ରାଜ୍ୟ |

ଉପକୂଳରେ ବର୍ଷା ସମ୍ଭାବନା: ଓଡ଼ିଶା, ଛତିଶଗଡ଼ ଉପରେ ଟ୍ରପ୍‌ଲାଇନ

ଉପକୂଳରେ ବର୍ଷା ସମ୍ଭାବନା: ଓଡ଼ିଶା, ଛତିଶଗଡ଼ ଉପରେ ଟ୍ରପ୍‌ଲାଇନ
ଭୁବନେଶ୍ୱର, ୧୩।୨(ବ୍ୟୁରୋ)- ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉପକୂଳ ଓଡିଶାର କେତେକ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା ଆଦି ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ କୁଆପଥର ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଓଡିଶା ଏବଂ ଛତିଶଗଡ ଉପରେ ଏକ ଟ୍ରପ୍‌ଲାଇନ ରହିଛି। ତେବେ ଜଳୀୟ ବାଷ୍ପ ପର୍ଯ୍ୟାପ୍ତ ନ ଥିବାରୁ ଅଧିକ ବର୍ଷା ହେବ ନାହିଁ। ବର୍ଷା ପରିମାଣ କେବଳ ୫ରୁ ୭ ମିଲିମିଟର ମଧ୍ୟରେ ସୀମିତ ରହିବ ବୋଲି ଅନୁମାନ କରାଯାଇଛି। ଓଡିଶା ଉପରେ ଜେଟଷ୍ଟ୍ରିମ ନାମକ ଏକ ବାୟୁ ପ୍ରବାହ ହେଉଛି। ଭୂପୃଷ୍ଠଠାରୁ ୧୨/୧୩ କି.ମି. ଉପରେ ଏହା ପ୍ରବାହିତ ହେଉଛି। ଅଧିକ ଉଚ୍ଚରେ ଏହି ବାୟୁ ପ୍ରବାହିତ ହେଉଥିବାରୁ ପ୍ରଚୁର ଜଳୀୟ ବାଷ୍ପ ଆଣୁଥିଲେ ମଧ୍ୟ ତାହା ଟ୍ରପ୍‌ଲାଇନକୁ ସହାୟକ ହୋଇପାରୁ ନାହିଁ। ଫଳରେ ବର୍ଷା ହେଉନାହିଁ। ଆଭ୍ୟନ୍ତରୀଣ ଓଡିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ଯୋଗୁ ଗତ କିଛିଦିନ ହେବ ରାଜ୍ୟରେ ତାତି କମିଛି। ଆସନ୍ତା ୧୫ ତାରିଖ ଯାଏ ତାତି ବଢିବ ନାହିଁ। ୧୭ ତାରିଖରୁ ପାରଦ ପୁଣି ଉପରମୁହାଁ ହେବ ବୋଲି ପୂର୍ବାନୁମାନ କରାଯାଇଛି। ମଙ୍ଗଳବାର ମାଲକାନଗରିରେ ସର୍ବୋଚ୍ଚ ତାପମାତ୍ରା ୩୫.୪ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଅନୁଗୋଳ ଓ ତାଳଚେରରେ ସର୍ବୋଚ୍ଚ ତାପମାତ୍ରା ୩୩.୧ ଡିଗ୍ରୀ ରହିଛି।
All Right Reserved By

ରାଜ୍ୟ |

ଭାଜପା ମହିଳା ମୋର୍ଚ୍ଚାର ଲାଲଚୁଡ଼ି ପ୍ରତିବାଦ: ସଚିବାଳୟ ଗେଟ୍‌ରେ ବାନ୍ଧିଲେ ଚୁଡ଼ି

ଭାଜପା ମହିଳା ମୋର୍ଚ୍ଚାର ଲାଲଚୁଡ଼ି ପ୍ରତିବାଦ: ସଚିବାଳୟ ଗେଟ୍‌ରେ ବାନ୍ଧିଲେ ଚୁଡ଼ି

ଭୁବନେଶ୍ୱର,୨୧ା୧ (ବ୍ୟୁରୋ)- ରାଜ୍ୟରେ ମହିଳାଙ୍କ ଉପରେ ବଢ଼ୁଛି ନିର୍ଯାତନା। ଶିଶୁକନ୍ୟାଠାରୁ ଆରମ୍ଭ କରି ନାବାଳିକା, ଯୁବତୀ, ମହିଳାମାନେ ବଳାତ୍କାର ଓ ହତ୍ୟାର ଶିକାର ହେଉଛନ୍ତି।

ସ୍କୁଲ୍‌ ମାଲିକାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସ୍କୁଲ୍‌ ମାଲିକାଣୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୨୧ା୧ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ସାଲିଆ ସାହି ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘରୁ ପୋଲିସ ଉଦ୍ଧାର କରିଛି। ମହିଳା ଜଣକ ହେଲେ ତ୍ରିନାଥ ବେହେରାଙ୍କ ସ୍ତ୍ରୀ ଯଶୋବନ୍ତୀ (୪୩)। ଯଶୋବନ୍ତୀ ମହାବୀର ନଗରରେ ଏକ ଘରୋଇ ସ୍କୁଲ୍‌ ଖୋଲି ନିଜେ ପଢ଼ାଉଥିଲେ।

ଏଏସ୍‌ଓ ପରୀକ୍ଷାରୁ ଦିବ୍ୟାଙ୍ଗ ବଞ୍ଚତ୍ତ ହେବା ଘଟଣା: ପୁନଃ ପରୀକ୍ଷା ସୁଯୋଗ ଦାବିରେ ବିକ୍ଷୋଭ

ଏଏସ୍‌ଓ ପରୀକ୍ଷାରୁ ଦିବ୍ୟାଙ୍ଗ ବଞ୍ଚତ୍ତ ହେବା ଘଟଣା: ପୁନଃ ପରୀକ୍ଷା ସୁଯୋଗ ଦାବିରେ ବିକ୍ଷୋଭ

ଭୁବନେଶ୍ୱର,୨୧ା୧ (ବ୍ୟୁରୋ)- ରବିବାର ରାଜ୍ୟର ୪୮୪ କେନ୍ଦ୍ରରେ ପ୍ରାୟ ୯୦ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଏଏସ୍‌ଓ (ଆସିଷ୍ଟାଣ୍ଟ୍‌ ସେକ୍ସନ ଅଫିସର) ପରୀକ୍ଷା ଦେଇଛନ୍ତି। ତେବେ ଏହି ପରୀକ୍ଷାରେ ନାନା ବିଭ୍ରାଟ ହୋଇଥିବା ଅଭିଯୋଗ ଆଣିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)। ଦିବ୍ୟାଙ୍ଗ ପରୀକ୍ଷାର୍ଥତ୍ ସାଙ୍ଗରେ ସ୍କ୍ରାଇବ ନେବାର ନିୟମ ଥିଲେ ମଧ୍ୟ ଓପିଏସ୍‌ସି ଅନୁମତି ମିଳି ନ ଥିଲା। 

‘ହେଲ୍‌ଥ ମେଡିକନ୍‌’ ଉଦ୍‌ଘାଟିତ: ଭାରତୀୟ ଚିକିତ୍ସା ଉପରେ ବ୍ୟାପକ ଗବେଷଣା ହେଉ

‘ହେଲ୍‌ଥ ମେଡିକନ୍‌’ ଉଦ୍‌ଘାଟିତ: ଭାରତୀୟ ଚିକିତ୍ସା ଉପରେ ବ୍ୟାପକ ଗବେଷଣା ହେଉ

ଭୁବନେଶ୍ୱର, ୨୧।୧(ବ୍ୟୁରୋ)- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ଠାରେ ସୋମବାର ପ୍ରଥମ ଆନ୍ତର୍ଜାତିକ ସ୍ବାସ୍ଥ୍ୟ ସମ୍ମିଳନୀ ‘ହେଲ୍‌ଥ ମେଡିକନ୍‌-୨୦୧୯’ ଉଦ୍‌ଘାଟିତ ହୋଇଛି। ଇଣ୍ଡିଆନ ପ୍ରୋକ୍ଟୋଲୋଜି ସୋସାଇଟି (ଆଇପିଏସ୍‌) ଏବଂ ଓୟୁଏଟି ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଉଦ୍‌ଘାଟନ କରିଛନ୍ତି। 

ସାନିଟାରି ନାପ୍‌କିନ୍‌ ଭେଣ୍ଡିଙ୍ଗ ମେଶିନ ସଂଖ୍ୟା ବଢ଼ାଇବ ପୂର୍ବତଟ ରେଳପଥ

ସାନିଟାରି ନାପ୍‌କିନ୍‌ ଭେଣ୍ଡିଙ୍ଗ ମେଶିନ ସଂଖ୍ୟା ବଢ଼ାଇବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୨।୧(ବ୍ୟୁରୋ)-ମହିଳା ଯାତ୍ରୀଙ୍କ ସୁବିଧା ପାଇଁ ଏଣିକି ଟ୍ରେନ୍‌ଗୁଡ଼ିକରେ ଅଧିକ ସଂଖ୍ୟକ ସାନିଟାରି ନାପ୍‌କିନ୍‌ ଭେଣ୍ଡିଙ୍ଗ ମେଶିନ ଉପଲବ୍ଧ କରାଇବାକୁ ନିଷ୍ପତ୍ତି ନେଇଛି ପୂର୍ବତଟ ରେଳପଥ। ମହିଳାଙ୍କ ଚାହିଦା ଓ ହୀରାଖଣ୍ଡ ଏକ୍ସପ୍ରେସରେ ସାନିଟାରି ନାପ୍‌କିନ୍‌ ଭେଣ୍ଡିଙ୍ଗ ମେଶିନ ପ୍ରତି ସେମାନଙ୍କ ସକାରାତ୍ମକ ଅନୁଭୂତିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।

ମହୋଦଧି ଆଳତିର ଦ୍ୱାଦଶ ବାର୍ଷିକୋତ୍ସବ:ରାମଲାଲା ତମ୍ବୁରେ ରହିବା ଦେଶ ପାଇଁ ଦୁର୍ଭାଗ୍ୟଜନକ

ମହୋଦଧି ଆଳତିର ଦ୍ୱାଦଶ ବାର୍ଷିକୋତ୍ସବ:ରାମଲାଲା ତମ୍ବୁରେ ରହିବା ଦେଶ ପାଇଁ ଦୁର୍ଭାଗ୍ୟଜନକ

ପୁରୀ ଅଫିସ,୨୨ା୧: ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଚନ୍ଦ୍ର ତମ୍ବୁରେ ରହିଛନ୍ତି। ଏହା ହିନ୍ଦୁ ଜାତି ଲାଗି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ରାମରାଜ୍ୟର ସ୍ବପ୍ନ ଦେଖାଇ କେନ୍ଦ୍ରକୁ ଆସିଥିବା ମୋଦି ସରକାର ଭବ୍ୟ ରାମମନ୍ଦିର ନିର୍ମାଣ ନେଇ ନିଜ ମତ ସ୍ପଷ୍ଟ କରନ୍ତୁ। 

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ଶ୍ରୀନଅରରେ ଗଜପତିଙ୍କ ପୁଷ୍ୟାଭିଷେକ

ପୁରୀ ଅଫିସ,୨୨ା୧: ପୁଷ୍ୟା ନକ୍ଷତ୍ର ଯୋଗରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ଶ୍ରୀନଅରଠାରେ ସୋମବାର ସନ୍ଧ୍ୟାରେ ସମ୍ପନ୍ନ ହୋଇଛି। ଏଥିରେ ବରୁଣ ପୂଜା, ପଞ୍ଚଦେବତା ପୂଜା, ବର୍ଦ୍ଧନି କଳସ ପୂଜା ଏବଂ ରାମାଭିଷେକ ପଟି ପୂଜା ଅନୁଷ୍ଠିତ ହୋଇଥିଲା। 

ଶାଢ଼ି ବନ୍ଧାଇଲେ ମୁଦିରସ୍ତ

ଶାଢ଼ି ବନ୍ଧାଇଲେ ମୁଦିରସ୍ତ

ପୁରୀ ଅଫିସ,୨୨ା୧: ପବିତ୍ର ପୁଷ୍ୟାଭିଷେକ ଅବସରରେ ସୋମବାର ଶ୍ରୀନଅରରେ ଶାଢି ବନ୍ଧା ଅନୁଷ୍ଠିତ ହୋଇଛି। ମୁଦିରସ୍ତ ଭାବେ ଆଦିତ୍ୟ ନାରାୟଣ ମୁଦିରସ୍ତ (୧୫ବର୍ଷ) ଶାଢି ବନ୍ଧାଇଛନ୍ତି।

ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି:ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି:ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ପୁରୀ ଅଫିସ,୨୨ା୧: ପୌଷପୂର୍ଣ୍ଣମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଦାରୁଦିଅଁ ରାଜରାଜେଶ୍ୱର ବା ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି।

ବିପଜ୍ଜନକ ନୌଯାତ୍ରା, ଲୋକ ଦେଖାଣିଆ ଯାଞ୍ଚ କରି ପ୍ରଶାସନ ନୀରବ

ବିପଜ୍ଜନକ ନୌଯାତ୍ରା, ଲୋକ ଦେଖାଣିଆ ଯାଞ୍ଚ କରି ପ୍ରଶାସନ ନୀରବ

ପାରାଦୀପ,୨୨ା୧(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଧୀନ ନିପାଣିଆଠାରେ ଗତ ୨ ତାରିଖରେ ଏକ ଡଙ୍ଗା ବୁଡ଼ି ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। 

ଜୋଙ୍କ ସେଚ ପ୍ରକଳ୍ପ

ଜୋଙ୍କ ସେଚ ପ୍ରକଳ୍ପ

ନୂଆପଡା ଅଫିସ,୨୨ା୧ଜୋଙ୍କ ଜଳ ସେଚନ ପ୍ରକଳ୍ପରୁ ତଳମୁଣ୍ଡ ଚାଷୀଙ୍କୁ ପାଣି ଯୋଗାଇଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ନୂଆପଡା ଜିଲା ପୋଲିସ ପ୍ରଶାସନ ଡ୍ୟାମକୁ ସଦଳବଳ ଯାଇଥିଲେ ହେଁ ଆନ୍ଦୋଳନକାରୀଙ୍କ ଅହିଂସା ନୀତି ନିକଟରେ ନଇଁଯାଇଛି । 

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ  :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଝରାଡେରାବାସୀକୁ ସାତ୍‌ ସପନ ଇନ୍ଦିରା ଆବାସ :ଜୀବ୍‌କା ବୁଡ଼ାବାର ଯୋଜ୍‌ନାରେ ପରଶାସନ

ଅତାବିରା, ୨୨।୧ (ଡି.ଏନ.ଏ): ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ ମହାନଦୀ ଖଁଡ଼ିରେ ଗଲା ୧୫୦ ବଛରରୁ ଅଧ୍‌କା ହେବା ଝରା ସମାଜର ୮ ପରିବାର ରହି ଆସୁଛନ୍‌। ଇମାନକର ଜୀବନ୍‌ ଜୀବ୍‌କା ମହାନଦୀର ସଂଗେ ଜୁଡ଼ି ହେଇ ରହିଛେ।