ଜୀବନଚର୍ଯ୍ୟା |

ମେଦ ବହୁଳତା ବଢ଼ାଏ କ୍ୟାନସର ଆଶଙ୍କା

ମେଦ ବହୁଳତା ବଢ଼ାଏ କ୍ୟାନସର ଆଶଙ୍କା

ନ୍ୟୁୟର୍କ: ମେଦ ବହୁଳତା କ୍ୟାନସରର ଆଶଙ୍କାକୁ ବଢ଼ାଇଥାଏ। ପେଟରେ ଥିବା ଅତ୍ୟଧିକ ଚର୍ବି ଅଂଶ ଅଧିକରୁ ଅଧିକ ପ୍ରୋଟିନ୍‌ ସୃଷ୍ଟି କରିବା ସହ କ୍ୟାନସର ସେଲ୍‌ ସୃଷ୍ଟି କରିଥାଏ ବୋଲି ଏକ ଗବେଷଣାରୁ ଜଣାପଡିଛି। ମେଦବହୁଳତା ବିଭିନ୍ନ ପ୍ରକାର କ୍ୟାନ୍‌ସର ସହ ଜଡିତ। ସେଗୁଡିକ ହେଲା, ସ୍ତନ, ପାକସ୍ଥଳୀ, ମୂତ୍ରାଶୟ ଜନିତ, ଜରାୟୁ କିମ୍ବା କିଡ୍‌ନୀ। ଅନ୍‌କୋଜେନ ପତ୍ରିକାରେ ପକାଶିତ ଏକ ଅଧ୍ୟୟନରୁ ଜଣାପଡିଛି ଯେ, ଶରୀରର ଓଜନ ଅଧିକ ହେଲେ ଆଶଙ୍କା ଅଧିକ ଥାଏ କହିବା ଠିକ୍‌ ହେବନାହିଁ। ମାତ୍ର ବଡି ମାସ୍‌ ଇଣ୍ଡେକ୍ସ (ବିଏମଆଇ) ଏହାର ସୂଚକାଙ୍କ ନୁହେଁ ବୋଲି ଆମେରିକା ମିଶିଗାନ ଷ୍ଟେଟ୍‌ ୟୁନିଭର୍ସିଟିର ସହକାରୀ ପ୍ରଫେସର ଜାମି ବର୍ନାଡ କହିଛନ୍ତି। ତଳିପେଟରେ ମେଦ ବହୁଳତା ହେଲେ ଏହା ଶରୀରର ପ୍ରୋଟିନ ସ୍ତର ବୃଦ୍ଧି କରିଥାଏ। ଯାହାକି କ୍ୟାନସର ସେଲ ସୃଷ୍ଟି କରିଥାଏ ବୋଲି ସେ କହିଛନ୍ତି। ପେଟରେ ଦୁଇ ପ୍ରକାର ଚର୍ବି ଥାଏ।

All Right Reserved By

ଜୀବନଚର୍ଯ୍ୟା |

ସୁଖ ଶାନ୍ତି ପାଇଁ ଗୁରୁବାର ଆପଣେଇ ପାରିବେ ଏହି ଉପାୟ...

ସୁଖ ଶାନ୍ତି ପାଇଁ ଗୁରୁବାର ଆପଣେଇ ପାରିବେ ଏହି ଉପାୟ...

ଗୁରୁବାର ଦେବଗୁରୁ ବୃହସ୍ପତିଙ୍କର ବିଶେଷ ପୂଜା କରାଯାଇଥାଏ। ବୃହସ୍ପତିଙ୍କୁ ଭାଗ୍ୟ ଓ ଧର୍ମର ପ୍ରତୀକ ବୋଲି କୁହାଯାଏ। କୁଣ୍ଡଳୀରେ ବୃହସ୍ପତିର ସ୍ଥିତିର ପ୍ରଭାବ ଦାମ୍ପତ୍ୟ ଜୀବନ ଉପରେ ମଧ୍ୟ ପଡ଼ିଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଳେଖ ଅଛି।

ସଂକ୍ରାମକ ରୋଗର ବାହକ ବି’ ହୋଇଥାଏ ଟଙ୍କା

ସଂକ୍ରାମକ ରୋଗର ବାହକ ବି’ ହୋଇଥାଏ ଟଙ୍କା

ସଂକ୍ରାମକ ରୋଗ ବିଭିନ୍ନ ବାହକ ଦ୍ୱାରା ସଂକ୍ରମିତ ହୋଇାଥାଏ। ସାଧାରଣତଃ ଜଳ, ବାୟୁ, ଖାଦ୍ୟ, ସ୍ପର୍ଶ ଦ୍ୱାରା ରୋଗ ସଂକ୍ରମିତ ହୋଇଥାଏ । ତେବେ ଜଣେ ରୋଗୀର ସଂସ୍ପର୍ଶରେ ଏହିସବୁ ଉପାଦାନଗୁଡ଼ିକ ଆସିଲେ ବ୍ୟକ୍ତି ଦେହରୁ ଜୀବାଣୁଗୁଡ଼ିକ ବାହକର ଦେହକୁ ସ୍ଥାନାନ୍ତରିତ ହୁଏ ।

ସକାଳେ ଖାଆନ୍ତୁ ୨ଟି ଖଜୁରୀ, ମିଳିବ ଏସବୁ ଫାଇଦା

ସକାଳେ ଖାଆନ୍ତୁ ୨ଟି ଖଜୁରୀ, ମିଳିବ ଏସବୁ ଫାଇଦା

ପ୍ରତିଦିନ ସକାଳେ ଅଭ୍ୟାସ କରି ୨ଟି ଖଜୁରୀ କୋଳି ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହାର ଅନେକ ଔଷଧୀୟ ଗୁଣ ରହିଛି।

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁକୁ ଜୀବନର ଏକ ମାତ୍ର ସତ୍ୟଭାବେ ଗ୍ରହଣ କରାଯାଇଥାଏ। ଏନେଇ ବିଭିନ୍ନ ଶାସ୍ତ୍ରରେ ଉଲ୍ଳେଖ ଅଛି। ଭାରତୀୟ ପରମ୍ପରାରେ ମୃତ୍ୟୁପରେ ମୁହଁରେ ଗଙ୍ଗାପାଣି ଓ ତୁଳସୀ ରଖାଯାଏ। ଏହାଦ୍ୱାରା ମୃତକଙ୍କ ଆତ୍ମାକୁ ଶାନ୍ତି ମିଳେ ଓ ପ୍ରେତଲୋକରେ ସେ ତୃଷାର୍ତ୍ତ ରୁହନ୍ତି ନାହିଁ ବୋଲି ବିଶ୍ୱାସ ରହିଛି।

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହ ପୂର୍ବରୁ ହଳଦୀ ଲଗାଇବା ପରମ୍ପରାର ବିଶେଷ ମହତ୍ତ୍ୱ ରହିଥାଏ। ଏହା ବିନା ବିବାହ ସମ୍ପୂର୍ଣ୍ଣ ହୋଇପାରି ନ ଥାଏ। ହଳଦୀ, ଚନ୍ଦନ, ବେସନ ଓ କିଛି ସୁଗନ୍ଧିତ ତେଲକୁ ମିଶାଇ ପ୍ରସ୍ତୁତ କରାଯାଉଥିବା ଏହି ମିଶ୍ରଣ ବିବାହ ପୂର୍ବରୁ ବରକନ୍ୟାଙ୍କ ଦେହରେ ଲଗାଯାଇଥାଏ।

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

କୌଣସି ସ୍ଥାନ, ବସ୍ତୁ, କାର୍ଯ୍ୟ ଓ ପରିସ୍ଥିତି ପ୍ରତି ଅହେତୁକ ଭୟକୁ ଫୋବିୟା କୁହାଯାଏ। କେତେକ ଲୋକ ଭିଡ଼ ଭିତରକୁ ଯିବାକୁ, ଉଚ୍ଚ ସ୍ଥାନକୁ ଯିବାକୁ, ଘରୁ ରାସ୍ତାକୁ ଯିବାକୁ ଭୟ କରନ୍ତି।

ଅବସାଦ ବି’ ଦୂରକରେ ମାଛ

ଅବସାଦ ବି’ ଦୂରକରେ ମାଛ

ସପ୍ତାହରେ ୩ ଦିନ ମାଛ ଖାଇଲେ ମିଳିଥାଏ ଅନେକ ଉପକାର। ମାଛରେ ପ୍ରଚୁର ପରିମାରରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ।

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନ ଆରମ୍ଭ ହେଲେ ଥଣ୍ଡା, ସର୍ଦ୍ଦି, କାଶ ଓ ଜ୍ୱର ହୋଇଥାଏ। ହେଲେ ଏହି ସମୟରେ ଚା’ ପିଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଥାଆନ୍ତି। ହେଲେ ଏଥିପାଇଁ କିଛି ନିର୍ଦ୍ଦିଷ୍ଟ ଚା’ ପିଇବା ଉଚିତ୍‌।

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ ଓଦା ହେବାକୁ ତ ଭଲ ଲାଗେ। ହେଲେ ଏହାର କୁପ୍ରଭାବ ପଡ଼ିଥାଏ କେଶ ଉପରେ। କେଶ ଝଡ଼ିବାଠୁ ଆରମ୍ଭ କରି ଅନେକ ସମସ୍ୟା ଦେଖାଦିଏ। ତେଣୁ ଏହିଦିନେ କେଶକୁ ସୁସ୍ଥ ରଖିବା ଲାଗି ଆପଣାନ୍ତୁ ନିମ୍ନୋକ୍ତ କିଛି ଟିପ୍ସ...

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ସମୟରେ ଅଧିକାଂଶ ମହିଳା ଲାଲ୍‌ ରଙ୍ଗକୁ ପସନ୍ଦ କରିଥା’ନ୍ତି। ଆପଣ ଚାହିଁଲେ ଏହା ବଦଳରେ ଅନ୍ୟ କିଛି ରଙ୍ଗକୁ ବି ବ୍ରାଇଡାଲ୍‌ କଲର ଭାବେ ବାଛିପାରିବେ। ଜାଣନ୍ତୁ ସେ ସମ୍ପର୍କରେ...

ବର୍ଷାଦିନେ ଶିଶୁଙ୍କ ଯତ୍ନ

ବର୍ଷାଦିନେ ଶିଶୁଙ୍କ ଯତ୍ନ

ପ୍ରବଳ ଖରା ପରେ ବର୍ଷାଋତୁର ଆଗମନକୁ ସମସ୍ତେ ଅପେକ୍ଷା କରି ରହିଥା’ନ୍ତି । ଜଳଦାନ କରିବା ସହ ବିଭିନ୍ନ ସଂକ୍ରାମକ ରୋଗ ସଙ୍ଗରେ ନେଇ ଆସିଥାଏ ଏହି ଋତୁ । ଏହି ସଂକ୍ରାମକ ରୋଗଗୁଡ଼ିକରେ ସାଧାରଣତଃ ଶିଶୁମାନେ ଅଧିକ ପ୍ରଭାବିତ ହୁଅନ୍ତି।

କାନ୍ଦ ବି’ ଶରୀର ପାଇଁ ହିତକର

କାନ୍ଦ ବି’ ଶରୀର ପାଇଁ ହିତକର

ହସିବା ଦ୍ୱାରା ମନ ହାଲ୍‌କା ରହିବା ସହ ଶରୀର ସୁସ୍ଥ ରହିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ।

Model This Week

ରୂପେଶ