ଜୀବନଚର୍ଯ୍ୟା |

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ତରଭୁଜ

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ତରଭୁଜ
ତରଭୁଜରେ ରହିଛି ଅନେକ ଉପକାରୀ ଗୁଣ। ଖରାଦିନରେ ପ୍ରଚୁର ପରିମାଣରେ ମିଳୁଥିବା ଏହି ଫଳ ଆମକୁ ସୁସ୍ଥ ରଖିବାରେ ବେଶ୍‌ ସହାୟକ ହୋଇଥାଏ। *ତରଭୁଜ ଖାଇଲେ ହୃଦରୋଗ ହୋଇ ନଥାଏ। ଏହା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ସହ ଦୃଷ୍ଟି ଶକ୍ତି ବୃଦ୍ଧି କରିଥାଏ। *ଏଥିରେ କମ୍‌ କ୍ୟାଲୋରି ଥିବାରୁ ଓଜନ ହ୍ରାସ କରିବାରେ ଏହା ସହାୟକ ହୋଇଥାଏ। *ତରଭୁଜରେ ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌ ଓ ଆମିନୋ ଏସିଡ୍‌ ଭରପୂର ମାତ୍ରାରେ ଥିବାରୁ ଏହ ଆମକୁ ଉଚ୍ଚ ରକ୍ତଚାପଠାରୁ ଦୂରେଇ ରଖିଥାଏ। * ତରଭୁଜରେ ରହିଛି ଭିଟାମିନ୍‌ ବି-୬, ଯାହା ଆମ ମନକୁ ପ୍ରଫୁଲ୍ଲ ରଖିବାରେ ସହାୟକ ହୋଇଥାଏ। ଶରୀରରେ ହରମୋନ୍‌ ସ୍ତରକୁ ନିୟନ୍ତ୍ରଣରେ ରଖିଥାଏ। *ଏଥିରେ ଥିବା ଭିଟାମିନ୍‌-ଏ ଆପଣଙ୍କ ମାଢିକୁ ମଜଭୁତ ରଖିବା ସହ ଚର୍ମର ଚମକ ବୃଦ୍ଧି କରିଥାଏ।
All Right Reserved By

ଜୀବନଚର୍ଯ୍ୟା |

ବାର୍ଦ୍ଧକ୍ୟ ଠାରୁ  ଦୂରେଇ ରହିବାକୁ ଚାହୁଁଛନ୍ତି, ସକାଳେ ପିଅନ୍ତୁ ଅଧାକପ୍‌ ସପୁରୀ ରସ

ବାର୍ଦ୍ଧକ୍ୟ ଠାରୁ ଦୂରେଇ ରହିବାକୁ ଚାହୁଁଛନ୍ତି, ସକାଳେ ପିଅନ୍ତୁ ଅଧାକପ୍‌ ସପୁରୀ ରସ

ସପୁରୀ କେବଳ ସୁସ୍ବାଦୁ ନୁହେଁ ଏହା ଔଷଧୀୟ ଗୁଣରେ ମଧ୍ୟ ଭରପୁର। ସପୁରୀରେ ଭିଟାମିନ ବି-୧, ବି-୨, ବି-୩, ବି-୫, ଭିଟାମିନ-ସି ପ୍ରଚୁର ପରିମାଣରେ ଅଛି। 

ବିବାହ ପୂର୍ବରୁ ସାଥୀଙ୍କୁ ଏପରି ନିଅନ୍ତୁ ପରଖି

ବିବାହ ପୂର୍ବରୁ ସାଥୀଙ୍କୁ ଏପରି ନିଅନ୍ତୁ ପରଖି

ବିବାହ ଯୁବତୀ ଯୁବକଙ୍କ ପାଇଁ ଜୀବନର ଏକ ବହୁ ପ୍ରତୀକ୍ଷିତ ମୁହୂର୍ତ୍ତ। ତେଣୁ ବିବାହ ପୂର୍ବରୁ ଜାତକ ମିଳାଇବା ଯେତିକି ଜରୁରୀ ବିଭିନ୍ନ ମେଡିକାଲ ଟେଷ୍ଟ କରାଇନେବା ମଧ୍ୟ ସେତିକି ଜରୁରୀ ।

ପେଟ କମାଇବା ଲାଗି ସକାଳେ କରନ୍ତୁ ଏହି ଓ୍ବାର୍କଆଉଟ

ପେଟ କମାଇବା ଲାଗି ସକାଳେ କରନ୍ତୁ ଏହି ଓ୍ବାର୍କଆଉଟ

ଆଜିକାଲି ମେଦବହୁଳତା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଅତ୍ୟାଧୁନିକ ଜୀବନଶୈଳୀ ଏବଂ ଅନିୟମିତ ତଥା ଅଧିକ କ୍ୟାଲୋରୀଯୁକ୍ତ ଖାଦ୍ୟଗ୍ରହଣ ଏହାର ମୁଖ୍ୟ କାରଣ ବୋଲି ଗବେଷଣାରୁ ଜଣାପଡ଼ିଛି। ଏଥିଲାଗି ମଣିଷ ରୋଗଗ୍ରସ୍ତ ହେବା ସହ ଶରୀରର ଆକାରରେ ପରିବର୍ତ୍ତନ ହେଉଛି। 

ମେଦବହୁଳତାକୁ ଦୁରେଇ ରହିବା ପାଇଁ ସକାଳେ କରନ୍ତୁ ୧୦ ମିନିଟ ଧ୍ୟାନ

ମେଦବହୁଳତାକୁ ଦୁରେଇ ରହିବା ପାଇଁ ସକାଳେ କରନ୍ତୁ ୧୦ ମିନିଟ ଧ୍ୟାନ

ଧ୍ୟାନ ଦ୍ୱାରା ମେଦବହୁଳତା ଦୂର ହୁଏ। ପ୍ରତିଦିନ ଅଭ୍ୟାସ କରି ୧୦ ମିନିଟ ଧ୍ୟାନ କଲେ ମିଳିଥାଏ ସୁଫଳ। 

ପ୍ରାଥମିକ ଉପଚାର

ପ୍ରାଥମିକ ଉପଚାର

କାର୍ଯ୍ୟବ୍ୟସ୍ତତା ମଧ୍ୟରେ ନିଜ ସ୍ବାସ୍ଥ୍ୟ ପ୍ରତି ଅବହେଳା କରିବା ଏବଂ ଶାରୀରିକ ଯନ୍ତ୍ରଣା ଅଧିକ ହେଲେ ଡାକ୍ତରଙ୍କ ବିନା ପରାମର୍ଶରେ ମନଇଚ୍ଛା ପେନ୍‌କିଲର୍‌ ଖାଇନେବାର ଅଭ୍ୟାସ ପ୍ରାୟ ଅଧିକାଂଶ ମହିଳାଙ୍କର ରହିଛି ।

ବର୍ଷାରେ ଶିଶୁର ଯତ୍ନ

ବର୍ଷାରେ ଶିଶୁର ଯତ୍ନ

ବର୍ଷାଦିନେ ପାଣି, ସନ୍ତସନ୍ତିଆ ଥଣ୍ଡା ପାଗ ସାଧାରଣତଃ କାହାରିକୁ ଭଲ ଲାଗି ନ ଥାଏ। ତେବେ ଏସବୁର ସବୁଠୁ ଅଧିକ ନକାରାତ୍ମକ ପ୍ରଭାବ ପଡିଥାଏ ଶିଶୁଙ୍କ ଉପରେ । ବିଶେଷକରି ସେମାନଙ୍କ ତ୍ୱଚା ଏଥିରେ ବେଶି ପ୍ରଭାବିତ ହୋଇଥାଏ। ତେଣୁ ଏଦିନେ ଶିଶୁଙ୍କ ତ୍ୱଚାର କିପରି ଯତ୍ନ ନେବେ ଜାଣି ରଖନ୍ତୁ ଟିପ୍ସ...

ସୌନ୍ଦର୍ଯ୍ୟ ଓ ପୁଦିନା ପତ୍ର

ସୌନ୍ଦର୍ଯ୍ୟ ଓ ପୁଦିନା ପତ୍ର

ପୁଦିନା କେବଳ ଖାଦ୍ୟର ସ୍ବାଦ ବଢାଇ ନ ଥାଏ ବରଂ ଏଥିରେ ଭରି ରହିଥିବା ଉପାଦାନ ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ବି ବରଦାନ ସଦୃଶ...

କେମିତି କରିବେ ଜଗିଂ

କେମିତି କରିବେ ଜଗିଂ

ଆଜିକାଲି ଲୋକେ ଫିଟ୍‌ ରହିବା ପାଇଁ ତଥା ମେଦବହୁଳତାରୁ ରକ୍ଷା ପାଇବାକୁ  ଜଗିଂ କରୁଥିବା ଦେଖାଯାଉଛି। ହେଲେ ଠିକ୍‌ ଉପାୟରେ ଜଗିଂ ନ କରିବା ଫଳରେ ଅନେକ ସମସ୍ୟା ଦେଖାଦେଇଥାଏ। ତେଣୁ ଜଗିଂ କରିବାର ସରଳ ଉପାୟ ବିଷୟରେ ଜାଣି ରଖିବା ନିହାତି ଆବଶ୍ୟକ।

ତିଆରି ହେବ ପ୍ଲାଷ୍ଟିକ୍‌ ଗଁ।

ତିଆରି ହେବ ପ୍ଲାଷ୍ଟିକ୍‌ ଗଁ।

ଆଗାମୀ ଦିନରେ ଘର ତିଆରି ପାଇଁ ଆଉ ଇଟାର ବ୍ୟବହାର ହେବ ନାହିଁ। ପ୍ଲାଷ୍ଟିକରେ ନିର୍ମାଣ କରାଯିବ ଘର। ଘରେ ବ୍ୟବହାର କରାଯାଉଥିବା ପ୍ଲାଷ୍ଟିକ ବୋତଲରେ ଏପରି ହାଲକା ଘର  ତିଆରି କରିବା ପାଇଁ ପାନାମାରେ  ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। 

କାହିଁକି ଫୁଲରେ ସଜାଯାଏ ଘର ଏହି ରାତିରେ...

କାହିଁକି ଫୁଲରେ ସଜାଯାଏ ଘର ଏହି ରାତିରେ...

ବାହାଘର ନେଇ ଉଭୟ ଯୁବତୀଯୁବକଙ୍କ ମନରେ ରହିଥାଏ ଅନେକ ସ୍ବପ୍ନ। ଏହା ଉଭୟଙ୍କ ପାଇଁ ଏକ ନୂତନ ଅଭିଜ୍ଞତା ଆଣିଥାଏ। ବାହାଘରର ଚାରି ଦିନ ପରେ ଚତୁର୍ଥୀ ରାତି ପାଳିତ ହୋଇଥାଏ। 

ଡିଜେଲ ଇଞ୍ଜିନ୍‌ ଧୂଆଁ ଓ ଆଜ୍‌ମା

ଡିଜେଲ ଇଞ୍ଜିନ୍‌ ଧୂଆଁ ଓ ଆଜ୍‌ମା

ଡିଜେଲ ଇଞ୍ଜିନ୍‌ ଧୂଆଁ ଯୋଗୁ ପରିବେଶ ପ୍ରଦୂଷିତ ହୋଇଥାଏ। ଏଭଳି ଧୂଆଁ ସଂସ୍ପର୍ଶରେ ବାରମ୍ବାର ଆସିଲେ ତାହା ଆଜ୍‌ମା ସମସ୍ୟାକୁ ଡାକି ଆଣିଥାଏ। କେବଳ ସେତିକି ନୁହେଁ, ଏହାର ଖରାପ ପ୍ରଭାବ ଫୁସ୍‌ଫୁସ୍‌ ଉପରେ ପଡ଼ିଥାଏ।

ସ୍ମାର୍ଟ ଫୋନ୍‌ ବ୍ୟବହାର ଦୃଷ୍ଟିଶକ୍ତିକୁ ପ୍ରଭାବିତ କରେ

ସ୍ମାର୍ଟ ଫୋନ୍‌ ବ୍ୟବହାର ଦୃଷ୍ଟିଶକ୍ତିକୁ ପ୍ରଭାବିତ କରେ

ଆଜିକାଲି ସ୍ମାର୍ଟ ଫୋନ୍‌ ବ୍ୟବହାର ସତେଯେମିତି ଦୈନନ୍ଦିନ ଜୀବନର ଅନ୍ୟତମ ପ୍ରମୁଖ କାମ ପାଲଟି ଯାଇଛି। ଅନ୍ୟପକ୍ଷରେ ଏହାଦ୍ୱାରା ଅନେକ କାମ ଅନାୟାସରେ ଏବଂ କମ ସମୟରେ ହୋଇପାରୁଛି।