ସମ୍ବଲପୁର

ବାହାର ରାଜ୍ୟକୁ ଦାଦନ ଖଟିଯିବା ବେଳେ ୨୮ ଉଦ୍ଧାର

ବାହାର ରାଜ୍ୟକୁ ଦାଦନ ଖଟିଯିବା ବେଳେ ୨୮ ଉଦ୍ଧାର
ଧର୍ମଗଡ଼, ୯।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଧର୍ମଗଡ଼ ଥାନା ପୋଲିସ ୨୮ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଛି। ଏମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଉଥିଲେ। ତେବେ ଏମାନଙ୍କ ସହ ଥିବା ୬ ଶିଶୁ ଓ ୩ ନାବାଳକ ମଧ୍ୟ ଉଦ୍ଧାର ହୋଇଛନ୍ତି। ପୋଲିସ ଏମାନଙ୍କୁ ଥାନାକୁ ଆଣି ପଚରାଉଚରା କରୁଛି। ଛତିଶଗଡ ଦେଭୋଗ ଅଞ୍ଚଳରୁ ଜଗଦଲପୁରକୁ ଯାଉଥିବା ଗୁପ୍ତା ନାମକ ଏକ ଘରୋଇ ବସ୍‌ (ଓଆର୨୪ଏ-୬୨୧୯)ରେ ଏହି ଶ୍ରମିକମାନେ ଯାଉଥିଲେ। ହେଲେ କୌଣସି ସୂତ୍ରରୁ ଖବର ପାଇ ଧର୍ମଗଡ଼ ପୋଲିସ ଗାଡି ଅଟକାଇବା ସହ ସମସ୍ତଙ୍କୁ ଥାନାକୁ ଆଣି ପଚରାଉଚରା ଚଳାଇଛି।
All Right Reserved By

ସମ୍ବଲପୁର

ବାଉତୀ ଫୁଟବଲ ଟୁର୍ନାମେଣ୍ଟ: ଟାଟରକିଲା ଚାମ୍ପିୟନ

ବାଉତୀ ଫୁଟବଲ ଟୁର୍ନାମେଣ୍ଟ: ଟାଟରକିଲା ଚାମ୍ପିୟନ

ବୀରମହାରାଜପୁର, ୧୫।୧୦ (ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କୁମୁରସିଂଘା ଖେଳ ପଡିଆଠାରେ ଆୟୋଜିତ ୮ମ ମା’ ବାଉତୀ ଫୁଟବଲ ଟୁର୍ନାମେଣ୍ଟ ସୋମବାର ଉଦ୍‌ଯାପିତ ହୋଇଯାଇଛି। 

ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା: ବିକାଶ ନାଁରେ ଚାଲିଛି ଖୋଲା ଦୁର୍ନିତୀ

ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା: ବିକାଶ ନାଁରେ ଚାଲିଛି ଖୋଲା ଦୁର୍ନିତୀ

ନୂଆଗାଁ,୧୫।୧୦(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମଜିଏସୱାଇ) ଗ୍ରାମାଞ୍ଚଳରେ ରାସ୍ତା ଘାଟର ବିକାଶରେ ଏକ ପ୍ରମୁଖ ଭୁମିକା ଗ୍ରହଣ କରିଆସୁଛି । ଗାଁକୁ ଗାଁ, ଗାଁକୁ ସଦର ମହକୁମା ତଥା ଗାଁକୁ ସହର ସହିତ ସଂଯୋଗୀକରଣରେ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନାର ଭୁମିକା ଗୁରୁତ୍ୱପୂର୍ଣ୍ଣ । 

ଡଙ୍ଗର ଯାତ୍ରାରେ ୬ଟି ବୋଦା, ମେଣ୍ଢା ବଳି

ଡଙ୍ଗର ଯାତ୍ରାରେ ୬ଟି ବୋଦା, ମେଣ୍ଢା ବଳି

ରିଷିଡ଼ା,୧୫।୧୦(ଡ଼ି.ଏନ.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ନିକଟସ୍ଥ ବଡଡୁଙ୍ଗୁରୀଗୁଡ଼ାଠାରେ ରବିବାର ଡଙ୍ଗର ଯାତ୍ରା ଅବସରରେ ଗୋଟିଏ ମେଣ୍ଢା ବଳି ଦିଆଯାଇଛି । 

ତିତ୍‌ଲି ବାତ୍ୟାରେ ଆଖୁ ଚାଷ କ୍ଷତିଗ୍ରସ୍ଥ

ତିତ୍‌ଲି ବାତ୍ୟାରେ ଆଖୁ ଚାଷ କ୍ଷତିଗ୍ରସ୍ଥ

ଗୁଡ଼ଭେଲା,୧୫।୧୦(ଡ଼ି.ଏନ.ଏ.): ଗତ ସପ୍ତାହରେ ଆସିଥିବା ବାତ୍ୟା ତିତ୍‌ଲିରେ ଗୁଡ଼ଭେଲା ବ୍ଳକରେ ବ୍ୟାପକ କ୍ଷୟକ୍ଷତି କରିଥିବା ଅଭିଯୋଗ ହୋଇଛି।

ବିପଦ ସଙ୍କୁଳ ଅବସ୍ଥାରେ ବସ୍‌ ଛାତ ଉପରେ ଯାତ୍ରୀ

ବିପଦ ସଙ୍କୁଳ ଅବସ୍ଥାରେ ବସ୍‌ ଛାତ ଉପରେ ଯାତ୍ରୀ

ଅତାବିରା,୧୫।୧୦(ଡି.ଏନ.ଏ.): ଦଶହରା ପର୍ବ ପର୍ବାଣୀ ପାଇଁ ରାସ୍ତା, ଘାଟ, ବସ, ଟ୍ରେକର ଗୁଡିକରେ ଯାତ୍ରୀଙ୍କ ନାହିଁ ନ ଥିବାର ଭିଡ ଦେଖିବାକୁ ମିଳୁଛି । ବିଭିନ୍ନ ବସଷ୍ଟାଣ୍ଡ, ଛକ ଗୁଡିକରେ ବସ, ଟ୍ରେକର ଡ୍ରାଇଭର, କଣ୍ଟ୍ରାକ୍ଟରମାନେ ଓଭର ଲୋଡରେ ଯାତ୍ରୀମାନଙ୍କୁ ବସାଇ ନେଉଛନ୍ତି । 

୨୭ବର୍ଷ ହେବ ୱାଚରଙ୍କୁ ମିଳିନି ଦରମା: ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ

୨୭ବର୍ଷ ହେବ ୱାଚରଙ୍କୁ ମିଳିନି ଦରମା: ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ

କେସିଙ୍ଗା,୧୫।୧୦(ଡି.ଏନ.ଏ): କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସି ଗ୍ରାମ ପଞ୍ଚାୟତର ରେଙ୍ଗାଲି ଗ୍ରାମ ସ୍ଥିତ କାଶିଡଙ୍ଗରରେ ଜବାହାର ରୋଜଗାର ଯୋଜନାରୁ ୧୯୯୦ରେ ବୃକ୍ଷ ରୋପଣ କରାଯାଇଥିଲା ।

ବଲାଙ୍ଗୀର କୋର୍ଟରୁ ଅଭିଯୁକ୍ତ ଚମ୍ପଟ୍‌

ବଲାଙ୍ଗୀର କୋର୍ଟରୁ ଅଭିଯୁକ୍ତ ଚମ୍ପଟ୍‌

ବଲାଙ୍ଗୀର ଅଫିସ,୧୫।୧୦: ବଲାଙ୍ଗୀର ସିଭିଲ କୋର୍ଟ ପରିସରରୁ ରବିବାର ସନ୍ଧ୍ୟାରେ ଜଣେ ଅଭିଯୁକ୍ତ ଚମ୍ପଟ୍‌ ମାରିଥିବା ଜଣାପଡିଛି । ଅଭିଯୁକ୍ତ ଜଣଙ୍କ ହେଲେ ବଲାଙ୍ଗୀର ମାଳପଡାର କଳିଙ୍ଗ ମେଣ୍ଡଲି(୩୦) ବୋଲି ଜଣାପଡିଛି ।

ହାଟପଡ଼ା ଦୁର୍ଗାପୂଜା, ଏଥର ବଜେଟ୍‌ ୨୦ ଲକ୍ଷ

ହାଟପଡ଼ା ଦୁର୍ଗାପୂଜା, ଏଥର ବଜେଟ୍‌ ୨୦ ଲକ୍ଷ

ସମ୍ବଲପୁର,୧୫।୧୦(ବ୍ୟୁରୋ) : ସମ୍ବଲପୁରରେ ଦୁର୍ଗାପୂଜାର ନିଆରା ପରମ୍ପରା ରହିଛି। ଦେବୀଙ୍କ ପୂଜାର୍ଚ୍ଚନା ସହ ଆଖଡା ଖେଳ ବହୁ ପୁରୁଣା ପରମ୍ପରା ଅଟେ । ସମ୍ବଲପୁର ହାଟପଡ଼ା ଦୁର୍ଗାପୂଜା କମିଟି ଦଶହରା ମାସର ଶୁକ୍ଲପକ୍ଷ ସପ୍ତମୀ ତିଥିରୁ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଥାଏ ।

ଉଜୁଡିବ ଧଳାସୁନା ଚାଷ

ଉଜୁଡିବ ଧଳାସୁନା ଚାଷ

ପଦ୍ମପୁର, ୧୫।୧୦ (ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅଧୀନ ପଦ୍ମପୁର, ଗାଇସିଲେଟ ଓ ପାଇକମାଳ ବ୍ଲକ ଅଞ୍ଚଳରେ ଧଳାସୁନା ଭାବେ ପରିଚିତ କପା ଚାଷ କରାଯାଉଛି। 

ତିତ୍‌ଲି ବର୍ଷାରେ ଭାଙ୍ଗିଲା ଘର

ତିତ୍‌ଲି ବର୍ଷାରେ ଭାଙ୍ଗିଲା ଘର

ତଳଗାଁ,୧୫।୧୦(ଡି.ଏନ୍‌.ଏ): ତିତ୍‌ଲି ପ୍ରଭାବରେ ହୋଇଥିବା ଲଗାଣ ବର୍ଷା ଯୋଗୁ ହରଭଙ୍ଗା ବ୍ଲକର ତଳଗାଁ ପଞ୍ଚାୟତରେ ଅନେକ ଘର ଭାଙ୍ଗି ଯାଇଛି । ତଳଗାଁ ପଞ୍ଚାୟତ ହରିଜନ ସାହିରେ ରୁହନ୍ତି ଚକ୍ରଧର ବେହେରା (୬୮) । 

ଚାଷୀ ସମସ୍ୟା ନେଇ ଆନ୍ଦୋଳନ ଆହ୍ବାନ

ଚାଷୀ ସମସ୍ୟା ନେଇ ଆନ୍ଦୋଳନ ଆହ୍ବାନ

ବରଗଡ଼ ଅଫିସ୍‌,୧୫।୧୦: ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ସରକଣ୍ଡା ବଜାର ପ୍ରାଙ୍ଗଣରେ ରବିବାର ଜୟ କିଶାନ ଆନ୍ଦୋଳନର ଏକ ଆଞ୍ଚଳିକ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। 

ଧାନଚାଷ ନଷ୍ଟ ଆଶଙ୍କା

ଧାନଚାଷ ନଷ୍ଟ ଆଶଙ୍କା

ଜୁନାଗଡ,୧୫।୧୦ (ଡି.ଏନ.ଏ.): ଇନ୍ଦ୍ରାବତୀ କୁସୁମଖୁଣ୍ଟି ଡିଭିଜନ ବାମ ମୁଖ୍ୟ କେନାଲର ତଳ ଅଞ୍ଚଳରେ ଥିବା ଜୁନାଗଡ ବ୍ଲକ ଆଟିଗଁ । ଓ ତଳମଲା ପଞ୍ଚାୟତକୁ ଠିକ ଭାବେ କେନାଳ ପାଣି ପହଞ୍ଚତ୍ ପାରୁ ନାହିଁ ।