ହିଞ୍ଜିଳିରେ ନବୀନଙ୍କ ଦମ୍‌ଦାର ବିଜୟ

ହିଞ୍ଜିଳିକାଟୁ,୨୩।୫(ଡି.ଏନ୍‌.ଏ.): ୨୦୧୯ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଲଗାତାର ପଞ୍ଚମ ଥର ପାଇଁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ବିଧାନସଭାରୁ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥିନୀ ପୂର୍ଣ୍ଣବାସୀ ନାୟକ ୫୧,୩୫୧ ଭୋଟ...

କେନ୍ଦ୍ରରେ ସରକାର ଗଢ଼ିବ ଭାଜପା: ନିଜ ଟୁଇଟର୍‌ ପୃଷ୍ଠାରୁ ‘ଚୌକିଦାର’ ଶବ୍ଦ ହଟାଇଲେ ମୋଦି

ନୂଆଦିଲ୍ଲୀ,୨୩।୫: ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ବୃହତ ବିଜୟ ଆଡ଼କୁ ଅଗ୍ରସର ହେଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ନିର୍ବାଚନ ରଣନୀତି ଯୋଗୁ ଭାଜପା ୩ଶହରୁ ଊର୍ଦ୍ଧ୍ୱ ଲୋକ ସଭା ଆସନରେ...

୧୫ ରାଉଣ୍ଡ: ଆଗରେ ଭାଜପା ପ୍ରାର୍ଥୀ

ବାଲେଶ୍ୱର ଅଫିସ, ୨୩ା୫-ବାଲେଶ୍ୱର ଲୋକସଭା ଆସନରେ ୧୫ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ୨ ଲକ୍ଷ ୨ ହଜାର ୬୯୪ ଭୋଟ ପାଇଥିବା ବେଳେ ବିଜେଡି ପ୍ରାର୍ଥୀ ରବୀନ୍ଦ୍ର କୁମାର ଜେନା ୧...

ଗାନ୍ଧୀ ନଗର ଲୋକ ସଭା ଆସନରେ ଶାହ ବିଜୟୀ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୩ା୫: ନିର୍ବାଚନ ରଣନୀତି ଓ ପ୍ରଚାରର ମଙ୍ଗ ଧରିଥିବା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଭୂମିକା ଏଥର ବେଶ୍‌ ଗୁରୁତ୍ୱପୂର୍ଣ୍ଣ ଥିଲା। ୨୦୧୪ରେ ସେ ୟୁପି ଲାଗି ରଣନୀତି ପ୍ରସ୍ତୁତ କରି ସଫଳତା...

କେନ୍ଦ୍ରାପଡ଼ା ଲୋକ ସଭା ଆସନ: ଅନୁଭବ ୭୮ହଜାର ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)-କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ପ୍ରର୍ଥୀ ଅନୁଭବ ମହାନ୍ତି ଭାଜପା ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ବର୍ତ୍ତମାନ ସୁଦ୍ଧା ୭୮,୫୭୬ ଭୋଟରେ ଆଗରେ ଅଛନ୍ତି।

ରାହୁଲଙ୍କ ଚୌକିଦାର, ରାଫାଲ ସ୍ଲୋଗାନ ବିଫଳ: ୨୦୧୪ ତୁଳନାରେ ୧୧ଟି ଅଧିକ ଆସନରେ ଜିତିବ କଂଗ୍ରେସ

ନୂଆଦିଲ୍ଲୀ,୨୩ା୫(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଚୌକିଦାର ଏବଂ ରାଫାଲ ସ୍ଲୋଗାନ ବିଫଳ ହୋଇଛି। ନ୍ୟାୟ ଯୋଜନା ମଧ୍ୟ ଦଳ ପାଇଁ ଭୋଟ ସଂଗ୍ରହ କରିବାରେ ବିଫଳ ହୋଇଛି। ସବୁଠୁ ବଡ଼ କଥା...

ଆନ୍ଧ୍ରରେ ଓ୍ବାଇଏସ୍‌ଆରସିପି ସରକାର: ୩୦ରେ ଶପଥ ନେବେ ଜଗନମୋହନ

ଅମରାବତୀ,୨୩ା୫: ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନରେ ଓ୍ବାଇଏସ୍‌ଆର୍‌ ଜଗନମୋହନ ରେଡ୍ଡୀଙ୍କ ଦଳ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ନିରଙ୍କୁଶ ସଂଖ୍ୟାଗରିଷ୍ଠତା ସହ ସରକାର ଗଢ଼ିବାକୁ ଯାଉଛି। ଜଗନମୋହନ ଆସନ୍ତା ୩୦ ତାରିଖରେ ମନ୍ଦିର ସହର ତିରୁପତିରେ...

ଆଳିରେ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ

ମହାକାଳପଡ଼ା, ୨୩।୫ (ଡି.ଏନ୍‌.ଏ.)- ଆଳି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପ୍ରତାପ ଦେବ ୧୦,୬୯୦ ଭୋଟରେ ଆଗୁଆ ଅଛନ୍ତି। ୧୨ ରାଉଣ୍ଡ ଭୋଟ ଗଣତି ପରେ ପ୍ରତାପ ଦେବ ୨୦,୮୯୩ ଭୋଟ ପାଇଥିବା ବେଳେ...

ଛେଣ୍ଡିପଦାରେ ଅଗସ୍ତି ବେହେରା ୫୧୫୨ ଭୋଟରେ ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)- ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୧୦ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୫୧୫୨ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୨୩୨୩୩ ଖଣ୍ଡ...

ହାରିଗଲେ ରାହୁଲ ଗାନ୍ଧୀ: ସ୍କୃତିଙ୍କୁ ଜଣାଇଲେ ଶୁଭେଚ୍ଛା

ଆମେଠି, ୨୩।୫: ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପରାସ୍ତ ହୋଇଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ସ୍ମୃତି ଇରାନୀଙ୍କଠାରୁ ପଛରେ ପଡିଯାଇଛନ୍ତି। ସ୍ମୃତି ଇରାନୀ ୧ ଲକ୍ଷ ୪ ହଜାର ୪୯୮...

ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ

ଇସଲମାବାଦ, ୨୩।୫: ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ। ସେ ନିଜ ଟୁଇଟର୍‌ ଲେଖିଛନ୍ତି, ଭାଜପାର ଏହି ବିଶାଳ ବିଜୟ ପାଇଁ ଶୁଭେଚ୍ଛା ଜଣାଉଛିି। ଦକ୍ଷିଣ...

ହାରିଗଲେ ଶତୃଘ୍ନ ସିହ୍ନା

ପାଟନା, ୨୩।୫: ଭାଜପା ଛାଡି କଂଗ୍ରେସରେ ଯୋଗ ଦେଇଥିବା ଶତୃଘ୍ନ ସିହ୍ନା ଚଳିତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ଭୋଗିଛନ୍ତି। ସେ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ଭାଜପାର ରବିଶଙ୍କର ପ୍ରସାଦଙ୍କଠାରୁ ହାରିଯାଇଛନ୍ତି। ରବିଶଙ୍କରଙ୍କୁ ୩,୫୪,୨୫୬ଖଣ୍ଡ ଭୋଟ ମିଳିଥିବାବେଳେ ଶତୃଘ୍ନଙ୍କୁ...

ଓ୍ବାୟନଡ଼ାରୁ ରାହୁଲ ଏବଂ ବାରାଣସୀରୁ ମୋଦି ବିଜୟୀ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରୁ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନଡ଼ା ଲୋକସଭା ଆସନରୁ ବିଜୟୀ ହୋଇଛନ୍ତି। ତେବେ ଅମେଠି ଆସନରେ ରାହୁଲ ପଛୁଆ ରହିଛନ୍ତି।

ବୈଜୟନ୍ତଙ୍କଠାରୁ ୪୮,୧୩୮ ଭୋଟ ଆଗରେ ଅନୁଭବ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ କ୍ରମାଗତ ଭାବେ ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ଆଗରେ ରହିଛନ୍ତି। ଏବେ ସୁଦ୍ଧା ଅନୁଭବ ଭାଜପ ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କଠାରୁ ୪୮,୧୩୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।

ଆଡଓ୍ବାଣୀଙ୍କ ରେକର୍ଡ ଭାଙ୍ଗିଲେ ଶାହ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଗୁଜରାଟ ଗାନ୍ଧୀନଗର ଆସନରୁ ବିପୁଳ ଭୋଟରେ ବିଜୟ ହୋଇଛନ୍ତି। ଶାହ ୫ ଲକ୍ଷ ୫୪ ହଜାର ୫ ଶହ ୬୮ ଭୋଟରେ ବିଜୟୀ ହୋଇ ଲାଲ୍‌କୃଷ୍ଣ ଆଡଓ୍ବାଣୀଙ୍କ...

ମୋଦିଙ୍କ ପାଇଁ ପୁଣି ଥରେ ଶୁଭ ସାବ୍ୟସ୍ତ ହେଲା ୮ ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ଫଳାଫଳକୁ ଦେଖିଲେ ଏବେ ଜ୍ୟୋତିଷ ଅଙ୍କଙ୍କ ଗଣନା ପୁଣି ଥରେ ସତ ସାବ୍ୟସ୍ତ ହୋଇଥିବା କୁହାଯାଉଛି। କାରଣ ଏଥର ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ୮ ଅଙ୍କ ଶୁଭ ସାବ୍ୟସ୍ତ ହୋଇଛି। କାରଣ...

ସାଇକେଲ -ହାତୀ ଗଲେ ପଛରେ ପଡ଼ି; ପଦ୍ମ ଆସିଲା ଉଡ଼ି ଉଡି

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ଉତ୍ତରପ୍ରଦେଶରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ କୂଟନୀତି ଏଠାରେ ସଫଳ ହୋଇଛି। ଫଳରେ ଭାଜପା ୫୫ ଆସନରେ ଅଗୁଆ ରହିଛି। ତେବେ...

ବିପୁଳ ବିଜୟ ପଥରେ ବିଜେଡି : ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ବର୍ତ୍ତମାନ ଟ୍ରେଣ୍ଡ୍‌ ଅନୁଯାୟୀ, ଭାଜପା ଓ କଂଗ୍ରେସକୁ ବହୁ ପଛରେ ପକାଇ ବିଜେଡି ଆଗରେ ରହିଛି। ଟ୍ରେଣ୍ଡରୁ ଯାହା ଜଣାପଡୁଛି, ୫ମ...

ଦିଦିଙ୍କ ଗଡ଼ରେ ସର୍ଜିକାଲ ଷ୍ଟାଇକ୍‌

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ପଶ୍ଚିମବଙ୍ଗରେ ଭଲ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୂଟନୀତି ଏଠାରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବାକୁ ସକ୍ଷମ ହୋଇଛି। ଫଳରେ ପଶ୍ଚିମବଙ୍ଗର ୪୨ ଲୋକ ସଭା ଆସନ ମଧ୍ୟରୁ ଭାଜପା ୧୭ରେ ଆଗୁଆ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଅପରାଧ

Video News

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre

Counting begins in Jeypore

Mass Education secretary Pradipta Mohapatra briefs on HSC results

HSC results on May 21

Slum Dwellers Gherao Puri Collectorate