ଜାତୀୟ |

ନୀରବଙ୍କ ୧୧କାର୍‌, ୧୭୩ ପେଣ୍ଟିଙ୍ଗ ବିକ୍ରି ହେବ;ସ୍ତ୍ରୀଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି

ନୀରବଙ୍କ ୧୧କାର୍‌, ୧୭୩ ପେଣ୍ଟିଙ୍ଗ ବିକ୍ରି ହେବ;ସ୍ତ୍ରୀଙ୍କ ବିରୋଧରେ ଏନ୍‌ବିଡବ୍ଲ୍ୟୁ ଜାରି

ନୂଆଦିଲ୍ଲୀ,୨୧-୩: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ମହାଠକେଇ ମାମଲାରେ ଲଣ୍ଡନରେ ଗିରଫ ହୋଇଛନ୍ତି ହୀରା ବ୍ୟବସାୟୀ ନୀରବ ମୋଦି। ଅନ୍ୟପକ୍ଷରେ ଭାରତରେ ଥିବା ତାଙ୍କର ସମ୍ପତ୍ତି ବିକ୍ରି କରିବା ଲାଗି ଏବେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ମୁମ୍ବାଇସ୍ଥିତ ପ୍ରିଭେନ୍ସନ ଅଫ୍‌ ମନିଲଣ୍ଡରିଂ ଆକ୍ଟ(ପିଏମ୍‌ଏଲ୍‌ଏ) ଅଦାଲତ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ଙ୍କୁ ନୀରବଙ୍କ ମହଙ୍ଗା କାର୍‌ ଓ ପେଣ୍ଟିଙ୍ଗ ବିକ୍ରି କରିବାକୁ ଅନୁମତି ଦେଇଛନ୍ତି। ଅଦାଲତ ହୀରା ବ୍ୟବସାୟୀଙ୍କ ସ୍ତ୍ରୀ ଆମି ମୋଦିଙ୍କ ବିରୋଧରେ ମଧ୍ୟ ଜାମିନବିହୀନ ଗିରଫ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ) ଜାରି କରିଛନ୍ତି। ଇଡି ସୂତ୍ରରୁ କୁହାଯାଇଛି ଯେ, ମୋଦିଙ୍କ ୧୭୩ ମହଙ୍ଗା ପେଣ୍ଟିଙ୍ଗ ଓ ୧୧ ଲକ୍‌ଜରୀ କାର୍‌କୁ ବିକ୍ରି କରାଯିବ। ନୀଲାମ ମାଧ୍ୟମରେ ଏହା ବିକ୍ରି ହେବ। ସୂଚନାଥାଉ କି, ନୀରବ ଓ ମାମୁ ମେହୁଲ ଚୋକ୍‌ସିଙ୍କ ଅଦ୍ୟାବଧି ମୋଟ ୪,୭୬୫ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ନିକଟରେ ତାଙ୍କର ଏକ ବେଆଇନ ଭାବେ ନିର୍ମିତ ବଙ୍ଗଳାକୁ ବିସ୍ଫୋରକ ସହାୟତାରେ ଉଡାଇ ଦିଆଯାଇଥିଲା। 

All Right Reserved By

ଜାତୀୟ |

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜୁନାଗଡ଼,୨୩।୪: ଜଣେ ଭୋଟରଙ୍କ ଲାଗି ଭୋଟଦାନ କେନ୍ଦ୍ର। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। 

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ମତଦାନ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ମତଦାନ

ନୂଆଦିଲ୍ଲୀ,୨୩।୪: ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଙ୍ଗଳବାର ଦେଶର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୧୬ ଆସନରେ ମତଦାନ କରାଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ଭୋଟର ମତଦାନ ସାବ୍ୟସ୍ତ କରିଥିବା ସୂଚନା ମିଳିଛି। 

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ବଡୋଦରା, ୨୩।୪: ୨୦୧୯ ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୬ଟି ରାଜ୍ୟର ୧୧୭ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ଚାଲିଛି। 

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ନିଜର ଜୀବନକୁ ବାଜି ଲଗାଇଦେଇଛନ୍ତି।

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଗାନ୍ଧୀନଗର, ୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। 

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

କନ୍ନୁର, ୨୩।୪: କେରଳର କନ୍ନୁର ଜିଲାର ଏକ ମତଦାନ କେନ୍ଦ୍ରରେ ଅଜବ ଘଟଣା ଦେଖିବାକୁ ମିଳିଛି।

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। 

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ ଠିକାଦାରଙ୍କଠାରୁ ନେଉଛନ୍ତି। 

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

ନୂଆଦିଲ୍ଲୀ,୨୩।୪: ୨୦୧୯ ଫେବୃୟାରି ପରେ ଶେୟାରଚାଟ୍‌ ପକ୍ଷରୁ ୪,୮୭୦୦୦ପୋଷ୍ଟ୍‌କୁ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି।

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪:  ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। 

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୩।୪: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri