପଦା ଥାନା କୋଶଳା ରିସର୍ଚ ନର୍ସରୀ ପାଖରେ ଥିବା ତାରିଣୀ ମନ୍ଦିର ନିକଟରେ ଏକ ଟ୍ରକ (ନଂ.ଓଡି୧୯ଏଫ୨୭୪୭) ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାପରେ ଗାଡ଼ି ଚାଳକ...

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ସାକ୍ଷୀଗୋପାଳ, ୨୨।୫(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି...

ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ

ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ...

ଜୈବବିବିଧତା ବଜାୟ ରହିଲେ ପରିବେଶ ସମୃଦ୍ଧି ଅତୁଟ ରହିବ

ଛେଣ୍ଡିପଦା,୨୨।୫(ସ୍ବ.ପ୍ର): ଅନୁଗୋଳ ଜିଲା କୋଶଳା ଚନ୍ଦନନଗର ଉଚ୍ଚପ୍ରାଥମିକ ବିଦ୍ୟାଳୟରେ କୋଶଳା ଚନ୍ଦନନଗର ବନ୍ୟପ୍ରାଣୀ ସମିତି ଓ ନିୟୁଜ ଅନୁଷ୍ଠାନ ଏବଂ କୋଶଳା ପଞ୍ଚାୟତ ଜୈବ ବିବିଧତା ପରିଚାଳନା ସମିତି ପକ୍ଷରୁ ବୁଧବାର ଅନ୍ତର୍ଜାତୀୟ...

ବାତ୍ୟା ଅଞ୍ଚଳରେ ଏଚ୍‌ଡିଏଫ୍‌ସିର ମୋବାଇଲ ଏଟିଏମ୍‌ ଭ୍ୟାନ

ଭୁବନେଶ୍ୱର,୨୨।୫: ଏଚ୍‌ଡିଏଫ୍‌ସି ବ୍ୟାଙ୍କ ପକ୍ଷରୁ ଫନୀ ପ୍ରଭାବିତ ଅଞ୍ଚଳରେ କ୍ୟାଶ ଉପଲବ୍ଧ କରାଇବା ଲାଗି ରାଜ୍ୟ ସଚ୍ଚିବାଳୟ ପରିସରରୁ ମୋବାଇଲ ଏଟିଏମ୍‌ ଭ୍ୟାନର ଶୁଭାରମ୍ଭ କରାଯାଇଛି। ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରଶାଦ...

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି...

କଂଗ୍ରେସ ଏକ୍‌ଜିଟ୍‌ ପୋଲ୍‌: ଏନ୍‌ଡିଏ ଆଗରେ

ନୂଆଦିଲ୍ଲୀ,୨୨।୫: ବିଭିନ୍ନ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ କରାଯାଇଥିବାବେଳେ ଏଥିରେ ଏନଡିଏ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ଅନୁମାନ କରାଯାଇଛି। ତେବେ ଖୋଦ୍‌ କଂଗ୍ରେଦ ଦଳ ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ରେ  ୟୁପିଏ ମେଣ୍ଟ ୧୯୫ ଆସନ...

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ ୭୮ଟି ଲୋକ ସଭା ଆସନ ଏନଡିଏ ଏବଂ ୟୁପିଏ ହାର୍‌ଜିତ୍‌ରେ ନିର୍ଣ୍ଣାୟକ ଭୂମିକା...

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା କାର୍ଯ୍ୟ ୫୦ ପ୍ରତିଶତ ହେବ ବୋଲି ଦାବି କରିଥିଲେ। ତେବେ ନିର୍ବାଚନ କମିଶନ...

ମହଙ୍ଗା ପଡିଲା ମନ୍ତବ୍ୟ: ସିଦ୍ଧୁଙ୍କ ବିରୋଧରେ ବାହାରିଲେ ୬ ମନ୍ତ୍ରୀ

ଜଳନ୍ଧର, ୨୨।୫:  ଭାଜପା ଛାଡି କଂଗ୍ରେସ ଯୋଗଦେବା ପରେ ବି ନବଜୋତ ସିଂହ ସିଦ୍ଧୁଙ୍କ ପିଛା ଛାଡୁନି ବିବାଦ। ଏହି ପୂର୍ବତନ କ୍ରିକେଟର ତଥା ପଞ୍ଜାବ ସରକାରରେ  ମନ୍ତ୍ରୀ ଥିବା ସିଦ୍ଧୁଙ୍କ ଅଡୁଆ ପୁଣି ବଢିଛି । ମୁଖ୍ୟମନ୍ତ୍ରୀ ଅମରିନ୍ଦର...

କ୍ଷମତା ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଅଙ୍କକଷା: ୨୦୦୪ ଏବଂ ୨୦୦୯ରେ ଏକ୍‌ଜିଟ୍‌ ପୋଲ୍‌ ହୋଇଥିଲା ଭୁଲ୍‌

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ମେ ୨୩ରେ ଘୋଷଣା କରାଯିବ। ତେବେ ଏହା ପୂର୍ବରୁ ଏକ୍‌ଜିଟ୍‌ ପୋଲ୍‌ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା। କେନ୍ଦ୍ରରେ କ୍ଷମତା ଦଖଲ ପାଇଁ ଫଳାଫଳ ଘୋଷଣା ପୂର୍ବରୁ ଆରମ୍ଭ ହୋଇଛି...

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌ ଭୋର୍‌ ୫ଟା ୨୭ରେ ମହାକାଶକୁ ଉତ୍‌କ୍ଷେପଣ କରାଯାଇଛି।...

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା।...

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ...

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା ପାଇଁ ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ପ୍ରଧାନ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଜାତୀୟ

ମେଟ୍ରୋ

ଅପରାଧ

Video News

HSC results on May 21

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur