ମାଗଣାରେ ପାଞ୍ଚଟଙ୍କିଆ ଖାଦ୍ୟ ନ ଦେବାରୁ ମାଡ଼ମାରି ଢାଳିଦେଲେ ଯୁବକ, ଥାନାରେ ଅଭିଯୋଗ

ରଣପୁର, ୨୭।୫(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ସରକାରୀ ଡାକ୍ତରଖାନା ପରିସରରେ ରହିଛି ପାଞ୍ଚଟଙ୍କିଆ ଆହାର କେନ୍ଦ୍ର। ସୋମବାର ଉକ୍ତ କେନ୍ଦ୍ରର କର୍ମଚାରୀମାନେ ଜଣେ ଯୁବକଙ୍କୁ ମାଗଣାରେ ଖାଦ୍ୟ ନ ଦେବାରୁ ସେହି ଯୁବକ...

ରୁମାଲ ଚୋରି ଖେଳିଲେ ଭାରତୀୟ ଖେଳାଳି

ନୂଆଦିଲ୍ଲୀ,୨୭।୫- ମ୍ୟାଚ୍‌ ପୂର୍ବରୁ ପ୍ରାକ୍ଟିସବେଳେ ଖେଳାଳିମାନେ ଫିଟ୍‌ ରହିବା ପାଇଁ ସର୍ବଦା କିଛି ଅଲଗା ଖେଳ ଖେଳିଥାନ୍ତି। ଏହା ଖେଳାଳିଙ୍କୁ ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରିବାରେ ସାହାଯ୍ୟ କରିବା ସହ ଚାପମୁକ୍ତ କରେ।...

ବାଗଡ଼ିଆ ଅଞ୍ଚଳରେ କାଳବୈଶାଖୀ: ବ୍ୟାପକ କ୍ଷୟକ୍ଷତି

ଛେଣ୍ଡିପଦା,୨୭।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବାଗଡ଼ିଆ ଅଞ୍ଚଳରେ ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ହୋଇଛି। ଝଡତୋଫାନ ସହ କୁଆପଥର ବୃଷ୍ଟିପାତ ସାଙ୍ଗକୁ ପ୍ରବଳ ବେଗରେ ପବନ ବହିଛି। ଏଥିଯୋଗୁ ଅଧିକାଂଶ...

ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୨୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନା ଅଧୀନ ଜଙ୍ଘିରା ପଞ୍ଚାୟତ ବାହୁଟିଆ ଗ୍ରାମସ୍ଥ ଏକ ପୋଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ସୋମବାର ପୋଲିସ ଉଦ୍ଧାର କରିଛି। ସେ ହେଲେ ବୈଲୋଚନ ବେହେରା(୩୫)।...

ମୋଦିଙ୍କୁ ଅନୁରୋଧ କଲେ ଋଷି କପୁର କହିଲେ ଏହି କଥା…

ବଲିଉଡର ବରିଷ୍ଠ ଅଭିନେତା ଋଷି କପୁର କର୍କଟ ରୋଗରେ ପୀଡିତ ହୋଇ ଆମେରିକାରେ ଚିକିତ୍ସିତ ହେଉଛନ୍ତି। ନିଜ ଫ୍ୟାନ୍‌ ମାନଙ୍କ ସହ ଯୋଡି ରହିବା ପାଇଁ ସେ ସର୍ବଦା ସୋସିଆଲ ମିଡିଆରେ ସକ୍ରିୟ...

ଗ୍ଲାମରସ ଲୁକ୍‌ରେ ଦୀପିକା

ମୁମ୍ବାଇ,୨୭।୫: ଅଭିନେତ୍ରୀ ଦୀପିକା ପାଦୁକୋନ ବଲିଉଡ୍‌ର ଷ୍ଟାଇଲିସ୍‌ ଆଇକୋନ ଭାବେ ବେଶ୍‌ ଜଣାଶୁଣା। କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ତାଙ୍କ ଜଲଓ୍ବା ଦେଖିବାକୁ ମିଳିଛି। ଯାହା ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ନିକଟରେ ସେ ନିଜର...

କେମେଷ୍ଟ୍ରୀ ସାମ୍ନାରେ ହାରିଗଲା ପାଟିଗଣିତ: ମୋଦି

ବାରାଣସୀ,୨୭।୫: ଭାଜପାର ବିପୁଳ ବିଜୟ ପରେ ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ଦଳର ଏହି ବିଜୟ ପାଇଁ ଭାଜପାକର୍ମୀଙ୍କ ଲୋକ ସମ୍ପର୍କ, ଲୋକ ଶିକ୍ଷା, ଲୋକ ସଂଗ୍ରହ ତଥା ଲୋକ ସମର୍ପଣ ଦାୟୀ...

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି ସିଧା ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସନି ଦେଓଲ, ତେଜସ୍ବୀ ସୂର୍ଯ୍ୟା,...

ମୋଦିଙ୍କ ନବରତ୍ନରେ ସ୍ଥାନ ପାଇବେ କିଏ?

ନୂଆଦିଲ୍ଲୀ, ୨୭।୫: ମେ ୩୦ରେ ଦେଶର ୧୭ତମ ଲୋକ ସଭାର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଶପଥ ନେବେ। ତେବେ ମୋଦିଙ୍କ ରବରତ୍ନ ମନ୍ତ୍ରିମଣ୍ଡଳରେ କିଏ କିଏ ସ୍ଥାନ ପାଇବେ ସେ ନେଇ ଆରମ୍ଭ ହୋଇଛି ନାନା କଳ୍ପନା ଜଳ୍ପନା।...

ସୁଇସ୍‌ ବ୍ୟାଙ୍କରେ କଳାଧନ: ୧୧ ଭାରତୀୟଙ୍କୁ ଜାରି ହେଲା ନୋଟିସ୍‌

ନୂଆଦିଲ୍ଲୀ,୨୭-୫: ବ୍ୟାଙ୍କିଙ୍ଗ୍‌ ଗୋପନୀୟତାକୁ ନେଇ ବିଶ୍ୱରେ ସମାଲୋଚନାର ଶିକାର ହୋଇଆସୁଥିବା ସୁଇଜରଲାଣ୍ଡ ଏବେ ନିଜର ମତ ପରିବର୍ତ୍ତନ କରିଛି। ନିକଟ ଅତୀତରେ ଏହା ଭାରତୀୟଙ୍କ କଳାଧନ ସମ୍ପର୍କିତ ତଥ୍ୟ ପ୍ରଦାନ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ସୁଇଜରଲାଣ୍ଡ...

ଅର୍ଥ, କ୍ଷମତା ବଳରେ ମନ୍ତ୍ରୀପଦ ଆଶା

ଭୁବନେଶ୍ୱର,୨୭।୫: ସାରା ଦେଶରେ ସାଧାରଣ ନିର୍ବାଚନ ସମାପ୍ତ ହୋଇଛି। ସେହିଭଳି ରାଜ୍ୟରେ ଲୋକ ସଭା ସହ ବିଧାନସଭା ନିର୍ବାଚନ ମଧ୍ୟ ସମାପ୍ତ ହୋଇଛି। ଲଗାତର ୫ମ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଆସନ୍ତା ୨୯ ତାରିଖ...

ସରକାର ଗଠନ ଦାବି ଜଣାଇଲେ ନବୀନ

ଭୁବନେଶ୍ୱର,୨୭।୫(ବ୍ୟୁରୋ): ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ରାଜ୍ୟରେ ସରକାର ଗଢ଼ିବାକୁ ଯାଉଛନ୍ତି। ରବିବାର ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତ କ୍ରମେ ନେତା ନିର୍ବାଚିତ ହେବା ପରେ ରାଜଭବନ ଗସ୍ତ କରି ନବୀନ ରାଜ୍ୟପାଳଙ୍କୁ ଭେଟି...

ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ...

୨୫ ରାଜ୍ୟ ସରକାର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଦେବେ ମାସକୁ ଏକ କୋଟି କ୍ଷତିପୂରଣ: ଏନଜିଟି

ନୂଆଦିଲ୍ଲୀ,୨୬।୫: ବର୍ଜ୍ୟ ପ୍ଲାଷ୍ଟିକ୍‌ ନିଷ୍କାସନ ଯୋଜନା ସମ୍ପର୍କରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ତଥ୍ୟ ଦାଖଲ କରି ନ ଥିବାରୁ ୨୫ ରାଜ୍ୟ ସରକାରଙ୍କୁ ମାସିକ ଏକ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିବ। ଏନେଇ ନ୍ୟାସନାଲ...

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଜଗନ୍‌ ମୋହନଙ୍କ ଦଳ ରାଜ୍ୟର ୧୭୫ ବିଧାନସଭା ଆସନରୁ...

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ ହରାଇ ବେଘର ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାରଠାରୁ ଏଠାରେ ବର୍ଷା...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ମେଟ୍ରୋ

Video News

Newly elected BJD MPs meet Naveen

Arkesh acknowledges defeat

Manjulata Mandal vows to fight for the state in Lok Sabha

Pramila Bisoyi hopeful of empowering more women

Protest demanding compensation for cyclone damages

CEO Surendra Kumar briefs the press

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends