ଜାତୀୟ | ବାଲେଶ୍ୱର

ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ‘ନିର୍ଭୟ’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର ଅଫିସ,୧୫।୪: ସ୍ବଦେଶୀ ଜ୍ଞାନ କୌଶଳରେ ପ୍ରସ୍ତୁତ ସବ୍‌-ସୋନିକ୍‌ କ୍ରୁଜ କ୍ଷେପଣାସ୍ତ୍ର ‘ନିର୍ଭୟ’ର ସୋମବାର ସଫଳ ପରୀକ୍ଷଣ ହୋଇଛି। ହଜାରେ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରୁଥିବା ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ବାଲେଶ୍ୱର ଜିଲା ଚାନ୍ଦିପୁରଠାରେ ଥିବା ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ(ଆଟିଆର୍‌)ର ୩ ନମ୍ବର ଲଞ୍ଚ ପ୍ୟାଡରେ ସକାଳ ପ୍ରାୟ ୧୧ଟା ୪୪ରେ ଏହି ପରୀକ୍ଷଣ କରାଯାଇଛି। ଏହା ପୂର୍ବରୁ ମଧ୍ୟ ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ସରିଛି। ଏହାକୁ ଖୁବଶୀଘ୍ର ସେନାରେ ସାମିଲ କରାଯିବ ବୋଲି ସୂଚନା ମିଳିଛି। ଏହାକୁ ଭାରତର ପ୍ରତିରକ୍ଷା ଅନୁସନ୍ଧାନ ଓ ବିକାଶ ସଂସ୍ଥାନ(ଡିଆର୍‌ଡିଓ) ରେ ବିକଶିତ କରାଯାଇଛି। 

All Right Reserved By

ଜାତୀୟ | ବାଲେଶ୍ୱର

ପ୍ରଧାନ ବିଚାରପତିଙ୍କ ନାଁରେ ଅସଦାଚରଣ ମାମଲା: ଯାଞ୍ଚ୍‌ ପାଇଁ ୩ ଜଣିଆ କମିଟି ଗଠିତ

ପ୍ରଧାନ ବିଚାରପତିଙ୍କ ନାଁରେ ଅସଦାଚରଣ ମାମଲା: ଯାଞ୍ଚ୍‌ ପାଇଁ ୩ ଜଣିଆ କମିଟି ଗଠିତ

ନୂଆଦିଲ୍ଲୀ, ୨୪।୪: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଆସିଥିବା ଯୌନ ଉତ୍ପୀଡନ ଅଭିଯୋଗର ତଦନ୍ତ ପାଇଁ ସୁପ୍ରିମକୋର୍ଟର ୩ଜଣ ବିଚାରପତିଙ୍କୁ ନେଇ ଗଠିତ ହୋଇଛି ଏକ କମିଟି।

ସ୍ବାଧୀ ପ୍ରଜ୍ଞାଙ୍କୁ ଆଶ୍ୱସ୍ତି: ଲଢିପାରିବେ ନିର୍ବାଚନ

ସ୍ବାଧୀ ପ୍ରଜ୍ଞାଙ୍କୁ ଆଶ୍ୱସ୍ତି: ଲଢିପାରିବେ ନିର୍ବାଚନ

ମୁମ୍ବାଇ, ୨୪।୪: ମାଲେଗାଓଁ ବିସ୍ଫୋରଣ ମାମଲାର ଅଭିଯୁକ୍ତ ସ୍ବାଧୀ ପ୍ରଜ୍ଞା ଠାକୁରଙ୍କୁ ଆଶ୍ୱସ୍ତି।

ମୋଦିଙ୍କ ପାଖରେ କାହିଁକି ରହିବାକୁ ଚାହୁଁନାହାନ୍ତି ମା’ ହୀରାବେନ୍‌

ମୋଦିଙ୍କ ପାଖରେ କାହିଁକି ରହିବାକୁ ଚାହୁଁନାହାନ୍ତି ମା’ ହୀରାବେନ୍‌

ନୂଆଦିଲ୍ଲୀ, ୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତକାର ନେଇଛନ୍ତି ବଲିଉଡ ଷ୍ଟାର ଅକ୍ଷୟ କୁମାର। ଦୁଇଜଣଙ୍କ ପେଶା ଅଲଗା ହୋଇଥିଲେ ଉଭୟେ ମନ ଖୋଲି କଥା ହୋଇଛନ୍ତି।

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଦକ୍ଷିଣ କଶ୍ମୀରରୁ ୨୩ ଦିନରେ ୧୧ ଯୁବକ ନିଖୋଜ: ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ସନ୍ଦେହ

ଶ୍ରୀନଗର,୨୪।୪: ଗତ ୨୩ ଦିନ ମଧ୍ୟରେ ଦକ୍ଷିଣ କଶ୍ମୀରରୁ ୧୧ ଜଣ ଯୁବକ ନିଖୋଜ ରହିଛନ୍ତି। ସେମାନେ ଆତଙ୍କବାଦୀ ସଂଗଠନରେ ଯୋଗ ଦେଇଥିବା ନେଇ ସନ୍ଦେହ କରାଯାଉଛି। 

ଭଲିବଲ ଖେଳିଲେ ସ୍ମୃତି ଇରାନୀ

ଭଲିବଲ ଖେଳିଲେ ସ୍ମୃତି ଇରାନୀ

ଆମେଠି, ୨୪।୪: ଉତ୍ତରପ୍ରଦେଶର ଆମେଠି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ହୋଇଥିବା କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଏକ ନିଆରା ଅନ୍ଧାଜରେ ନଜର ଆସିଛନ୍ତି। 

୧୦୨ ଡିଗ୍ରୀ ଜ୍ୱରରେ ଥାଇ ଭୋଟ ଦେଲେ ଲାଲକୃଷ୍ଣ ଆଡଭାନୀ

୧୦୨ ଡିଗ୍ରୀ ଜ୍ୱରରେ ଥାଇ ଭୋଟ ଦେଲେ ଲାଲକୃଷ୍ଣ ଆଡଭାନୀ

ଗାନ୍ଧୀନଗର, ୨୪।୪:  ଭୋଟ ଦେଇ ନିଜ ଅଧିକାର ସାବ୍ୟସ୍ତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି।

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

ଏଟିଏମରେ ପଶିଲା ସାପ: ୭ ଘଣ୍ଟା ପରେ ହେଲା ଉଦ୍ଧାର

କୋଏମ୍ବାଟୁର,୨୪।୪: ତାମିଲନାଡୁ କୋଏମ୍ବାଟୁରରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଥିବା ଏକ ଏଟିଏମ୍‌ରେ ସାପ ପଶିଥିବାରୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିଲା। 

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମାଡ୍ରାସ୍‌ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ବିବାହରେ କିନ୍ନରଙ୍କୁ କୁହାଯିବ କନ୍ୟା

ମଦୁରାଈ,୨୪।୪: ହିନ୍ଦୁ ବିବାହ ଆଇନ୍‌ ଅନ୍ତର୍ଗତ ମାଡ୍ରାସ୍‌ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ଅନୁସାରେ ବିବାହ ସମୟରେ କିନ୍ନରଙ୍କୁ କନ୍ୟା ଭାବେ ପରିଗଣିତ କରାଯିବ। 

ଶୋଇଥିବା ବାଘକୁ ଢେଲା ଫୋପାଡିବାରୁ ଲାଗିଲା ୫୧ହଜାର ଟଙ୍କା ଜରିମାନା

ଶୋଇଥିବା ବାଘକୁ ଢେଲା ଫୋପାଡିବାରୁ ଲାଗିଲା ୫୧ହଜାର ଟଙ୍କା ଜରିମାନା

ଜୟପୁର, ୧୯। ଶୋଇଥିବା ବାଘକୁ ଢେଲା ଫୋପାଡି ହରଡହଣାରେ ପଡିଛନ୍ତି ଜଣେ ପର୍ଯ୍ୟଟକ। 

ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତହୋଇ ୬୬ ଫୁଟର ଝାଡୁ ତିଆରିକଲେ ଶିକ୍ଷକ: ସୋସିଆଲ ମିଡ଼ିଆରେ ଭାଇରାଲ

ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତହୋଇ ୬୬ ଫୁଟର ଝାଡୁ ତିଆରିକଲେ ଶିକ୍ଷକ: ସୋସିଆଲ ମିଡ଼ିଆରେ ଭାଇରାଲ

ଜୟପୁର,୨୪।୪: କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଭାରତ ମିଶନରେ ଉତ୍ସାହିତ ହୋଇ ରାଜସ୍ଥାନ ପଲାମୁର ଜଣେ ୨୨ ବର୍ଷ ବୟସ୍କ ଶିକ୍ଷକ ତିଆରି କରିଛନ୍ତି ୬୬ ଫୁଟର ଏକ ଝାଡୁ। 

ରୋହିତ ଶେଖର ହତ୍ୟା ମାମଲା: ସ୍ତ୍ରୀ ଅପୁର୍ବାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍‌

ରୋହିତ ଶେଖର ହତ୍ୟା ମାମଲା: ସ୍ତ୍ରୀ ଅପୁର୍ବାଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ୍‌

ନୂଆଦିଲ୍ଲୀ, ୨୪।୪: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ଦତ୍ତ ତିଓ୍ବାରୀଙ୍କ ପୁଅ ରୋହିତ ଶେଖରଙ୍କ ହତ୍ୟା ମାମଲାରେ ବୁଧବାର କ୍ରାଇମ୍‌ବ୍ରାଞ୍ଚ ତାଙ୍କ ସ୍ତ୍ରୀ ଅପୁର୍ବା ଶୁକ୍ଲାଙ୍କୁ ଗିରଫ କରିଛି। 

କଂଗ୍ରେସ ପ୍ରଚାରକଙ୍କ ସାଇକେଲ ମରାମତି ପାଇଁ ଗାଡ଼ିରୁ ଓହ୍ଲାଇଲେ ପ୍ରିୟଙ୍କା

କଂଗ୍ରେସ ପ୍ରଚାରକଙ୍କ ସାଇକେଲ ମରାମତି ପାଇଁ ଗାଡ଼ିରୁ ଓହ୍ଲାଇଲେ ପ୍ରିୟଙ୍କା

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠିରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନ ପ୍ରଚାର ଜାରି ରଖିଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri