ଡେରାଡୁନ୍‌ରେ ଆର୍‌ଏସ୍‌ଏସ୍‌ ଖୋଲିବ ଆଧୁନିକ ମଦ୍ରାସା

ଡେରାଡୁନ୍‌,୨୨।୫: ଆର୍‌ଏସ୍‌ଏସ୍‌ ପକ୍ଷରୁ ଡେରାଡୁନ୍‌ରେ ଆଧୁନିକ ମଦ୍ରାସା ଖୋଲିବା ଯୋଜନା କରାଯାଇଛି। ଆର୍‌ଏସ୍‌ଏସ୍‌ର ମୁସଲମାନ୍‌ ମଞ୍ଚ ଶାଖା ପକ୍ଷରୁ ଏନେଇ ଉଦ୍ୟମ ଆରମ୍ଭ ହୋଇଛି। ମଦ୍ରାସା ପାଇଁ ଆବଶ୍ୟକ ଜମି ମଧ୍ୟ ଆବଣ୍ଟନ...

ଟଙ୍କାଏରେ ହେବ ଅନ୍ତିମ ସଂସ୍କାର

ହାଇଦ୍ରାବାଦ୍‌,୨୨।୫: ପୂର୍ବରୁ ଟଙ୍କାଏରେ ଖାଦ୍ୟ ଯୋଜନା ଆରମ୍ଭ ହୋଇଥିଲା। ତେବେ ଏବେ ତେଲେଙ୍ଗାନାର କରିମ୍‌ନଗର ନଗର ନିଗମ ପକ୍ଷରୁ ଆରମ୍ଭ ହୋଇଛି ଏକ ନିଆରା ଯୋଜନା। ଏହା ଦେଶରେ ପ୍ରଥମକରି ଆରମ୍ଭ ହୋଇଥିବା...

ଥରିଲା ଆଣ୍ଡାମାନ

ପୋର୍ଟବ୍ଲେୟାର,୨୨।୫: ଆଣ୍ଡାମାନ ନିକୋବରରେ ବୁଧବାର ଭୂକମ୍ପ ଅନୁଭୁତ ହୋଇଛି। ଭୋର୍‌ ୬ଟା ୯ରେ ଏଠାରେ ଭୂକମ୍ପ ହୋଇଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୫.୮ ଥିବାଭାରତୀୟ ଭୂବିଜ୍ଞାନ ସଂସ୍ଥା ପକ୍ଷରୁ କୁହାଯାଇଛି। ଭୋର୍‌...

ମହାରାଣୀଙ୍କ ପାଖରେ ଚାକିରି କଲେ ମାସକୁ ଦରମା ୨୬ ଲକ୍ଷ

ଲଣ୍ଡନ,୨୨।୫: ମାସକୁ ଦରମା ୨୬ ଲକ୍ଷ। ଶୁଣିଲେ ଯେକେହି ଚକିତ ହୋଇଯିବେ। ତେବେ ଏହା ସତ୍ୟ ବ୍ରିଟେନ୍‌ ମହରାଣୀ ଏଲିଜାବେଥ୍‌ଙ୍କ ରୟାଲ ହାଉସ୍‌ରେ ଏଭଳି ଏକ ଚାକିରିର ସୁଯୋଗ ରହିଛି। ମହାରାଣୀ ଜଣେ...

ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍‌ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା

କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍‌ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି।...

ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍‌କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ।...

ପାକିସ୍ତାନୀ ବୋଟ୍‌ରୁ ୬୦୦ କୋଟିର କୋକେନ୍‌ ଜବତ

ନୂଆଦିଲ୍ଲୀ,୨୨ା୫: ଭାରତୀୟ ତଟରକ୍ଷୀ ବାହିନୀ ମଙ୍ଗଳବାର ଗୁଜରାଟ ଉପକୂଳରେ ଏକ ପାକିସ୍ତାନୀ ବୋଟ୍‌କୁ ପିଛା କରି ସେଥିରୁ ୬୦୦ କୋଟି ଟଙ୍କା ମୂଲ୍ୟର କୋକେନ୍‌ ଜବତ କରିଛି। ଉକ୍ତ ବୋଟ୍‌ରେ ଥିବା ୬...

ଶାହଙ୍କ ଡିନର୍‌ ପାର୍ଟି

ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍‌ଜିଟ୍‌ ପୋଲ ମଧ୍ୟରୁ ୧୨ଟି ଏନ୍‌ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର ଗଠନ ପାଇଁ ମେଣ୍ଟ ରଣନୀତି...

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି...

ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ

ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ...

ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ: ସୀମାରେ ରହିବ କଡ଼ା ନଜର

ଶ୍ରୀହରିକୋଟା,୨୨।୫: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶ୍ରୀହରିକୋଟାଠାରୁ ବୁଧବାର ରିସାଟ୍‌-୨-ବି ଉପଗ୍ରହର ସଫଳ ଉତ୍‌କ୍ଷେପଣ କରାଯାଇଛି। ଏହା ପିଏସ୍‌ଏଲ୍‌ଭି-ସି-୪୬ରୁ ଉତ୍‌କ୍ଷେପଣ କରାଯାଇଛି। ଏହି ରାଡାର ଇମେଜିଂ ଆର୍ଥ ସାଟେଲାଇଟ୍‌ ଭୋର୍‌ ୫ଟା ୨୭ରେ ମହାକାଶକୁ ଉତ୍‌କ୍ଷେପଣ କରାଯାଇଛି।...

କୁଲଗାମ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର ୨୨।୫: ଜମ୍ମୁ-କଶ୍ମୀର କୁଲଗାମ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ଗୋପାଲପୋରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ ଘେରାବନ୍ଦୀ ଆରମ୍ଭ କରିଥିଲେ। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା।...

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ...

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା ପାଇଁ ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ପ୍ରଧାନ...

ପ୍ରଶ୍ନପତ୍ରରେ ରହିବ ସିକ୍ରେଟ୍‌ କୋଡ୍‌

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ଯୋଜନା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଆସନ୍ତାବର୍ଷଠାରୁ ରାଜ୍ୟର ସବୁ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ଲାଗିବ...

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ...

ସ୍ବତନ୍ତ୍ର ବୋଲିଂ ଶୈଳୀଯୋଗୁ ବୁମ୍‌ରା ଭିନ୍ନ : ଥମ୍ପସନ

ନୂଆଦିଲ୍ଲୀ, ୨୧।୫(ପି.ଟି.)-ଦ୍ରୁତ ବୋଲିଂ ମାଧ୍ୟମରେ ନିଜ ସମୟରେ ବିଶ୍ୱର ବ୍ୟାଟ୍ସମ୍ୟାନମାନଙ୍କୁ ଭୟଭୀତ କରାଇ ପାରିଥିବା ଇଂଲଣ୍ଡର ଜେଫ୍‌ ଥମ୍ପସନ ଏବେ ଭାରତର ଯଶପ୍ରୀତ ବୁମ୍‌ରାଙ୍କ ପ୍ରଦର୍ଶନରେ ବେଶ୍‌ ପ୍ରଭାବିତ। ନିଜ ପେସ୍‌ ମାଧ୍ୟମରେ ବିପକ୍ଷ ଦଳକୁ କ୍ଷତି ପହଞ୍ଚାଇବାର ଦକ୍ଷତା...

ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ।...

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି।...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଅପରାଧ

Video News

HSC results on May 21

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur