ଜାତୀୟ |

ହିନ୍ଦୁ ପିଲାଙ୍କ ସହ ହୋଲି ଖେଳିଲେ ଆଫଗାନିସ୍ତାନ ଛାତ୍ରୀଛାତ୍ର

ହିନ୍ଦୁ ପିଲାଙ୍କ ସହ ହୋଲି ଖେଳିଲେ ଆଫଗାନିସ୍ତାନ ଛାତ୍ରୀଛାତ୍ର

ଶିମ୍‌ଲା,୨୧।୩: ରଙ୍ଗର ପର୍ବ ହୋଲି ଗୁରୁବାର ଦେଶର ବିଭିନ୍ନ ସ୍ଥାନରେ ପାଳନ କରାଯାଇଥିବା ବେଳେ ଆଉ କେତେକ ଅଞ୍ଚଳରେ ଏହା ଶୁକ୍ରବାର ପାଳନ କରାଯିବ। ଗୁରୁବାର ଶିମ୍‌ଲାର ୟୁନିଭର୍ସିଟି କଲେଜ ଅଫ୍‌ ବିଜନେସ୍‌ ଷ୍ଟଡିଜ୍‌ରେ ସ୍ଥାନୀୟ ପିଲାଙ୍କ ସହ ଆଫଗାନୀସ୍ତାନରୁ ଆସିଥିବା ଛାତ୍ରୀଛାତ୍ରମାନେ ମଧ୍ୟ ହୋଲିର ରଙ୍ଗରେ ରଙ୍ଗେଇ ହୋଇଥିବା ଦେଖିବାକୁ ମିଳିଛି। ଭାରତ-ପାକିସ୍ତାନ ମଧ୍ୟରେ ତୁତୁମେମେ ସମ୍ପର୍କ ଲାଗି ରହିଥିଲେ ବି ଏସବୁକୁ ଭୁଲି ଆଫଗାନିସ୍ତାନର ପିଲାମାନେ ଭାରତୀୟ ପିଲାଙ୍କ ସହ ହୋଲି ଖେଳିଛନ୍ତି। 

All Right Reserved By

ଜାତୀୟ |

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ବଡୋଦରା, ୨୩।୪: ୨୦୧୯ ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୬ଟି ରାଜ୍ୟର ୧୧୭ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ଚାଲିଛି। 

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ନିଜର ଜୀବନକୁ ବାଜି ଲଗାଇଦେଇଛନ୍ତି।

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଗାନ୍ଧୀନଗର, ୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। 

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

କନ୍ନୁର, ୨୩।୪: କେରଳର କନ୍ନୁର ଜିଲାର ଏକ ମତଦାନ କେନ୍ଦ୍ରରେ ଅଜବ ଘଟଣା ଦେଖିବାକୁ ମିଳିଛି।

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। 

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ ଠିକାଦାରଙ୍କଠାରୁ ନେଉଛନ୍ତି। 

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

ନୂଆଦିଲ୍ଲୀ,୨୩।୪: ୨୦୧୯ ଫେବୃୟାରି ପରେ ଶେୟାରଚାଟ୍‌ ପକ୍ଷରୁ ୪,୮୭୦୦୦ପୋଷ୍ଟ୍‌କୁ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି।

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪:  ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। 

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୩।୪: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। 

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। 

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri