ଜାତୀୟ |

ଭାରତୀୟ ହେବେ ପରବର୍ତ୍ତୀ ବୌଦ୍ଧ ଧର୍ମଗୁରୁ : ଦଲାଇ ଲାମା

ଭାରତୀୟ ହେବେ ପରବର୍ତ୍ତୀ ବୌଦ୍ଧ ଧର୍ମଗୁରୁ : ଦଲାଇ ଲାମା

ଧର୍ମଶାଳା/ତିବ୍ବତ,୧୯।୩: ବୌଦ୍ଧଧର୍ମର ପରବର୍ତ୍ତୀ ଧର୍ମଗୁରୁ ଚାଇନାରୁ ନ ହୋଇ ଭାରତରୁ ହେବାର ସଙ୍କେତ ଦେଇଛନ୍ତି ଦଲାଇ ଲାମା। ଜଣେ ଭାରତୀୟ ତାଙ୍କର ଉତ୍ତରାଧିକାରୀ ହେବେ। ଦୀର୍ଘ ୬୦ ବର୍ଷଧରି ଭାରତରେ ନିର୍ବାସିତ ଜୀବନ ବିତାଉଥିବା ୧୪ତମ ତିବ୍ବତୀୟ ଧର୍ମଗୁରୁ ଏପରି କହିଥିବାବେଳେ ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୧୯୫୯ରେ ଚାଇନାର ତତ୍କାଳୀନ ଶାସକଙ୍କ ବିରୋଧରେ ବିଦ୍ରୋହ କରି ଭାରତ ପଳାଇ ଆସିଥିଲେ। ଚାଇନା ଦଲାଇ ଲାମା ନିଯୁକ୍ତ କରିବାର ଅଧିକାର କେବଳ ତାହାର ରହିଥିବାନେଇ ମନ୍ତବ୍ୟ ଦେବା ପରେ ସେ ଏପରି କହିଛନ୍ତି। ସୂଚନାଯୋଗ୍ୟ, ୧୯୩୫ରେ ୨ ବର୍ଷ ବୟସରେ ଦଲାଇ ଲାମାଙ୍କୁ ଏହି ଉପାଧି ମିଳିଥିଲା।

All Right Reserved By

ଜାତୀୟ |

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

ନୂଆଦିଲ୍ଲୀ,୨୩।୪: ୨୦୧୯ ଫେବୃୟାରି ପରେ ଶେୟାରଚାଟ୍‌ ପକ୍ଷରୁ ୪,୮୭୦୦୦ପୋଷ୍ଟ୍‌କୁ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି।

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪:  ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। 

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୩।୪: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। 

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। 

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। 

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ନିଜର ମତ ସାବ୍ୟସ୍ତ କଲେ ୬୮ ବର୍ଷୀୟ କର୍କଟ ପୀଡିତ

ଗୁଆହାଟି,୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ପ୍ରତ୍ୟେକ ନାଗରିକ ସେମାନଙ୍କ ଭୋଟଦାନ ଅଧିକାରକୁ ସାବ୍ୟସ୍ତ କରିବା ପାଇଁ କୁହାଯାଉଛି। 

ମୋଦିଙ୍କୁ ଚ୍ୟାଲେଞ୍ଜ୍‌ ଦେବେ ଶାଳିନୀ ଯାଦବ

ମୋଦିଙ୍କୁ ଚ୍ୟାଲେଞ୍ଜ୍‌ ଦେବେ ଶାଳିନୀ ଯାଦବ

ବାରାଣସୀ, ୨୩।୪: ଉତ୍ତରପ୍ରଦେଶର ବାରାଣସୀ ଲୋକ ସଭା ଆସନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ କଂଗ୍ରେସ କାହାକୁ ପ୍ରାର୍ଥୀ କରିବ ସେନେଇ ଚର୍ଚ୍ଚା ଚାଲିଥିବାବେଳେ ଏହି ଆସନରୁ ସମାଜବାଦୀ ପାର୍ଟି ପକ୍ଷରୁ ଶାଳିନୀ ପଣ୍ଡିତଙ୍କୁ ପ୍ରାର୍ଥୀ କରାଯାଇଛି। 

ପଦ୍ମ ଧରିଲେ ଅଭିନେତା ସନ୍ନି

ପଦ୍ମ ଧରିଲେ ଅଭିନେତା ସନ୍ନି

ନୂଆଦିଲ୍ଲୀ,୨୩।୪: ଚଳିତ ଲୋକ ସଭା ନିର୍ବାଚନ ଅବସରରେ କେତେଜଣ ବଲିଉଡ୍‌ ତାରକା ରାଜନୀତିରେ ପାଦ ରଖିଛନ୍ତି। ଏହି କ୍ରମରେ ମଙ୍ଗଳବାର ପଦ୍ମ ଧରିଛନ୍ତି ବଲିଉଡ୍‌ ଅଭିନେତା ସନ୍ନି ଦେଓଲ।

ଭୋଟ ଦେଲେ ପ୍ରଧାନମନ୍ତ୍ରୀଙ୍କ ମା’ ହିରାବେନ

ଭୋଟ ଦେଲେ ପ୍ରଧାନମନ୍ତ୍ରୀଙ୍କ ମା’ ହିରାବେନ

ଅହମ୍ମଦାବାଦ,୨୩।୪: ଗୁଜରାଟର ରାଇସନ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହିରାବେନ ମୋଦି ମଙ୍ଗଳବାର ନିଜର ମତ ସାବ୍ୟସ୍ତ କରିଛନ୍ତି। 

ମୁର୍ଶିଦାବାଦରେ ୧୭.୫୪ ପ୍ରତିଶତ ଭୋଟିଂ: ମତଦାନ କେନ୍ଦ୍ରରେ ଉତ୍ତେଜନା, ୩ ଟିଏମ୍‌ସି କର୍ମକର୍ତ୍ତା ଆହତ

ମୁର୍ଶିଦାବାଦରେ ୧୭.୫୪ ପ୍ରତିଶତ ଭୋଟିଂ: ମତଦାନ କେନ୍ଦ୍ରରେ ଉତ୍ତେଜନା, ୩ ଟିଏମ୍‌ସି କର୍ମକର୍ତ୍ତା ଆହତ

ମୁର୍ଶିଦାବାଦ,୨୩।୪:  ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଛି। ସକାଳୁ ମତଦାତାମାନେ ବହୁ ଉତ୍ସାହର ସହ ଭୋଟଦାନ କରିଥିବା ବେଳେ ୧୧ ଆଶାୟୀ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିଛନ୍ତି।

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। 

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ଛତିଶଗଡ଼ରେ ଆଇଇଡି ବିସ୍ଫୋରଣ

ବଳରାମପୁର,୨୩।୪: ଝାଡଖଣ୍ଡ-ଛତିଶଗଡ଼ ସୀମାରେ ଥିବା ବନ୍ଦରଚୁଆ ନିକଟରେ ମଙ୍ଗଳବାର ସକାଳେ ଏକ ଆଇଇଡି ବିସ୍ଫୋରଣ ହୋଇଛି। ମାଓବାଦୀଙ୍କ ଦ୍ୱାରା କରାଯାଇଥିବା ଏହି ବିସ୍ଫୋରଣରେ କେହି ମୃତାହତ ହୋଇ ନ ଥିବା ସୂଚନା ମିଳିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri