ନିର୍ବାଚନ-୨୦୧୯ | ବ୍ରହ୍ମପୁର

ନିର୍ବାଚନ ପାଇଁ ଶେରଗଡ଼ ପୋଲିସର ଫ୍ଲାଗ ମାର୍ଚ୍ଚ

ନିର୍ବାଚନ ପାଇଁ  ଶେରଗଡ଼ ପୋଲିସର ଫ୍ଲାଗ ମାର୍ଚ୍ଚ

ଶେରଗଡ଼,୨୪।୩(ଡି.ଏନ୍‌.ଏ.): ଏପ୍ରିଲ ୧୮ରେ ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନ ହେବ। ଏନେଇ ଶନିବାର ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ବ୍ରିଜେଶ ରଏ ପରିଦର୍ଶନରେ ଆସି ନିର୍ବାଚନ ଶାନ୍ତି ଶୃଙ୍ଖଳାରେ ହେବାକୁ ନିର୍ଦ୍ଦେଶ ଦେବା ପରେ ରବିବାର ଶେରଗଡ଼ ପୋଲିସ ଥାନା ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରିଛି। ଥାନାଧିକାରୀ ରମେଶ ଚନ୍ଦ୍ର ଦାସଙ୍କ ନେତୃତ୍ୱରେ ଏସ୍‌ଆଇ ମାଝିଙ୍କ ସମେତ ଥାନାର ସମସ୍ତ କର୍ମଚାରୀମାନେ ଏଥିରେ ସାମିଲ ହୋଇଛନ୍ତି। ଏହି ଫ୍ଲାଗମାର୍ଚ୍ଚ ଶେରଗଡ଼ ଥାନାରୁ ବାହାରି ଧବଲପୁର, କୃଷଛାଇ, ଗୋଠଗାଁ ଓ ଗୋବିନ୍ଦପୁର ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇଥିଲା। ନିର୍ବାଚନକୁ ଶାନ୍ତି ଶୃଙ୍ଖଳାରେ କରିବା ପାଇଁ ପୋଲିସକୁ ସହଯୋଗ କରିବାକୁ ଏହି ଫ୍ଲାଗମାର୍ଚ୍ଚ କରାଯାଇଛି ବୋଲି ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ କହିଛନ୍ତି।

All Right Reserved By

ନିର୍ବାଚନ-୨୦୧୯ | ବ୍ରହ୍ମପୁର

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପ୍ରସଙ୍ଗ, ପ୍ରାର୍ଥୀଙ୍କୁ ପରଖୁଛନ୍ତି ଭୋଟର

ପୁରୀ ଅଫିସ, ୨୦ା୪: ଚର୍ଚ୍ଚାରେ ପୁରୀ ଲୋକ ସଭା ନିର୍ବାଚନମଣ୍ଡଳୀ। ଶ୍ରୀମନ୍ଦିର, ବେଳାଭୂମି, ରତ୍ନଭଣ୍ଡାର, ମହାପ୍ରଭୁଙ୍କ ଅମୃତ ମଣୋହି ଜମି ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ସାଙ୍ଗକୁ ସିଦ୍ଧମହାବୀର ରେଲଓ୍ବେ ଓଭରବ୍ରିଜ୍‌ ନିର୍ମାଣ, ଡ୍ରେନେଜ ଆଦି ନାନା ସମସ୍ୟା ନେଇ ପ୍ରାର୍ଥୀଙ୍କ ମଧ୍ୟରେ ଚାଲିଛି ଆରୋପ ପ୍ରତ୍ୟାରୋପ। 

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। 

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ରୋଡ୍‌ ଶୋ’ ସମୟରେ ଦୁର୍ଘଟଣା, ଜଣେ ମୃତ

ବ୍ରହ୍ମଗିରି, ୨୦ା୪(ଡି.ଏନ୍‌.ଏ.): ବ୍ରହ୍ମଗିରି ନିର୍ବାଚନ ମଣ୍ଡଳୀରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୋଡ ଶୋ’ ସମୟରେ ଏକ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଛି। 

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀରେ ମୁଖ୍ୟମନ୍ତ୍ରୀ ରୋଡ୍‌ ଶୋ କରି ଭୋଟ ମାଗିଲେ

ପୁରୀ ଅଫିସ, ବ୍ରହ୍ମଗିରି, ୨୦ା୪ (ଡି.ଏନ୍‌.ଏ.): ଆସନ୍ତା ୨୩ ତାରିଖରେ ପୁରୀ ଲୋକ ସଭା ଏବଂ ଏହା ଅଧୀନରେ ଥିବା ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନ ହେବ। ତେଣୁ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସବୁ ରାଜନୈତିକ ଦଳ ବଳ, କୌଶଳ ଲଗାଇ ଦେଇଛନ୍ତି। 

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଦ୍ୱିତୀୟ ପର୍ଯ୍ୟାୟରେ ୭୨% ମତଦାନ

ଭୁବନେଶ୍ୱର,୧୯।୪(ବ୍ୟୁରୋ): ଶେଷ ହୋଇଛି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ। ଏଥିରେ ୫ ଲୋକ ସଭା ଓ ୩୫ ବିଧାନସଭା ଲାଗି ଭୋଟଗ୍ରହଣ କରାଯାଇଥିଲା। ତେବେ ଏହି ପର୍ଯ୍ୟାୟରେ ପ୍ରାୟ ୭୨% ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି।

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଘସିପୁରା, ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ବିଜେଡି, କଂଗ୍ରେସର ପ୍ରଚାର: ଉଭୟ ଦଳ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା

ଆନନ୍ଦପୁର,୧୯।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ୍‌ ୨୩ରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ହେବ।

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 


Model This Week

କ୍ରିଷ୍ଣା
Why Dharitri