Dharitri News
ରାଜ୍ୟ |

ବିଜେପୁରର ୨୭୦ ବୁଥ୍‌ରେ ଶୁଣାଯିବ ‘ମନ୍‌ କି ବାତ୍‌’

ବିଜେପୁରର ୨୭୦ ବୁଥ୍‌ରେ ଶୁଣାଯିବ ‘ମନ୍‌ କି ବାତ୍‌’ ବିଜେପୁରର ୨୭୦ ବୁଥ୍‌ରେ ଶୁଣାଯିବ ‘ମନ୍‌ କି ବାତ୍‌’ ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ବିଜେପୁର ଉପନିର୍ବାଚନ ତାରିଖ ବିଳମ୍ବ ହେଉଥିଲେ ମଧ୍ୟ ଏହାକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ଭାଜପା ଉପସଭାପତ ସୂଚନା ଅନୁଯାୟୀ, ଚଳିତ ମାସ ଶେଷ ସୋମବାର ବିଜେପୁରରେ ମୋ ସ୍ବତନ୍ତ୍ରଭାବେ ଶୁଣାଯିବ। ଏ ନେଇ ପ୍ରାୟ ୨୭୦ଟି ବୁଥ୍‌ରେ ‘ମନ୍‌ କି ବାତ୍‌’ ଶୁଣିବାର ବ୍ୟବସ୍ଥା କରାଯାଇଛି। ଏଥିରେ ଭାଜପାର ସମସ୍ତ ବିଧାୟକ ଓ ୨ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ‘ମନ୍‌ କି ବାତ୍‌’ ଶୁଣିବା ପରେ ନବୀନ ସରକାରଙ୍କ ବିଫଳତା ମଧ୍ୟ ବଖଣାଯିବ। ଭାଜବାର ଏହି ଚାଲକୁନେକ ରାଜନୈତିକ ସମୀକ୍ଷକ ଅ, ବିଜେଡ଼ି ଓ କଂଗ୍ରେସ ଭଳି ଦଳ ହୀନ ଆକ୍ଷା ଦେଇଛନ୍ତି।

ରାଜ୍ୟ |

ସନ୍ଦେହଘେରରେ ପୋଲିସ ଭୂମିକା

ସନ୍ଦେହଘେରରେ ପୋଲିସ ଭୂମିକା

ଭୁବନେଶ୍ୱର,୨୨ା୧(ବ୍ୟୁରୋ) : ଗଣବଳାତ୍କାର ୧୦୦ ଦିନ ପରେ କୁନ୍ଦୁଲି ପୀଡିତାଙ୍କୁ ନ୍ୟାୟ ମିଳି ପାରିଲା ନାହିଁ। ପୋଲିସର ହେରଫେର ତଦନ୍ତ ରିପୋର୍ଟ ଏବଂ ଲୋକଲଜ୍ଜାକୁ ସହି ନ ପାରି ଶେଷରେ ଆମତ୍ହତ୍ୟା ଭଳି ଏକ କଠିନ ପନ୍ଥାକୁ ଆପଣାଇ ନେଲେ ପୀଡିତା।

 ପୀଡ଼ିତାଙ୍କ ଆତ୍ମହତ୍ୟା: ନ୍ୟାୟ ନ ପାଇ ଜୀବନ ହାରିଲେ

ପୀଡ଼ିତାଙ୍କ ଆତ୍ମହତ୍ୟା: ନ୍ୟାୟ ନ ପାଇ ଜୀବନ ହାରିଲେ

ପଟ୍ଟାଙ୍ଗୀ,୨୨।୧(ଡି.ଏନ.ଏ.): ୨୦୧୭ ଅକ୍ଟୋବର ୧୦ରୁ ୨୦୧୮ ଜାନୁୟାରୀ ୨୨। ୪ମାସରୁ ଉର୍ଦ୍ଧ୍ୱକାଳ ନ୍ୟାୟ ପାଇଁ ଲଢେଇ କରି ନିରାଶ କୁନ୍ଦୁଲି ନାବାଳିକା ଶେଷରେ ଆତ୍ମହତ୍ୟାର ପଥ ବାଛି ନେଲେ।

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଆପଣଙ୍କ ଭଲପାଇବା ମୋତେ ଋଣୀ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ)- ପୁନେର ଏମ୍‌ଆଇଟି-ଡବ୍ଲ୍ୟୁପିୟୁ କ୍ୟାମ୍ପସ୍‌ରେ ୮ମ ଭାରତୀୟ ଛାତ୍ର ସଂସଦ ଅବସରରେ ରବିବାର ଦେଶର ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ଫେରିଛନ୍ତି।

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନିର୍ବାଚନ କମିଶନଙ୍କୁ ଦିଲ୍ଲୀ ହାଇକୋର୍ଟଙ୍କ ପ୍ରଶ୍ନ: କାହିଁକି ପ୍ରକାଶ ପାଉନାହିଁ ବିଜେପୁର ଉପନିର୍ବାଚନ ବିଜ୍ଞପ୍ତି

ନୂଆଦିଲ୍ଲୀ,୨୨।୧(ସ୍ବ.ପ୍ର.): ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ ଏ ପର୍ଯ୍ୟନ୍ତ କାହିଁକି ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ଏହି ଉପନିର୍ବାଚନକୁ କାହିଁକି ବିଳମ୍ବିତ କରାଯାଉଛି ବୋଲି ସୋମବାର ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କରିଛନ୍ତି ଦିଲ୍ଲୀ ହାଇକୋର୍ଟ।

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କୋକେଇ ହଲିଲା, ଶୁଣାଗଲା କଥା: ୧୧ ଘଣ୍ଟା ପରେ ଆଖି ବୁଜିଲେ

କଟକ ଅଫିସ, ୨୨।୧- କୋକେଇ ବନ୍ଧା ସରିଥିଲା। ପରିଜନଙ୍କ ମଧ୍ୟରେ କାନ୍ଦ ବୋବାଳି ପଡ଼ିଯାଇଥିଲା। ହେଲେ ଶ୍ମଶାନ ଅଭିମୁଖେ କୋକେଇ ଉଠିଲା ବେଳକୁ ତାହା ହଲିବା ସହ କଥାସ୍ବର ଶୁଣାଯାଇଥିଲା।

ମହାପ୍ରଭୁଙ୍କ ଚାଚେରି ବେଶ

ମହାପ୍ରଭୁଙ୍କ ଚାଚେରି ବେଶ

ପୁରୀ ଅଫିସ, ୨୨।୧: ପବିତ୍ର ବସନ୍ତ ପଞ୍ଚମୀରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚାଚେରି ବେଶ ଅନୁଷ୍ଠିତ ହୋଇଛି। ହଜାର ହଜାର ଭକ୍ତ ଏହି ବେଶରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ମଇଲମ ହୋଇଥିଲା।

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

‘ଜଗନ୍ନାଥ ମନ୍ଦିର ସହ ଗୋବର୍ଦ୍ଧନ ପୀଠ ଓତପ୍ରୋତ ଭାବେ ଜଡ଼ିତ’

ଭୁବନେଶ୍ୱର,୨୨।୧(ବ୍ୟୁରୋ)/ପୁରୀ ଅଫିସ: ପୁରୀ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ପଟ୍ଟାଭିଷେକର ପଞ୍ଚବିଂଶତି ବର୍ଷ ପୂର୍ତ୍ତି ମହୋତ୍ସବ ସୋମବାର ଉଦ୍‌ଘାଟିତ ହୋଇଯାଇଛି।

ଅନୁକୂଳ ହେଲା ରଥକାଠ

ଅନୁକୂଳ ହେଲା ରଥକାଠ

ପୁରୀ ଅଫିସ, ୨୨।୧: ଆସନ୍ତା ଜୁଲାଇ ୧୪ ତାରିଖରେ ମହାପ୍ରଭୁଙ୍କ ଘୋଷଯାତ୍ରା। ଦାରୁଦିଅଁଙ୍କ ଲାଗି ପ୍ରସ୍ତୁତ ହେବ ତିନିରଥ। ସୋମବାର ପବିତ୍ର ବସନ୍ତ ପଞ୍ଚମୀରେ ରଥକାଠ ଅନୁକୂଳ କରାଯାଇଛି।

‘ରାଜନୈତିକ ଅଭିସନ୍ଧି ରଖି ସମାଲୋଚନା କରିବା ଭାଜପାର ହୀନମନ୍ୟତା’

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପ୍ରସଙ୍ଗରେ ଭାଜପାର ସମାଲୋଚନା ଦଳର ହୀନମନ୍ୟତାର ପରିଚୟ ଦେଉଛି। ଏହାକୁ କୌଣସି ଓଡ଼ିଆ ଗ୍ରହଣ କରିବେ ନାହିଁ ବୋଲି ବିଜେଡି ରାଜ୍ୟ ସମ୍ପାଦକ ବିଜୟ କୁମାର ନାୟକ ସୋମବାର ପ୍ରକାଶ କରିଛନ୍ତି।

ସ୍ବର୍ଗଦ୍ବାରରୁ ଫେରି ଶେଷଯାତ୍ରାରେ ସମ୍ପର୍କୀୟ

ସ୍ବର୍ଗଦ୍ବାରରୁ ଫେରି ଶେଷଯାତ୍ରାରେ ସମ୍ପର୍କୀୟ

ସାକ୍ଷୀଗୋପାଳ,୨୨।୧(ଡି.ଏନ୍‌.ଏ): ସତ୍ୟବାଦୀ ଥାନା ଶୁକଳ ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ସୋମବାର ସକାଳେ ଏହି ଦୁଃଖଦାୟକ ଘଟଣା ନେଇ ସୂଚନା ପାଇ କଣାସ ଓ ସତ୍ୟବାଦୀରୁ ଶତାଧିକ ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ।

 ‘ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ’କୁ ଭାଜପାର ସମାଲୋଚନା

‘ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ’କୁ ଭାଜପାର ସମାଲୋଚନା

ଭୁବନେଶ୍ୱର,୨୨।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ମୁଖ୍ୟମନ୍ତ୍ରୀ ସମ୍ମାନ ପାଇବା ପରେ ଭାଜପା ପକ୍ଷରୁ ଏହାକୁ ସମାଲୋଚନା କରାଯାଇଛି। ଏ ନେଇ ସୋମବାର ଦଳ ପକ୍ଷରୁ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ କହିଛନ୍ତି ଯେ, ରାଜ୍ୟବାସୀଙ୍କ ସହ ମୁଖ୍ୟମନ୍ତ୍ରୀ ଆଉ ଛଳନା ନ କରନ୍ତୁ।

  ଅଧା ରହିଗଲା ଚାକିରି ସ୍ବପ୍ନ: ସନ୍ତରଣ ଅଭ୍ୟାସ ବେଳେ ଯୁବକଙ୍କ ମୃତ୍ୟୁ

ଅଧା ରହିଗଲା ଚାକିରି ସ୍ବପ୍ନ: ସନ୍ତରଣ ଅଭ୍ୟାସ ବେଳେ ଯୁବକଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୧।୧(ଡି.ଏନ.ଏ)- ଚାକିରି କରିବାର ସ୍ବପ୍ନ ଥିଲା। ଆଗକୁ ଏକ ସରକାରୀ ଚାକିରି ପାଇଁ ସନ୍ତରଣ ପରୀକ୍ଷା ମଧ୍ୟ ଥିଲା। ଏଥିପାଇଁ ସାଙ୍ଗ ସହ ମିଶି ଜୋରଦାର ପ୍ରସ୍ତୁତି ଚଳାଇଥିଲେ।