ସମ୍ବଲପୁର

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଆବାସ ଯୋଜନାରୁ ବଁଚିତ ଭିନ୍ନକ୍ଷମ ଧୁବା

ଲୋଇସିଂହା,୨୧।୩ (ଡି.ଏନ.ଏ)  ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଖଲିଆପାଲି ଗାଁର ଧୁବା ଝାଙ୍କର(୬୫)। ମାଏକିନା ଆରପାରକେ ଚାଲିଯାଇଥିଲା ବେଲେ ଧୁବା ପୁଓ ବହ ପାସେ ରହୁଛନ୍‌। ପରିବାରଟା ନିହାତି ଗରିବ୍‌ ହେଇଥିଲା ବେଲେ ସରକାରୀ ଯୋଜ୍‌ନାରେ ଘରଖଁଡ଼େ ପାଏବାର ଲାଗି କେଭ୍‌ଠାନୁ ଚାହିଁ ରହିଛନ୍‌। ଇ ବାବ୍‌ଦେ ସେ ବ୍ଲକକେ ଯାଇ ବିଡିଓକୁଁ ଗୁହାରି କରମି ବଲି କହିଛନ୍‌। 

ସୂଚନା ଅନ୍‌ସାରେ ଆଗଲପୁର ବ୍ଲକ ସାଲେଭଟା ପଁଚେତ ଅଧୀନ ଖଲିଆପାଲି ଗଁାର ଟିକ୍ରାପଡ଼ାରେ ଧୁବା ଝାଙ୍କରକର ଘର। ମାଏକିନା ସରସ୍ବତୀ, ପୁଓବହ ଆର ୩ ନାତି ନାତେନକୁ ନେଇ ତାକର ସୁଖର ସଁସାର। ହେଲେ ମାଏକିନା ସରସ୍ବତୀ ରୋଗ୍‌ରେ ପୀଡ଼ିତ ଥିଲେ। ଅନେକ ଚିକିସତ୍ା କଲାରୁ ବି ସେ ଭଲ ନାଇଁହେଲେ। ଆଏଜ୍‌କେ ୩ ବଛର ତଲେ ତାକର ମୁର୍‌ତୁ ହେଇଥିଲା। ଘଟନା ପରେ ଧୁବା ପୂରାପୂରି ଭାଂଗି ପଡ଼ିଥିଲେ। ଇଆଡ଼େ ଧୁବାର ଗୁଟେ ଆଏଁଖ୍‌କେ ଭଲ ଭାବେ ନାଇଁ ଦିଶବାର ଲାଗି ସେ ପୁଓବହର ଆଶ୍‌ରେ ରହିଥିବାର କହିଛନ୍‌। ରହିବାର ଲାଗି ଭଲ ଘର ଖଁଡ଼େ ନାଇଁଥିବାର ଲାଗି ୬ ପ୍ରାଣୀ କୁଟୁମ୍‌ ବଡ଼ା ଗୁଲ୍‌ଗୁଲା ହେଉଛନ୍‌। ପଁଚେତ୍‌ ତରଫୁ ଘରଖଁଡ଼େ ମିଲବା ବଲି ସେ ଆଶ୍‌ କରିଥିଲେ, ହେଲେ ତାକର ପରିବାରକେ ଅନ୍‌ଦେଖା କରାଯାଉଥିବାର ସେ କହିଛନ୍‌। ପୁଓବହ ଗୁଟେ ବିହାଘର ଯାଇଛନ୍‌, ସେମାନେ ଫିରଲେ ମୁଇଁ ବିଡିଓକୁଁ ଯାଇ ଭେଟମି ଆର ଘରଖଁଡ଼େ ଲାଗି ଗୁହାରି କରମି ବଲି ତାହାକୁ ପଚରାଲାରୁ କହିଛନ୍‌। ଇ ନିହାତି ଗରିବ୍‌ ପରିବାର ଉପରେ ଜିଲା ଆର ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ଦାବି ହେଉଛେ। 

All Right Reserved By

ସମ୍ବଲପୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଭଂଗା କୁରିଆରେ ବୁଢ଼ାବୁଢ଼ିକର ବିତୁଛେ ଜୀବନ: ପକାଘର ଖଁଡ଼େ ଆଶ୍‌ରେ ଭାଗୀରଥି ଆର ନୁର

ଜାମଟିକ୍ରା, ୨୨।୪ (ଡି.ଏନ.ଏ):  କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖିକର ଲାଗି ଯୋଜନା ଉପରେ ଯୋଜନା ତିଆର କରୁଛନ୍‌। ଭିନେ ଭିନେ ଯୋଜନାରେ ସରକାର ଫିବଛର କୋଟି କୋଟି ଟଁକା ସାରୁଛନ୍‌। 

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

ମଉଲିକ୍‌ ସୁବିଧା ସୁଯୋଗରୁ ବଁଚିତ୍‌ ୨ ପଡ଼ାବାସୀ

କେସିଙ୍ଗା,୨୨।୪(ଡି.ଏନ.ଏ.):  କେସିଙ୍ଗା ଏନ୍‌.ଏ.ସି. ୮ ନମ୍ବର ଓ୍ବାର୍ଡର ଯାଦବ ଆର ହରିଜନ ପଡ଼ାବାସୀ ମଉଲିକ ସୁବିଧାରୁ ବଁଚିତ ହେଉଥିବାର ଅଭିଯୋଗ ହେଇଛେ। ୮ ନମ୍ବର ଓ୍ବାର୍ଡର ନ୍ୟୁ ଲାଇଫ୍‌ ସ୍କୁଲ ପାସେ ଥିବାର ହରିଜନ ପଡ଼ାରେ ପାଖାପାଖି ୩୦ ପରିବାରର ୨୫୦ ଲୋକ୍‌ ରହୁଛନ୍‌। 

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ:  ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ସର୍ଗିଗୁଡ଼ାରେ ବଡ଼ଭାରି ପିଇଲା ପାଏନ୍‌ ସମସିଆ: ପାଏନ୍‌ ନାଁରେ ଫ୍ଲୋରାଇଡ୍‌ ପିଉଛନ୍‌ ଗାଁବାସୀ

ନୂଆପଡା ଅଫିସ,୨୨ା୪:  ନୂଆପଡ଼ା ରାଏଜର ସବୁଠାନୁ ଜହ ଫ୍ଲୋରାଇଡ୍‌ ପରଭାବିତ ଜିଲା। ଇଠାନର ପଚିଶ ପରତିଶତରୁ ଅଧ୍‌କା ଅଂଚଲରେ ଫ୍ଲୋରାଇଡ୍‌ ବାହାରୁଛେ। ନିରମଲ ପିଇଲା ପାଏନ୍‌ ଟିକେ ପାଏବାର ଲାଗି ଇଠାନେ ଲୁକ୍‌କୁ ନାନା ସମସିଆ ସଂଗେ ଯୁଝ୍‌ବାକେ ପଡ଼ୁଛେ।

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ହକ୍‌ ପାଏଲେ ଦିବ୍ୟାଙ୍ଗ ଆଶୁତୋଷ

ବିନିକା,୨୨ା୪(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଭଣ୍ଡାର ଗାଁର ହରିଶ୍ଚନ୍ଦ୍ର ହୋତାକଁର ଦିବ୍ୟାଙ୍ଗ ପୁଓ ଆଶୁତୋଷ ଶେଷେ ସରକାରୀ ଯୋଜନାରେ ବିଜୁ ପକ୍କାଘର ଖଁଡ଼େ ପଏବାରେ ସଫଲ ହେଇଛନ୍‌। 

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କାଳବୈଶାଖୀ ସାଙ୍ଗକୁ ବର୍ଷା, କୁଆପଥର ମାଡ଼: କ୍ଷତିରେ ପରିବା ଓ ଫଳଚାଷୀ

କୁତ୍ରା/ବଡ଼ଗାଁ, ୨୧।୪ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କୁତ୍ରା ଓ ବଡ଼ଗାଁ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସାଙ୍ଗକୁ ବର୍ଷା ଓ କୁଆପଥର ମାଡ଼ ହୋଇଛି। ଫଳରେ ପରିବା ଓ ଫଳ ଚାଷୀ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଚାପରେ ରହୁଥିବା ଜଣାପଡିଛି। 

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ସିଆମାଳ ନାଳି କଙ୍କ୍ରିଟକରଣ କରିବାକୁ ଦାବି

ବିନିକା, ୨୦ା୪(ଡି.ଏନ୍‌.ଏ.):ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ବାଙ୍କିଘିର୍ଡି ଏବଂ ବାବୁପାଲି ପଞ୍ଚାୟତର ୫ଶହ ଏକର ଜମିରେ ସିଆମାଳ ନାଳିର ପାଣି ମାଡିଥାଏ।  ୪ଶହରୁ ଊର୍ଦ୍ଧ୍ୱ ଚାଷୀ ଏହାଦ୍ୱାରା ଉପକୃତ ହୋଇଥାନ୍ତି। 

