ସୁରଟ ଅଗ୍ନିକାଣ୍ଡ : କୋଚିଂ ସେଣ୍ଟର ମାଲିକ ଗିରଫ, ୨ ଅଗ୍ନିଶମ ଅଧିକାରୀ ନିଲମ୍ବିତ

ସୁରଟ,୨୫ା୫ : ଗୁଜୁରାଟର ହୀରା ସହର କୁହାଯାଉଥିବା ସୁରଟର ଏକ କୋଚିଂ ସେଣ୍ଟରରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟି ୨୦ରୁ ଊର୍ଦ୍ଧ୍ୱ ଛାତ୍ରଙ୍କ ମୃତ୍ୟୁ ଘଟିଥିବାବେଳେ ୨୫ରୁ ଊର୍ଦ୍ଧ୍ୱ ଛାତ୍ର ଗୁରୁତର ହୋଇ...

ଟିମ୍‌ ଇଣ୍ଡିଆକୁ ବଡ଼ ଆଶ୍ୱସ୍ତି

ଲଣ୍ଡନ,୨୫।୫- ଭାରତୀୟ ଦଳକୁ ଶନିବାର ବଡ଼ ଆଶ୍ୱସ୍ତି ମିଳିଛି। ଭାରତୀୟ ଅଲ୍‌ରାଉଣ୍ଡର ବିଜୟ ଶଙ୍କରଙ୍କ ଆହତ ସମସ୍ୟା ଗୁରୁତର ନୁହେଁ। ତାଙ୍କ ରିଷ୍ଟର ସ୍କାନ କରାଯିବା ପରେ ଫ୍ୟାକ୍‌ଚର ହୋଇ ନ ଥିବା...

ଯୌତୁକ ନ ନେବାକୁ ସର୍ତ୍ତ ରଖିଲେ ଶିକ୍ଷକ ଜ୍ୱାଇଁ: ଲକ୍ଷେ ଟଙ୍କାର ପୁସ୍ତକ ଉପହାର ଦେଲେ ଶ୍ୱଶୁର

ଆଇନ ଅନୁଯାୟୀ ଯୌତୁକ ମାଗିବା ଏକ ଅପରାଧ। ମାତ୍ର ଆମ ସମାଜରେ ଯୌତୁକ ମାଗିବା ଯେପରି ଏକ ପ୍ରଥା ପାଲଟିଛି। ଭାରତରେ ବୋଧହୁଏ ଏମିତି କୌଣସି ଜାଗା ନ ଥିବ ଯେଉଁଠାରେ ଯୌତୁକ...

ନିରାଶ ହେଲେ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କ ସମର୍ଥକ

ଆନନ୍ଦପୁର,୨୫ା୫(ସ୍ବ.ପ୍ର.): ମୋଦି ଲହର ସାଙ୍ଗକୁ ବିଜୟୀ ହେବାର ଆଶା କେନ୍ଦୁଝର ଜିଲା ଭାଜପା ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକଙ୍କ ସପକ୍ଷରେ ରହି ଆସିଥିବାବେଳେ ଭୋଟଗଣତି ପରେ ତାଙ୍କ ପରାଜୟକୁ ସହଜରେ ଗ୍ରହଣ କରିପାରିନାହାନ୍ତି...

ରାସ୍ତାରେ ଛିଡ଼ା ହୋଇଥିବା ଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ୍‌: ୨ ମୃତ, ୧ ଗୁରୁତର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ନୟାପଲ୍ଲୀ ଥାନା ଫାୟାର ଷ୍ଟେଶନ ଛକରେ ଶନିବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ ରାସ୍ତାରେ ଛିଡ଼ା ହୋଇଯାଇଥିବା ତିନିଜଣ ଯାତ୍ରୀଙ୍କ ଉପରେ ଚଢ଼ିଯିବାରୁ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ...

‘ତ୍ରିଭଙ୍ଗ’ରେ ନଜର ଆସିବେ କାଜଲ, ନିର୍ଦ୍ଦେଶନା ଦେବେ ସଲମାନ୍‌ଙ୍କ ଭାଉଜ

ଲମ୍ବା ବ୍ୟବଧାନ ପରେ ଫିଲ୍ମ ‘ତାନାଜୀ ଦି ଅନ୍‌ସଙ୍ଗ୍‌ ଓ୍ବାରିୟର’ରେ ସ୍ବାମୀ ଅଜୟ ଦେବ୍‌ଗନ୍‌ଙ୍କ ସହ ନଜର ଆସିବେ ଅଭିନେତ୍ରୀ କାଜଲ। ଏହା ବ୍ୟତିତ କାଜଲ ଆଉ ଏକ ସିନେମାରେ ମଧ୍ୟ କାମ...

ଦାଦନ ଖଟିବାକୁ ଯାଇ ଜୁଆଙ୍ଗ ଯୁବକଙ୍କ ଜୀବନ ଗଲା : ପ୍ରଶାସନର ସହାୟତା ଲୋଡ଼ିଲେ ପରିବାର ଲୋକେ

କେନ୍ଦୁଝର,୨୫ା୫(ସ୍ବ.ପ୍ର.): ଜିଲାରେ କାମଧନ୍ଦା ମିଳୁ ନ ଥିବାରୁ ଜୁଆଙ୍ଗ ଓ ଭୂୟାଁ ପୀଢ଼ ଅଞ୍ଚଳର ବହୁ ଲୋକ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ନାନା ହଇରାଣ ହରକତ ହେଉଛନ୍ତି। ଏନେଇ ପ୍ରଶାସନ...

ଝିଅ ପାଇଁ ଏକାଠି ହେଲେ ଜୁହି-ସଚିନ !

ମୁମ୍ବାଇ: ଧାରାବାହିକ ‘କୁମ୍‌କୁମ୍‌’ ଯୋଗେ ଘରେ ଘରେ ଲୋକପ୍ରିୟ ହୋଇଥିବା ଜୁହି ପରମାରଙ୍କ ଜୀବନକୁ ପୁଣି ଫେରିପାରନ୍ତି ସ୍ବାମୀ ସଚିନ ଶ୍ରଫ୍‌। ନିକଟରେ ଅଲାଦିନର ସ୍ପେଶାଲ୍‌ ସ୍କ୍ରିନିଂ ଅବସରରେ ଉଭୟଙ୍କୁ ଏକା ସାଙ୍ଗରେ...

ଗଞ୍ଜେଇ ଜବତ: ୬ ଗିରଫ, ୩ ଫେରାର

ଜୟପୁର, ୨୫।୫(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁର ଉପଖଣ୍ଡ ପୋଲିସ, ଜୟପୁର ଟାଉନ, ସଦର ଏବଂ ବୈପାରିଗୁଡ଼ା ଥାନା ପକ୍ଷରୁ ଶନିବାର ପୃଥକ ପୃଥକ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୧୫୦୦ କେଜି...

୯ ବର୍ଷ ପରେ ପୁଣି ନଜର ଆସିବେ କ୍ୟାଟ୍ରିନା-ଅକ୍ଷୟ

ବଲିଉଡ୍‌ର ହିଟ୍‌ ଯୋଡ଼ି କ୍ୟାଟ୍ରିନା-ଅକ୍ଷୟ କୁମାର ପୁଣି ବଡ଼ପରଦାରେ ନଜର ଆସିବେ। ‘ନମସ୍ତେ ଲଣ୍ଡନ’, ‘ଓ୍ବେଲ୍‌କମ୍‌’, ‘ହମ୍‌କୋ ଦିବାନା କର୍‌ ଗୟେ’, ‘ସିଙ୍ଗ୍‌ ଇଜ୍‌ କିଙ୍ଗ୍‌’ ପରି ସୁପରହିଟ୍‌ ଫିଲ୍ମ ଦେଇଥିବା ଏହି...

ଏନ୍‌ଡିଏ ନେତା ଭାବେ ମୋଦି ନିର୍ବାଚିତ

ନୂଆଦିଲ୍ଲୀ,୨୫ା୫: ନବନିର୍ବାଚିତ ଏନ୍‌ଡିଏ ଏମ୍‌ପିମାନେ ସର୍ବସମ୍ମତିକ୍ରମେ ନରେନ୍ଦ୍ର ମୋଦିଙ୍କୁ ସଂସଦୀୟ ଦଳର ନେତା ଭାବେ ନିର୍ବାଚିତ କରିଛନ୍ତି। ସଂସଦର କେନ୍ଦ୍ରୀୟ ସଭାଗୃହରେ ଅନୁଷ୍ଠିତ ବୈଠକରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ, ବରିଷ୍ଠ ନେତା ଲାଲକୃଷ୍ଣ ଆଡ଼ଓ୍ବାନୀ, ମୁରଲୀ ମନୋହର...

ଓ୍ବାଇଏସ୍‌ ଜଗନମୋହନ ରେଡ୍ଡୀ ବିଧାୟକ ଦଳର ନେତା ନିର୍ବାଚିତ

ଅମରାବତୀ,୨୫ା୫: ଓ୍ବାଇଏସ୍‌ଆର୍‌ କଂଗ୍ରେସ ସଭାପତି (YSRCP) ୱାଇଏସ୍‌ ଜଗନ ମୋହନ ରେଡ୍ଡୀ ଶନିବାର ସର୍ବସମ୍ମତିକ୍ରମେ ଆନ୍ଧ୍ରପ୍ରଦେଶ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ତାଡ଼େପଲ୍ଲୀସ୍ଥିତ ଦଳୀୟ ରାଜ୍ୟ ଶାଖା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ବୈଠକରେ ଦଳର ବରିଷ୍ଠ ନେତା...

ରାହୁଲଙ୍କ ଇସ୍ତଫା ନାଟକ: ଅଗ୍ରାହ୍ୟ କଲା କଂଗ୍ରେସ ଓ୍ବାର୍କିଂ କମିଟି

ନୂଆଦିଲ୍ଲୀ,୨୫।୫: ଲୋକ ସଭା ନିର୍ବାଚନରେ କଂଗ୍ରେସର ବିଫଳତା ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନୈତିକତା ଦୃଷ୍ଟିରୁ ଇସ୍ତଫା ଦେବେ ବୋଲି କୁହାଯାଉଥିଲା। ଶନିବାର କଂଗ୍ରେସ ଓ୍ବାର୍କିଂ କମିଟି ପକ୍ଷରୁ ଅନୁଷ୍ଠିତ ବିଚାର ବିମର୍ଷ ବୈଠକରେ ରାହୁଲ ଅଧ୍ୟକ୍ଷ ପଦରୁ...

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର ଲାଗି ଓଡ଼ିଶାର ସେବା କରିବା ଲାଗି ସୁଯୋଗ ଦେଇଥିବାରୁ ନବୀନ ଓଡ଼ିଶାବାସୀଙ୍କୁ ଧନ୍ୟବାଦ...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ ମାଓବାଦୀମାନେ ସକ୍ରିୟ ଥିବାରୁ ଅପରେଶନ୍‌ ଅଲ୍‌ଆଉଟ୍‌ ଯୋଜନା ଆରମ୍ଭ କରାଯିବ। ଏଥିରେ ଦୁଇ...

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୦ ଥିବାବେଳେ ଦ୍ୱିତୀୟର ତୀବ୍ରତା ୪.୮ ଥିବା...

୫ ମହଲା ହୋଟେଲରେ ଅଗ୍ନିକାଣ୍ଡ: ନିଆଁ ଘେରରେ କେତେକ ପରିବାର

ଲକ୍ଷ୍ନୌ, ୨୫।୫: ଉତ୍ତରପ୍ରଦେଶ କାନପୁରରେ ଏକ ୫ ମହଲା ହୋଟେଲ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କଲେକ୍ଟରଗଞ୍ଜ ଥାନା ଅଞ୍ଚଳରେ ଥିବା ଲକି ହୋଟେଲରେ କେତେକ ପରିବାର ନିଆଁ ଘେରରେ ରହିଥିବା କୁହାଯାଉଛି। ସେମାନେ ବୁଲିବା ପାଇଁ ଏଠାକୁ ଆସି ହୋଟେଲରେ...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ ଚର୍ଚ୍ଚା ଚଳିତ ନିର୍ବାଚନରେ ଦେଖିବାକୁ ମିଳିଛି।...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି ଦିନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ୁଛି।...

ପ୍ରତିନିଧିତ୍ୱ କରିବେ ୭୮ ମହିଳା

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍‌ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର ବିଭିନ୍ନ ଭାଗରୁ ଭିନ୍ନ ଭିନ୍ନ ରାଜନୈତିକ ଦଳର ୭୮ ମହିଳାଙ୍କୁ ମତଦାତା ନିର୍ବାଚିତ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

Video News

CEO Surendra Kumar briefs the press

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre