ଫୁରସତ |

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ

ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ
ଓ୍ବାଶିଂଟନ: ଛୋଟ ଶିଶୁ ମଧ୍ୟ ଭଲମନ୍ଦ ବିଷୟରେ ଜାଣିପାରେ ବୋଲି ଗବେଷକ ସୂଚିତ କରିଛନ୍ତି। ସେମାନଙ୍କ ମସ୍ତିଷ୍କରେ ସ୍ବତଃ ଏହି ଧାରଣା ସୃଷ୍ଟି ହୋଇଥାଏ। ଗବେଷକ ଦୀର୍ଘଦିନ ଧରି କିଭଳି ଶିଶୁମାନେ ଚିନ୍ତା କରିଥାନ୍ତି ସେ ନେଇ ଅଧ୍ୟୟନ କରୁଥିଲେ। ଶିଶୁ ଯେ କୌଣସି କାର୍ଯ୍ୟ କରିବା ପୂର୍ବରୁ ଏଥିରେ କିପରି ସଫଳ ହେବ ତାହ ଚିନ୍ତା କରିଥାଏ। ଲକ୍ଷ୍ୟ ହାସଲ ପାଇଁ ଯୋଜନା ମଧ୍ୟ ପ୍ରସ୍ତୁତ କରିଥାଏ। ଏହାପରେ ଆବଶ୍ୟକ ପଦକ୍ଷେପ ନେଇଥାଏ। ସଫଳ ହେଲେ ମୁରୁକି ହସିଥାଏ। ସେହିପରି ବିଫଳ ହେଲେ କାନ୍ଦିଥାଏ ବୋଲି ଏମ୍‌ଆଇଟି ଓ ହାଭାର୍ଡ ବିଶ୍ୱବିଦ୍ୟାଳୟର ପ୍ରଫେସର ସାର୍ଟ ଲିୟୁ ସୂଚିତ କରିଛନ୍ତି। ଗବେଷକ ଶିଶୁ ମସ୍ତିଷ୍କର ଯାଞ୍ଜ୍‌ ଏକ ନୂତନ ଏଆଇ ସିଷ୍ଟମ ମାଧ୍ୟମରେ ସମ୍ପନ୍ନ କରିଥିଲେ। ସେଥିରୁ ମିଳିଥିବା ମ୍ୟାଗ୍ନେଟିକ୍‌ ରିଜୋନାନ୍ସ୍‌ ଇମେଜିଂରୁ ମସ୍ତିଷ୍କର ବିଭିନ୍ନ ଅଂଶ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିଥିଲା। ଶିଶୁକୁ ୩ ମାସ ହୋଇଥିବାବେଳେ ସେ ବିଭିନ୍ନ ବିଷୟରେ ଚିନ୍ତା କରିବା ଆରମ୍ଭ କରିଥାଏ। ଚିନ୍ତା ଅନୁସାରେ ଯୋଜନା ମଧ୍ୟ କରିଥାଏ। ଲକ୍ଷ୍ୟରେ କିପରି ସଫଳ ହେବ ସେ ନେଇ ଉଦ୍ୟମ ମଧ୍ୟ କରିଥାଏ ବୋଲି ଗବେଷକ କହିଛନ୍ତି।
All Right Reserved By

ଫୁରସତ |

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମସମନ୍ବୟର ପବିତ୍ର କ୍ଷେତ୍ର। 

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ଯେଉଁଠି ବିବାହ ପୂର୍ବରୁ ଝିଅ ହୁଅନ୍ତି ବିଦା...

ସାଧାରଣତଃ ବିବାହ ପରେ କନ୍ୟା ବିଦା ହୋଇଥାଏ। ତେବେ ଝାଡ଼ଖଣ୍ଡ ଉତ୍ତର ଛୋଟନାଗପୁର ଅଞ୍ଚଳରେ ରହିଛି ଏକ ପରମ୍ପରା। ଏଠାରେ ବିବାହର କିଛି ଦିନ ପୂର୍ବରୁ ବରଘର ଲୋକେ କନ୍ୟାଘରେ ପହଞ୍ଚିଥାନ୍ତି।

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ପ୍ରେମରେ ବିଫଳ ଏହିସବୁ କ୍ରିକେଟ୍‌ର

ନୂଆଦିଲ୍ଲୀ, ୨୧।୧: ଭାରତୀୟ କ୍ରିକେଟ ଦଳର ଷ୍ଟାର କ୍ରିକେଟରମାନେ ପଡିଆରେ ଯେତିକି ଲୋକପ୍ରିୟତା ଅର୍ଜନ କରିଛନ୍ତି ବ୍ୟକ୍ତିଗତ ଜୀବନକୁ ନେଇ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥାନ୍ତି। ଖାସ୍‌ ଭାବେ ପ୍ରେମ ସମ୍ପର୍କକୁ ନେଇ ଅତୀତରେ କିଛି କ୍ରିକେଟର ବେଶ୍‌ ଚର୍ଚ୍ଚାରେ ଥିଲେ।  

ପ୍ରାକୃତିକ ପେନ୍‌କିଲର

ପ୍ରାକୃତିକ ପେନ୍‌କିଲର

”ଆଜିର ଆଧୁନିକ ଚିକିତ୍ସା ବିଜ୍ଞାନରେ ଚିକିତ୍ସା ଦ୍ୱାରା କେତେକ ରୋଗରୁ ସାମୟିକ ଉପଶମ ମିଳୁଥିଲେ ମଧ୍ୟ ସମ୍ପୂର୍ଣ୍ଣ ଆରୋଗ୍ୟ ହେବା ଆଶା କ୍ଷୀଣ। କିନ୍ତୁ ଏପରି ଆୟୁର୍ବେଦ ଶାସ୍ତ୍ରରେ ଲକ୍ଷାଧିକ ଔଷଧ ଦ୍ରବ୍ୟର ବର୍ଣ୍ଣନା ରହିଅଛି ଯାହାକି ବ୍ୟକ୍ତିଙ୍କୁ ଜରାବ୍ୟାଧିରୁ ମୁକ୍ତି ଦେଇ ନୀରୋଗ କରିପାରିବ, ଏହା ମୁନି ଋଷିମାନଙ୍କ ଦିବ୍ୟ ଦୃଷ୍ଟି ଓ ସାଧନା ବଳରେ ସମ୍ଭବ ହୋଇପାରିଛି, ଯାହାକି ଦୁରାରୋଗ୍ୟ ବ୍ୟାଧି ମଧ୍ୟ ଚିର ଆରୋଗ୍ୟ ହୋଇପାରିବ।“

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିରେ ଗାଧୋଇଲେ ବିବାହ ହୁଏ ଶୀଘ୍ର...

ବର୍ଷା ପାଣିକୁ ଅତି ପବିତ୍ର ଭାବେ ବିବେଚନା କରାଯାଇଥାଏ। ତେବେ ଏହାର ବିଧିବଦ୍ଧ ଉପଯୋଗ ଦ୍ୱାରା ସୌଭାଗ୍ୟ ପ୍ରାପ୍ତି ହୋଇଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ଅଛି। 

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

କାହିଁକି ଫୁଲରେ ସଜାଯାଏ ନବବିବାହିତଙ୍କ ବେଡରୁମ୍‌

ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ହେଉଛି ଏକ ମଙ୍ଗଳ କାର୍ଯ୍ୟ। ଏହା ଶୁଦ୍ଧ ଓ ପବିତ୍ର। ଏଥିରେ ୨ଟି ଆତ୍ମାର ମିଳନ ହୋଇଥାଏ। ୨ଟି ଅପରିଚିତ ପରିବାର ମଧ୍ୟରେ ଗଢାହୁଏ ନିବିଡ ସମ୍ପର୍କ। ସେଥିପାଇଁ ହିନ୍ଦୁଘରେ ବିଭିନ୍ନ ରୀତିନୀତି ଦେଇ ବିବାହ କାର୍ଯ୍ୟ ସମ୍ପନ୍ନ କରାଯାଇଥାଏ। 

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ହାର୍ଟ ଆଟାକ୍‌ରୁ ଦୂରେଇ ରଖେ ନିୟମିତ ରକ୍ତଦାନ ...

ସମ୍ପ୍ରତି ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ହାର୍ଟ ଆଟାକ୍‌ ଭଳି ସମସ୍ୟା ଦେଖାଦେଇଥାଏ। ତେବେ ଏଥିରୁ ମୁକ୍ତି ପାଇବା ପାଇଁ ନିମୟିତ ରକ୍ତଦାନ କରିବା ଅବାଶ୍ୟକ ବୋଲି ମିସିଗାନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବାବେଳେ ଏହି ଅଙ୍ଗରେ ପ୍ରଥମେ ପାଣି ପକାଇବା ମନା କାହିଁକି...

ଗାଧୋଇବା ସମୟରେ କେତେକ ସାବଧାନତା ପ୍ରତି ଦୃଷ୍ଟି ହେବାର ରହିଛି ଆବଶ୍ୟକତା


ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ଯେଉଁଠି ସମ୍ବେଦନଶୀଳ ଅଙ୍ଗର ହୁଏ ନାମକରଣ

ପ୍ରଥା ପରମ୍ପରାକୁ ନେଇ ଶୁଣିବାକୁ ମିଳେ କେତେ କ’ଣ କଥା। ଆମେରିକାର ହାଓ୍ବାଇରେ ରହିଥିବା ଏମିତି ଏକ ପରମ୍ପରା ଅଜବ ଲାଗୁଥିଲେ ମଧ୍ୟ ଲୋକେ ଆଜିବି ଏହାକୁ ପାଳନ କରି ଆସୁଛନ୍ତି।

ଚିତ୍ରକର କଲା ବ୍ରେନ୍‌ଷ୍ଟ୍ରୋକ୍‌

ଚିତ୍ରକର କଲା ବ୍ରେନ୍‌ଷ୍ଟ୍ରୋକ୍‌

ଷ୍ଟ୍ରୋକ୍‌କୁ ସମସ୍ତେ ଡରନ୍ତି। କାରଣ ଷ୍ଟ୍ରୋକ୍‌ ହେବା ପରେ ହୁଏତ ବଞ୍ଚତ୍ବା ସମ୍ଭବ ନୁହେଁ। ମାତ୍ର କେନ୍‌ ଓ୍ବାଲଟର୍ସଙ୍କ ପାଇଁ ବ୍ରେନ୍‌ଷ୍ଟ୍ରୋକ୍‌ ଆଶୀର୍ବାଦ ସାବ୍ୟସ୍ତ ହୋଇଛି। 

ସ୍ମାର୍ଟ ୟୁନିଫର୍ମ

ସ୍ମାର୍ଟ ୟୁନିଫର୍ମ

ଦିନକୁ ଦିନ ପିଲାଙ୍କ ଉପରେ ବଢୁଛି ବିପଦ। ଘରେ, ବାହାରେ, ସ୍କୁଲରେ ସେମାନେ ଏବେ ଆଉ ନାହାନ୍ତି ସୁରକ୍ଷିତ। ତେଣୁ ପାଦେ ପାଦେ ମା’ବାପା ଚାହାନ୍ତି ତାଙ୍କ ଉପରେ ନଜର ରଖିବାକୁ।

୩.୭୮ କୋଟିର ଲିପ୍‌ ଆର୍ଟ

୩.୭୮ କୋଟିର ଲିପ୍‌ ଆର୍ଟ

ମେକ୍‌ଅପ୍‌ ହେବା ସବୁ ଝିଅଙ୍କୁ ଭଲ ଲାଗେ। ଧୀରେ ଧୀରେ ଏହି ମେକ୍‌ଅପ୍‌ ଆର୍ଟର ରୂପ ନେଇଗଲାଣି। ଠିକ୍‌ ଯେମିତି ନେଲ୍‌ ଆର୍ଟ, ହେୟାର ଷ୍ଟାଇଲ୍‌ ଆର୍ଟ, ଲିପ୍‌ ଆର୍ଟ ଆଦି। ଅଷ୍ଟ୍ରେଲିଆର ଜଣେ ଆର୍ଟିଷ୍ଟ ତ ଏହାକୁ ନେଇ ଓ୍ବାର୍ଲଡ୍‌ ରେକର୍ଡ ବି କରିଛନ୍ତି।