ଅନ୍ତର୍ଜାତୀୟ |

ହମ୍‌ଜା ଅପରେଶନ: ୯ ଆତଙ୍କବାଦୀ ମୃତ

ହମ୍‌ଜା ଅପରେଶନ: ୯ ଆତଙ୍କବାଦୀ ମୃତ
କାବୁଲ,୩।୨: ଆଫଗାନିସ୍ତାନର ପୂର୍ବ ନଙ୍ଗାହାର ଅଞ୍ଚଳରେ ଚାଲିଥିବା ହମ୍‌ଜା ଅପରେଶନରେ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ସହ ସଂପୃକ୍ତ ୯ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଇଏସ୍‌ ଆତଙ୍କବାଦୀ ଓ ଅନ୍ୟ ଆତଙ୍କବାଦୀଙ୍କ ମୂଳୋତ୍ପାଟନ କରିବା ପାଇଁ ନଙ୍ଗାହାରର ନିର୍ଜନ ଅଞ୍ଚଳରେ ହମ୍‌ଜା ଅପରେଶନ କରାଯାଇଥିବା ଆଫଗାନ ସେନା ପ୍ରକାଶ କରିଛି। ସୂଚନାଯୋଗ୍ୟ, ଗତ ସପ୍ତାହରେ ଚାଲିଥିବା ଏକ ଅପରେଶନରେ ଚପାହାରରୁ ତାଲିବାନ ଆତଙ୍କବାଦୀ ସଙ୍ଗଠନର ମୁଖ୍ୟଙ୍କୁ ଆଫଗାନ ପୋଲିସ୍‌ ଫୋର୍ସ ଗିରଫ କରିଥିଲା।
All Right Reserved By

ଅନ୍ତର୍ଜାତୀୟ |

ଚାଇନାରେ ଦେଖାଯିବ ୩ଟି ଚନ୍ଦ୍ରମା

ଚାଇନାରେ ଦେଖାଯିବ ୩ଟି ଚନ୍ଦ୍ରମା

ବେଜିଂ,୧୯।୧୦: ଆଗାମୀ ଦିନରେ ଚାଇନା ଆକାଶରେ ଗୋଟିଏ ନୁହେଁ ୩ଟି ଚାନ୍ଦ ଦେଖାଯିବ ବୋଲି ସୂଚନା ମିଳିଛି। ବିଜ୍ଞାନ କ୍ଷେତ୍ରରେ ଚାଇନା ଆଉ ୨ ପାଦ ଆଗକୁ ଯାଇ ଏମିତି ସଫଳତା ହାସଲ କରିବ ବୋଲି କହିଛି। 

ସଂସଦରେ ରିପୋର୍ଟ ଉପସ୍ଥାପନ କଲା ରୋବର୍ଟ

ସଂସଦରେ ରିପୋର୍ଟ ଉପସ୍ଥାପନ କଲା ରୋବର୍ଟ

ଲଣ୍ଡନ,୧୯।୧୦: ସାଧାରଣତଃ ସଂସଦରେ ରାଜନେତାମାନେ ରିପୋର୍ଟ ଉପସ୍ଥାପନ କରିଥାଆନ୍ତି। ହେଲେ ବ୍ରିଟେନ୍‌ ସଂସଦରେ ଦେଖିବାକୁ ମିଳିଛି ଏକ ଭିନ୍ନ ଚିତ୍ର। ଯାହାକୁ ଦେଖି ଲୋକେ ପ୍ରଧାନମନ୍ତ୍ରୀଙ୍କୁ ପରିହାସ କରିଛନ୍ତି। 

ବ୍ରହ୍ମପୁତ୍ର ପାଣି ରୋକିଲା ଚାଇନା

ବ୍ରହ୍ମପୁତ୍ର ପାଣି ରୋକିଲା ଚାଇନା

ନୂଆଦିଲ୍ଲୀ/ବେଜିଂ,୧୯।୧୦: ଚାଇନା ଭାରତ ସୀମା ଭିତରକୁ ପଶିବା ଜାରି ରଖିଛି। ଏବେ ଜାଣିଶୁଣି ବ୍ରହ୍ମପୁତ୍ର ନଦୀର ପାଣି ଭାରତକୁ ଚାଇନା ନ ଛାଡିବା ପାଇଁ ଆରମ୍ଭ କରିଛି ନୂଆ ଯୋଜନା। 

ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା ମାମଲା: ୧୧୬ ପୋଲିସ କର୍ମଚାରୀ ନିଲମ୍ବିତ

ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା ମାମଲା: ୧୧୬ ପୋଲିସ କର୍ମଚାରୀ ନିଲମ୍ବିତ

ଇସଲାମାବାଦ୍‌,୧୮।୧୦: ପ୍ରଦର୍ଶନକାରୀଙ୍କ ଉପରେ ଗୁଳି ଚାଳନା ମାମଲାରେ ପାକିସ୍ତାନରେ ୧୧୬ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୨୦୧୪ରେ ବିରୋଧ ପ୍ରଦର୍ଶନ କରୁଥିବା ଲୋକଙ୍କ ଉପରେ ପୋଲିସ ଆଖିବୁଜା ଗୁଳି ଚଳାଇଥିଲା। 

୧୧ ଭାରତୀୟ ଧୀବରଙ୍କୁ ଗିରଫ କଲା ପାକିସ୍ତାନ

୧୧ ଭାରତୀୟ ଧୀବରଙ୍କୁ ଗିରଫ କଲା ପାକିସ୍ତାନ

ଅହମ୍ମଦାବାଦ୍‌/ଇସଲାମାବାଦ୍‌, ୧୮।୧୦: ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବା ଅଭିଯୋଗରେ ପାକିସ୍ତାନ ୧୧ ଭାରତୀୟ ଧୀବରଙ୍କୁ ଗିରଫ କରିଛି। 

ଆମେରିକା ବାୟୁସେନା ପକ୍ଷରୁ ଆତଙ୍କବାଦୀ ଶିବିରକୁ ଆକ୍ରମଣ: ୬୦ ଆତଙ୍କବାଦୀ ମୃତ

ଆମେରିକା ବାୟୁସେନା ପକ୍ଷରୁ ଆତଙ୍କବାଦୀ ଶିବିରକୁ ଆକ୍ରମଣ: ୬୦ ଆତଙ୍କବାଦୀ ମୃତ

ନ୍ୟୁୟର୍କ, ୧୭।୧୦: ଆମେରିକା ବାୟୁସେନା ପକ୍ଷରୁ ସୋମାଲିଆରେ ଥିବା କୁଖ୍ୟାତ ଅଲ-ଶବାରର ଶିବିର ପକ୍ଷରୁ ଆକ୍ରମଣ କରାଯାଇଛି।

 ୭ ବର୍ଷ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଇମ୍ରାନ୍‌ଙ୍କୁ ଫାଶୀ

୭ ବର୍ଷ ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତ ଇମ୍ରାନ୍‌ଙ୍କୁ ଫାଶୀ

ଇସଲାମାବାଦ,୧୭।୧୦: ପାକିସ୍ତାନରେ ଜଣେ ୭ ବର୍ଷ ବୟସ୍କା ନାବାଳିକା ଜୈନାବ୍‌ ଅନସାରୀଙ୍କୁ ବଳାତ୍କାର ଏବଂ ହତ୍ୟା ଅଭିଯୋଗରେ ଅଭିଯୁକ୍ତ ଇମ୍ରାନ୍‌ ଅଲ୍ଲୀଙ୍କୁ ବୁଧବାର ଫାଶୀ ଦିଆଯାଇଛି।

ଆନ୍ନା ବର୍ନସ୍‌ଙ୍କୁ ବୁକର ପୁରସ୍କାର

ଆନ୍ନା ବର୍ନସ୍‌ଙ୍କୁ ବୁକର ପୁରସ୍କାର

ନୂଆଦିଲ୍ଲୀ/ଡବଲିନ୍‌,୧୭।୧୦: ଉତ୍ତର ଅୟାରଲାଣ୍ଡ ଲେଖିକା ଆନ୍ନା ବର୍ନସ୍‌ଙ୍କୁ ୨୦୧୮ ପାଇଁ ମିଳିଛି ବୁକର ପୁରସ୍କାର। ତାଙ୍କ ରଚିତ ପୁସ୍ତକ ‘ମିଲ୍କମ୍ୟାନ୍‌’ ପାଇଁ ଏହି ସମ୍ମାନ ପ୍ରଦାନ କରାଯାଇଛି। 

ୟୁଟ୍ୟୁବ୍‌ ସର୍ଭର ଡାଉନ୍‌

ୟୁଟ୍ୟୁବ୍‌ ସର୍ଭର ଡାଉନ୍‌

ନୂଆଦିଲ୍ଲୀ/ ଓ୍ବାଶିଂଟନ,୧୭।୧୦: ସାରା ପୃଥିବୀରେ ବୁଧବାର ସକାଳ ୬ଟା ୩୦ରୁ ସୋସିଆଲ୍‌ ମିଡ଼ିଆ ୟୁଟ୍ୟୁବ୍‌ର ସର୍ଭର ଡାଉନ୍‌ ରହିଛି। ଏହାକୁ ଠିକ୍‌ କରାଯାଇଥିବା ନେଇ ୟୁଟ୍ୟୁବ୍‌ ପକ୍ଷରୁ  କୁହାଯାଇଥିଲେ ମଧ୍ୟ ଏହା ସ୍ବାଭାବିକ ଭାବେ କାମ କରୁ ନ ଥିବା କୁହାଯାଉଛି। 

ଭାରତ-ତାଞ୍ଜାନିଆ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ଭାରତ-ତାଞ୍ଜାନିଆ ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ

ନୂଆଦିଲ୍ଲୀ/ଡୋଡୋମା,୧୬।୧୦: ବୈଦେଶିକ ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଓ ତାଞ୍ଜାନିଆର ବୈଦେଶିକ ମନ୍ତ୍ରୀ ଡ. ଅଗଷ୍ଟାଇନ୍‌ ପି ମହିଗାଙ୍କ ଉପସ୍ଥିତିରେ ଦୁଇ ଦେଶ ମଧ୍ୟରେ ଏକ ଚୁକ୍ତି ସ୍ବାକ୍ଷରିତ ହୋଇଛି।

ଡାଟା ଚୋରି: ଦ୍ୱିତୀୟ ସ୍ଥାନରେ ଭାରତ

ଡାଟା ଚୋରି: ଦ୍ୱିତୀୟ ସ୍ଥାନରେ ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୧୦: ପୃଥିବୀରେ ଡାଟା ଚୋରି ଘଟଣା ବଢ଼ିବାରେ ଲାଗିଛି। ଡାଟା ଚୋରି ଘଟଣାରେ ଭାରତ ପୃଥିବୀରେ ଦ୍ୱିତୀୟସ୍ଥାନ ହାସଲ କରିଛି। 

ଖାଦ୍ୟ ସୁରକ୍ଷା ଏବେ ବି ଅପହଞ୍ଚ: ପୃଥିବୀରେ ୮୨ କୋଟି ଭୋକିଲା

ଖାଦ୍ୟ ସୁରକ୍ଷା ଏବେ ବି ଅପହଞ୍ଚ: ପୃଥିବୀରେ ୮୨ କୋଟି ଭୋକିଲା

ନୂଆଦିଲ୍ଲୀ/ଜେନେଭା, ୧୬।୧୦: ଅକ୍ଟୋବର ୧୬ରେ ପାଳିତ ହେଉଛି ବିଶ୍ୱ ଖାଦ୍ୟ ଦିବସ। ତେବେ ୨୦୧୮ କ୍ଷୁଧା ସୂଚକାଙ୍କରେ ପ୍ରକାଶ ପାଇଛି ଯେ, ପୃଥିବୀରେ ଏବେ ମଧ୍ୟ ୮୨ କୋଟି ଲୋକ ଭୋକିଲା ରହିଛନ୍ତି।