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ସର୍ଗିଗୁଡା ଗାଁରେ ଉତ୍କଟ ହେଉଛି ପାଣି ସମସ୍ୟା : ଜଳ ନାଁ ରେ ପିଉଛନ୍ତି ଜହର

ନୂଆପଡା ଅଫିସ, ୨୧।୪- ନୂଆପଡା ରାଜ୍ୟର ସବୁଠାରୁ ବେଶୀ ଫ୍ଲୋରାଇଡ ପ୍ରଭାବିତ ଜିଲା। ଏଠିକାର ପଚିଶ ପ୍ରତିଶତରୁ ଊର୍ଦ୍ଧ୍ୱ ଅଞ୍ଚଳ ଫ୍ଲୋରାଇଡ ପ୍ରବଣ। ବିଶୁଦ୍ଧ ପାନୀୟ ଜଳ ମୁନ୍ଦିଏ ପାଇଁ ଏଠିକାର ଲୋକଙ୍କୁ  ସଂଘର୍ଷ କରିବାକୁ ପଡିଥାଏ। 

ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଲା

ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଲା

ସୋନପୁର,୨୧।୪(ନି.ପ୍ର.):ଜନସାଧାରଣଙ୍କ ଦୀର୍ଘଦିନର ଦାବି ପରେ ସୁବର୍ଣ୍ଣପୁରରେ ପରିବାର ଅଦାଲତ ଖୋଲିଛି। ଏହି ଅଦାଲତ ଦ୍ୱାରା ପାରିବାରିକ ବିବାଦର ଆପୋଷ ସମାଧାନ ହୋଇପାରିବ। 

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ ରାମଲୀଳା ଯାତ୍ରା: ପିତୃସତ୍ୟ ପାଳନ କରି ବନବାସ ଗଲେ ଶ୍ରୀରାମଚନ୍ଦ୍ର

ବଡ଼ଗାଁ, ୨୧।୪ (ଡି.ଏନ.ଏ)-ବଡ଼ଗାଁର ରାମଲୀଳା ଯାତ୍ରାର ସପ୍ତମ ରଜନୀରେ ରାମଚନ୍ଦ୍ରଙ୍କ ବନବାସ ମଞ୍ଚସ୍ଥ ହୋଇଛି। ଦାସୀ ମନ୍ଥରାଙ୍କ କୁମନ୍ତ୍ରଣାରେ ପଡି ରାଜା ଦଶରଥଙ୍କ ମଧ୍ୟମା ରାଣୀ କୈକେୟୀ ରାଜାଙ୍କ ଦୁର୍ବଳ ମୂହୂର୍ତ୍ତର ସୁଯୋଗ ନେଇ ୨ବର ଦେବା ପାଇଁ ସର୍ତ୍ତ ରଖିଥିଲେ ।

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ  ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। 

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

କାଳ ବୈଶାଖୀରେ ଘର ଉପରେ ଗଛ ପଡ଼ିଲା: ମା’ ଝିଅ ମୃତ, ବାପା ଗୁରୁତର

ନୂଆପଡ଼ା ଅଫିସ,୨୧।୪-ନୂଆପଡ଼ା ଜିଲା ଜୋଙ୍କ ଥାନା ଅନ୍ତର୍ଗତ ଭଏଁଷାଟାଲ ଗ୍ରାମପଞ୍ଚାୟତ ଭଣ୍ଡାରପୁରୀ ଗାଁ ମଝିରେ ଥିବା ଏକ ବୃହଦାକାୟ ପିପଲ ଗଛ କାଳ ବୈଶାଖୀ ପ୍ରଭାବରେ ଭାଙ୍ଗି ପଡି ଘର ଉପରେ ପଡିବାରୁ ମା’ଝିଅଙ୍କ ମୃତ୍ୟୁ ଘଟିଛି।

କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା

କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା

ଡୁଙ୍ଗୁରିପାଲି, ୨୦ା୪(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି କୈବର୍ତ୍ତ ସମାଜର ମାଣିକେଶ୍ୱରୀ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ା  କୈବର୍ତ୍ତ ସମାଜ ସଭାପତି ପ୍ରମୋଦ କୁମାର ବେହେରାଙ୍କ ଘରୁ  ଛତର ବାହାରି କୁଦେଇପଡାର ଦୟାନିଧି ବୁଡେକଙ୍କ ଘରେ ପହଞ୍ଚିଥିଲା।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri