ଜୀବନଚର୍ଯ୍ୟା |

ଏଚ୍‌ପିଭି-୧୬ ଉଦ୍ଭାବିତ

ଏଚ୍‌ପିଭି-୧୬ ଉଦ୍ଭାବିତ

ଚର୍ମ ସଂକ୍ରମଣ (ସ୍କିନ୍‌ ଇନଫେକଶନ)କୁ ରୋକିବାକୁ ଏକ ନୂତନ ଉପାୟ ଉଦ୍ଭାବିତ ହୋଇଛି। ବିଶେଷଭାବରେ ଏହି ଉପାୟ ଦ୍ୱାରା ଏଚ୍‌ପିଭି (ହ୍ୟୁମାନ ପାପିଲୋମା ଭାଇରସ୍‌) ବିଷୟରେ ଅନେକ ତଥ୍ୟ ସହଜରେ ଜାଣି ହେବ। ଏହି ନୂଆ ପଦ୍ଧତିକୁ ‘ଏଚ୍‌ପିଭି-୧୬’ ନାମରେ ନାମିତ କରାଯାଇଛି। ଏ ସମ୍ପର୍କରେ ସବିଶେଷ ତଥ୍ୟ ଆମେରିକାସ୍ଥିତ ଲୌସିଆନା ଷ୍ଟେଟ୍‌ ୟୁନିଭର୍ସିଟି ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଚର୍ମର ସଂକ୍ରମିତ ସେଲ (କୋଷ)ର ଆରଏନ୍‌ଏକୁ ନେଇ ସେମାନେ ତନ୍ନତନ୍ନ କରି ପରୀକ୍ଷା କରି ଏଭଳି ପଦ୍ଧତି ବାହାର କରିବାରେ ସକ୍ଷମ ହୋଇଛନ୍ତି। ଏଭଳି ଆରଏନ୍‌ଏକୁ ପରୀକ୍ଷା କରିବା ଦ୍ୱାରା ଏଚ୍‌ଭିପିର ଜିନ୍‌ ସମ୍ପର୍କରେ ଜାଣି ହେବା ସହ ଚର୍ମ ସଂକ୍ରମଣର ଚିକିତ୍ସା ଆହୁରି ସରଳ ଉପାୟରେ କରାଯାଇପାରିବ ବୋଲି ପ୍ରକାଶ କରିଛନ୍ତି ଏହି ଗବେଷଣାର ମୁଖ୍ୟ ଡା. ଟିମୋଥି ଆର୍‌ କାଫିୟର।

All Right Reserved By

ଜୀବନଚର୍ଯ୍ୟା |

ଅନିଦ୍ରାରୁ ବି ମୁକ୍ତି ଦିଏ ବିନା ପୋଷାକରେ ଶୟନ

ଅନିଦ୍ରାରୁ ବି ମୁକ୍ତି ଦିଏ ବିନା ପୋଷାକରେ ଶୟନ

ବିନା ପୋଷାକରେ ଶୟନ ନ କରିବାକୁ ଶାସ୍ତ୍ରରେ କୁହାଯାଇଛି। କିନ୍ତୁ ବିନା ପୋଷାକରେ ଶୟନ କଲେ ଅନେକ ଉପକାର ମିଳିଥାଏ ବୋଲି ନେଦରଲାଣ୍ଡ ଲେଇଦେନ୍‌ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର

ଚକୋଲେଟ୍‌ରେ ପ୍ରଚୁର ପରିମାଣରେ ଫ୍ୟାଟ ଥାଏ। ଏହା ଶରୀରରେ ଚର୍ବି ବୃଦ୍ଧି କରେ। ନିୟମିତ ଏହାକୁ ଖାଇଲେ ମେଦବହୁଳତା ହୋଇଥାଏ। ସେଥିପାଇଁ ଚକୋଲେଟ୍‌ ବେଶି ନ ଖାଇବା ଲାଗି ଚିକିତ୍ସକ ପରାମର୍ଶ ଦେଇଥାନ୍ତି। ତେବେ ଡାର୍କ ଚକୋଲେଟ୍‌ ସ୍ବାସ୍ଥ୍ୟ ଲାଗି ହିତକର।

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ପଇଡ଼ ପାଣି ପିଅନ୍ତୁ, କିଡ୍‌ନୀ ସମସ୍ୟାରୁ ଦୂରେଇ ରୁହନ୍ତୁ

ସକାଳେ ପଇଡ଼ ପାଣି ପିିଇଲେ କିଡ୍‌ନୀ ବା ବୃକ୍‌କ ଜନିତ ସମସ୍ୟାରୁ ମିଳେ ମୁକ୍ତି। କାର୍ଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏକଥା ଜାଣିବାକୁ ମିଳିଛି। ପଇଡ଼ ପାଣିରେ କାର୍ବୋହାଇଡ୍ରେଟ୍‌, ପ୍ରୋଟିନ୍‌, ତନ୍ତୁଜ, ଭିଟାମିନ୍‌ ସି, ସୋଡିୟମ୍‌, ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌, ମାଙ୍ଗାନିଜ୍‌, କ୍ୟାଲସିୟମ୍‌ ଆଦି ତତ୍ତ୍ୱ ରହିଥାଏ।

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ନିଜକୁ ଭଲ ଭାବେ ଚିହ୍ନନ୍ତୁ

ମଣିଷର ବିକାଶ ପ୍ରକ୍ରିୟା ଚିନ୍ତାଧାରା ଦ୍ୱାରା ଅଧିକ ପ୍ରଭାବିତ ହୋଇଥାଏ । ଜୀବନରେ ଅନେକ ସମୟରେ ନକରାତ୍ମକ ଚିନ୍ତା ମନକୁ କରିଥାଏ ଆନ୍ଦୋଳିତ। ତେବେ କୌଣସି କ୍ଷେତ୍ରରେ ସଫଳତା ପାଇବା ଲାଗି ନିଜକୁ ପ୍ରଥମେ ଭଲ ଭାବେ ଚିହ୍ନିବା ବା ଜାଣିବାର ଆବଶ୍ୟକତା ରହିଛି । ନିଜକୁ ବିଶ୍ଲେଷଣ କଲେ ମନରେ ସକାରାତ୍ମକ ଚିନ୍ତାଧାରା ଉଦ୍ରେକ ହେବାର ସମ୍ଭାବନା ଅଧିକ ।

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମିଳେ ମାନସିକ ଶାନ୍ତି

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। ନିୟୁଜର୍ସି ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ।

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ପାଦରୁ ଜଣାପଡିବ ବ୍ୟକ୍ତିତ୍ୱ

ଜଣେ ବ୍ୟକ୍ତିର ସଫଳତା ଓ ବ୍ୟବହାର ତାଙ୍କ ପାଦରୁ ହିଁ ଜାଣିହୁଏ। ଏକ ଗବେଷଣାରୁ ଜଣାପଡିଛି ଜଣେ ସଫଳ ବ୍ୟକ୍ତିର ବ୍ୟକ୍ତିତ୍ୱ ତାଙ୍କ ପାଦର ଗଠନଶୈଳୀ ଉପରେ ନିର୍ଭର କରିଥାଏ। କାରଣ ପାଦ ଯଦି ଥକ୍କା ମାରିଯାଏ ତେବେ ଯେ କେହି ବ୍ୟକ୍ତି ଆଗକୁ ବଢିବା ସମ୍ଭବ ହୋଇ ନ ଥାଏ।

ଆଖି ରଙ୍ଗରୁ  ବାରିହେବ ଶରୀରର ସୁସ୍ଥତା

ଆଖି ରଙ୍ଗରୁ ବାରିହେବ ଶରୀରର ସୁସ୍ଥତା

ଦେହ ଅସୁସ୍ଥ ଲାଗିଲେ ଆମେ ଡାକ୍ତରଙ୍କ ପରାମର୍ଶ ନେଉ। ହେଲେ ବେଳେବେଳେ ଆଖିର ରଙ୍ଗ ଦେଖି ଶରୀରର ସୁସ୍ଥତା ଉପରେ ଅନୁମାନ ଲାଗାଯାଇ ପାରିବ ବୋଲି ଆମେରିକାର କେତେକ ଚିକତ୍ସକ ମତ ଦେଇଛନ୍ତି।

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ପ୍ରୋଟିନ ଆବଶ୍ୟକତା ପୂରଣ କରେ ଅଙ୍କୁରିତ ଖାଦ୍ୟ

ଶରୀରରେ ପ୍ରୋଟିନର ଅଭାବ ଦେଖାଦେଲେ ସାମାନ୍ୟ ପରିଶ୍ରମରେ ବି କ୍ଲାନ୍ତି ଲାଗିଥାଏ । ଏପରି କ୍ଷେତ୍ରରେ ସପ୍ଲିମେଣ୍ଟ ଭାବେ ଅନେକ ମେଡିସିନ୍‌ ମାଧ୍ୟମରେ ପ୍ରୋଟିନ୍‌ ନେବା ଆରମ୍ଭ କରିଥାନ୍ତି ।

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ସ୍ବାସ୍ଥ୍ୟ ଲାଗି ହିତକର ପ୍ରାତଃ ଭ୍ରମଣ...

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ।

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳୁ ମହୁପାଣି ପିଅନ୍ତୁ ମେଦବହୁଳତାରୁ ରକ୍ଷା ପାଆନ୍ତୁ...

ସକାଳେ ନିତ୍ୟକର୍ମ ସାରି ଉଷୁମ ପାଣିରେ ଦୁଇଠୋପା ମହୁ ପକାଇ ପିିଇଲେ ମେଦବହୁଳତାରୁ ମିଳେ ମୁକ୍ତି। ଏନେଇ ବୋଷ୍ଟନ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣାରୁ ଜଣାପଡ଼ିଛି।

ଜରୁରୀ ନୁହେଁ ସବୁଦିନ ଗାଧୋଇବା...

ଜରୁରୀ ନୁହେଁ ସବୁଦିନ ଗାଧୋଇବା...

ସବୁଦିନ ଗାଧୋଇବା ସ୍ବାସ୍ଥ୍ୟ ଲାଗି ହାନୀକାରକ। କଲମ୍ବିଆ ବିଶ୍ୱବିଦ୍ୟାଳୟର ନର୍ସିଂ ବିଭାଗରେ ହୋଇଥିବା ଗବେଷଣା ରିପୋର୍ଟରେ ଏହା କୁହାଯାଇଛି।

ସକାଳୁ ପିଅନ୍ତୁ ଜୁଆଣି ପାଣି...

ସକାଳୁ ପିଅନ୍ତୁ ଜୁଆଣି ପାଣି...

ସକାଳୁ ନିତ୍ୟକର୍ମ ପରେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ପାଚନ କ୍ରିୟା ସ୍ବାଭାବିକ ହୋଇଥାଏ। ଏହାଦ୍ୱାରା ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ ଏକ ଚାମୁଚ ଜୁଆଣି ପକାଇ ଏହାକୁ ସକାଳୁ ପିଇଲେ ହୃଦ୍‌ ସମସ୍ୟାରୁ ମିଳିଥାଏ ମୁକ୍ତି।

Model This Week

ପ୍ରଭାତ