ମେଟ୍ରୋ |

ଭାଗବତ ଟୁଙ୍ଗୀ ପୁନରୁଦ୍ଧାରରେ ନିଷ୍କ୍ରିୟତା

ଭାଗବତ ଟୁଙ୍ଗୀ ପୁନରୁଦ୍ଧାରରେ ନିଷ୍କ୍ରିୟତା
ଭୁବନେଶ୍ବର, ୨୭।୭: ରାଜ୍ୟରେ ଭାଗବତ ଟୁଙ୍ଗୀର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ସରକାର ୨୦୧୩ରେ ଏକ ଯୋଜନା କରିଥିଲେ। ୨୦୧୪-୧୫, ୨୦୧୫-୧୬ ଏବଂ ୨୦୧୬-୧୭ରେ ଏଥିପାଇଁ ପ୍ରତ୍ୟେକ ଜିଲାପାଳମାନଙ୍କୁ ୯କୋଟିରୁ ଅଧିକ ଟଙ୍କା ଦିଆଯାଇ ସାରିଲାଣି। ମାତ୍ର ଭାଗବତ ଟୁଙ୍ଗୀର ନିର୍ମାଣ ଓ ସଂରକ୍ଷଣ ସକାଶେ ଅଦ୍ୟାବଧି ୫୦ ପ୍ରତିଶତ କାର୍ଯ୍ୟ ମଧ୍ୟ ହୋଇ ନାହିଁ। ଜିଲା ସଂସ୍କୃତି ଅଧିକାରିମାନଙ୍କ ଅବହେଳା କାରଣରୁ ଭାଗବତ ଟୁଙ୍ଗୀର ପୁନରୁଦ୍ଧାର ହୋଇପାରୁ ନାହିଁ।
All Right Reserved By

ମେଟ୍ରୋ |

କରମଙ୍ଗା ଗଛରେ ଜଗନ୍ନାଥ

କରମଙ୍ଗା ଗଛରେ ଜଗନ୍ନାଥ

ଫୁଲନଖରା, ୨୨।୧୦(ଡି.ଏନ.ଏ.): ବ୍ରାହ୍ମଣ ଝରିଲୋ ନର ନାରାୟଣ ମଠରେ ଥିବା ଏକ କରମଙ୍ଗା ଗଛରେ ଜଗନ୍ନାଥ ଙ୍କ ମୂର୍ତ୍ତି ସଦୃଶ ଏକ ଆକୃତି ଥିବା ଜଣାପଡ଼ିଛି।

କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ହାଇଡ୍ରାମା: ପ୍ରେମିକାଙ୍କୁ ନେଇ ସ୍ବାମୀ-ସ୍ତ୍ରୀ ହାତାହାତି

କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ହାଇଡ୍ରାମା: ପ୍ରେମିକାଙ୍କୁ ନେଇ ସ୍ବାମୀ-ସ୍ତ୍ରୀ ହାତାହାତି

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ)- ପରକୀୟା ପ୍ରୀତିକୁ କେନ୍ଦ୍ରକରି ରବିବାର ଅପରାହ୍ନରେ କ୍ୟାପିଟାଲ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି।

କମୁଛି ଚିଲିକା ମାଛ ଉତ୍ପାଦନ: ଅନ୍ତର୍ଜାତୀୟ ବଜାରକୁ ରପ୍ତାନି ବଢ଼ାଉଛି ଦର

କମୁଛି ଚିଲିକା ମାଛ ଉତ୍ପାଦନ: ଅନ୍ତର୍ଜାତୀୟ ବଜାରକୁ ରପ୍ତାନି ବଢ଼ାଉଛି ଦର

ଖୋର୍ଦ୍ଧା ଅଫିସ,୨୨।୧୦: ସରୁଜାଲ ପକାଇ ସବୁବେଳେ ମାଛ ଯାଅଁାଳ ଧରିବା ଦ୍ୱାରା ଚିଲିକାରେ ମାଛ, ଚିଙ୍ଗୁଡି ଓ କଙ୍କଡା ଉତ୍ପାଦନ କମିବାରେ ଲାଗିଛି। ଫଳରେ ସମୁଦ୍ରରୁ ଆସୁଥିବା ମାଛ ଚିଲିକାକୁ ନ ଆସି  ମୁହାଣ ନିକଟରେ ଅଟକି ରହି ଯାଉଛନ୍ତି।

ପୁରୀ ସରକାରୀ ମେଡିକାଲ କଲେଜ: ଆସନ୍ତା ଶିକ୍ଷାବର୍ଷରୁ ପାଠପଢ଼ା ହେବାନେଇ ଅନିଶ୍ଚିତତା

ପୁରୀ ସରକାରୀ ମେଡିକାଲ କଲେଜ: ଆସନ୍ତା ଶିକ୍ଷାବର୍ଷରୁ ପାଠପଢ଼ା ହେବାନେଇ ଅନିଶ୍ଚିତତା

ପୁରୀ ଅଫିସ,୨୨।୧୦ : ପୁରୀ ସରକାରୀ ମେଡିକାଲ କଲେଜରେ ପାଠପଢ଼ା ଆରମ୍ଭ ହେବାନେଇ ସମୟ ଗଡ଼ି ଚାଲିଛି। ନିର୍ମାଣ କାର୍ଯ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇ ନ ଥିବାବେଳେ ଆହୁରି ୨୦ ପ୍ରତିଶତ ବାକି ରହିଛି। 

୫୯ତମ ପୋଲିସ ଶହୀଦ ଦିବସ: ‘ଶହୀଦଙ୍କ ନିଷ୍ଠାପର ତ୍ୟାଗ ପ୍ରେରଣାର ଉତ୍ସ’

ପୁରୀ ଅଫିସ,୨୧ା୧୦ : ଶହୀଦଙ୍କ ନିଷ୍ଠା ଓ ତ୍ୟାଗ ଆମ ପାଇଁ ପ୍ରେରଣାର ଉତ୍ସ। ଦେଶ ମାତୃକା ଲାଗି ବଳିଦାନ ଦେଇଥିବା ଶହୀଦମାନେ ହେଉଛନ୍ତି ଦେଶର ଆଦର୍ଶ। 

ପୁରୀ ହିଂସା : ଗିରଫ ସଂଖ୍ୟା ୮୬ ଟପିଲା

ପୁରୀ ହିଂସା : ଗିରଫ ସଂଖ୍ୟା ୮୬ ଟପିଲା

ପୁରୀ ଅଫିସ,୨୨।୧୦ : ପୁରୀ ହିଂସା ମାମଲାରେ ବର୍ତ୍ତମାନ ସୁଦ୍ଧା ୮୬ଜଣ ଗିରଫ ହୋଇଛନ୍ତି। ଏଥିମଧ୍ୟରେ ସିଂହଦ୍ୱାର ଥାନା ପକ୍ଷରୁ ୪୫ ଓ ଟାଉନଥାନା ପୋଲିସ ୪୧ଜଣଙ୍କୁ ଗିରଫ କରିଥିବା ଏସ୍‌ପି ଡା.ସାର୍ଥକ ଷଡ଼ଙ୍ଗୀ କହିଛନ୍ତି।

୨୪ରୁ କୁମାର ଉତ୍ସବ: ନୃତ୍ୟ, ଗୀତରେ ଝୁମିବ ପୁରୀ ସହର

ପୁରୀ ଅଫିସ,୨୨।୧୦: ଆସନ୍ତା ୨୪ ତାରିଖରେ କୁମାର ପୂର୍ଣ୍ଣିମା। ଓଡ଼ିଶାର ଏହି ବିଶେଷ ପର୍ବ ଉପଲକ୍ଷେ  ପୁରୀର ବଡ଼ଦାଣ୍ଡ, ବେଳାଭୂମି ସମେତ ବିଭିନ୍ନ ସ୍ଥାନରେ କୁମାର ଉତ୍ସବ ବେଶ୍‌ ଧୁମ୍‌ଧାମରେ ଅନୁଷ୍ଠିତ ହେବ। 

ଉଦ୍ଧାର ବେଳେ ଫରେଷ୍ଟରଙ୍କୁ ଚୋଟ ମାରିଲା ନାଗ

ଉଦ୍ଧାର ବେଳେ ଫରେଷ୍ଟରଙ୍କୁ ଚୋଟ ମାରିଲା ନାଗ

ପୁରୀ ଅଫିସ,୨୨।୧୦: ପୁରୀ ସହର ଉପକଣ୍ଠ ଛଇତନା ନିକଟ ପୁଟୁପଡ଼ା ଗଁାର ଜଣେ ବ୍ୟକ୍ତି ଗାଈଗୋରୁ ଦାଉରୁ ଫସଲକୁ ରକ୍ଷା କରିବା ପାଇଁ ଜମି ଚାରିପଟେ ଜାଲ ଘେରାଇଥିଲେ।

ଦାଦାବଟି ନେଇ ଅଭିଯୋଗ କରିବାରୁ ଥାନା ନିକଟରେ ସିରିଜ ବୋମାମାଡ଼

ଦାଦାବଟି ନେଇ ଅଭିଯୋଗ କରିବାରୁ ଥାନା ନିକଟରେ ସିରିଜ ବୋମାମାଡ଼

ପୁରୀ ଅଫିସ, ୨୨।୧୦ : ଦାଦା ବଟିକୁ ନେଇ ଥାନାରେ ଅଭିଯୋଗ କରିବାରୁ ଦୁର୍ବୃତ୍ତମାନେ ପୁରୀ ବଳିଆପଣ୍ଡା ଥାନା ଅନ୍ତର୍ଗତ ମଙ୍ଗଳା ବସ୍ତିରେ ପଶି ଆତଙ୍କ ଖେଳାଇଛନ୍ତି। 

କୋଣାର୍କରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

କୋଣାର୍କରେ ବିଜେଡିର ଜନ ସମ୍ପର୍କ ପଦଯାତ୍ରା

କୋଣାର୍କ,୨୧।୧୦(ଡି.ଏନ୍‌.ଏ.): କାକଟପୁର  ନିିର୍ବାଚନ ମଣ୍ଡଳୀ ଅଧୀନ କୋଣାର୍କ ଏନ୍‌ଏସିରେ ବିଜୁ ଜନତା ଦଳ ପକ୍ଷରୁ ରବିବାର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ତିତ୍‌ଲି ଦ୍ୱାରା କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ଭିତ୍ତିଭୂମିର ପୁନଃସ୍ଥାପନା ଜାରି, ୨୦୦୦ କର୍ମଚାରୀ ନିୟୋଜିତ

ତିତ୍‌ଲି ଦ୍ୱାରା କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ଭିତ୍ତିଭୂମିର ପୁନଃସ୍ଥାପନା ଜାରି, ୨୦୦୦ କର୍ମଚାରୀ ନିୟୋଜିତ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ତିତ୍‌ଲି ଦ୍ୱାରା କ୍ଷତିଗ୍ରସ୍ତ ହୋଇଥିବା ଦକ୍ଷିଣ ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମିକୁ ଯୁଦ୍ଧକାଳୀନ ଭିତ୍ତିରେ ସଜାଡିବା ପାଇଁ ଶକ୍ତି ବିଭାଗ ଉଦ୍ୟମ ଅବ୍ୟାହତ ରଖିଛି। ଯେଉଁଭଳି ଭାବେ କ୍ଷତିଗ୍ରସ୍ତ ହୋଇଥିଲା, ସାଧାରଣ ଭାବେ ତାହାର ପୁନରୁଦ୍ଧାର ପାଇଁ ୬ ମାସ ସମୟ ଲାଗିଥାନ୍ତା।

ଓଏଏସ୍‌ ସ୍ତରରେ ଅଦଳବଦଳ

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ)-ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌)ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି।