ମନୋରଞ୍ଜନ |

ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ୫ ଷ୍ଟାରଙ୍କ କନ୍ୟା

ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ୫ ଷ୍ଟାରଙ୍କ କନ୍ୟା

ବଲିଉଡ୍‌ରେ ୯୦ ଦଶକର ବହୁ ଷ୍ଟାର ଧୀରେ ଧୀରେ ସିଲଭର ସ୍କ୍ରିନ୍‌ଠାରୁ ଦୂରେଇବା ଆମ୍ଭ କରିଛନ୍ତି। ଅପରପକ୍ଷରେ ବହୁ ଷ୍ଟାରକିଡ୍‌ ବଲିଉଡ୍‌ରେ ଡେବ୍ୟୁ କରିବା ପାଇଁ ରେଡ୍ଡି ହୋଇଗଲେଣି। ଖୁବ୍‌ ଶୀଘ୍ର ୫ ଜଣ ଷ୍ଟାରଙ୍କ କନ୍ୟା ବଲିଉଡ୍‌ରେ ଏଣ୍ଟ୍ରି କରିବା ପାଇଁ ପ୍ରସ୍ତୁତ ହେଉଛନ୍ତି। ଆସନ୍ତୁ ସେମାନଙ୍କ ବିଷୟରେ ଜାଣିନେବା।


ଅନନ୍ୟା ପାଣ୍ଡେ: ଏହି ତାଲିକାରେ ସବୁଠାରୁ ଆଗରେ ଅଛନ୍ତି ଚଙ୍କି ପାଣ୍ଡେଙ୍କ ଝିଅ ଅନନ୍ୟା ପାଣ୍ଡେ । ସେ କରଣ ଜୋହରଙ୍କ ଫିଲ୍ମ ’ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର-୨’ରୁ ବଲିଉଡ୍‌ରେ ଏଣ୍ଟ୍ରି କରିିବାକୁ ଯାଉଛନ୍ତି । ଫିଲ୍ମରେ ଅନନ୍ୟାଙ୍କ ଅପୋଜିଟ୍‌ରେ ବଲିଉଡ୍‌ର ଲିଟିଲ୍‌ ସୁପରହିଟ୍‌ ହିରୋ ଟାଇଗର୍‌ ଶ୍ରଫ୍‌ ରହିବେ । ଫିଲ୍ମଟି ଚଳିତ ବର୍ଷ ରିଲିଜ୍‌ ହେବ । 


ଇରା ଖାନ୍‌: ବର୍ଷକୁ ମାତ୍ର ଗୋଟିଏ ଫିଲ୍ମ କରୁଥିବା ସୁପରହିଟ୍‌ ଅଭିନେତା ଅମୀର ଖାନ୍‌ଙ୍କ ଝିଅ ଇରା ଖାନ୍‌ ମଧ୍ୟ ବଲିଉଡ୍‌ରେ ଏଣ୍ଟ୍ରି କରିବା ପାଇଁ ପ୍ରସ୍ତତି ଚଳାଇଛନ୍ତି । ଇରା ଏବେ ପଢାପଢିରେ ବ୍ୟସ୍ତ ଅଛନ୍ତିି । ଅମୀର ଏନେଇ ସବୁଜ ସଙ୍କେତ ଦେଇସାରିଛନ୍ତି।


ନ୍ୟାସା: ବଲିଉଡ୍‌ ସିଙ୍ଘମ୍‌  ଅଜୟ ଦେବାଗନଙ୍କ ଝିଅ ନାସ୍ୟା ମଧ୍ୟ ଫିଲ୍ମରେ ଅଭିନୟ କରିବାକୁ ରେଡ୍ଡୀ ହୋଇଗଲେଣି। ନାସ୍ୟାଙ୍କୁ ବହୁ ସମୟରେ ଅଜୟ ଓ କଜୋଲଙ୍କ ସହିତ ବିଭିନ୍ନ ପାର୍ଟି ଓ ଦେଖିବାକୁ ମିଳିଥାଏ । ନାସ୍ୟା ଗତ କିଛି ଦିନ ହେବ ସୋସିଆଲ୍‌ ମିଡିଆରେ ଟ୍ରୋଲ୍‌ ହେବାରେ ଲାଗିଛନ୍ତି । ନାସ୍ୟା ନିଜ ଆକର୍ଷଣୀୟ ଲୁକ୍ସ ଓ କପଡ଼ା କାରଣରୁ ଟ୍ରୋଲ୍‌ର ଶିକାର ହେବାରେ ଲାଗିଛନ୍ତି। 


ଶନାୟା କପୁର: ବଲିଉଡ୍‌ର ସୁପରଡ୍ୟାଡ୍‌ ଅଭିନେତା ସଞ୍ଜୟ କପୁରଙ୍କ ଝିଅ ଶନାୟା କପୁର ଏବେ ଫିଲ୍ମ ନିର୍ଦ୍ଦେଶନା ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଖୁବ୍‌ ଶୀଘ୍ର ସେ ସହ-ନିର୍ଦ୍ଦେଶକ ଭାବରେ କ୍ୟାରିଅର୍‌ ଆରମ୍ଭ କରିବାକୁ ଯାଉଥିବା ଶୁଣା ଯାଉଛି ।


ସୁହାନା ଖାଁ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ ଖାଁଙ୍କ  ଲାଡ୍‌ଲୀ ସୁହାନା ଖାଁ ବଲିଉଡ୍‌ରେ ଏଣ୍ଟ୍ରି ନେଇ ଆରମ୍ଭ କରିଛନ୍ତି ଯୋଜନା। ସୁହାନା ଏବେ ଏକ ବିଦେଶୀ ନାଟକର ଶୁଟିଂରେ ବ୍ୟସ୍ତ ଅଛନ୍ତି। 

All Right Reserved By

ମନୋରଞ୍ଜନ |

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

ଶ୍ରଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। 

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀ ଏବଂ ସଞ୍ଜୟ ଦତ୍ତଙ୍କ ଯୋଡ଼ି ୯୦ ଦଶକରେ ସିଲ୍‌ଭର ସ୍କ୍ରିନ୍‌ରେ ସୁପରହିଟ୍‌ ହୋଇଥିଲା। ଫିଲ୍ମରେ କାମ କରିବା ସମୟରେ ଦୁଇଜଣଙ୍କ ପ୍ରେମସମ୍ପର୍କ ମଧ୍ୟ ଦର୍ଶକଙ୍କ ସାମ୍ନାକୁ ଆସିଥିଲା।

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିଛି।

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ ଦର୍ଶାଇଛନ୍ତି।

ଟାଇଗରଙ୍କ ନୂଆ ଯୋଜନା

ଟାଇଗରଙ୍କ ନୂଆ ଯୋଜନା

ଷ୍ଟାର କିଡ୍‌ ଟାଇଗର ଶ୍ରଫ ଏକ ନୂଆ ଯୋଜନାରେ ବ୍ୟସ୍ତ ଅଛନ୍ତି। ୟା ଭିତରେ ବେଶ୍‌ କେତୋଟି ହିଟ୍‌ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। 

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

କଥାରେ ଅଛି ଆରେ ଢାମଣା ବୁଲି ବୁଲି ପୁଣି ସେଇ ଅଗଣା। ଦେଖୁନାହାନ୍ତି, ଡବଲ ରୋଲ୍‌ ପରି ଚାନ୍ସକୁ ଜାହ୍ନବୀ  ପ୍ରଥମେ ହାତଛଡା କରିଥିଲେ। ହେଲେ ପ୍ରଯୋଜକ କୋଉ ଛାଡିବାର।

ଅଜୟ ଦେବଗନଙ୍କ ସହ ଅଭିନୟ କରିବା ଲାଗି ଓଜନ କମାଇଲେ ରକୁଲ୍‌

ଅଜୟ ଦେବଗନଙ୍କ ସହ ଅଭିନୟ କରିବା ଲାଗି ଓଜନ କମାଇଲେ ରକୁଲ୍‌

ସତରେ,ଗୋଟିଏ କଥା କହିବା ଏବଂ ତାହାକୁ କାମରେ ପରିଣତ କରିବା ସହଜ କଥା ନୁହେଁ। ହାତରେ ଅଳ୍ପ ଦିନ, ପୁଣି ତା’ ଭିତରେ ୧୦ କିଗ୍ରା ଓଜନ କମାଇବାକୁ ପଡିବ।

ସିନେମା 'କ୍ରିଷ୍ଣା:  ଷ୍ଟୋରି ଅଫ ଏ ଡ୍ୟାନ୍ସର': ସତ କାହାଣୀକୁ ନେଇ ପର୍ଯ୍ୟବଶିତ

ସିନେମା 'କ୍ରିଷ୍ଣା: ଷ୍ଟୋରି ଅଫ ଏ ଡ୍ୟାନ୍ସର': ସତ କାହାଣୀକୁ ନେଇ ପର୍ଯ୍ୟବଶିତ

ଏକ ସତ ଘଟଣାକୁ ଆଧାର କରି ନିର୍ମିତ ହୋଇଛି ଓଡ଼ିଆ ସିନେମା ‘କ୍ରିଷ୍ଣା : ଷ୍ଟୋରି ଅଫ ଏ ଡ୍ୟାନ୍ସର’। କାହାଣୀ ଅନୁସାରେ ନାୟକ କ୍ରିଷ୍ଣା ଜଣେ ଗରିବ ଘର ପିଲା। ଛୋଟ ବେଳୁ ଡ୍ୟାନ୍ସ ପ୍ରତି ପ୍ରବଳ ଆଗ୍ରହ। 

ରଣବିରଙ୍କ ପ୍ରେମରେ ପାଗେଳି ହେଲେଣି ଆଲିଆ

ରଣବିରଙ୍କ ପ୍ରେମରେ ପାଗେଳି ହେଲେଣି ଆଲିଆ

ରଣବୀର-ଆଲିୟା ଯୋଡ଼ିକୁ ନେଇ ଏବେ ସବୁଠି ଚର୍ଚ୍ଚା। ପବ୍ଲିକ୍‌ ପ୍ଲେସ୍‌ ହେଉ କି ଆଓ୍ବାର୍ଡ ଫଙ୍କଶନ, ଦୁହେଁ ଦୁହିଙ୍କୁ କେତେ ଭଲପାଉଛନ୍ତି ତାହା ଦେଖିଲେ ଜଣାପଡ଼ିଯାଉଛି। 

ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଶନିବାର ଅଭି-ଐଶ୍‌ଙ୍କ ବିବାହବାର୍ଷିକୀ ଥିଲା। ତେଣୁ ଏହିଦିନ ଦୁହେଁ ଦୁହିଁଙ୍କୁ ସ୍ପେଶାଲ ଉଇସ୍‌ କରିଛନ୍ତି। ଅଭି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି।

ଯାତ୍ରା ଜଗତର  ହାସ୍ୟନାୟିକା ଶଶୀ: ମଞ୍ଚରେ ବୁଣନ୍ତି ଖୁସି

ଯାତ୍ରା ଜଗତର ହାସ୍ୟନାୟିକା ଶଶୀ: ମଞ୍ଚରେ ବୁଣନ୍ତି ଖୁସି

ସତକୁସତ ଶଶୀ ଆସିଗଲେ ମଞ୍ଚରେ ଚୂନାଚୂନା ଖୁସି ବୁଣି ହୋଇଯାଏ। ଦର୍ଶକମାନେ ହସିହସି ଗଡ଼ିଯାଆନ୍ତି। ତାଳିମାଡ଼ରେ କମ୍ପିଉଠେ ଯାତ୍ରାସ୍ଥଳ। ଏଠାରେ ଯେଉଁ ଶଶୀଙ୍କ କଥା କୁହାଯାଉଛି, ସେ ହେଉଛନ୍ତି ଯାତ୍ରା ଜଗତର ଜଣେ ଆଗଧାଡ଼ିର ହାସ୍ୟନାୟିକା ସସ୍ମିତା ସାହୁ।

ବି.ଜି.ଏମ୍‌. ମାଷ୍ଟର ଟିଟନ୍‌: ବ୍ୟାକ୍‌ଗ୍ରାଉଣ୍ଡ ମ୍ୟୁଜିକ୍‌ ଦେବାରେ ସମସ୍ତଙ୍କଠୁ ଆଗରେ

ବି.ଜି.ଏମ୍‌. ମାଷ୍ଟର ଟିଟନ୍‌: ବ୍ୟାକ୍‌ଗ୍ରାଉଣ୍ଡ ମ୍ୟୁଜିକ୍‌ ଦେବାରେ ସମସ୍ତଙ୍କଠୁ ଆଗରେ

ଯାତ୍ରା ସଙ୍ଗୀତ କଥା ଯେତେବେଳେ ଉଠେ, ସେତେବେଳେ ତାପସ୍‌ ଦାସ ଓରଫ୍‌ ଟିଟନ୍‌ଙ୍କ କଥାକୁ ଏଡ଼ାଇ ଯାଇହୁଏନି। ଓଡ଼ିଆ ଯାତ୍ରା ଜଗତରେ ତାଙ୍କର ଏକ ବଡ଼ ପରିଚୟ- ସେ ହେଉଛନ୍ତି ଜଣେ ସବୁଠୁ ସଫଳ ବି.ଜି.ଏମ୍‌. ମାଷ୍ଟର।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri