ରାଜ୍ୟ | ବାଲେଶ୍ୱର

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ): ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି । ଫଳରେ ଚାଷୀମାନେ ଅଭାବୀ ବିକ୍ରିର ଶିକାର ହେଉଛନ୍ତିି। ଅନେକ ସମୟରେ ଚାଷୀ ବାଧ୍ୟ ହୋଇ ଦଲାଲଙ୍କୁ ଶାଗମାଛ ଦରରେ ବିକ୍ରି କରୁଛି। ଏମିତି ଅଭିଯୋଗ କରି କପ୍ତିପଦା ବ୍ଲକ୍‌ ପିଙ୍ଗୁ ଓ ନୁଦଡ଼ିହା ପଞ୍ଚାୟତର  ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଉଦଳା-ପୋଡ଼ାଡ଼ିହା ପୂର୍ତ୍ତ ବିଭାଗ ମୁଖ୍ୟରାସ୍ତାର କୁକୁରଡ଼ିମା ଆର୍‌ଏମ୍‌ସି ହାଟ ସାମ୍ନାସ୍ଥ ରାସ୍ତାରେ ଚାଷୀମାନେ ଧାନ ରଖି ପ୍ରତିବାଦ ଜଣାଇଛନ୍ତି। ସକାଳ ୧୦ଟାରୁ ଚାଷୀଙ୍କ ରାସ୍ତାରୋକୋ ଫଳରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲା। ଖବରପାଇ କପ୍ତିପଦା ତହସିଲଦାର ପ୍ରଦୀପ ବେହେରା, ଏଆର୍‌ସିଏସ୍‌ ଦୁଃଖି ଟୁଡ଼ୁ, ଏମ୍‌ଡ଼ି ଲକ୍ଷ୍ମଣ ମାର୍ଣ୍ଡି, ଉପଖଣ୍ଡ ଯୋଗାଣ ଅଧିକାରୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଚାଷୀଙ୍କ ସହିତ ଆଲୋଚନା କରିବା ପରେ ରାସ୍ତା ଅବରୋଧ ହଟିଥିଲା। ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ୧୮ଶହ  କୁଣ୍ଟାଲ ଧାନ କିଣାଯିବା ପାଇଁ ଟୋକନ  ପ୍ରଦାନ କରାଯିବା ସହିତ ଅବଶିଷ୍ଟ ୪୨୦୦ କୁଣ୍ଟାଲ ଧାନର ଟୋକନ ଆସନ୍ତା ୨୬ ଓ ୨୮ ତାରିଖ ସୁଦ୍ଧା ଚାଷୀଙ୍କୁ ପ୍ରଦାନ କରାଯାଇ ସେମାନଙ୍କଠାରୁ ଧାନ କିଣା ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏହି ଧାରଣାରେ ଚାଷୀ ସୁଦର୍ଶନ ପ୍ରଧାନ, ପ୍ରଭାକର ପଳତା, ଦିଲ୍ଲୀପ ମହାପାତ୍ର, ବସନ୍ତ ଲେଙ୍କା, ଚତୁର୍ଭୁଜ ପ୍ରଧାନ, ବିଷ୍ଣୁଚରଣ ପ୍ରଧାନ, ବସନ୍ତ ବାରିକ, ରଙ୍କନିଧି ଚନ୍ଦ୍ରକାନ୍ତ ବାରିକ, କାର୍ତ୍ତିକ ନାଏକ, ଦୁର୍ଯ୍ୟୋଧନ ନାଏକ, ରଞ୍ଜନ ମହାପାତ୍ରଙ୍କ ସମେତ ଦୁଇ ପଞ୍ଚାୟତର ବହୁ ଚାଷୀ ସାମିଲ ଥିଲେ ।


All Right Reserved By

ରାଜ୍ୟ | ବାଲେଶ୍ୱର

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ମୋ’ ବିରୋଧରେ ହେଉଥିବା ଚକ୍ରାନ୍ତର ଉଚିତ ଜବାବ ଦେବେ ପାଟକୁରାବାସୀ: ବିଜୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ପାଟକୁରା ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା ହେବା ପରେ ରାଜନୀତି ପୁଣି ସରଗରମ ହୋଇପଡ଼ିଛି। 

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ଗତ ୫ ବର୍ଷ ଭିତରେ ଲୋକଙ୍କ ଆସ୍ଥା ହରାଇଛି ମୋଦି ସରକାର: ନବୀନ

ସଜନାଗଡ଼,୨୪।୪(ଡି.ଏନ୍‌.ଏ.): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବୁଧବାର ବାଲେଶ୍ୱର ଜିଲା ନୀଳଗିରି ନିିର୍ବାଚନମଣ୍ଡଳୀ ବଣଭୁଇଁଠାରେ  ଏକ ବିଶାଳ ସମାବେଶରେ ଯୋଗଦେଇ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ଅପରାହ୍ନ ୧ଟାରେ ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସଭାସ୍ଥଳରେ ପହଞ୍ଚିଥିଲେ। 

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।

ମୁଁ ବଞ୍ଚିଥିବା ଯାଏ ଓଡ଼ିଶାକୁ ପଛୁଆ ରାଜ୍ୟ ହେବାକୁ ଦେବି ନାହିଁ; ଏବେ କୁମ୍ଭୀର କାନ୍ଦଣା କାନ୍ଦୁଛି ଭାଜପା: ମୁଖ୍ୟମନ୍ତ୍ରୀ

ମୁଁ ବଞ୍ଚିଥିବା ଯାଏ ଓଡ଼ିଶାକୁ ପଛୁଆ ରାଜ୍ୟ ହେବାକୁ ଦେବି ନାହିଁ; ଏବେ କୁମ୍ଭୀର କାନ୍ଦଣା କାନ୍ଦୁଛି ଭାଜପା: ମୁଖ୍ୟମନ୍ତ୍ରୀ

ଭୋଗରାଇ,୨୪।୪(ଡି.ଏନ୍‌.ଏ.): ଓଡ଼ିଶାର ସାଢ଼େ ୪ କୋଟି ଓଡ଼ିଆ ମୋ’ ପରିବାର। ଏଥିପାଇଁ ଓଡ଼ିଶାବାସୀଙ୍କୁ ମୁଁ ପ୍ରିୟ ହୋଇପାରିଛି। ଓଡ଼ିଆ ପରିବାରକୁ କେହି ଅବହେଳା କଲେ ମୁଁ ଚୁପ୍‌ ହୋଇ ବସିବି ନାହିଁ। 

ଗୋଡ଼ା ଗାଁରେ ହାତୀପଲ ଆତଙ୍କ: ଭାଙ୍ଗିଲେ ଘର, ଖାଇଲେ ଧାନ

ଗୋଡ଼ା ଗାଁରେ ହାତୀପଲ ଆତଙ୍କ: ଭାଙ୍ଗିଲେ ଘର, ଖାଇଲେ ଧାନ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ଗୋଡ଼ା ଗାଁ ମଧ୍ୟକୁ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୨ଟାରେ ୩ ଜଣିଆ ହାତୀପଲ ପଶିଆସିଛି। ଏଥିରେ ୨ଟି ଦନ୍ତା ଓ ଗୋଟିଏ ମାଈହାତୀ ଥିଲା। ହାତୀପଲ ଗ୍ରାମର ଗାଣ୍ଡୁ ବେହେରାଙ୍କ ଚାଳ ଓ ଆଜବେଷ୍ଟସ ଘର ଭାଙ୍ଗି ୮ବସ୍ତା ଧାନ ଖାଇ ଦେଇଛନ୍ତି ।

ପାଟକୁରା ବିଧାନସଭା ଆସନ: ଆସନ୍ତା ୧୯ରେ ହେବ ଭୋଟ, ମେ’ ୧ ନାମାଙ୍କନ ଦାଖଲର ଶେଷ ତାରିଖ

ପାଟକୁରା ବିଧାନସଭା ଆସନ: ଆସନ୍ତା ୧୯ରେ ହେବ ଭୋଟ, ମେ’ ୧ ନାମାଙ୍କନ ଦାଖଲର ଶେଷ ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଆସନ୍ତା ୨୯ ତାରିଖରେ ପାଟକୁରା ବିଧାନସଭା ଆସନ ଲାଗି ନିର୍ବାଚନ  ଅନୁଷ୍ଠିତ ହୋଇଥାନ୍ତା। ମାତ୍ର ପାଟକୁରା ବିଧାୟକ ତଥା ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ବିୟୋଗ ଯୋଗୁ ଏଠାରେ ନିର୍ବାଚନ ସ୍ଥଗିତ ରହିଥିଲା। ତେବେ ଏହି ନିର୍ବାଚନ ଲାଗି ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଠାରେ ମେ’୧୯ରେ ନିର୍ବାଚନ ଅନୁଷ୍ଠିତ ହେବ।

ହଳଦୀପଡ଼ିଆ ବସ୍ତିରୁ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

ହଳଦୀପଡ଼ିଆ ବସ୍ତିରୁ ବ୍ରାଉନସୁଗାର ଜବତ, ଅଭିଯୁକ୍ତ ଗିରଫ

କଟକରୋଡ୍‌,୨୪।୪(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ବେଆଇନ ବ୍ରାଉନ୍‌ସୁଗାର  ବ୍ୟବସାୟ ଚାଲିଛି। ଏପରିକି ଥାନା ହତା ମଧ୍ୟରେ କମିଶନରେଟ ପୋଲିସର ଜୋନ୍‌-୪ ଏସିପିଙ୍କ କାର୍ଯ୍ୟାଳୟ ରହିଥିବାବେଳେ ଏହି ବସ୍ତି ଏବେ ଚୋରା ନିଶା ବ୍ୟବସାୟୀଙ୍କ କବ୍‌ଜାରେ। 

ପ୍ରଦୀପ ମହାରଥୀଙ୍କ ଜାମିନ ଶୁଣାଣି ଆଜି

ପ୍ରଦୀପ ମହାରଥୀଙ୍କ ଜାମିନ ଶୁଣାଣି ଆଜି

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଜାମିନ ଶୁଣାଣି ବୁଧବାର ହେବ। ନିର୍ବାଚନ ସମ୍ପର୍କିତ ଭୁବନେଶ୍ୱରରେ ଥିବା ସ୍ବତନ୍ତ୍ର କୋର୍ଟରେ ତାଙ୍କ ମାମଲାର ଶୁଣାଣି ହେବ ବୋଲି ଜଣାପଡ଼ିଛି।

ଭାଜପା-ବିଜେଡି ମୁହାଁମୁହିଁ

ଭାଜପା-ବିଜେଡି ମୁହାଁମୁହିଁ

ପୁରୀ ଅଫିସ, ୨୪।୪: ପୁରୀ ଭାଜପା ଯୁବମୋର୍ଚ୍ଚା ଜିଲା ସଭାପତି ଜୟନ୍ତ କୁମାର ଦାଶଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପ୍ରଥମେ ବ୍ୟକ୍ତି, ପରେ ଦଳ:ଗଜପତି ମହାରାଜା

ପ୍ରଥମେ ବ୍ୟକ୍ତି, ପରେ ଦଳ:ଗଜପତି ମହାରାଜା

ପୁରୀ ଅଫିସ,୨୪ା୪: ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri