ସମ୍ବଲପୁର

ରାଉରକେଲା ଉନ୍ନୟନ୍ନ କର୍ତ୍ତୃପକ୍ଷ ସ୍ଥାଣୁ

ରାଉରକେଲାଅଫିସ, ୨୯।୧୨-ରାଉରକେଲା ଉନ୍ନୟନ୍ନ କତ୍ତୃପକ୍ଷ (ଆରଡିଏ) ଏବେ ସ୍ଥାଣୁ ପାଲଟି ଯାଇଛି ବୋଲି ଭାଜପା ରାଜ୍ୟ ସମ୍ପାଦକ ତଥା ଜୋନାଲ ମିଡିଆ କୋଅର୍ଡିନେଟର ଧିରେନ ସେନାପତି ଅଭିଯୋଗ କରିଛନ୍ତି। ସହରବାସୀଙ୍କୁ ସେବା ଦେବାରେ ବିଫଳ ହୋଇଛି ଏହି ସଂସ୍ଥା। ବର୍ଷାଧିକ ଧରି ନକ୍ସା ଅନୁମୋଦନ ଓ ମାଲିକାନା ସତ୍ତ୍ୱ କିମ୍ବା କିସମ ପରିବର୍ତ୍ତନ ପାଇଁ ଦୌଡୁଥିବା ଲୋକେ ଆଜି ନିରାଶ ହୋଇଛନ୍ତି। ସେ ଆହୁରି ଅଭିଯୋଗ କରିଛନ୍ତି ଯେ, ପ୍ଲାନିଂ ମେମ୍ବର ମାସକୁ ୨ଦିନ କାର୍ଯ୍ୟାଳୟକୁ ଆସୁଛନ୍ତି। ପ୍ରତି ୩ମାସରେ ଅଥରିଟି ମିଟିଂ ବସିବା ନିୟମ ରହିଛି। ଗତ ୨୦୧୭ରେ ଆଦୌ ବୈଠକ ବସିନାହିଁ। ପୂର୍ବତନ ମନ୍ତ୍ରୀ ଶାରଦା ନାୟକ ଆରଡିଏ ଅଧ୍ୟକ୍ଷ ଦାୟିତ୍ୱ ନେବା ପରେ କେବଳ ଦୋକାନ ଭଡା ଆଦାୟ କରି କର୍ମଚାରୀଙ୍କୁ ଦରମା ପ୍ରଦାନ ବ୍ୟତୀତ କୌଣସି ପ୍ରକଳ୍ପ କାର୍ଯ୍ୟକାରୀ କରିନାହଁ।ନ୍ତି। ଗତ ୨୦୧୬-୧୭ବର୍ଷ ପାଇଁ ବଜେଟ ପାରିତ କରା ନ ଯାଇ ବିନା ଟେଣ୍ଡରରେ କାର୍ଯ୍ୟାଦେଶ ପ୍ରଦାନ କରାଯାଉଛି। ବିନା ଅଥରିଟି ମିଟିଂରେ କିଭଳି ଏପରି ନିଷ୍ପତ୍ତି ନିଆଯାଉଛି ସେନେଇ ଭାଜପା ପ୍ରଶ୍ନ ଉଠାଇଛି। ଓଡିଶାରେ ଅନ୍ୟ ଉନ୍ନୟନ୍ନ କତ୍ତୃପକ୍ଷ ସର୍ବକ୍ଷମା ଯୋଜନା ଲାଗୁ କରିଥିବା ବେଳେ ଏଠି କାହିଁକି ଆଜି ପର୍ଯ୍ୟନ୍ତ ଏହାର ଅଧ୍ୟକ୍ଷ ନିରବ ରହିଛନ୍ତିତ୍‌, ସେନେଇ ଭାଜପା ପକ୍ଷରୁ ସନ୍ଦେହ ବ୍ୟକ୍ତ କରାଯାଇଛି। ଆରଡିଏ ୱେବ ସାଇଟରେ ଆଜି ମଧ୍ୟ ସାରଦା ନାୟକ ସହର ବିକାଶ ମନ୍ତ୍ରୀ ଓ କେ ସୁଦର୍ଶନ ଚକ୍ରବର୍ତ୍ତୀ ସେକ୍ରେଟାରୀ ରହିଥିବା ଦର୍ଶାଉଛି। ଏଥିରୁ ସହଜରେ ଅନୁମାନ କରାଯାଇପାରେ ଯେ, ଆରଡିଏ କେତେ ତପତ୍ରତା ସହ ଲୋକଙ୍କ କାମ କରୁଛି। ଏସବୁ ଅନୁଚିତ ଓ ବେପରୁଆ କାର୍ଯ୍ୟ ପାଇଁ ଆଜି ଆରଡିଏ ଏକ ସ୍ଥାଣୁ ସଂସ୍ଥାରେ ପରିଣତ ହୋଇଛି ବୋଲି ସେନାପତିଙ୍କ ସମେତ ପୂର୍ବତନ ବିଧାୟକ ଶଙ୍କର ଓରାମ, ଆରଡିଏ ସଦସ୍ୟା ପ୍ରମିଳା ଦାସ, ପୂର୍ବତନ ନଗରପାଳ ରମେଶ ବଳ, ପୂର୍ବତନ ଉପନଗରପାଳ ରଘୁ ବଳ, ଭାଜପା ଜିଲା ଉପସଭାପତି ତପନ ସ୍ବାଇଁ, ଜିଲା ସାଧାରଣ ସମ୍ପାଦକ ସୁବ୍ରତ ପଟ୍ଟନାୟକ, ରାଜ୍ୟ ମହିଳା ମୋର୍ଚ୍ଚା ସମ୍ପାଦିକା କଳ୍ପନା ଲେଙ୍କା, ମଣ୍ଡଳ ସଭାପତି ଅକ୍ଷୟ ପରିଡା, ଭବାନୀ କବି, ଅଶେଷ ମହାନ୍ତି, ଅଜୟ କଂସାରୀ, ଗଙ୍ଗାଧର ଦାସ, ଦେବେନ୍ଦ୍ର ବୀରଗଣ୍ଠିଆ ଓ ସୁଶାନ୍ତ ମହାପାତ୍ର ପ୍ରମୁଖ ଅଭିଯୋଗ କରିଛନ୍ତି। ଏନେଇ ଆରଡିଏ ଅଧ୍ୟକ୍ଷ ସାରଦା ନାୟକଙ୍କୁ ଯୋଗାଯୋଗ କରିବାରୁ ସେ କହିଥିଲେ, ଯେଉଁମାନେ ଏପରି ଅଭିଯୋଗ କରୁଛନ୍ତି ସେମାନଙ୍କ ପାଖରେ ବାସ୍ତବ ତଥ୍ୟ ନାହିଁ। କେବଳ ବିରୋଧ ପାଇଁ ଏଭଳି କରୁଛନ୍ତି। ଯଦି କିଛି ଜାଣିବାକୁ ଚାହୁଁଛନ୍ତି, ତେବେ ଖୋଲା ବିତର୍କ ପାଇଁ ମୁଁ ଆହ୍ବାନ କରୁଛି।
All Right Reserved By

ସମ୍ବଲପୁର

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡ: ଯୁବକ ଜୀବନ୍ତ ଦଗ୍ଧ

ବୀରମହାରାଜପୁର,୨୩।୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଲୁଟୁପଙ୍କ ପଞ୍ଚାୟତ ଘିଚାପାଲି ଗ୍ରାମରେ ମଙ୍ଗଳବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର  ରଞ୍ଜନ ବିଭାର(୨୯) ଶୋଇଥିବା ବେଳେ କୌଣସି କାରଣରୁ  ଘରେ ନିଆଁ ଲାଗିଯାଇଥିଲା।

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ମଠଖାଇ ମହୋତ୍ସବ: ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ

ବଲାଙ୍ଗୀର ଅଫିସ, ୨୩ା୧-ବଲାଙ୍ଗୀର କୋଶଳକଳା ମଣ୍ଡଳ ନୂଆ ରଙ୍ଗମଞ୍ଚରେ ଅନୁଷ୍ଠିତ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ମଙ୍ଗଳବାର  ତୃତୀୟ ସନ୍ଧ୍ୟାରେ  ମୁମ୍ବାଇର ସଲାମ ବମ୍ବେ ଫାଉଣ୍ଡେଶନ୍‌ ରଙ୍ଗମଣ୍ଡଳ ଏବଂ ସୃଜନ ଫାଉଣ୍ଡେଶନ୍‌ ତରଫରୁ ମରାଠୀ ଓ ହିନ୍ଦୀ ନାଟକ ଏକ ଧୋତ୍ରାଚି ଗୋଷ୍ଠ ମଞ୍ଚସ୍ଥ ହୋଇଥିଲା| 

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ସଫଳତା ପାଇଁ କଠିନ ପରିଶ୍ରମର ବିକଳ୍ପ ନାହିଁ

ବୀରମହାରାଜପୁର, ୨୩।୧ (ଡି.ଏନ.ଏ.)- ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର କଲେଜର ୩୭ତମ ବାର୍ଷିକ ଉତ୍ସବ ମଙ୍ଗଳବାର ପାଳିତ ହୋଇଯାଇଛି । ଏଥିରେ ଯୋଗଦେଇଥିବା ଅତିଥିମାନେ ଉଦ୍‌ବୋଧନ ପ୍ରସଙ୍ଗରେ ମତପ୍ରକାଶ କରିଥିଲେ ଯେ, କଠିନ ପରିଶ୍ରମର ବିକଳ୍ପ ନାହିଁ। 

ଜୋଙ୍କ ଜଳ ବିବାଦ ଘଟଣା  ଜିଲାପାଳ, ଏସପିଙ୍କ ମାରାଥନ ବୈଠକ  ଆଗକୁ ଆସିଛନ୍ତି ଦୁଇ ପକ୍ଷ

ଜୋଙ୍କ ଜଳ ବିବାଦ ଘଟଣା ଜିଲାପାଳ, ଏସପିଙ୍କ ମାରାଥନ ବୈଠକ ଆଗକୁ ଆସିଛନ୍ତି ଦୁଇ ପକ୍ଷ

ନୂଆପଡା ଅଫିସ,୨୩ା୧-ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ରବି ଚାଷ ସକାଶେ ପାଣି ବଣ୍ଟନ ବିବାଦ ଚରମ ସୀମାରେ ପହଞ୍ଚତ୍ଥିବା ବେଳେ ଜିଲା ପ୍ରଶାସନ ତରଫରୁ ଜିଲାପାଳ  ଏବଂ ଏସପି ତପତ୍ରତା ପ୍ରକାଶ କରି ମାରାଥନ ବୈଠକ ଚଳାଇଛନ୍ତି। 

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ପରିବାରକେ ଆହାର ଯୁଗଉଛନ୍‌ ନାବାଲିକା ଚନ୍ଦ୍ରକଳା

ଳଡୁଗାଁ,୨୩।୧(ଡି.ଏନ.ଏ):  କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଭିରକାପଡ଼ାର ଚନ୍ଦ୍ରକଳା ଧଙ୍ଗଡାମାଝୀ(୧୭)। 

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ସୁଖାମୁଣ୍ଡା, ଗୋଛାଗୋରାରେ ପୁଷ୍‌ପୁନି ଯାତ୍‌ରା

ଘଣ୍ଟାପଡା,୨୩ା୧(ଡି.ଏନ.ଏ): ବୌଦ୍ଧ ଜିଲା କଣ୍ଟାମାଲ ବ୍ଲକ ଖୁଣ୍ଟିଗୋରା ପଁଚେତ୍‌ ସୁଖାମୁଣ୍ଡାରେ କୃଷି ଭିତିକ୍‌ ଗଣପରବ୍‌ ଭୀମ ଯାତ୍‌ରା ଆର ଥାନୀୟ ଭାଷାରେ ପୁଷ୍‌ପୁନି ପରବ୍‌ ଜାକ୍‌ଜମକ୍‌ରେ ପାଲିତ ହେଇଯାଇଛେ। 

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ସବୁଜ ପତ୍ରିକାଧାରୀ ପରିବାର କନ୍‌ଠେସା

ଲାଠୋର,୨୩ା୧(ଡି.ଏନ.ଏ.):  ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର ସବୁଜ ପ୍ରତିକାଧାରୀ ପରିବାରମାନକୁ ସରକାରୀ ହିସାବେ ଯେନ୍‌ସବୁ ସୁବିଧା ସୁଯୋଗ ମିଲବାର କଥା ନାଇଁ ମିଲୁଥିବାର ଅଭିଯୋଗ ହେଇଛେ।

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଲାଙ୍ଗୀର ଅଫିସ, ୨୨ା୧: ବଲାଙ୍ଗୀର ଆର୍ଯ୍ୟ ମନ୍ଦିର ପରିସରରେ ନିଖିଳ ଉତ୍କଳ ଶିକ୍ଷକ କଂଗ୍ରେସ ବଲାଙ୍ଗୀର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥିଭାବେ ବଲାଙ୍ଗୀର ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ର ଯୋଗଦାନ କରିଥିଲେ । ସମ୍ମିଳନୀ ଆବାହକ ତଥା ସଂଯୋଜକ ବାମଦେବ ମିଶ୍ର ସଭାରେ  ସଂଯୋଜନା କରିଥିଲେ। 

ଜୈବିକ କୃଷି ସମୟର ଆହ୍ବାନ

ଜୈବିକ କୃଷି ସମୟର ଆହ୍ବାନ

ସୋନପୁର,୨୨।୨(ନି.ପ୍ର.)ଖାଦ୍ୟ ସଙ୍କଟକୁ ଦୂର କରିବା ତଥା ଚାଷୀର ଅର୍ଥନୈତିକ ସ୍ଥିତିର ଉନ୍ନତି ପାଇଁ ଆଧୁନିକ ପ୍ରଣାଳୀରେ ଚାଷ କରାଯାଉଛି। କମ୍‌ ଜମିରୁ ଅଧିକ ଅମଳ ପାଇଁ ପ୍ରତିଯୋଗିତା ଚାଲିଛି। 

ଜୋଙ୍କ ସେଚ ପ୍ରକଳ୍ପ

ଜୋଙ୍କ ସେଚ ପ୍ରକଳ୍ପ

ନୂଆପଡା ଅଫିସ,୨୨ା୧ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ତଳମୁଣ୍ଡ ଚାଷୀଙ୍କୁ ପାଣି ଯୋଗାଇଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ନୂଆପଡା ଜିଲା ପୋଲିସ ପ୍ରଶାସନ ଡ୍ୟାମକୁ ସଦଳବଳ ଯାଇଥିଲେ ହେଁ ଆନ୍ଦୋଳନକାରୀଙ୍କ ଅହିଂସା ନୀତି ନିକଟରେ ନଇଁଯାଇଛି । 

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

ଧଂଗଡା ଧାଂଗଡିକର ଉସ୍‌ନାକ୍‌ର ଦିନ ଧାଙ୍ଗଡି ଦୋଲା

କଲମପୁର,୨୨।୧(ଡି.ଏନ.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ ବରଦୋଳି ଗଁାରେ ରଏବାର ଟୋକି ପରବ୍‌ ପାଲନ ହେଇଥିଲା। ସେନ୍‌ତା ଧୁମଧାମରେ ସୋମବାର ଦାଙ୍ଗଡି ଦୋଲା ପାଲନ କରାଯାଇଛେ। 

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ପିଲାକର ଲାଗି ଉସତ୍‌ ଆନନ୍ଦର ଦିନ୍‌ ପୁଷ୍‌ପୁନି

ରିଷିଡା, ୨୨।୧ (ଡି.ଏନ.ଏ): ପୁଷ୍‌ପୁନି ହେଉଛେ ପଶ୍ଚିମ ଓଡ଼ିଶାବାସୀକର ଗୁଟେ ସିଘା ପରବ। ଇ ସମିଆରେ ଚାଷୀ ବଛରକୁତା ହାଡ଼ଭଂଗା ପରିଶ୍‌ରମ ଉତାରୁ ଟିକେ ଫୁରସତ୍‌ ପାଏସି। ଅମଲ ହେଇଥିବାର ଫସଲକେ ଘରେ ବେଉଁତେ ରଖାଥୁଆ କରି ବଛ୍‌ରେର କାମ ପଟାସି।