ଖେଳ |

ଭାଜପାରେ ଯୋଗଦେଲେ ଗିୌତମ

ଭାଜପାରେ ଯୋଗଦେଲେ ଗିୌତମ

ନୂଆଦିଲ୍ଲୀ,୨୨।୩(ପିଟି)- ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଗୌତମ ଗମ୍ଭୀର ଶୁକ୍ରବାର ଭାଜପାରେ ଯୋଗଦେଇଛନ୍ତି। ଦିଲ୍ଲୀର ଲୋକସଭା ନିର୍ବାଚନରେ ସେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଆଶା କରାଯାଉଛି। କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀ ଓ ରବି ଶଙ୍କର ପ୍ରସାଦଙ୍କ ଉପସ୍ଥିତିରେ ଗମ୍ଭୀର ଭାଜପାରେ ଯୋଗଦେଇଛନ୍ତି। ପୂର୍ବତନ ଭାରତୀୟ ଓପନର ୨୦୦୭ ଟି୨୦ ବିଶ୍ୱକପ୍‌ ଓ ୨୦୧୧ ଦିନିକିଆ ବିଶ୍ୱକପ୍‌ ଚାମ୍ପିୟନ ଦଳ ଲାଗି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ନିକଟରେ ତାଙ୍କୁ ପଦ୍ମ ଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। 

All Right Reserved By

ଖେଳ |

ଅବସର ନ ନେଲା ପର୍ଯ୍ୟନ୍ତ ମୋ ସଫଳତାର ରହସ୍ୟ ପ୍ରକାଶ କରିବି ନାହିଁ- ଧୋନୀ

ଅବସର ନ ନେଲା ପର୍ଯ୍ୟନ୍ତ ମୋ ସଫଳତାର ରହସ୍ୟ ପ୍ରକାଶ କରିବି ନାହିଁ- ଧୋନୀ

ଚେନ୍ନାଇ,୨୪ା୪- ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଏକମାତ୍ର ଦଳ ଭାବେ ଆଇପିଏଲ ପ୍ରଥମ ସଂସ୍କରଣରୁ ଏପର୍ଯ୍ୟନ୍ତ ସ୍ଥିର ପ୍ରଦର୍ଶନ କରୁଛି। 

ନର୍ଭସ ନାଇନ୍‌ଟିଜ ରେକର୍ଡ

ନର୍ଭସ ନାଇନ୍‌ଟିଜ ରେକର୍ଡ

ମୁମ୍ବାଇ,୨୪ା୪- ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ନାମରେ ରହିଛି ଏକ ଦୁଃଖଦ ଓ ଅଜଣା ରେକର୍ଡ। 

ଅଞ୍ଜଳିଙ୍କ ପ୍ରେମରେ କେମିତି ପଡିଥିଲେ ସଚିନ

ଅଞ୍ଜଳିଙ୍କ ପ୍ରେମରେ କେମିତି ପଡିଥିଲେ ସଚିନ

ସଚିନ ତେନ୍ଦୁଲକର, ଏହି ନାଁ’ଟି କେବଳ ଦେଶରେ, ନୁହେଁ ସାରା ବିଶ୍ୱରେ ଜଣାଶୁଣା।

ସଚିନ ତେନ୍ଦୁଲକରଙ୍କ ଏହିସବୁ ଖାସ୍‌ ରେକର୍ଡ ଭାଙ୍ଗିପାରିବେ କି କୋହଲି?

ସଚିନ ତେନ୍ଦୁଲକରଙ୍କ ଏହିସବୁ ଖାସ୍‌ ରେକର୍ଡ ଭାଙ୍ଗିପାରିବେ କି କୋହଲି?

ନୂଆଦିଲ୍ଲୀ, ୨୪।୪: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ରମେଶ ତେନ୍ଦୁଲକର ବୁଧବାର ୪୬ବର୍ଷରେ ପାଦ ଥାପିଛନ୍ତି।

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର କ୍ରିକେଟର ସଚିନ୍‌ ତେନ୍ଦୁଲକର ବୁଧବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। 

ବୋମା ବିସ୍ଫୋରଣ ଘଟଣାରେ ଶାନକା ଆତଙ୍କିତ

ବୋମା ବିସ୍ଫୋରଣ ଘଟଣାରେ ଶାନକା ଆତଙ୍କିତ

ନେଗୋମ୍ବୋ, ଶ୍ରୀଲଙ୍କା, ୨୪ା୪ (ଏଏଫ୍‌ପି)-ଇଷ୍ଟରସଣ୍ଡେ ଦିନର ବୋମା ବିସ୍ଫୋରଣ ଘଟଣା ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଶ୍ରୀଲଙ୍କା କ୍ରିକେଟର ଦାସୁନ ଶାନକା। ଘର ବାହାକୁ ଯିବା ଲାଗି ଭୟ ଲାଗୁଛି ବୋଲି ସେ କହିଛନ୍ତି। 

ମହିଳା ଟି୨୦ ଚ୍ୟାଲେଞ୍ଜ ଜୟପୁରରେ

ମହିଳା ଟି୨୦ ଚ୍ୟାଲେଞ୍ଜ ଜୟପୁରରେ

ନୂଆଦିଲ୍ଲୀ, ୨୪ା୪ (ପି.ଟି.)- ଆସନ୍ତା ମାସରେ ପ୍ଲେ-ଅଫ୍‌ ସପ୍ତାହ ବେଳେ ଜୟପୁରରେ ୩ଟି ମହିଳା ଦଳକୁ ନେଇ ଟି୨୦ ଚ୍ୟାଲେଞ୍ଜ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ତରଫରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। 

କ୍ରମାଗତ ତୃତୀୟ ବିଜୟ ଲକ୍ଷ୍ୟରେ ଆରସିବି

କ୍ରମାଗତ ତୃତୀୟ ବିଜୟ ଲକ୍ଷ୍ୟରେ ଆରସିବି

ବେଙ୍ଗାଲୁରୁ, ୨୪।୪(ପି.ଟି.)-ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ-୧୨)ରେ ବୁଧବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ମଧ୍ୟରେ ମ୍ୟାଚ ଏଠାରେ ଅନୁଷ୍ଠିତ ହେବ। 

ରିଲେରେ ଭାରତ ବ୍ରୋଞ୍ଜରୁ ବଞ୍ଚିତ

ରିଲେରେ ଭାରତ ବ୍ରୋଞ୍ଜରୁ ବଞ୍ଚିତ

ଦୋହା, ୨୪।୪-ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମଙ୍ଗଳବାର ଅନୁଷ୍ଠିତ ମହିଳା ୪ ଗୁଣା ୧୦୦ ମିଟର ରିଲେ ରେସ୍‌ରେ ଭାରତ ଅଳ୍ପକେ ବ୍ରୋଞ୍ଜ ପଦକରୁ ବଞ୍ଚତ୍ତ ହୋଇଛି। ଭାରତୀୟ ଦଳର ସଦସ୍ୟା ଭାବେ ଦୂତୀ ମଧ୍ୟ ସମାନ ଫଳ ପାଇଛନ୍ତି। 

ପଣ୍ଡିଚେରୀକୁ ହରାଇ କ୍ବାର୍ଟରରେ ଓଡ଼ିଶା 

ପଣ୍ଡିଚେରୀକୁ ହରାଇ କ୍ବାର୍ଟରରେ ଓଡ଼ିଶା 

କଟକ ଅଫିସ,୨୪ା୪- ମହାରାଷ୍ଟ୍ରର କୋହ୍ଲାପୁରଠାରେ ଚାଲିଥିବା ଜୁନିୟର ବାଳିକା ଜାତୀୟ ଫୁଟବଲ ଚାମ୍ପିୟନଶିପରେ ମଙ୍ଗଳବାର ଓଡ଼ିଶା ବୃହତ୍‌ ଗୋଲ ବ୍ୟବଧାନରେ ପଣ୍ଡିଚେରୀକୁ ପରାସ୍ତ କରିଛି । 

ହେପ୍‌ଟାଥଲନ ସ୍ବପ୍ନାଙ୍କୁ ରୌପ୍ୟ, ପୂର୍ଣ୍ଣିମା ପଞ୍ଚମ

ହେପ୍‌ଟାଥଲନ ସ୍ବପ୍ନାଙ୍କୁ ରୌପ୍ୟ, ପୂର୍ଣ୍ଣିମା ପଞ୍ଚମ

ଦୋହା, ୨୪।୪-ଦୋହାରେ ଚାଲିଥିବା ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ହେପ୍‌ଟାଥଲନ ଇଭେଣ୍ଟରେ ଭାରତର ସ୍ବପ୍ନା ବର୍ମନ ରୌପ୍ୟ ପଦକ ପାଇଛନ୍ତି। ଏଥିରେ ଭାଗ ନେଇଥିବା ଓଡ଼ିଶାର ପୂର୍ଣ୍ଣିମା ହେମ୍ବ୍ରମ ୫ମ ସ୍ଥାନ ପାଇଛନ୍ତି। 

ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌:୨୦୦ ମିଟର ଫାଇନାଲରେ ଦୂତୀ

ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌:୨୦୦ ମିଟର ଫାଇନାଲରେ ଦୂତୀ

ଭୁବନେଶ୍ୱର, ୨୪।୪(କ୍ରୀଡ଼ା ପ୍ରତିନିଧି)- ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦ ଦୋହାଠାରେ ଚାଲିଥିବା ୨୩ତମ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୨୦୦ ମିଟର ରେସ୍‌ ଫାଇନାଲରେ ପ୍ରବେଶ କରିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri