ଜାତୀୟ |

ଚା’ ପ୍ରସ୍ତୁତ କରିବାକୁ ମନା କରିବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଚା’ ପ୍ରସ୍ତୁତ କରିବାକୁ ମନା କରିବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୁନେ, ୨୫।୩: ମହାରାଷ୍ଟ କୋହ୍ଲାପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଚା’ ପ୍ରସ୍ତୁତ କରିବାକୁ ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି ସ୍ବାମୀ।  ସୂଚନାଯୋଗ୍ୟ, କୋହ୍ଲାପୁରରୁ ୩୯୦ କିମିଦୂରରେ ଅବସ୍ଥିତ ଶିରୋଲ ତହସିଲର କୁରୁନ୍ଦଓ୍ବାଡ ଗ୍ରାମରେ ୪୯ବର୍ଷୀୟ ରମେଶ ଗାଏକ୍ୱାଡ ଦଉଡି ସାହାଯ୍ୟରେ ସ୍ତ୍ରୀ ମଙ୍ଗଲ(୩୮)ଙ୍କ ବେକକୁ ଚିପି ହତ୍ୟା କରିଛନ୍ତି। ହତ୍ୟା କରିବା ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଅଭିଯୁକ୍ତ। ପୋଲିସର କହିବା ଅନୁଯାୟୀ, ରମେଶ ଛୋଟ ଛୋଟ ଘଟଣାରେ ସ୍ତ୍ରୀଙ୍କ ସହ ଝଗଡା କରୁଥିଲେ। ଘଟଣାଦିନ ରମେଶ ମଙ୍ଗଲଙ୍କୁ ଚା’ କରିବାକୁ କହିବାରୁ ସେ ମନା କରିଦେଇଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ତ୍ରୀଙ୍କୁ ହତ୍ୟା କରିଥିଲେ ସେ। ଘଟଣାରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି।


All Right Reserved By

ଜାତୀୟ |

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି ଆଶା ରଖିଛନ୍ତି ଗ୍ବାଲିୟର ଜଣେ ଚା’ ଦୋକାନୀ। 

ପତ୍ନୀଙ୍କୁ ସମର୍ଥନ କରିବା ମୋର କର୍ତ୍ତବ୍ୟ: ଶତ୍ରୁଘ୍ନ

ପତ୍ନୀଙ୍କୁ ସମର୍ଥନ କରିବା ମୋର କର୍ତ୍ତବ୍ୟ: ଶତ୍ରୁଘ୍ନ

ନୂଆଦିଲ୍ଲୀ,୨୦।୪: ନିକଟରେ ଭାଜପା ଛାଡି କଂଗ୍ରେସରେ ଯୋଗଦେଇଥିବା ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନା ତାଙ୍କ ପତ୍ନି ପୁନମ ସିହ୍ନାଙ୍କୁ ସହଯୋଗ କରିବା ନେଇ ପ୍ରଶ୍ନ ଉଠିଥିଲା। 

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। 

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି।

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ କଂଗ୍ରେସ ସହ ଆମ ଆଦମୀ ପାର୍ଟି(ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଶନିବାର ଏଏପି ସୂଚନା ଦେଇଛି।

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। 

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି।

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀଙ୍କ ଗଡ଼ରେ ରହିଛି।

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ନିର୍ବାଚନ ଜିତିବା ପାଇଁ ଏକ ମାସ ଭିତରେ ଦେଶର ୭୫ ନେତା ଏହି ମନ୍ଦିରରେ କରିସାରିଲେଣି ପୂଜାର୍ଚ୍ଚନା

ସିମ୍‌ଲା,୨୦।୪: ନିର୍ବାଚନ ପାଖେଇ ଆସିଲେ ଦେବାଳୟମାନଙ୍କରେ ରାଜନେତା ମାନଙ୍କର ଭିଡ଼ ଜମିଥାଏ। ଦେବଦେବୀଙ୍କ ଆଶୀର୍ବାଦ ଲାଭ କଲେ ସହଜରେ ନିର୍ବାଚନ ବୈତରଣୀ ଅବିଳମ୍ବେ ପାରି ହୋଇଯିବେ ବୋଲି ସେମାନଙ୍କର ବିଶ୍ୱାସ। 

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ମୃତ୍ୟୁପରେ ରେଳଲାଇନ୍‌ରେ ମୃତଦେହ ରଖି ବୀମା କ୍ଷତି ପୂରଣ ପାଇଁ ଦିଆଯାଉଥିଲା ଦୁର୍ଘଟଣା ରୂପ

ନୂଆଦିଲ୍ଲୀ,୨୦।୪: ମଣିଷର ଲୋଭ କେବେ ମରେନା। ବେଳେବେଳେ ଲୋଭ ଯୋଗୁ କେତେକ ଏଭଳି କାଣ୍ଡ କରିବସନ୍ତି ଯାହା ମଣିଷ ପଣିଆ ଉପରେ ସୃଷ୍ଟିକରେ ପ୍ରଶ୍ନ ଚିହ୍ନ। 

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। 

୧୦ କିଲୋ ଚାନ୍ଦିରେ ଝଟକିବ ଜ୍ୱାଳାମୁଖୀ ମନ୍ଦିରର ଦ୍ୱାର

୧୦ କିଲୋ ଚାନ୍ଦିରେ ଝଟକିବ ଜ୍ୱାଳାମୁଖୀ ମନ୍ଦିରର ଦ୍ୱାର

ଅହମ୍ମଦାବାଦ,୨୦।୪: ଶକ୍ତିପୀଠ ଜ୍ୱାଳାମୁଖୀ ମନ୍ଦିରର ଗର୍ଭ ଗୃହକୁ ଆହୁରି ଦର୍ଶନୀୟ କରିବାକୁ ପ୍ରସ୍ତୁତି ଚାଲିଛି। ଏଥିପାଇଁ ଅହମ୍ମଦାବାଦର ଜଣେ ବ୍ୟବସାୟୀ ତଥା ଶ୍ରଦ୍ଧାଳୁ ମନୋହର ଅଗ୍ରଓ୍ବାଲ ୧୦ କିଲୋଗ୍ରାମ ଚାନ୍ଦି ଦାନ କରିଛନ୍ତି।


Model This Week

କ୍ରିଷ୍ଣା
Why Dharitri