ଫୁରସତ |

ମ୍ୟୁଜିକ ଲଭର ରୋବୋ

ମ୍ୟୁଜିକ ଲଭର ରୋବୋ

କେବଳ ମଣିଷ ନୁହନ୍ତି, ରୋବୋ ମଧ୍ୟ ସଙ୍ଗୀତ ପ୍ରେମରେ ପଡ଼ିପାରେ। ଏପରି ଏକ ମ୍ୟୁଜିକ ଲଭର ରୋବୋ ନିକଟରେ ପ୍ରସ୍ତୁତ କରିଛନ୍ତି ଚାଇନାର ବିଶେଷଜ୍ଞମାନେ। ନିଜକୁ ଖୁସ୍‌ ରଖିବା ପାଇଁ ସେ ନିଜେ ମନ ପସନ୍ଦର ଗୀତ ଶୁଣିପାରିବ। କେବଳ ସେତିକି ନୁହେଁ, ଅନ୍ୟମାନଙ୍କୁ ଆକର୍ଷିତ କରିବା ଭଳି ଟ୍ୟୁନିଂ ମଧ୍ୟ ବଜାଇପାରିବ। ବିଶେଷଭାବରେ ପିଆନୋ ବଜାଇବାରେ ଏପରି ରୋବୋ ବେଶ୍‌ ଏକ୍ସପର୍ଟ। ଯଦି ଜଣେ ବ୍ୟକ୍ତି ଟେନ୍‌ସନରେ ଅଛନ୍ତି ତେବେ କିଛି ସମୟ ଏହି ରୋବୋ ପାଖରେ ବିତାଇଲେ ସେ ଅନେକାଂଶରେ ଆରାମ ଅନୁଭବ କରିପାରିବେ। ସେହି ସମୟରେ ରୋବେ ଉକ୍ତ ବ୍ୟକ୍ତିଙ୍କ ମାନସିକତାକୁ ଅନୁଧ୍ୟାନକରି ତାଙ୍କ ମନ ପସନ୍ଦ ଅନୁସାରେ ଗୀତ ଏବଂ ପିଆନୋ ଟ୍ୟୁନିଂ ଶୁଣାଇପାରିବ।


All Right Reserved By

ଫୁରସତ |

ଗାଁ ଅଛି  ହେଲେ ନାହାଁନ୍ତି ଲୋକ...

ଗାଁ ଅଛି ହେଲେ ନାହାଁନ୍ତି ଲୋକ...

ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ରହସ୍ୟ ରହିଛି। ଏହାର ଉତ୍ତର ଆଧୁନିକ ବିଜ୍ଞାନ ମଧ୍ୟ ଖୋଜି ପାଇନି। ରାଜସ୍ଥାନ ଜୈସଲମେର ସହରଠାରୁ ପ୍ରାୟ ୨୫ କିଲୋମିଟର ଦୂରରେ ରହିଛି ଏକ ଅଞ୍ଚଳ। 

 ଯେଉଁଠି ବିବାହ ଲାଗି ଅନ୍ୟ ସ୍ତ୍ରୀକୁ କରାଯାଏ ଚୋରି

ଯେଉଁଠି ବିବାହ ଲାଗି ଅନ୍ୟ ସ୍ତ୍ରୀକୁ କରାଯାଏ ଚୋରି

ବିଭାଘରକୁ ନେଇ ସବୁଠି ଓ ସବୁ ଜାଗାରେ ଭିନ୍ନ ଭିନ୍ନ ପରମ୍ପରା ଓ ସଂସ୍କୃତି ରହିଛି।  ତେବେ ଏପରି ଏକ ଦେଶ ଅଛି ଯେଉଁଠି ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରାଯାଏ। 

ସାଇଲେଣ୍ଟ ମୋଡ୍‌ରେ ଥିବା ଫୋନ ପାଉନାହାନ୍ତି କି? କରନ୍ତୁ ଏପରି

ସାଇଲେଣ୍ଟ ମୋଡ୍‌ରେ ଥିବା ଫୋନ ପାଉନାହାନ୍ତି କି? କରନ୍ତୁ ଏପରି

ଆଧୁନିକ ଯୁଗରେ ମୋବାଇଲର ବହୁଳ ବ୍ୟବହାର କରାଯାଉଛି। ଏହା ଯେତେବେଳେ ପ୍ରଥମେ ବଜାରକୁ ଆସିଥିଲା କେବଳ କଥାବାର୍ତ୍ତା ପାଇଁ। କିନ୍ତୁ ଏବେ ଟେକ୍ନୋଲୋଜି ଆଗେଇଛି।

ପ୍ରଥମେ ଏହି ବହିର ହୋଇଥିଲା କପିରାଇଟ୍‌

ପ୍ରଥମେ ଏହି ବହିର ହୋଇଥିଲା କପିରାଇଟ୍‌

କୌଣସି ଲେଖାକୁ କେହି କପି କରୁଥିଲେ ଏହାକୁ ରୋକାଯିବା ପାଇଁ କପିରାଇଟ୍‌ ଆକ୍ଟ ଲାଗୁ ହୋଇଛି। ଆସନ୍ତୁ ଜାଣିବା ଏହି ଆକ୍ଟ ସମ୍ପର୍କରେ...


ଏକାଦିନରେ ଗୋଟିଏ ହସ୍ପିଟାଲରେ ହୋଇଥିଲେ ଜନ୍ମ : ୨୬ ବର୍ଷ ପରେ ହେବ ବିବାହ

ଏକାଦିନରେ ଗୋଟିଏ ହସ୍ପିଟାଲରେ ହୋଇଥିଲେ ଜନ୍ମ : ୨୬ ବର୍ଷ ପରେ ହେବ ବିବାହ

କୁହାଯାଏ, କିଏ କାହାକୁ ବିବାହ କରିବେ ତାହା ପୂର୍ବରୁ ସ୍ଥିର ହୋଇଥାଏ। ଭାଗ୍ୟରେ ଯଦି ସେହି ଜଣକ ଲେଖାଥାଏ ତେବେ କୌଣସି ପରିସ୍ଥିତିରେ କେହି କାହାକୁ ଅଲଗା କରିପାରିବେ ନାହିଁ। ଚାହୁଁଥିବା ଲୋକ ନିଶ୍ଚିତ ଆପଣଙ୍କୁ ମିଳିଯିବେ। 

ଟଙ୍କା ପାଇଁ ପ୍ରେମିକଠାରୁ ଅଲଗା ହେଲେ ପ୍ରେମିକା

ଟଙ୍କା ପାଇଁ ପ୍ରେମିକଠାରୁ ଅଲଗା ହେଲେ ପ୍ରେମିକା

ଗତ କିଛିଦିନ ହେବ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଫଟୋଟି ଏପରି ଏକ ଝିଅର ଯିଏକି ଟଙ୍କା ପାଇଁ ନିର୍ବନ୍ଧ ସରିଥିବା ନିଜ ପ୍ରେମିକଙ୍କଠାରୁ ଅଲଗା ହେବାକୁ ପଛାଉ ନାହାନ୍ତି। ପ୍ରେମିକଙ୍କଠାରୁ ଅଲଗା ହେବା ପାଇଁ ପ୍ରେମିକା ୭ ଲକ୍ଷ ଟଙ୍କା ନେଇଛନ୍ତି। ତାହା ପୁଣି ପ୍ରେମିକଙ୍କ ମା’ବାପାଙ୍କଠାରୁ ।

ଦୁନିଆର ସବୁଠାରୁ ଷ୍ଟାଇଲିଷ୍ଟ ମା’ପୁଅ: ସୋସିଆଲ ମିଡିଆରେ କରାଯାଉଛି ବହୁତ ପସନ୍ଦ

ଦୁନିଆର ସବୁଠାରୁ ଷ୍ଟାଇଲିଷ୍ଟ ମା’ପୁଅ: ସୋସିଆଲ ମିଡିଆରେ କରାଯାଉଛି ବହୁତ ପସନ୍ଦ

କୌଣସି ପାର୍ଟି ବା ଫକ୍ସନରେ ମା’ ଝିଅ ଏକା ପରି ପୋଷାକା ପିନ୍ଧୁଥିବା ଆମେ ଦେଖିଛୁ। ମାତ୍ର ଏମିତି ଏକ ମା’ ପୁଅ ଯୋଡ଼ି ଅଛନ୍ତି ଯିଏ କି ସବୁବେଳେ ଏକାପରି ପୋଷାକ ପିନ୍ଧିଥାନ୍ତି। ଥାଇଲାଣ୍ଡର ବ୍ୟାଙ୍କକ୍‌ରେ ରହୁଥିବା ପାଥ୍ରାପୋଲ ଏବଂ ଲି. ପୁଇଙ୍ଗ୍‌ବୁନପ୍ରାଙ୍କ ଅନ୍ୟ ମା’ ପୁଅଙ୍କଠାରୁ ବହୁତ ଭିନ୍ନ। 

ଅକ୍ଷୟ ତୃତୀୟାରେ କାହିଁକି କିଣିବେ ସୁନା..

ଅକ୍ଷୟ ତୃତୀୟାରେ କାହିଁକି କିଣିବେ ସୁନା..

ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥିକୁ ‘ଅକ୍ଷୟ ତୃତୀୟା’ ଭାବେ ପାଳନ କରାଯାଏ। ହିନ୍ଦୁଧର୍ମ ଅନୁସାରେ ଏହି ଦିନର ବଡ଼ ମହତ୍ତ୍ୱ ରହିଛି। ଅକ୍ଷୟ ତୃତୀୟାରେ ଦାନ, ଧର୍ମ, ଜପ, ତପ ଆଦି କର୍ମ କରିବା ଦ୍ୱାରା ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି କୁହାଯାଏ।

ଏମିତି ଗାଁ ଯେଉଁଠି ଚପଲ ପିନ୍ଧିଲେ ମିଳେ କଠୋର ଦଣ୍ଡ...

ଏମିତି ଗାଁ ଯେଉଁଠି ଚପଲ ପିନ୍ଧିଲେ ମିଳେ କଠୋର ଦଣ୍ଡ...

ପୃଥିବୀର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ। ତାମିଲନାଡୁର ମଦୁରାଇ ନିକଟରେ ରହିଛି କଲିମାୟନ ଗାଁ। ଏଠାକାର ପରମ୍ପରା ନିଆରା। ଗାଁରେ କୌଣସି ଲୋକ ଚପଲ ପିନ୍ଧନ୍ତି ନାହିଁ। 

୨ଶହ ବର୍ଷ ପୁରୁଣା ଏହି ମନ୍ଦିରରେ ବେଙ୍ଗକୁ ପୂଜା କରାଯାଏ

୨ଶହ ବର୍ଷ ପୁରୁଣା ଏହି ମନ୍ଦିରରେ ବେଙ୍ଗକୁ ପୂଜା କରାଯାଏ

ମନ୍ଦିରରେ ସାଧାରଣତଃ ଦେବାଦେୀଙ୍କର ପୂଜା କରାଯାଇଥାଏ। ହେଲେ ଉତ୍ତର ପ୍ରଦେଶ ଲଖିମପୁର-ଖିରେ ଜିଲାର ଓୟଲଠାରେ ଥିବା ମନ୍ଦିରରେ ବେଙ୍ଗକୁ ପୂଜା କରାଯାଏ। 

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ବଡୋଦରା, ୨୩।୪: ୨୦୧୯ ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୬ଟି ରାଜ୍ୟର ୧୧୭ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ଚାଲିଛି। 

ବିଶ୍ୱର ସବୁଠାରୁ ଖୁସିର ଦେଶ ଡେନମାର୍କ

ବିଶ୍ୱର ସବୁଠାରୁ ଖୁସିର ଦେଶ ଡେନମାର୍କ

କୋପେନହାଗେନ,୨୩।୪: ଓ୍ବାଲର୍‌ଡ ହାପିନେସ୍‌ ଇଣ୍ଡେକ୍ସ ୨୦୧୮ର ତାଲିକା ପ୍ରକାଶ ପାଇଛି। ଯେଉଁଥିରେ ବିଶ୍ୱର ୩ଟି ଖୁସି ଦେଶ ମଧ୍ୟରୁ ଡେନମାର୍କ ହେଉଛି ଅନ୍ୟତମ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri