ଅନ୍ତର୍ଜାତୀୟ |

ରାସାୟନିକ କାରଖାନାରେ ବିସ୍ଫୋରଣ: ୪୪ ମୃତ;୩୨ ଗୁରୁତର

ରାସାୟନିକ କାରଖାନାରେ ବିସ୍ଫୋରଣ: ୪୪ ମୃତ;୩୨ ଗୁରୁତର

ବେଜିଂ,୨୨।୩: ପୂର୍ବ ଚାଇନାର ୟାଞ୍ଚେଙ୍ଗ୍‌ ସହରରେ ଥିବା ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ଏଥିରେ ୪୪ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଲୋକ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୩୨ ଜଣଙ୍କ ଅବସ୍ଥା ଗୁରୁତର ଥିବା ହସ୍ପିଟାଲ ପକ୍ଷରୁ କୁହାଯାଇଛି। କାରଖାନା ପରିସରରେ କିଛି ଲୋକ ଅଟକି ରହିଥିବା ପୋଲିସ କହିଛି। ଫଳରେ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି। ଗତବର୍ଷ ନଭେମ୍ବରରେ ଏଠାକାର ଏକ କାରଖାନାରେ ଅଗ୍ନିକାଣ୍ଡ ଘଟି ୨୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୨ ଆହତ ହୋଇଥିଲେ। ସେହିପରି ଗତ ଜୁଳାଇରେ ଶିହ୍ନୁଆ ପ୍ରଦେଶର ଏକ କାରଖାନାରେ ନିଆଁ ଳାଗି ୧୯ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଥିଲେ। ୨୦୧୫ରେ ଟିୟାନ୍‌ଜିନ୍‌ ସହରରେ ଥିବା ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୬୫ ଲେକ ଜୀବନ୍ତ ଦଗ୍ଧ ହୋଇଥିଲେ।

All Right Reserved By

ଅନ୍ତର୍ଜାତୀୟ |

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ମ୍ୟାଲେରିଆରେ ଶହେ ୬ ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ: ଆଫ୍ରିକାରେ ଅଧିକ

ଜେନେଭା, ୨୪।୪: ମ୍ୟାଲେରିଆରେ ପୃଥିବୀର ଶହେ ୬ଟି ଦେଶର ୩ ଶହ ୩୦ କୋଟି ଲୋକ ପ୍ରଭାବିତ ହେଉଛନ୍ତି। ଏନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। 

ଶ୍ରୀଲଙ୍କା ବିସ୍ଫୋରଣ ପରେ ବୁର୍ଖା ପିନ୍ଧିବା ଉପରେ ଲାଗିପାରେ ପ୍ରତିବନ୍ଧକ

ଶ୍ରୀଲଙ୍କା ବିସ୍ଫୋରଣ ପରେ ବୁର୍ଖା ପିନ୍ଧିବା ଉପରେ ଲାଗିପାରେ ପ୍ରତିବନ୍ଧକ

କଲମ୍ବୋ, ୨୪।୪: ଶ୍ରୀଲଙ୍କା ଆତଙ୍କବାଦୀ ବିସ୍ଫୋରଣରେ ମୃତ୍ୟୁସଂଖ୍ୟା ଏବେ ୩୨୧ରେ ପହଞ୍ଚିଛି।

ଯୋଗୀଙ୍କ କମାଲ: ନିର୍ବାଚନ ଜିତି ରଚିଲେ ଇତିହାସ

ଯୋଗୀଙ୍କ କମାଲ: ନିର୍ବାଚନ ଜିତି ରଚିଲେ ଇତିହାସ

ଟୋକିଓ, ୨୪।୪: ଭାରତୀୟ ମୂଳର ଜଣେ ଜାପାନୀ ବ୍ୟକ୍ତି ଟୋକିଓ ଓ୍ବାର୍ଡ ଆସେମ୍ବ୍ଲି ନିର୍ବାଚନ ଜିତି ଇତିହାସ ରଚିଛନ୍ତି।

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ବିଶ୍ୱ ମ୍ୟାଲେରିଆ ଦିବସର ୨୪ ଘଣ୍ଟା ପୂର୍ବରୁ ପ୍ରଥମ ମ୍ୟାଲେରିଆ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଗଲା

ଜେନେଭା,୨୪।୪: ମ୍ୟାଲେରିଆ ରୋଗର ନିରାକରଣ ପାଇଁ ପ୍ରସ୍ତୁତ ହୋଇଥିବା ପ୍ରଥମ ପ୍ରତିଷେଧକ ଟୀକା ଆଫ୍ରିକାର ମାଲଓ୍ବିରେ ଦିଆଯାଇଛି। 

ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଭାରତ ସହ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ରାମାୟଣ ଉପରେ ଡାକ ଟିକଟ ଜାରି କଲା ଇଣ୍ଡୋନେସିଆ

ଜାକର୍ତ୍ତା,୨୪।୪: ଭାରତ ସହିତ ୭୦ ବର୍ଷର କୂଟନୈତିକ ସମ୍ପର୍କ ସ୍ମୃତିରେ ଇଣ୍ଡୋନେସିଆ ରାମାୟଣ ଉପରେ ସ୍ବତନ୍ତ୍ର ଡାକ ଟିକଟ ଜାରି କରିଛି। 

୩ ବର୍ଷ ପରେ ପୁଣି ଥରିଲା ନେପାଳ

୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। 

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍‌ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। 

ଶ୍ରୀଲଙ୍କା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌: ଗଲାଣି ୩୦୦ ଜୀବନ

ଶ୍ରୀଲଙ୍କା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌: ଗଲାଣି ୩୦୦ ଜୀବନ

କଲମ୍ବୋ,୨୩।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋ ସମେତ ଦେଶର ୮ ସ୍ଥାନରେ ରବିବାର ହୋଇଥିବା ସିରିଜ୍‌ ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଇସ୍‌ଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନ। 

କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା

କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା

କାଲିଫର୍ନିଆ,୨୩।୪: ଆମେରିକାର କାଲିଫର୍ନିଆରେ ଜଣେ ମହିଳା ୭ଟି କୁକୁର ଛୁଆଙ୍କୁ ଏକ ପ୍ଲାଷ୍ଟିକ୍‌ ବ୍ୟାଗରେ ଭର୍ତ୍ତି କରି ଜିପ୍‌ରେ ଆସି ରାସ୍ତା କଡରେ ରଖାଯାଇଥିବା ଏକ ଡଷ୍ଟ ବିନ୍‌ରେ ପକାଇ ଦେଇଥିଲେ। 

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ  ଅଗ୍ନି  ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। 

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। 

ଶ୍ରୀଲଙ୍କା ବିସ୍ଫୋରଣରେ ଡେନମାର୍କର ଧନୀବ୍ୟକ୍ତିଙ୍କ ୩ ସନ୍ତାନ ମୃତ

ଶ୍ରୀଲଙ୍କା ବିସ୍ଫୋରଣରେ ଡେନମାର୍କର ଧନୀବ୍ୟକ୍ତିଙ୍କ ୩ ସନ୍ତାନ ମୃତ

କୋପେନହାଗେନ,୨୨।୪: ଡେନମାର୍କର ଧନୀବ୍ୟକ୍ତି ଆଣ୍ଡର୍ସ ହୋଲଚ୍‌ ପୋଭଲସେନ୍‌ଙ୍କର  ୪ଟି ସନ୍ତାନ ମଧ୍ୟରେ ୩ଜଣଙ୍କର ଶ୍ରୀଲଙ୍କା ବିସ୍ଫୋରଣରେ ମୃତ୍ୟୁ ହୋଇଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri