ମନୋରଞ୍ଜନ |

ବଲିଉଡ୍‌ର ସବୁଠାରୁ ଦାମୀ ଗାୟକ

ବଲିଉଡ୍‌ର ସବୁଠାରୁ ଦାମୀ ଗାୟକ

ଗୀତ ଶୁଣିବାକୁ ସମସ୍ତେ ଭଲ ପାଆନ୍ତି। ଗୀତ ଶୁଣିବା ମାତ୍ରେ ମନର ଦୁଃଖ କଷ୍ଟ ସବୁ ଭୁଲି ହୋଇଯାଏ। ଅଧିକାଂଶ ଲୋକ ସଂଗୀତରେ କ୍ୟାରିୟର କରିବାକୁ ବେଶ୍‌ ପସନ୍ଦ କରିଥାନ୍ତି। ବଲିଉଡ୍‌ର ସିଙ୍ଗରମାନେ ଗୀତ ଗାଇ ବେଶ୍‌ ପରିଚିତ ହୋଇଛନ୍ତି। ଗୋଟିଏ ଗୀତ ଗାଇ ସେମାନେ କୋଟି କୋଟି ଟଙ୍କା ମଧ୍ୟ ନେଉଛନ୍ତି। ଜାଣିବା ବଲିଉଡ୍‌ର ସବୁଠାରୁ ଦାମୀ ଗାୟକଙ୍କ ବିଷୟରେ...


ମିକା ସିଂହ: ବଲିଉଡ୍‌ର ସବୁଠାରୁ ଦାମୀ ସିଙ୍ଗରଙ୍କ ମଧ୍ୟରେ ଜଣେ ହେଉଛନ୍ତି ମିକା ସିଂହ। ମିକା ବଲିଉଡ୍‌ରେ ବହୁ ସୁପରହିଟ୍‌ ଗୀତ ଗାଇସାରିଛନ୍ତି। ଗୋଟିଏ ଗୀତ ଗାଇବା ପାଇଁ ସେ ୧୩ ଲକ୍ଷ ଟଙ୍କା ନେଇଥାନ୍ତି।

 

ଅରିଜିତ୍‌ ସିଂହ: ବର୍ତ୍ତମାନ ସମୟରେ ଅରିଜିତ୍‌ଙ୍କ ଗୀତ ସବୁଠାରୁ ଲୋକପ୍ରିୟ। ଗୋଟିଏ ଗୀତ ଗାଇବା ପାଇଁ ଅରିଜିତ୍‌ ୧୫ ଲକ୍ଷ ଟଙ୍କା ଫିସ୍‌ ନେଇଥାନ୍ତି। 


ଆତିଫ୍‌ ଅସଲମ୍‌: ଆତିଫ୍‌ ଜଣେ ପାକିସ୍ତାନୀ ସିଙ୍ଗର। ମାତ୍ର ସେ ବଲିଉଡ୍‌ରେ ଅନେକ ଗୀତ ଗାଇ ବହୁ ନାମ କମାଇସାରିଛନ୍ତି। ଗୋଟିଏ ଗୀତ ଗାଇବା ପାଇଁ ଅତିଫ୍‌ ୨୦ ଲକ୍ଷ ଟଙ୍କା ଫିସ୍‌ ନେଇଥାନ୍ତି।


ୟୋ ୟୋ ହନି ସିଂହ: ୟୋ ୟୋ ହନି ସିଂହ ନାମରେ ଲୋକପ୍ରିୟ ହନିଙ୍କ ର଼୍ୟାପ୍‌ ସଙ୍ଗ୍‌ ସମସ୍ତଙ୍କୁ ପସନ୍ଦ ଆସିଥାଏ। ହନି ଗୋଟିଏ ଗୀତ ପାଇଁ ୧୫ ଲକ୍ଷ ଟଙ୍କା ନେଇଥାନ୍ତି। 


ରାହତ ଫତେହ ଅଲୀ ଖାନ୍‌: ରାହତ ଫତେହ ଅଲୀ ଖାନ୍‌ଙ୍କ ଗୀତର ଫ୍ୟାନ୍‌ ହୋଇଛି ସାରା ଦୁନିଆ। ତେଣୁ ସେ ଗୋଟିଏ ଗୀତ ପାଇଁ ସବୁଠାରୁ ଅଧିକ ୨୫ ଲକ୍ଷ ଟଙ୍କା ନେଇଥାନ୍ତି।  

All Right Reserved By

ମନୋରଞ୍ଜନ |

ପ୍ରଥମଥର ପାଇଁ ଟ୍ରାନ୍ସଜେଣ୍ଡର ଭୂମିକାରେ ନଜର ଆସିବେ ଅମିତାଭ

ପ୍ରଥମଥର ପାଇଁ ଟ୍ରାନ୍ସଜେଣ୍ଡର ଭୂମିକାରେ ନଜର ଆସିବେ ଅମିତାଭ

ପରଦାରେ ପ୍ରଥମଥର ପାଇଁ ଟ୍ରାନ୍ସଜେଣ୍ଡର ଭୂମିକା ନିଭାଇବାକୁ ଯାଉଛନ୍ତି ବିଗ୍‌-ବି ଅମିତାଭ ବଚ୍ଚନ। 

ଦୀପିକାଙ୍କ ‘ଛପାକ’ ଲୁକ୍‌ରୁ ଭୂମିଙ୍କୁ ମିଳିଲା ସାହସ

ଦୀପିକାଙ୍କ ‘ଛପାକ’ ଲୁକ୍‌ରୁ ଭୂମିଙ୍କୁ ମିଳିଲା ସାହସ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ଆଗାମୀ ସିନେମା ‘ଛପାକ’ରେ ଏସିଡ୍‌ ପୀଡ଼ିତା ଲକ୍ଷୀ ଅଗ୍ରଓ୍ବାଲଙ୍କ ଚରିତ୍ରରେ ଅଭିନୟ କରୁଛନ୍ତି। ଫିଲ୍ମର ପ୍ରଥମ ପୋଷ୍ଟର ସମ୍ମୁଖକୁ ଆସିବା ପରଠାରୁ ଦର୍ଶକ ଏହାକୁ ଖୁବ୍‌ ପସନ୍ଦ କରିବା ସହ ଦୀପିକାଙ୍କ ପ୍ରଶଂସା କରିବାରେ ଲାଗିଛନ୍ତି। 

ସରିବ ତିକ୍ତତା, ଜୁନ୍‌ରେ ଏକାଠି ହସାଇବେ କପିଲ ଶର୍ମା-ସୁନିଲ ଗ୍ରୋଭର !

ସରିବ ତିକ୍ତତା, ଜୁନ୍‌ରେ ଏକାଠି ହସାଇବେ କପିଲ ଶର୍ମା-ସୁନିଲ ଗ୍ରୋଭର !

ବମ୍ବେ: ପୁଣି ଏକାଠି ହୋଇପାରନ୍ତି କମେଡିଆନ୍‌ କପିଲ ଶର୍ମା ଓ ସୁନିଲ ଗ୍ରୋଭର। ସେ ବି ଗୋଟିଏ ମଞ୍ଚରେ। କପିଲଙ୍କ ଶୋ’ ‘ଦ କମେଡି ନାଇଟ୍ସ ଉଇଥ୍‌ କପିଲ’ରେ ଉଭୟଙ୍କ କମେଡିକୁ ଦର୍ଶକ ଉପଭୋଗ କରିପାରନ୍ତି।

‘ଶୋଲେ’ର ସାମ୍ବା ଚରିତ୍ର ଲାଗି ଲୋକଙ୍କ ମନରେ ଆଜି ବି ଜୀବିତ ମାକ୍‌ ମୋହନ, ଆଜି ଜନ୍ମବାର୍ଷିକୀ

‘ଶୋଲେ’ର ସାମ୍ବା ଚରିତ୍ର ଲାଗି ଲୋକଙ୍କ ମନରେ ଆଜି ବି ଜୀବିତ ମାକ୍‌ ମୋହନ, ଆଜି ଜନ୍ମବାର୍ଷିକୀ

ସୁୁପରହିଟ୍‌ ଫିଲ୍ମ ଶୋଲେ’ରେ ସାମ୍ବା ଚରିତ୍ରକୁ କିଏ ବା ନ ଜାଣିଛି। ଏହି ଚରିତ୍ରରେ ଅଭିନୟ କରିଥିବା ଅଭିନେତା ମାକ୍‌ ମୋହନଙ୍କୁ ଲୋକେ ଆଜି ପର୍ଯ୍ୟନ୍ତ ମନେରଖିଛନ୍ତି। ୧୯୩୮ ଏପ୍ରିଲ ୨୪ରେ କରାଚୀରେ ଜନ୍ମଗ୍ରହଣ କରିଥିଲେ ଏହି କଳାକାର।

ମାଆ ହେବାକୁ ଯାଉଛନ୍ତି ଅର୍ଜୁନଙ୍କ ଗର୍ଲଫ୍ରେଣ୍ଡ !

ମାଆ ହେବାକୁ ଯାଉଛନ୍ତି ଅର୍ଜୁନଙ୍କ ଗର୍ଲଫ୍ରେଣ୍ଡ !

ଅର୍ଜୁନ ରାମପାଲ ବିବାହର ୨୦ ବର୍ଷ ପରେ ତାଙ୍କ ସ୍ତ୍ରୀ ମେହର ଜେସିୟାଙ୍କୁ ଛାଡ଼ପତ୍ର ଦେଇ ସାରିଛନ୍ତି। ଏ ଖବର କିଛିଦିନ ତଳେ ଖୁବ୍‌ ଚର୍ଚ୍ଚାରେ ଥିଲା। ପୁଣି ଥରେ ଅର୍ଜୁନ ଚର୍ଚ୍ଚାକୁ ଆସିଛନ୍ତି। ଅର୍ଜୁନ ଏବେ ବାପା ହେବାକୁ ଯାଉଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର ନେବାରେ ପ୍ରଥମ ଅଭିନେତା ପାଲଟିଲେ ଅକ୍ଷୟ କୁମାର

ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର ନେବାରେ ପ୍ରଥମ ଅଭିନେତା ପାଲଟିଲେ ଅକ୍ଷୟ କୁମାର

ବମ୍ବେ: ବଲିଉଡ୍‌ ସିନେ ଜଗତର ସୁପରଷ୍ଟାର ଅକ୍ଷୟ କୁମାର ନିଜର ଅଭିନୟକୁ ନେଇ ଯେତିକି ପ୍ରଶଂସିତ ହୋଇଥାନ୍ତି, ତା ଠାରୁ ଅଧିକ ନିଜର ଦେଶପ୍ରେମକୁ ନେଇ ଚର୍ଚ୍ଚିତ ହୋଇଆସିଛନ୍ତି। ସେ ଜଣେ ଅଭିନେତା ଓ ମାର୍ଶଲ ଆର୍ଟସ୍‌ ଏକ୍ସପର୍ଟ।

ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର

ଏମାନେ ଦାମୀ ଷ୍ଟାର କିନ୍ତୁ ଚଢ଼ନ୍ତି ଶସ୍ତା କାର

ବଲିଉଡ୍‌ର କିଛି ଷ୍ଟାରଙ୍କ ଲାଇଫ୍‌ଷ୍ଟାଇଲ ସବୁବେଳେ ଚର୍ଚ୍ଚାରେ ରହିଥାଏ। ଫିଲ୍ମ କ୍ୟାରିୟର ବାଦ୍‌ ସେମାନଙ୍କ ଦୈନନ୍ଦିନ ଚଳଣି ସାଧାରଣ ଲୋକଙ୍କ ପରି ହୋଇଥାଏ।  ବିଗ୍‌ ଟାଉନ୍‌ରେ ଏମାନେ ଦାମୀ ଷ୍ଟାର କିନ୍ତୁ ଶସ୍ତା କାର୍‌ରେ ବୁଲିବାକୁ ପସନ୍ଦ କରିଥାନ୍ତି। ଜାଣନ୍ତୁ ଏହି ଷ୍ଟାରଙ୍କ ସମ୍ପର୍କରେ...

‘ଦବଙ୍ଗ-୩’ରେ ସଲ୍‌ମାନଙ୍କ ସହ ନଜର ଆସିବେ ଶାହରୁଖ

‘ଦବଙ୍ଗ-୩’ରେ ସଲ୍‌ମାନଙ୍କ ସହ ନଜର ଆସିବେ ଶାହରୁଖ

ବମ୍ବେ: ଦିନ ଥିଲା ଶାହରୁଖ ଓ ସଲ୍‌ମାନ ପରସ୍ପରର ଶତ୍ରୁ ବୋଲି କୁହାଯାଉଥିଲା। ହେଲେ ଏବେ ଦିନ ବଦଳିବା ସହ ବଦଳିଛି ସମୟ। 

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କ ଅଭିନୀତ ସୁପରହିଟ୍‌ ଫିଲ୍ମ ‘ତେରେ ନାମ୍‌’ର ସିକ୍ୱେଲ ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ଥିବା ସତୀଶ କୌଶିକ ଏହି ସୂଚନା ଦେଇଛନ୍ତି। 

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ମୁମ୍ବାଇ,୨୩।୪: ମିଷ୍ଟର ପରଫେକ୍ଟିନିଷ୍ଟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିରେ ଅମୀର ଖଁ। ଇକୋନୋମିକ କ୍ଲାସର ଓ୍ବିଣ୍ଡୋ ସିଟ୍‌ ପାଖରେ ଚୁପ୍‌ଚାପ୍‌ ବସିଥିବା ଦେଖିବାକୁ ମିଳିଛି। 

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

ବମ୍ବେ: ଚଳଚ୍ଚିତ୍ର ‘କଳଙ୍କ’କୁ ନେଇ ଅନେକ ଆଶା ରଖିଥିଲେ ଏହାର ନିର୍ମାତା ଓ ପ୍ରଯୋଜକ। ମାତ୍ର ଏସବୁ ଭୁଲ ସାବ୍ୟସ୍ତ ହୋଇଛି। ବକ୍ସ ଅଫିସରେ ଫେଲ ମାରିଛି ଫିଲ୍ମ। ଏହା କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି କୁହାଯାଉଥିଲା। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri