ମନୋରଞ୍ଜନ |

ଅନୁଷ୍କାଙ୍କ ଏମିତି କେୟାର ନିଅନ୍ତି ବିରାଟ

ଅନୁଷ୍କାଙ୍କ ଏମିତି କେୟାର ନିଅନ୍ତି ବିରାଟ

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଫିଲ୍ମଠୁ ଏବେ ବିରତି ନେଇ କ୍ରିକେଟର ତଥା ସ୍ବାମୀ ବିରାଟ କୋହଲିଙ୍କ ସହିତ ଅଧିକ ସମୟ ବିତାଉଛନ୍ତି। ‘ଜିରୋ’ ଫିଲ୍ମର ପ୍ରମୋଶନ ପରେ ଅନୁଷ୍କା ଛୁଟିରେ ରହି ବିରାଟଙ୍କ ସହିତ କ୍ରିକେଟ ମ୍ୟାଚ ଦେଖିବାକୁ ଯାଉଛନ୍ତି। ଖାସ୍‌ କରି ବିରାଟଙ୍କୁ ଚିଅର କରିବାକୁ ସେ ଷ୍ଟାଡିୟମକୁ ଯାଉଛନ୍ତି। ଅନୁଷ୍କା ଏବେ ଏକ ବିଜ୍ଞାପନରେ ବିରାଟଙ୍କ ସହିତ ନଜର ଆସିଥିଲେ। ଏହି ବିଜ୍ଞାପନରେ ଦେଖିବାକୁ ମିଳୁଛି ଅନୁଷ୍କାଙ୍କ ପାଇଁ ବିରାଟ କଫି ନେଇ ଆସୁଛନ୍ତି। ଯେତେବେଳେ ଅନୁଷ୍କା କଫି ପିଉଛନ୍ତି ବିରାଟ କହୁଛନ୍ତି ଟିକେ ଦେଖିକି। କଫି ବହୁତ ଗରମ ଅଛି। ବିରାଟଙ୍କ ଏପରି ଭଲପାଇବା ଦେଖି ଅନୁଷ୍କା ବି ବହୁତ ଖୁସି ହୋଇଯାଉଛନ୍ତି। ଏହି ଫଟୋରୁ ପରସ୍ପର ପରସ୍ପରକୁ କେତେ ଭଲ ପାଉଛନ୍ତି ଆଉ ଯତ୍ନ ନେଉଛନ୍ତି ତାହା ସ୍ପଷ୍ଟ ଜଣାପଡ଼ୁଛି। ବିରାଟ ଏହି ଆଡ୍‌ ଫିଲ୍ମର ଏକ ଫଟୋ ଟୁଇଟରରେ ଶେୟାର କର‘ ଶୁଟିଂ ସମୟରେ ବହୁତ ମଜା ଆସିଥିଲା’ ବୋଲି ଲେଖିଛନ୍ତି।  ଏହି ଫଟୋକୁ ପ୍ରଂଶସକମାନେ ମଧ୍ୟ ବହୁତ ପସନ୍ଦ କରିଛନ୍ତି। ଖାଲି ଯେ ଆଡ୍‌ ଫିଲ୍ମରେ ବିରାଟ ଅନୁଷ୍କାଙ୍କ କେୟାର ନେଉଛନ୍ତି ତାହା ନୁହେଁ ବାସ୍ତବ ଜୀବନରେ ମଧ୍ୟ ଦୁହେଁ ଦୁହିଁଙ୍କ ପ୍ରତି ବେଶ୍‌ ଯତ୍ନବାନ।

All Right Reserved By

ମନୋରଞ୍ଜନ |

ମଲାଇକାଙ୍କ ପୁଅ ଅରହାନ ଜାହ୍ନବୀଙ୍କ ମେଲ୍‌ ଭର୍ସନ

ମଲାଇକାଙ୍କ ପୁଅ ଅରହାନ ଜାହ୍ନବୀଙ୍କ ମେଲ୍‌ ଭର୍ସନ

ମୁମ୍ବାଇ: ମଲାଇକା ଆରୋରା ଏବେ ତାଙ୍କ ରିଲେସନଶିପକୁ ନେଇ ଅଛନ୍ତି ଚର୍ଚ୍ଚାରେ। ହେଲେ ନିକଟରେ ସେ ତାଙ୍କ ପୁଅ ଅରହାନଙ୍କ ସହ ଲଞ୍ଚ ଡେଟରେ ଯାଇଥିବା ବେଳେ ସ୍ପଟ ହୋଇଛନ୍ତି। 

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

ଶ୍ରୀଲଙ୍କା ଆକ୍ରମଣରେ ଅଳ୍ପକେ ବର୍ତ୍ତିଲେ ଏହି ଭାରତୀୟ ଅଭିନେତ୍ରୀ

କଲମ୍ବୋ,୨୨।୪: ଇଷ୍ଟର ଉତ୍ସବ ସମୟରେ ରବିବାର ଶ୍ରୀଲଙ୍କାର ସିଲସିଲେବାରରେ ସିରିଏଲ ବିସ୍ଫୋରଣ ହୋଇଛି। ରାଜଧାନୀ କଲମ୍ବୋ ସହ ଉପକୂଳୀୟ ସହର ନେଗେମ୍ବୋ ଓ ବାଟିକଲା ସମେତ ୮ଟି ସ୍ଥାନରେ ହୋଇଥିବା ବିସ୍ଫୋରଣରେ ପ୍ରାୟ ୨୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଛି। 

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀଙ୍କ ଆଖପାଖରେ ବୁଲୁଥିଲେ ସଞ୍ଜୟ, କାନରେ କହୁଥିଲେ ଏହି କଥା

ମାଧୁରୀ ଏବଂ ସଞ୍ଜୟ ଦତ୍ତଙ୍କ ଯୋଡ଼ି ୯୦ ଦଶକରେ ସିଲ୍‌ଭର ସ୍କ୍ରିନ୍‌ରେ ସୁପରହିଟ୍‌ ହୋଇଥିଲା। ଫିଲ୍ମରେ କାମ କରିବା ସମୟରେ ଦୁଇଜଣଙ୍କ ପ୍ରେମସମ୍ପର୍କ ମଧ୍ୟ ଦର୍ଶକଙ୍କ ସାମ୍ନାକୁ ଆସିଥିଲା।

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ଋଷି କପୁରଙ୍କ ସ୍ବାସ୍ଥ୍ୟରେ ସୁଧାର: ଶୀଘ୍ର ଶୁଟିଂ ସେଟ୍‌କୁ ଫେରିବେ

ମୁମ୍ବାଇ,୨୧।୪: ବଲିଉଡ୍‌ ଅଭିନେତା ଋଷି କପୁର କିଛି ଦିନ ଧରି ଆମେରିକାରେ ଚିକିତ୍ସିତ ହେଉଛନ୍ତି। ତେବେ ଥାଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିଛି।

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ କରିବେ ତାକୁ ନେଇ ବହୁବାର ପ୍ରଶ୍ନ ଉଠିଥିଲେ ବି ସଲମାନ ଭିନ୍ନ ଭିନ୍ନ କାରଣ ଦର୍ଶାଇଛନ୍ତି।

ଟାଇଗରଙ୍କ ନୂଆ ଯୋଜନା

ଟାଇଗରଙ୍କ ନୂଆ ଯୋଜନା

ଷ୍ଟାର କିଡ୍‌ ଟାଇଗର ଶ୍ରଫ ଏକ ନୂଆ ଯୋଜନାରେ ବ୍ୟସ୍ତ ଅଛନ୍ତି। ୟା ଭିତରେ ବେଶ୍‌ କେତୋଟି ହିଟ୍‌ ସିନେମାରେ ଅଭିନୟ କରି ସେ ଦର୍ଶକଙ୍କ ମନ ଜିଣିବାରେ ସକ୍ଷମ ହୋଇଛନ୍ତି। 

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

ପ୍ରଥମେ ନା, ତା’ପରେ ହଁ କଲେ ଜାହ୍ନବୀ

କଥାରେ ଅଛି ଆରେ ଢାମଣା ବୁଲି ବୁଲି ପୁଣି ସେଇ ଅଗଣା। ଦେଖୁନାହାନ୍ତି, ଡବଲ ରୋଲ୍‌ ପରି ଚାନ୍ସକୁ ଜାହ୍ନବୀ  ପ୍ରଥମେ ହାତଛଡା କରିଥିଲେ। ହେଲେ ପ୍ରଯୋଜକ କୋଉ ଛାଡିବାର।

ଅଜୟ ଦେବଗନଙ୍କ ସହ ଅଭିନୟ କରିବା ଲାଗି ଓଜନ କମାଇଲେ ରକୁଲ୍‌

ଅଜୟ ଦେବଗନଙ୍କ ସହ ଅଭିନୟ କରିବା ଲାଗି ଓଜନ କମାଇଲେ ରକୁଲ୍‌

ସତରେ,ଗୋଟିଏ କଥା କହିବା ଏବଂ ତାହାକୁ କାମରେ ପରିଣତ କରିବା ସହଜ କଥା ନୁହେଁ। ହାତରେ ଅଳ୍ପ ଦିନ, ପୁଣି ତା’ ଭିତରେ ୧୦ କିଗ୍ରା ଓଜନ କମାଇବାକୁ ପଡିବ।

ସିନେମା 'କ୍ରିଷ୍ଣା:  ଷ୍ଟୋରି ଅଫ ଏ ଡ୍ୟାନ୍ସର': ସତ କାହାଣୀକୁ ନେଇ ପର୍ଯ୍ୟବଶିତ

ସିନେମା 'କ୍ରିଷ୍ଣା: ଷ୍ଟୋରି ଅଫ ଏ ଡ୍ୟାନ୍ସର': ସତ କାହାଣୀକୁ ନେଇ ପର୍ଯ୍ୟବଶିତ

ଏକ ସତ ଘଟଣାକୁ ଆଧାର କରି ନିର୍ମିତ ହୋଇଛି ଓଡ଼ିଆ ସିନେମା ‘କ୍ରିଷ୍ଣା : ଷ୍ଟୋରି ଅଫ ଏ ଡ୍ୟାନ୍ସର’। କାହାଣୀ ଅନୁସାରେ ନାୟକ କ୍ରିଷ୍ଣା ଜଣେ ଗରିବ ଘର ପିଲା। ଛୋଟ ବେଳୁ ଡ୍ୟାନ୍ସ ପ୍ରତି ପ୍ରବଳ ଆଗ୍ରହ। 

ରଣବିରଙ୍କ ପ୍ରେମରେ ପାଗେଳି ହେଲେଣି ଆଲିଆ

ରଣବିରଙ୍କ ପ୍ରେମରେ ପାଗେଳି ହେଲେଣି ଆଲିଆ

ରଣବୀର-ଆଲିୟା ଯୋଡ଼ିକୁ ନେଇ ଏବେ ସବୁଠି ଚର୍ଚ୍ଚା। ପବ୍ଲିକ୍‌ ପ୍ଲେସ୍‌ ହେଉ କି ଆଓ୍ବାର୍ଡ ଫଙ୍କଶନ, ଦୁହେଁ ଦୁହିଙ୍କୁ କେତେ ଭଲପାଉଛନ୍ତି ତାହା ଦେଖିଲେ ଜଣାପଡ଼ିଯାଉଛି। 

ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଆରାଧ୍ୟାଙ୍କ ଫଟୋ ଶେୟାର କରି ଏମିତି କହିଲେ ଅଭିଷେକ

ଐଶ୍ୱର୍ଯ୍ୟା ଏବଂ ଅଭିଷେକ ବଚ୍ଚନ ଝିଅ ଆରାଧ୍ୟାଙ୍କ ସହ ମାଳଦ୍ୱୀପରେ ଛୁଟି ମନାଉଛନ୍ତି। ଶନିବାର ଅଭି-ଐଶ୍‌ଙ୍କ ବିବାହବାର୍ଷିକୀ ଥିଲା। ତେଣୁ ଏହିଦିନ ଦୁହେଁ ଦୁହିଁଙ୍କୁ ସ୍ପେଶାଲ ଉଇସ୍‌ କରିଛନ୍ତି। ଅଭି ତାଙ୍କ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି।

ଯାତ୍ରା ଜଗତର  ହାସ୍ୟନାୟିକା ଶଶୀ: ମଞ୍ଚରେ ବୁଣନ୍ତି ଖୁସି

ଯାତ୍ରା ଜଗତର ହାସ୍ୟନାୟିକା ଶଶୀ: ମଞ୍ଚରେ ବୁଣନ୍ତି ଖୁସି

ସତକୁସତ ଶଶୀ ଆସିଗଲେ ମଞ୍ଚରେ ଚୂନାଚୂନା ଖୁସି ବୁଣି ହୋଇଯାଏ। ଦର୍ଶକମାନେ ହସିହସି ଗଡ଼ିଯାଆନ୍ତି। ତାଳିମାଡ଼ରେ କମ୍ପିଉଠେ ଯାତ୍ରାସ୍ଥଳ। ଏଠାରେ ଯେଉଁ ଶଶୀଙ୍କ କଥା କୁହାଯାଉଛି, ସେ ହେଉଛନ୍ତି ଯାତ୍ରା ଜଗତର ଜଣେ ଆଗଧାଡ଼ିର ହାସ୍ୟନାୟିକା ସସ୍ମିତା ସାହୁ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri