ରାଜ୍ୟ | ବ୍ରହ୍ମପୁର

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଜି.ଉଦୟଗିରି ନିର୍ବାଚନମଣ୍ଡଳୀ ଲାଗି ପ୍ରାର୍ଥୀ ଘୋଷଣା: ଭାଜପାରୁ ଲଢ଼ିବେ ଅର୍ଚ୍ଚନା, ବିଜେଡିରୁ ସାଲୁଗା

ଦାରିଙ୍ଗବାଡ଼ି,୨୨।୩(ଡି.ଏନ୍‌.ଏ): କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନମଣ୍ଡଳୀର ସାଧାରଣ ନିର୍ବାଚନ ପାଇଁ ବିଧାୟକ ପ୍ରାର୍ଥିନୀ ଅର୍ଚ୍ଚନା ପ୍ରଧାନଙ୍କୁ  ଗୁରୁବାର  ଭାଜପା ପକ୍ଷରୁ ଟିକେଟ୍‌ ମିଳିଛି। ଏ ନେଇ ଅର୍ଚ୍ଚନା ଦଳର ରାଜ୍ୟ ସଭାପତି ବସନ୍ତ ପଣ୍ଡାଙ୍କ ସମେତ ବରିଷ୍ଠ ନେତା ଓ ସହଯୋଗୀମାନଙ୍କୁ ସାଧୁବାଦ ଜଣାଇଛନ୍ତି ।  ଅର୍ଚ୍ଚନା ଦଳର ଜିଲା ସଭାନେତ୍ରୀ ଭାବେ ନିଜ ଦାୟିତ୍ୱ ସୁଚାରୁ ରୂପେ ତୁଲାଇଆସୁଛନ୍ତି । ତେଣୁ ତାଙ୍କ ଉପରେ  ଦଳ ଆସ୍ଥା ପ୍ରକଟ କରି ଏହି ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ କରିଥିବା ଦଳ ପକ୍ଷରୁ କୁହାଯାଇଛି।  ସେ ପୂର୍ବରୁ ଜିଲା ସମେତ ଉକ୍ତ ନିର୍ବାଚନମଣ୍ଡଳୀର ସଂଗଠନ କାର୍ଯ୍ୟ କରି ଲୋକପ୍ରିୟ ହୋଇଛନ୍ତି । ଚଳିତ ନିର୍ବାଚନରେ ନିଶ୍ଚିତ ଜିତିବି ବୋଲି ସେ ଅଶାପ୍ରକଟ କରିଥିବା କହିଛନ୍ତି ା  

ସୁଚନା ଅନୁଯାୟୀ, ୨୦୦୦ ପୂର୍ବରୁ ଏହି ନିର୍ବାଚନମଣ୍ଡଳୀରେ କଂଗ୍ରେସ ବିଧାୟକ ନାଗାର୍ଜୁନ ପ୍ରଧାନ ବିଧାୟକ ଥିବା ବେଳେ ୨୦୦୦ରେ କଂଗ୍ରେସକୁ ହରାଇ ବିଜେଡି ଏହି ପଦବୀ ଦଖଲ କରିଥିଲା। ସାଲୁଗା ପ୍ରଧାନ ୨୦୦୪ ପର୍ଯ୍ୟନ୍ତ ବିଜେଡି ବିଧାୟକ ଥିଲୋ। ୨୦୦୪ ନିର୍ବାଚନରେ ପୁଣି କଂଗ୍ରେସର ଅଜୟନ୍ତୀ ପ୍ରଧାନ ନିର୍ବାଚନ ଜିତିଥିଲେ।   ୨୦୦୯ରୁ ୨୦୧୪ ଏହି ଆସନ ପୁଣି ଭାଜପା ବିଧାୟକ ମନୋଜ କୁମାର ପ୍ରଧାନ ଦଖଲ କରିଥିଲେ । ଏହି ଆସନ କଂଗ୍ରେସ ହାତକୁ ୨୦୧୪ରୁ ଚାଲିଯିବା ଫଳରେ  ଯାକବ୍‌ ପ୍ରଧାନ ବିଧାୟକ ହୋଇଥିଲେ ।   ଏହି ଆସନ ପାଇଁ  ଚଳିତ ସାଧାରଣ ନିର୍ବାଚନରେ  ପ୍ରମୁଖ ୩ ଦଳ ମଧ୍ୟରେ କଡ଼ା ମୁକାବିଲା ହେବାର ଆଶଙ୍କା କରାଯାଉଛି ।  ୧୫ ବର୍ଷ ପରେ ବିଜେଡି ପ୍ରାର୍ଥୀ ଭାବେ ସାଲୁଗା ପ୍ରଧାନଙ୍କୁ ଚୟନ କରିଥିବା ବେଳେ ଭାଜପା ଅର୍ଚ୍ଚନାଙ୍କୁ ମନୋନୀତ କରିଛି ।  ଅଦ୍ୟାବଧି କଂଗ୍ରେସ ପକ୍ଷରୁ କାହା ନାମ ଘୋଷଣା କରାଯାଇ ନାହିଁ। 


All Right Reserved By

ରାଜ୍ୟ | ବ୍ରହ୍ମପୁର

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri