ରାଜ୍ୟ |

୨୧ ଯାଏ ବର୍ଷା ସମ୍ଭାବନା

୨୧ ଯାଏ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟମରେ ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖରେ ଦକ୍ଷିଣ ଓଡ଼ିଶା ଏବଂ ରାଜ୍ୟର ଅନ୍ୟ ଭାଗରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର ଏବଂ ବୌଦ୍ଧ ଜିଲାରେ କାଳବୈଶାଖୀଜନିତ ଝଡ଼ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗତ ଦୁଇଦିନ ହେବ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବା ଯୋଗୁ ପାଗ ଥଣ୍ଡା ରହିଛି।

All Right Reserved By

ରାଜ୍ୟ |

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ମୁଖ୍ୟମନ୍ତ୍ରୀଙ୍କ ସିମୁଳିଆ ନିର୍ବାଚନମଣ୍ଡଳୀ ଗସ୍ତ

ସିମୁଳିଆ,୨୩।୪(ଡି.ଏନ୍‌.ଏ.): ଆସନ୍ତା ୨୯ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲା ସିମୁଳିଆ-ଖଇରା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି।

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

କେନ୍ଦୁଝରର ବିଭିନ୍ନ ବୁଥରେ ଇଭିଏମ୍‌ ଅଚଳ: ବିଳମ୍ବରେ ମତଦାନ

ହାଟଡ଼ିହୀ,୨୩l୪(ଡ଼ି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିିର୍ବାଚନମଣ୍ଡଳୀ ହାଟଡ଼ିହୀ ବ୍ଲକ ଅଧୀନ ବିଭିନ୍ନ ବୁଥରେ ଇଭିଏମ ଖରାପ ପାଇଁ ଦୀର୍ଘ ସମୟ ପର୍ଯ୍ୟନ୍ତ ମତଦାନ ହୋଇପାରି ନ ଥିବା ଦେଖିବାକୁ ମିଳିଛି।

ନିର୍ବାଚନୀ ହିଂସା: ଆକ୍ରମଣରେ କଂଗ୍ରେସ ସମର୍ଥକ ଗୁରୁତର

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଚାଲୁ ରହିଛି। ଖୋର୍ଦ୍ଧା ଜିଲା ବେଗୁନିଆ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବୋଲଗଡ଼ ଥାନା କଳାଙ୍ଗ ପଞ୍ଚାୟତ ଗୋଡ଼ଭଙ୍ଗାର ୧ ନମ୍ବର ବୁଥ୍‌ରେ ବିଜେଡି ସମର୍ଥକମାନେ କଂଗ୍ରେସ ସମର୍ଥକଙ୍କୁ ମତଦାନ କେନ୍ଦ୍ରକୁ ଭୋଟ ଦେବା ପାଇଁ ଛାଡୁ ନାହାନ୍ତି।

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦ % ମତଦାନ

ଖୋର୍ଦ୍ଧା ଅଫିସ,୨୩ା୪: ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ଖୋର୍ଦ୍ଧା ଜିଲା ୧୧୮ ନମ୍ବର ଚିଲିକା ନିର୍ବାଚନମଣ୍ଡଳୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ସର୍ବାଧିକ ୨୦% ମତଦାନ ହୋଇଛି।  


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri