ଜାତୀୟ |

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ: ପ୍ରଚାର କରିବେ ଯୋଗୀ

ମଥୁରାରୁ ନିର୍ବାଚନ ଲଢ଼ିବେ ହେମାମାଳିନୀ: ପ୍ରଚାର କରିବେ ଯୋଗୀ

ଲକ୍ଷ୍ନୌ,୨୩।୩: ଭାଜପା ପକ୍ଷରୁ ଗୁରୁବାର ସାରା ଦେଶର ୧୮୪ ନିର୍ବାଚନ ମଣ୍ଡଳି ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହୋଇଥିବା ବେଳେ ଏଥିରେ ଉତ୍ତର ପ୍ରଦେଶର ମଥୁରାରୁ ଅଭିନେତ୍ରୀରୁ ନେତ୍ରୀ ବନିଥିବା ହେମାମାଳିନୀଙ୍କ ନାଁ ଥିବା ଜଣାପଡିଛି। ତେବେ ନାନା କଳ୍ପନା ଜଳ୍ପନା ପରେ ହେମାମାଳିନୀଙ୍କ ନାଁ ପ୍ରକାଶ ପାଇବା ପରେ ସେ ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଅର୍ଥାତ୍‌ ଆସନ୍ତା ସାଧାରଣ ନିର୍ବାଚନରେ ଉତ୍ତର ପ୍ରଦେଶର ମଥୁରା ନିର୍ବାଚନ ମଣ୍ଡଳିରୁ ହେମାମାଳିନୀ ଭାଜପା ପକ୍ଷରୁ ମଇଦାନକୁ ଓହ୍ଲାଇବେ। ଆଉ ତାଙ୍କ ପାଇଁ ପ୍ରଚାର ଦାୟିତ୍ୱ ନେବେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସୂଚନାଯୋଗ୍ୟ, ହେମାମାଳିନୀଙ୍କ ପାଇଁ ପ୍ରଚାର କରିବାକୁ ଯୋଗୀ ସୋମବାର ମଥୁରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ଏକ ରାଲିକୁ ଉଦ୍‌ବୋଧନ ଦେବା ସହ ଜନତାଙ୍କୁ ଭୋଟ୍‌ ପାଇଁ ଅପିଲ୍‌ କରିବେ ବୋଲି ଜଣାପଡିଛି। 

All Right Reserved By

ଜାତୀୟ |

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ବଡୋଦରା, ୨୩।୪: ୨୦୧୯ ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୬ଟି ରାଜ୍ୟର ୧୧୭ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ଚାଲିଛି। 

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ନିଜର ଜୀବନକୁ ବାଜି ଲଗାଇଦେଇଛନ୍ତି।

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଭୋଟ ଦେଲାପରେ ଭାବୁକ ହେଲେ ଆଡଭାନୀ

ଗାନ୍ଧୀନଗର, ୨୩।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଅନୁଷ୍ଠିତ ହୋଇଛି। 

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

ଭିଭିପିଏଟି ମେଶିନରେ ସାପ: ବନ୍ଦ ରହିଲା ଭୋଟିଂ

କନ୍ନୁର, ୨୩।୪: କେରଳର କନ୍ନୁର ଜିଲାର ଏକ ମତଦାନ କେନ୍ଦ୍ରରେ ଅଜବ ଘଟଣା ଦେଖିବାକୁ ମିଳିଛି।

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

୨୦୦୨ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ମିଳିବ ୫୦ଲକ୍ଷ ଟଙ୍କା ସହାୟତା

ନୂଆଦିଲ୍ଲୀ,୨୩।୪: ୨୦୦୨ ଗୁଜରାଟ ଦଙ୍ଗାର ଶିକାର ହୋଇଥିବା ବିଲକିସ ବାନୋଙ୍କୁ ରାଜ୍ୟ ସରକାର ୫୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। 

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ଅଧିକ ପରିଶ୍ରମ କରିବା ପାଇଁ ମହାରାଷ୍ଟ୍ରରେ ଗରିବ ମହିଳା ସ୍ବଇଛାରେ ଅପରେଶନ କରୁଛନ୍ତି ଗର୍ଭାଶୟ

ନୂଆଦିଲ୍ଲୀ,୨୩।୪: ମହାରାଷ୍ଟ୍ରରେ ଅଧିକ ଅର୍ଥ ଉପାର୍ଜନ ପାଇଁ ଗରିବ ମହିଳା ନିଜ ଇଛାରେ ଗର୍ଭାଶୟ ବାହାର କରୁଛନ୍ତି। ଏଥି ପାଇଁ ଆବଶ୍ୟକ ହେଉଥିବା ଟଙ୍କା ସେମାନେ ଠିକାଦାରଙ୍କଠାରୁ ନେଉଛନ୍ତି। 

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

୪ ଲକ୍ଷ ପୋଷ୍ଟ ହଟାଇଲା ଶେୟାର ଚାଟ୍‌

ନୂଆଦିଲ୍ଲୀ,୨୩।୪: ୨୦୧୯ ଫେବୃୟାରି ପରେ ଶେୟାରଚାଟ୍‌ ପକ୍ଷରୁ ୪,୮୭୦୦୦ପୋଷ୍ଟ୍‌କୁ ପ୍ଲାଟଫର୍ମରୁ ହଟାଇ ଦିଆଯାଇଛି।

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ଙ୍କ ୧୪ ସ୍ଥାବର ସମ୍ପତ୍ତି ହେବ ନିଲାମ

ନୂଆଦିଲ୍ଲୀ,୨୩।୪:  ଅଣ୍ଡର ଓ୍ବାଲ୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ୧୪ଟି ସ୍ଥାବର ସମ୍ପତ୍ତିର ନିଲାମ କରାଯିବା ପାଇଁ ଯୋଜନା କରାଯାଉଛି। 

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଇଭିଏମ୍‌ରେ ତ୍ରୁଟି, ଅଖିଳେଶ କହିଲେ ଭାଜପା ପାଇଁ ହେଉଛି ଭୋଟ

ଲକ୍ଷ୍ନୌ,୨୩।୪: ଦେଶର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେଉଥିବା ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଅନେକ ସ୍ଥାନରେ ଇଭିଏମ୍‌ରେ ତ୍ରୁଟି ଦେଖାଦେଇଛି। 

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ଦୁଇ ହାତ ନ ଥିବା ଦିବ୍ୟାଙ୍ଗ ଯୁବକ: ଗୋଡ଼ ଆଙ୍ଗୁଳିରେ ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୨୩।୪: ଭୋଟ ଦେବା ପାଇଁ ଦେଶର ଲୋକଙ୍କ ମଧ୍ୟରେ ଦେଖା ଦେଇଛି ପ୍ରବଳ ଉତ୍ସାହ। ବିଭିନ୍ନ ପ୍ରତିବନ୍ଧକ ସତ୍ତ୍ୱେ ଉତ୍ସାହ ଫିକା ପଡ଼ିନି। 

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ପ୍ରଥମେ ଭୋଟଦାନ ପରେ ପାଣିଗ୍ରହଣ: ଭୋଟ ଦେବାକୁ ମତଦାନ କେନ୍ଦ୍ରରେ ପହଞ୍ଚିଲେ ବର

ରାୟପୁର,୨୩।୪: ଛତିଶଗଡ଼ ଜଶପୁରରେ ଜଣେ ବର ବିବାହ କରିବା ପୂର୍ବରୁ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri