ମେଟ୍ରୋ |

ଛଟେଇ ପରିମଳ କର୍ମଚାରୀଙ୍କ ଧାରଣା

ଛଟେଇ ପରିମଳ କର୍ମଚାରୀଙ୍କ ଧାରଣା
ପୁରୀ ଅଫିସ,୭।୩: ଶ୍ରୀଜଗନ୍ନାଥ ମନ୍ଦିର ଠିକା ପରିମଳ କର୍ମଚାରୀ ସଂଘର ୨୪ ଜଣ ଛଟେଇ କର୍ମଚାରୀ ପୁନଃ ନିଯୁକ୍ତି ଦାବିରେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅହୋରାତ୍ର ଧାରଣାରେ ବସିଛନ୍ତି। ସେମାନଙ୍କୁ ପୁନଃ ଥଇଥାନ କରା ନ ଯିବା ଯାଏ ଧାରଣା ଜାରି ରହିବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଏହି ଧାରଣାରେ ଛଟେଇ କର୍ମଚାରୀଙ୍କ ପରିବାର ସଦସ୍ୟମାନେ ମଧ୍ୟ ସାମିଲ ଅଛନ୍ତି। ଉକ୍ତ ୨୪ କର୍ମଚାରୀଙ୍କୁ ବେଆଇନ ଭାବେ ଛଟେଇ କରାଯାଇଥିବା ନେଇ ବାରମ୍ବାର ପ୍ରଶାସନିକ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଏହି ପଦକ୍ଷେପ ନିଆଯାଇଛି।
All Right Reserved By

ମେଟ୍ରୋ |

ସୁନିଆଁରେ ମା’ମଙ୍ଗଳାଙ୍କୁ ଲାଗିହେଲା ଚୁଡ଼ାଘଷା, କାକରା

ସୁନିଆଁରେ ମା’ମଙ୍ଗଳାଙ୍କୁ ଲାଗିହେଲା ଚୁଡ଼ାଘଷା, କାକରା

କାକଟପୁର, ୨୧।୯(ଡି.ଏନ୍‌.ଏ.):  ଶୁକ୍ରବାର ହେଉଛି ପବିତ୍ର ସୁନିଆଁ। ଏହି ଅବସରରେ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ ନିକଟରେ ନୂଆ ଧାନରୁ  ପ୍ରସ୍ତୁତ ଚୁଡ଼ାରେ ଚୁଡ଼ାଘଷା ଓ କାକରା ଭୋଗ ଲାଗି କରାଯାଇଛି।

ଚିଲିକାରେ ହେଲିକପ୍ଟର ଉଡ଼ାଣ: ମୁଖ୍ୟମନ୍ତ୍ରୀଙ୍କ ନାମରେ ଅରଖକୁଦା ମେରାଇନ୍‌ ଥାନାରେ ଅଭିଯୋଗ

ଚିଲିକାରେ ହେଲିକପ୍ଟର ଉଡ଼ାଣ: ମୁଖ୍ୟମନ୍ତ୍ରୀଙ୍କ ନାମରେ ଅରଖକୁଦା ମେରାଇନ୍‌ ଥାନାରେ ଅଭିଯୋଗ

ବ୍ରହ୍ମଗିରି,୨୧।୯(ଡି.ଏନ୍‌.ଏ.): ଚିଲିକାରେ ହେଲିକପ୍ଟର ଉଡାଣ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନାମରେ ଅଭିଯୋଗ ହୋଇଛି। ସଚେତନ ନାଗରିକ ମଞ୍ଚ ପକ୍ଷରୁ ଅରଖକୁଦା ମେରାଇନ୍‌ ଥାନାରେ ପୂର୍ବାହ୍ନରେ ଏହି ଅଭିଯୋଗ କରାଯାଇଛି। 

ଡରାଉଛି ବାତ୍ୟା ‘ଡାଏ’: ୯ଟି ଜିଲାକୁ ଆଲର୍ଟ ଜାରି

ଡରାଉଛି ବାତ୍ୟା ‘ଡାଏ’: ୯ଟି ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୨୧।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଝଡବାତ୍ୟାର ରୂପ ନେଇଛି। ଗୁରୁବାର ମଧ୍ୟରାତ୍ରିରେ ଗୋପାଳପୁର ଛୁଇଁବା ପରେ ଏହା ଦକ୍ଷିଣ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମା ଦେଇ ସ୍ଥଳଭାଗ ଛୁଇଁଛି।

ମଙ୍ଗଳଆଳତି ଦର୍ଶନ କଲେ ଆମିକସ୍‌ କ୍ୟୁରି

ମଙ୍ଗଳଆଳତି ଦର୍ଶନ କଲେ ଆମିକସ୍‌ କ୍ୟୁରି

ପୁରୀ ଅଫିସ, ୨୧।୯: ଶ୍ରୀମନ୍ଦିର ସଂସ୍କାର ମାମଲା ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌ କ୍ୟୁରି ଗୋପାଳ ସୁବ୍ରମଣ୍ୟମ ଶୁକ୍ରବାର ମହାପ୍ରଭୁଙ୍କ ମଙ୍ଗଳଆଳତି ଦର୍ଶନ କରିଛନ୍ତି। ଭୋର ସାଢ଼େ ୫ଟାରେ ଆମିକ୍‌ କ୍ୟୁରି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ।

ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୋଦି

ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ କରିବେ ମୋଦି

ଭୁବନେଶ୍ୱର,୨୧ା୯(ବ୍ୟୁରୋ) :କୋଇଲାରୁ ଗ୍ୟାସ୍‌ ଉତ୍ପାଦନ ଦ୍ୱାରା ଦେଶର ପ୍ରଥମ ସାର କାରଖାନା ତାଳଚେରଠାରେ ସ୍ଥାପନ ହେବାକୁ ଯାଉଛି। ବନ୍ଦ ହୋଇ ପଡିଥିବା ଉକ୍ତ କାରଖାନାକୁ ନୂଆ ଟେକ୍ନୋଲୋଜି ବ୍ୟବହାର ଦ୍ୱାରା ପୁନରୁଦ୍ଧାର କରିବାକୁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।

ଉପକୂଳ ମୁହାଁ ‘ଡାଏ’

ଉପକୂଳ ମୁହାଁ ‘ଡାଏ’

ଭୁବନେଶ୍ୱର,୨୧ା୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟା ‘ଡାଏ’ରେ ପରିଣତ ହୋଇଛି। ଏହା ଗୋପାଳପୁରଠାରୁ ୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି।

ବର୍ଷେ ହେଲା ଅପମାନ ସୂଚକ ଟୁଇଟ୍‌ କରୁଛନ୍ତି ଅଭିଜିତ

ବର୍ଷେ ହେଲା ଅପମାନ ସୂଚକ ଟୁଇଟ୍‌ କରୁଛନ୍ତି ଅଭିଜିତ

ପୁରୀ ଅଫିସ, ୨୧ା୯: ଅଭିଜିତ ଆୟର ମିତ୍ର ଦୀର୍ଘ ୧ବର୍ଷ ହେଲା ଓଡ଼ିଶା, ଓଡ଼ିଆ ଜାତି, ଓଡ଼ିଶାର ଐତିହ୍ୟକୁ ନେଇ ବିଭିନ୍ନ ପ୍ରକାର ଅରୁଚିକର ମନ୍ତବ୍ୟ ସୋସିଆଲ ମିଡିଆରେ ଦେଇ ଆସୁଛନ୍ତି। ସେ କେବଳ ଓଡ଼ିଶା ଏବଂ ଓଡ଼ିଆଙ୍କ ସ୍ବାଭିମାନକୁ କଠୋର ଆଘାତ ପହଞ୍ଚାଇଲା ଭଳି ମନ୍ତବ୍ୟ ପୋଷ୍ଟ କରି ଆସୁଛନ୍ତି। ଶ୍ରୀଜଗନ୍ନାଥଙ୍କ ବିରୋଧରେ ମଧ୍ୟ ଅରୁଚିକର ମନ୍ତବ୍ୟ ରଖିଛନ୍ତି।

ଶ୍ରୀମନ୍ଦିର ସଂସ୍କାର ମାମଲା:ପୁରୀରେ ପହଞ୍ଚତ୍ଲେ ଆମିକସ୍‌କ୍ୟୁରି

ଶ୍ରୀମନ୍ଦିର ସଂସ୍କାର ମାମଲା:ପୁରୀରେ ପହଞ୍ଚତ୍ଲେ ଆମିକସ୍‌କ୍ୟୁରି

ପୁରୀ ଅଫିସ,୨୧ା୯: ଶ୍ରୀମନ୍ଦିର ପରିଚାଳନାଗତ ସଂସ୍କାର ମାମଲା ନେଇ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରା ନିଯୁକ୍ତ ଆମିକସ୍‌କ୍ୟୁରି ଗୋପାଳ ସୁବ୍ରମଣ୍ୟମ୍‌ ଗୁରୁବାର ରାତିରେ ପୁରୀରେ ପହଞ୍ଚତ୍ଛନ୍ତି।

ସମ୍ଭାବ୍ୟ ବାତ୍ୟା, ସଜାଗ ପ୍ରଶାସନ

ସମ୍ଭାବ୍ୟ ବାତ୍ୟା, ସଜାଗ ପ୍ରଶାସନ

ପୁରୀ ଅଫିସ, ୨୧ା୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାର ରୂପ ନେଉଛି। ପୁରୀ ଜିଲାର ବିଭିନ୍ନ ସ୍ଥାନରେ ଦିନ ତମାମା ବର୍ଷା ଲାଗି ରହିଥିବା ବେଳେ ସନ୍ଧ୍ୟାରୁ ପବନ ଆରମ୍ଭ ହୋଇଯାଇଛି। 

ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକୁ ବିରୋଧ

ବାରଙ୍ଗ,୨୧।୯(ଡି.ଏନ୍‌.ଏ.)-ବାରଙ୍ଗ ବ୍ଲକ ଫୁଲପୋଖରୀ ସରକାରୀ ବିଦ୍ୟାଳୟର ପ୍ରଧାନଶିକ୍ଷକ ମନମୁଖି କାର୍ଯ୍ୟ କରୁଥିବା ଅଭିଯୋଗ ଆଣିଛନ୍ତି ବିଦ୍ୟାଳୟ ପରିଚାଳନା କମିଟିର କେତେଜଣ ସଦସ୍ୟ। 

ଦୁଇଦିନ ହେବ ଅନ୍ଧାରରେ ଏକାମ୍ର ହାଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-
ଦୁଇଦିନ ହେବ ଅନ୍ଧାରରେ ରାଜଧାନୀର ପ୍ରମୁଖ ବ୍ୟବସାୟିକସ୍ଥଳୀ ଏକାମ୍ର ହାଟ। ବୁଧବାର ରାତି ୧୦ଟାରୁ ଗୁରୁବାର ପର୍ଯ୍ୟନ୍ତ ବିଦ୍ୟୁତ୍‌ ସଂଯୋଗ ନ ଥିବାରୁ ହାଟ ପରିସର ସମ୍ପୂର୍ଣ୍ଣ ଅନ୍ଧକାର ହୋଇରହିଛି।

୧୫ ହଜାର ମିଲିୟନ ଟନ୍‌ ପିଇଟି ବ୍ୟବହାର କରୁଛି ଓଡ଼ିଶା

ଭୁବନେଶ୍ୱର,୨୧।୯(ବ୍ୟୁରୋ)- ସାରା ବିଶ୍ୱରେ ମୁଣ୍ଡପିଛା ୨୮ କିଲୋଗ୍ରାମ୍‌ ପ୍ଲାଷ୍ଟିକ୍‌ ବ୍ୟବହୃତ ହେଉଥିବା ବେଳେ ଭାରତବର୍ଷରେ ମୁଣ୍ଡପିଛା ୧୧ କିଲୋଗ୍ରାମ୍‌ ପ୍ଲାଷ୍ଟିକ୍‌ ବ୍ୟବହାର କରାଯାଉଛି।