ଜାତୀୟ |

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଙ୍ଗେସକର

ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଙ୍ଗେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଙ୍ଗେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍‌ ଜରିଆରେ ଦେବେ ବୋଲି ଘୋଷଣା କରିଛନ୍ତି। ଏହାଛଡା ଲତାଙ୍କ ପରିବାର ଓ ସମ୍ପର୍କୀୟ ମିଶି ଶହିଦଙ୍କ ପରିବାରକୁ ୧୧ଲକ୍ଷ ଟଙ୍କା ଅଲଗା ସହାୟତା ଦେବେ। ସୂଚନାଯୋଗ୍ୟ, ଫେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ସିଆରଏଫ ଯବାନଙ୍କ ଏକ ବସ୍‌ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ୪୦ ଯବାନ ଶହିଦ ହୋଇଥିଲେ।

All Right Reserved By

ଜାତୀୟ |

ମୁଲାୟାମ ସିଂ ମୋଦିଙ୍କ ଭଳି ‘ଫେକ୍‌ ଓବିସି’ ନୁହେଁ: ମାୟାବତୀ

ମୁଲାୟାମ ସିଂ ମୋଦିଙ୍କ ଭଳି ‘ଫେକ୍‌ ଓବିସି’ ନୁହେଁ: ମାୟାବତୀ

ମେନପୁରି,୧୯।୪: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ଶୁଶ୍ରୀ ମାୟାବତୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ଶୁକ୍ରବାର ମାୟାବତୀ କହିଛନ୍ତି, ସମାଜବାଦୀ ପାର୍ଟି ପ୍ରତିଷ୍ଠାତା ମୁଲାୟାମ ସିଂ ଯାଦବ ପ୍ରକୃତରେ ଜଣେ ପଛୁଆ ବର୍ଗର ନେତା।

ବାହାଘର ଫଟୋଶୁଟ୍‌ ସମୟରେ ନଦୀରେ ଖସି ପଡିଲେ ନବଦମ୍ପତି: ଭିଡିଓ ଭାଇରାଲ

ବାହାଘର ଫଟୋଶୁଟ୍‌ ସମୟରେ ନଦୀରେ ଖସି ପଡିଲେ ନବଦମ୍ପତି: ଭିଡିଓ ଭାଇରାଲ

ଥିରୁଭାନନ୍ତପୁରମ୍‌,୧୯।୪: ବିବାହ ବେଳର ପ୍ରତିଟି ମୁହୂର୍ତ୍ତକୁ ସାଇତି ରଖିବାକୁ ସମସ୍ତେ ଇଚ୍ଛା ପ୍ରକାଶ କରିଥାଆନ୍ତି। ବିଶେଷ କରି ଏହି ସମୟର କିଛି ଫଟୋ ଓ ଭିଡିଓ ପ୍ରାୟ ସବୁ ଦମ୍ପତି ସାଇତି ରଖିଥାଆନ୍ତି। 

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ଦେଢ ବର୍ଷ ବୟସରେ ହରାଇଥିଲେ ଆଖି: ଆଜି ୟୁପିଏସସିରେ ପାଇଲେ ସଫଳତା

ନୂଆଦିଲ୍ଲୀ, ୧୯।୪: ଇଚ୍ଛାଶକ୍ତି ଥିଲେ, ପଙ୍ଗୁ ଗିରି ଲଂଘି ପାରେ। ଏହି ଉକ୍ତିଟିର ଯଥାର୍ଥତା ପ୍ରତିପାଦିତ କରିଛନ୍ତି ସତ୍ୟେନ୍ଦ୍ର। 

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। 

ମାତ୍ର ଗୋଟିଏ ନିଷ୍ପତ୍ତିରେ ରୋଜଗାର ହରାଇଲେ ୧୬ହଜାର କର୍ମଚାରୀ

ମାତ୍ର ଗୋଟିଏ ନିଷ୍ପତ୍ତିରେ ରୋଜଗାର ହରାଇଲେ ୧୬ହଜାର କର୍ମଚାରୀ

ନୂଆଦିଲ୍ଲୀ,୧୯।୪: ଆର୍ଥିକ ସଙ୍କଟ କାରଣରୁ ଜେଟ୍‌ ଏୟାରଓ୍ବେଜ୍‌ ତା’ର ଉଡାଣକୁ ଅସ୍ଥାୟୀ ଭାବେ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରି ଦେଇଛି। 

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ଅର୍ଦ୍ଧନଗ୍ନ ହୋଇ ପ୍ରାର୍ଥିପତ୍ର ଦାଖଲ କଲେ ଲୋକସଭା ପ୍ରାର୍ଥୀ ଅଞ୍ଜନୀ ପାଣ୍ଡେ

ରାଞ୍ଚି,୧୯।୪: ସ୍ବାଧିନ ପ୍ରାର୍ଥୀ ତଥା ଆଦିବାସୀ କିଶାନ ମଜଦୁର ପାର୍ଟି(ଏକେଏମ୍‌ପି) ନେତା ଅଞ୍ଜନୀ ପାଣ୍ଡେ ଏବେ ଚର୍ଚ୍ଚାରେ। କାରଣ ଗୁରୁବାର ସେ ରାଞ୍ଚି ଲୋକ ସଭା ଆସନ ପାଇଁ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି।

ଶିବସେନା ହାତ ଧରିବେ ପ୍ରିୟଙ୍କା

ଶିବସେନା ହାତ ଧରିବେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୯।୪: କଂଗ୍ରେସ ଛାଡିବା ପରେ ଶିବସେନା ହାତ ଧରିବେ ପ୍ରିୟଙ୍କା ଚତୁର୍ବେଦୀ। ଶୁକ୍ରବାର ଶିବସେନା ମୁଖ୍ୟ ଉଦ୍ଧବ ଠାକରେଙ୍କ ଉପସ୍ଥିତିରେ ସେ ଦଳରେ ଯୋଗଦେବେ।

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନୀ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନୀ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା କହିଛନ୍ତି ବୈଦେଶିକ ବ୍ୟାପାର ମନ୍ତ୍ରୀ ତଥା ଭାଜପା ନେତ୍ରୀ ସୁଷମା ସ୍ବରାଜ। 

କାର୍ଯ୍ୟରତ ନୋଡାଲ ନିର୍ବାଚନ ଅଧିକାରୀ ନିଖୋଜ

କାର୍ଯ୍ୟରତ ନୋଡାଲ ନିର୍ବାଚନ ଅଧିକାରୀ ନିଖୋଜ

କୋଲକତା, ୧୯।୪: ପଶ୍ଚିମବଙ୍ଗର ନଦିଆ ଜିଲାରେ ଜଣେ ନୋଡାଲ ନିର୍ବାଚନ ଅଧିକାରୀ ଗୁରୁବାରଠାରୁ ନିଖୋଜ ଅଛନ୍ତି। ନିଖୋଜ ଥିବା ଅଧିକାରୀ ଜଣଙ୍କ ହେଲେ ଅର୍ଣ୍ଣବ ରାୟ। 

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ଏପଟେ ଭଉଣୀର ସବାରି ସେପଟେ ଉଠିଲା ଭାଇର କୋକେଇ

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ କସ୍‌ବା ଥାନା ଅଞ୍ଚଳର ଏକ ଗଁ।ରେ ଗୁରୁବାର ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପଟେ ଭଉଣୀର ସବାରି ଉଠିଥିବା ବେଳେ ଅନ୍ୟପଟେ ଭାଇର କୋକେଇ ଉଠିଛି। 

ହାର୍ଦ୍ଦିକଙ୍କୁ ଚାପୁଡା ମାରିଲେ ଅଜଣା ବ୍ୟକ୍ତି

ହାର୍ଦ୍ଦିକଙ୍କୁ ଚାପୁଡା ମାରିଲେ ଅଜଣା ବ୍ୟକ୍ତି

ସୁରେନ୍ଦ୍ରନଗର, ୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଥିଲାବେଳେ ଜନଅସନ୍ତୋଷର ଶିକାର ହେଉଛନ୍ତି କିଛି ନେତା।

କଂଗ୍ରେସ ଛାଡିଲେ ପ୍ରିୟଙ୍କା

କଂଗ୍ରେସ ଛାଡିଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୯।୪: କଂଗ୍ରେସ ପ୍ରବକ୍ତା ପ୍ରିୟଙ୍କା ଚତୁର୍ବେଦୀ ଶୁକ୍ରବାର ଦଳରୁ ଇସ୍ତଫା  ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପଠାଇ ଦେଇଛନ୍ତି।


Model This Week

କ୍ରିଷ୍ଣା
Why Dharitri