ଅନ୍ତର୍ଜାତୀୟ |

ମାଡି ଆସିଲା ବନ୍ୟା: ୫୦ ମୃତ ଅନେକ ନିଖୋଜ

ମାଡି ଆସିଲା ବନ୍ୟା: ୫୦ ମୃତ ଅନେକ ନିଖୋଜ

ଜାକର୍ତ୍ତା,୧୭।୩: ଇଣ୍ଡୋନେସିଆରେ ପ୍ରବଳ ବର୍ଷା ହେବା ଫଳରେ ହଠାତ୍‌ ବନ୍ୟା ଆସିବାରୁ ଅତିକମ୍‌ରେ ୫୦ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିରେ ଅନେକ ନିଖୋଜ ହୋଇଥିବା କୁହାଯାଉଛି। ଇଣ୍ଡୋନେସିଆର ପୂର୍ବ ଭାଗରେ ଏହି ବନ୍ୟା ଆସିବା ଫଳରେ ଲୋକେ ଭୟଭୀତ ହୋଇଯାଇଛନ୍ତି।  ସୂଚନା ଅନୁଯାୟୀ, ଶନିବାର ସନ୍ଧ୍ୟାରେ ଜୟପୁରା ଜିଲାରେ ମୂଷଳ ଧାରାରେ ବର୍ଷା ହେବା ଫଳରେ ୫୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି। 

All Right Reserved By

ଅନ୍ତର୍ଜାତୀୟ |

ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍‌ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍‌ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। 

ଶ୍ରୀଲଙ୍କାରେ ସୋମବାର ମଧ୍ୟରାତ୍ର୍ରରୁ ଜରୁରୀକାଳୀନ ପରିସ୍ଥିତି ହେବ ଜାରି

ଶ୍ରୀଲଙ୍କାରେ ସୋମବାର ମଧ୍ୟରାତ୍ର୍ରରୁ ଜରୁରୀକାଳୀନ ପରିସ୍ଥିତି ହେବ ଜାରି

କଲମ୍ବୋ, ୨୨।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋ ସମେତ ଦେଶର ୮ଟି ସ୍ଥାନରେ ରବିବାର ହୋଇଥିବା ସିରିଜ ବୋମା ବିସ୍ଫୋରଣରେ ୨୯୦ ଲୋକଙ୍କ ମୃତ୍ୟୁ ହୋଇଛି। 

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। 

ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା  ରଙ୍ଗବେରଙ୍ଗ ଗୁଡ଼ି

ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା ରଙ୍ଗବେରଙ୍ଗ ଗୁଡ଼ି

ଚାଇନା,୨୨।୪: ଚାଇନାର ଓ୍ବିଫାଙ୍ଗରେ ବହୁ ଧୁମ୍‌ଧାମ୍‌ରେ ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ ପାଳିତ ହୋଇଛି। ଏହି ଅବସରରେ ୩୦ ଦେଶରୁ ୪ଶହରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ। 

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍‌ ଯାଉଛନ୍ତି। 

ୟୁକ୍ରେନର ରାଷ୍ଟ୍ରପତି ହୋଇପାରନ୍ତି କମେଡିଆନ୍‌ ଜେଲେନସ୍କି

ୟୁକ୍ରେନର ରାଷ୍ଟ୍ରପତି ହୋଇପାରନ୍ତି କମେଡିଆନ୍‌ ଜେଲେନସ୍କି

କ୍ୱିଭ,୨୨।୪: ପୂର୍ବତନ ଟେଲିଭିଜନ କଳାକାର ତଥା କମେଡିଆନ ଭୋଲେଡିମାର ଜେଲେନସ୍କି ଏଥର ୟୁକ୍ରେନର ରାଷ୍ଟ୍ରପତି ହେବେ ବୋଲି ରବିବାର କହିଛି ଏକ୍‌ଜିଟ୍‌ପୋଲ୍‌। 

ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ପ୍ରତି ୩ ମିନିଟ୍‌ରେ ଦକ୍ଷିଣ କାର୍ଲିଫର୍ନିଆରେ ହେଉଛି ଭୂକମ୍ପ: ୯ ବର୍ଷରେ ହେଲାଣି ୨୦ ଲକ୍ଷ ଥର

ଓ୍ବାଶିଂଟନ୍‌,୨୨।୪:  ଦକ୍ଷିଣ କାର୍ଲିଫର୍ନିଆରେ ପ୍ରତି ୩ ମିନିଟ୍‌ରେ ଥରେ ହେଉଛି ଭୂକମ୍ପ। ଦିନରେ ହାରାହାରି ୪ଶହ ୯୫ ଥର ଏଠାକାର ଭୂଇଁ ଥରୁଛି। 

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। 

କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି।

ରାଣୀ ଏଲିଜାବେଥ୍‌ଙ୍କୁ ୯୩

ରାଣୀ ଏଲିଜାବେଥ୍‌ଙ୍କୁ ୯୩

ଲଣ୍ଡନ,୨୨ା୪: ବ୍ରିଟେନ ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ରବିବାର ୯୩ ବର୍ଷରେ ପଦାର୍ପଣ କରିଛନ୍ତି।

ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଭୁଲ୍‌ ଟୁଇଟ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨ା୪(ପି.ଟି.): ଶ୍ରୀଲଙ୍କାରେ ଇଷ୍ଟର ପାଳନ ବେଳେ ଆତଙ୍କବାଦୀଙ୍କ ଆକ୍ରମଣ ଯୋଗୁ ୨୧୫ ନିହତ ଓ ୫୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବାବେଳେ ଏହାକୁ 

ଲକ୍ଷାଧିକ ଲୋକଙ୍କ ପାସଓ୍ବାର୍ଡ ‘୧୨୩୪୫୬

ଲକ୍ଷାଧିକ ଲୋକଙ୍କ ପାସଓ୍ବାର୍ଡ ‘୧୨୩୪୫୬

ଲଣ୍ଡନ,୨୨ା୪(ପି.ଟି): ବିଶ୍ୱର ଲକ୍ଷଲକ୍ଷ ଲୋକ ଗୁରୁତ୍ୱପୂର୍ଣ୍ଣ ଆକାଉଣ୍ଟ ପାଇଁ ସହଜରେ ମନେରହିବା ଭଳି ପାସଓ୍ବାର୍ଡ ‘୧୨୩୪୫୬’ ଏବଂ ‘କ୍ୟୁଡବ୍ଲ୍ୟୁଇଆରଟିଓ୍ବାଇ’ ବ୍ୟବହାର କରୁଥିବା ଏକ ଅଧ୍ୟୟନରୁ ଜାଣିବାକୁ ମିଳିଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri