ସିମୁଳିଆରେ ବିଧାୟକଙ୍କ ଦ୍ୱିତୀୟ ପାଳି ରେକର୍ଡ: ‘ଜଳସେଚନ ଓ ଗମନାଗମନକୁ ଗୁରୁତ୍ୱ ଦେବି’

ଖଇରା/ସିମୁଳିଆ, ୨୪।୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବିଧାନସଭାକୁ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛନ୍ତି । ସିମୁଳିଆ ନିର୍ବାଚନ ମଣ୍ଡଳୀରେ କୌଣସି...

୨ ଚନ୍ଦନ ଗଛ ଚୋରି

କେନ୍ଦୁଝର, ୨୪ା୫ (ସ୍ବ.ପ୍ର.): କେନ୍ଦୁଝର ଆକାଶବାଣୀ କେନ୍ଦ୍ର ପରିସରରୁ ୨ ଟି ଚନ୍ଦନ ଗଛ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ଚନ୍ଦନ ଗଛ ଚୋରି ସମସ୍ତଙ୍କୁ...

ପୁରୀ ଜିଲା: ବିଧାନସଭାକୁ ୩ ପୁରୁଣା, ୩ ନୂଆ ନିର୍ବାଚିତ

ପୁରୀ ଅଫିସ, ୨୪ା୫: ପୁରୀ ଜିଲାର ୬ଟି ନିର୍ବାଚନ ମଣ୍ଡଳୀ ମଧ୍ୟରୁ ଏଥର ବିଜେଡି ଖାତାକୁ ୪ଟି ସିଟ୍‌ ଯାଇଥିବା ବେଳେ ୨ଟିରେ ଭାଜପା ଜିତିଛି। ୨୦୧୪ ନିର୍ବାଚନରେ ବିଜେଡି କ୍ଲିନ ସୁଇପ୍‌...

ଗୁରୁ-ଶିଷ୍ୟ ଲଢ଼େଇରେ ବାଜି ମାରିଲେ ଶିଷ୍ୟ: ଶଙ୍ଖକ୍ଷେତ୍ରରେ ଫୁଟିଲା ପଦ୍ମ

ପୁରୀ ଅଫିସ, ୨୪ା୫: ପୁରୀରେ ଭୁଶୁଡ଼ିଛି ମହେଶ୍ୱରଙ୍କ ଦୁର୍ଗ। ୧୯୯୫ ପରଠାରୁ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀକୁ ନିଜ ଅକ୍ତିଆରରେ ରଖିଥିବା ମହେଶ୍ୱର ମହାନ୍ତିଙ୍କୁ ଏଥର ମାତ୍‌ ଦେଇଛନ୍ତି ଭାଜପାର ଜୟନ୍ତ କୁମାର ଷଡ଼ଙ୍ଗୀ।...

ଶଙ୍ଖନାଦରେ କମ୍ପିଲା ନୟାଗଡ଼ ଜିଲା

ନୟାଗଡ଼ ଅଫିସ,୨୪।୫: ନିର୍ବାଚନ ସମୟରେ କେନ୍ଦ୍ରମନ୍ତ୍ରୀ ମାନଙ୍କ ୫ରୁ ଊର୍ଦ୍ଧ୍ୱ ଥର ନୟାଗଡ଼ ଗସ୍ତ, ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର, ଭାଜପାର ୧୨୦ ମିଶନ୍‌ ସବୁ କିଛି ଫିକା ପଡ଼ିଲା ନୟାଗଡ଼ ଜିଲାରେ।...

ସୋହିନୀଙ୍କୁ ଟାଇଟଲ

ଭୁବନେଶ୍ୱର, ୨୪।୫(କ୍ରୀଡ଼ା ପ୍ରତିନିଧି): ମୁମ୍ବାଇଠାରେ ଶୁକ୍ରବାର ଏମଏସଏଲଟିଏ(ମହାରାଷ୍ଟ୍ର ରାଜ୍ୟ ଲନ୍‌ ଟେନିସ ଆସୋସିଏଶନ)-ୟୋନେକ୍ସ ସନ୍‌ରାଇଜ୍‌ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟ ଶେଷ ହୋଇଛି। ଏହାର ୧୨ ବର୍ଷରୁ କମ୍‌ ବାଳିକା ବିଭାଗରେ ଓଡ଼ିଶାର...

ବେକ କାଟି କଏଦୀଙ୍କ ଆତ୍ମହତ୍ୟା ଉଦ୍ୟମ

ରାଉରକେଲା ଅଫିସ, ୨୪ା ୫: ରାଉରକେଲା ସ୍ବତନ୍ତ୍ର କାରାଗାରରେ ଆଜୀବନ ସଜା କାଟୁଥିବା ଜଣେ କଏଦୀ ଶୁକ୍ରବାର ସକାଳେ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ଚିକିତ୍ସା ପାଇଁ ରାଉରକେଲା ସରକାରୀ...

ରାସ୍ତା ଦୁର୍ଘଟଣାରେ ଯୁବ ବ୍ୟବସାୟୀ ମୃତ

ଆନନ୍ଦପୁର, ୨୪।୫(ସ୍ବ.ପ୍ର.): ରାମଚନ୍ଦ୍ରପୁର ଥାନା ୨୦ ନଂ ଜାତୀୟ ରାଜପଥର ପଦନା ହାଟ ନିକଟରେ ରାସ୍ତା ଦୁର୍ଘଟଣାରେ ଜଣେ ଯୁବ ବ୍ୟବସାୟୀ ପ୍ରାଣ ହରାଇଛନ୍ତି। ବ୍ୟବସାୟୀ ଜଣଙ୍କ ଘସିପୁରା ଥାନା ଆନନ୍ଦପୁର ପୌରପରିଷଦ...

ଅଂଶୁଘାତରେ ଯୁବକ ମୃତ

ହାଟଡିହୀ,୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗ୍ରାମର ଶ୍ରୀକାନ୍ତ ଜେନା(୩୫) ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଶୁକ୍ରବାର ଶ୍ରୀକାନ୍ତ ନିଜ ବିଲରେ କାମ କରୁଥିଲେ। ଘରକୁ ଫେରିବାରେ...

ମୋର୍ଗାନ ଆହତ

ଲଣ୍ଡନ,୨୪।୫(ଏଏଫ୍‌ପି): ଇଂଲଣ୍ଡ ଦଳର ଅଧିନାୟକ ଇଆନ ମୋର୍ଗାନ ଆହତ ହୋଇଛନ୍ତି। ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆ ବିପକ୍ଷ ଓ୍ବାର୍ମଅପ୍‌ ମ୍ୟାଚ୍‌ ପାଇଁ ଅଭ୍ୟାସ କରୁଥିବାବେଳେ ତାଙ୍କ ବାମହାତାର ଆଙ୍ଗୁଠିରେ ଆଘାତ ଲାଗିଥିବା ଇଂଲଣ୍ଡ ଓ...

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ...

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି...

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା...

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର...

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି। ଫଳରେ ଭାଜପା ୨୦୧୪ ଫଳାଫଳର ପୁନରାବୃତ୍ତି କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ...

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ...

ଅମେଠିରୁ ହାରିଲେ, ଓ୍ବାୟନାଡରେ ଜିତିଲେ

ନୂଆଦିଲ୍ଲୀ,୨୪-୫:ଚଳିତ ସାଧାରଣ ନିର୍ବାଚନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉତ୍ତର ପ୍ରଦେଶର ଅମେଠି ଓ କେରଳର ଓ୍ବାୟନାଡ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ତେବେ ଗୁରୁବାର ତାଙ୍କୁ ଶକ୍ତ ଧକ୍କା ଲାଗିଛି। ରାହୁଲଙ୍କ ପାରମ୍ପରିକ ଆସନ କୁହାଯାଉଥିବା ଅମେଠିରୁ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ମେଟ୍ରୋ

ଅପରାଧ

Video News

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre

Counting begins in Jeypore