ମେଟ୍ରୋ |

ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ

ଅନ୍ତର୍ଜାତୀୟ ଆଲୋଚନାଚକ୍ର ଉଦ୍‌ଘାଟିତ
ପୁରୀ ଅଫିସ, ୨୭।୩: ସ୍ଥାନୀୟ ହୋଟେଲ ରୁମାନୀଠାରେ ମଙ୍ଗଳବାର ଅନ୍ତର୍ଜାତୀୟ ଆଲୋଚନାଚକ୍ର ‘ନୀଳାଚଳ ଓ ନେପାଳ’ ଉଦ୍‌ଘାଟିତ ହୋଇଯାଇଛି। ଦୁଇ ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମକୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ଘାଟନ କରିଥିଲେ। ଏହାଛଡା ପୂର୍ବତନ ମୁଖ୍ୟ ଶାସନ ସଚିବ ସୁବାସ ପାଣି ମୁଖ୍ୟଅତିଥି, କିସ୍‌ ବିଶ୍ୱବିଦ୍ୟାଳୟର କୁଳପତି ହରେକୃଷ୍ଣ ଶତପଥୀ ମୁଖ୍ୟବକ୍ତା, କିଶନ୍‌ଲାଲ ଭରତିଆ, ନେପାଳର ରମେଶ କୁମାର ଉପ୍ରେତି ଓ ପ୍ରଫେସର ମୋହନ ଖାରେଲ ଯୋଗଦେଇ ଭାରତ-ନେପାଳ ମଧ୍ୟରେ ଥିବା ସମ୍ପର୍କ ଉପରେ ବିଶଦ୍‌ ଭାବେ ଆଲୋଚନା କରିଥିଲେ। ସଭାପରେ ବିଭିନ୍ନ ଅଧିବେଶନରେ ବିଶିଷ୍ଟ ବ୍ୟକ୍ତିମାନେ ସନ୍ଦର୍ଭ ପାଠ କରିଥିଲେ।
All Right Reserved By

ମେଟ୍ରୋ |

ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୧୯ା୪: ଆସନ୍ତା ମେ ୭ ତାରିଖରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନଯାତ୍ରା। ବାହାର ଚନ୍ଦନଯାତ୍ରାରେ ମହାପ୍ରଭୁ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ। 

ବଟଗୋସାଇଁଙ୍କ ମାଇପିମେଳା ଯାତ୍ରା:ଗୁହାରିଆ ପଡ଼ିଲେ ୨ଶହ ନିଃସନ୍ତାନ ମହିଳା

ବଟଗୋସାଇଁଙ୍କ ମାଇପିମେଳା ଯାତ୍ରା:ଗୁହାରିଆ ପଡ଼ିଲେ ୨ଶହ ନିଃସନ୍ତାନ ମହିଳା

ନିମାପଡ଼ା,୧୯ା୪(ଡି.ଏନ୍‌.ଏ.):ପୁରୀ ଜିଲାର ନିମାପଡ଼ା ବ୍ଲକ ଅନ୍ତର୍ଗତ ଅଂଶାଲୋ, କାହ୍ନପୁର, ନଢ଼ଣା ଗ୍ରାମର କେନ୍ଦ୍ରସ୍ଥଳିରେ ଥିବା ପ୍ରଭୁ ବଟ ଗୋସାଇଁଙ୍କ ମାଇପି ମେଳା ଯାତ୍ରା ଗୁରୁବାର ଅନୁଷ୍ଠିତ ହୋଇଯାଇଛି।

ଦୟଣା ଲାଗି ହେଲେ ମହାପ୍ରଭୁ

ଦୟଣା ଲାଗି ହେଲେ ମହାପ୍ରଭୁ

ପୁରୀ ଅଫିସ,୧୯ା୪:ଚୈତ୍ର ଶୁକ୍ଳ ତ୍ରୟୋଦଶୀରେ ରାମକୃଷ୍ଣ ଦୟଣା ଚୋରି କରିଥିଲେ। ମଦନମୋହନ, ଶ୍ରୀଦେବୀ, ଭୂଦେବୀ ଭୋଗମଣ୍ଡପ ଘରେ ବନ୍ଧା ପଡ଼ିିଥିଲେ। 

 ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଉମା ଭାରତୀ:ନବୀନ ଓଡ଼ିଶାବାସୀଙ୍କୁ ଧୋକା ଦେଇଛନ୍ତି

ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ କେନ୍ଦ୍ରମନ୍ତ୍ରୀ ଉମା ଭାରତୀ:ନବୀନ ଓଡ଼ିଶାବାସୀଙ୍କୁ ଧୋକା ଦେଇଛନ୍ତି

କଟକ ଅଫିସ୍‌/ ପୁରୀ ଅଫିସ, ୧୯ା୪:ମହାନଦୀ ଜଳ ବିବାଦ ନେଇ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିଭ୍ରାନ୍ତ କରାଯାଇଥିଲା।

କେନ୍ଦ୍ର ଅବହେଳାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ଭାଇରାଲ

କେନ୍ଦ୍ର ଅବହେଳାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ଭାଇରାଲ

ଭୁବନେଶ୍ୱର,୧୯ା୪(ବ୍ୟୁରୋ):କେନ୍ଦ୍ର ସରକାର ଓଡ଼ିଶାକୁ ଅବହେଳା କରୁଛନ୍ତି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେତେଜଣ ଯୁବତୀଯୁବକଙ୍କ ସହ ଆଲୋଚନା କରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। 

ବଢୁଛି ବିଜେଡିର ରାଜନୈତିକ ହିଂସା:ହିଂସାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ବଢୁଛି ବିଜେଡିର ରାଜନୈତିକ ହିଂସା:ହିଂସାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଭାଜପା

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ରାଜ୍ୟରେ ଆତଙ୍କରାଜ ଚଳାଇ ଶାସକ ବିଜେଡିର ନେତା ଓ ଗୁଣ୍ଡାମାନେ ଭାଜପା ପ୍ରାର୍ଥୀ ଏବଂ କର୍ମୀଙ୍କୁ ଆକ୍ରମଣ କରୁଛନ୍ତି ା ରାଜନୈତିକ ହତ୍ୟାକାଣ୍ଡ  ମଧ୍ୟ ରାଜ୍ୟରେ ହୋଇସାରିଲାଣି ା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା :  ଅବସରପ୍ରାପ୍ତ କନିଷ୍ଠ ଯନ୍ତ୍ରୀ ଦଣ୍ଡିତ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା : ଅବସରପ୍ରାପ୍ତ କନିଷ୍ଠ ଯନ୍ତ୍ରୀ ଦଣ୍ଡିତ

କଟକ ଅଫିସ୍‌, ୧୯।୪- ଆୟ ବହିର୍ଭୂତ ସମ୍ପତ୍ତି ଠୁଳକରି ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି ଅବସରପ୍ରାପ୍ତ କନିଷ୍ଠଯନ୍ତ୍ରୀ ନିର୍ମଳ କୁମାର ବେଉରା। ସେ ନୂଆପଡ଼ା ଜିଲା କୋମନା ବ୍ଲକରେ କାର୍ଯ୍ୟ କରୁଥିଲେ। 

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା :  ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

ରେଭେନ୍‌ଶାରେ ଛାତ୍ରୀଙ୍କୁ ର଼୍ୟାଗିଂ ଘଟଣା : ୧୪ ଦିନ ପୂରିଲା: ଦଣ୍ଡାଦେଶ ମାନିଲେନି

କଟକ ଅଫିସ,୧୯।୪- ରେଭେନ୍‌ଶା ବିଶ୍ୱବିଦ୍ୟାଳୟର କାଠଯୋଡ଼ି ହଷ୍ଟେଲରେ ଘଟିଥିବା ଛାତ୍ରୀ ର଼୍ୟାଗିଂ ଘଟଣାର ତଦନ୍ତ ରିପୋର୍ଟ ଗତ ୫ ତାରିଖରେ ୟୁନିଭର୍ସିଟି ଗ୍ରାଣ୍ଟ କମିଶନ(ୟୁଜିସି) ନିକଟରେ ବିଶ୍ୱବିଦ୍ୟାଳୟର ଆଣ୍ଟି ର଼୍ୟାଗିଂ ସେଲ୍‌ ପକ୍ଷରୁ ଦାଖଲ କରାଯାଇଥିଲା। 

ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ଘଟଣା :  ଓଏଚ୍‌ଆର୍‌ସିରେ ଅଭିଯୋଗ

ଯୁବକଙ୍କୁ ଗଛରେ ବାନ୍ଧି ପିଟିବା ଘଟଣା : ଓଏଚ୍‌ଆର୍‌ସିରେ ଅଭିଯୋଗ

କଟକ ଅଫିସ, ୧୯।୪- ବାଙ୍କୀ ଥାନା ଅଧୀନ ବାଉଁଶପୁଟ ପଞ୍ଚାୟତ ପାଳପୁଟ ଗଁାଦାଣ୍ଡର ଏକ ନଡ଼ିଆଗଛରେ ଗତ ମାର୍ଚ୍ଚ ୨୪ ତାରିଖରେ କେତେଜଣ ଯୁବକ ଟିଲୁ ପାତ୍ର(୧୮)ଙ୍କୁ ବାନ୍ଧି ନିସ୍ତୁକ ପିଟିଥିଲେ। ଲୁହାଛଡ଼ରେ ଟିଲୁଙ୍କୁ ଅମାନୁଷିକ ଭାବେ ପିଟିବା ସହିତ ତାଙ୍କ ପାଦରେ ଶାବଳ ପକାଇ ଚଢିଯାଇଥିଲେ।

ସରକାରଙ୍କ ସ୍କୁଲ ଛୁଟି ନିର୍ଦ୍ଦେଶନାମା :  ଖାତିର କଲେନି ଘରୋଇ ବିଦ୍ୟାଳୟ

ସରକାରଙ୍କ ସ୍କୁଲ ଛୁଟି ନିର୍ଦ୍ଦେଶନାମା : ଖାତିର କଲେନି ଘରୋଇ ବିଦ୍ୟାଳୟ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି କରିବାକୁ ସରକାର ଘୋଷଣା କରିଥିଲେ। ଏହି କ୍ରମରେ ଗୁରୁବାରଠାରୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରଖିବା ପାଇଁ ବୁଧବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

୪୦.୮ ଡିଗ୍ରୀରେ ମାଲକାନଗିରି :  ୨୨ ପର୍ଯ୍ୟନ୍ତ କାଳବୈଶାଖୀ

୪୦.୮ ଡିଗ୍ରୀରେ ମାଲକାନଗିରି : ୨୨ ପର୍ଯ୍ୟନ୍ତ କାଳବୈଶାଖୀ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ରାଜ୍ୟରେ ପୂର୍ବାପେକ୍ଷା ଗୁରୁବାର ସାମାନ୍ୟ ତାପମାତ୍ରା କମିଛି। କିନ୍ତୁ ଗରମ, ଗୁଳୁଗୁଳି ଯେଉଁଭଳି ଅନୁଭୂତ ହେଉଥିଲା, ସେଥିରେ କୌଣସି ପରିବର୍ତ୍ତନ ହୋଇନି। ଗୁରୁବାର ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି।

୧୮ ବର୍ଷରେ ଫିଲ୍ମ ମେକର  - ଅନ୍ତର୍ଜାତୀୟ ସ୍ତରରେ  ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ

୧୮ ବର୍ଷରେ ଫିଲ୍ମ ମେକର - ଅନ୍ତର୍ଜାତୀୟ ସ୍ତରରେ ରାଜକିଶୋରଙ୍କ ‘ମାୟା’ ପ୍ରଶଂସିତ

ଭୁବନେଶ୍ୱର,୧୯।୪(ବ୍ୟୁରୋ)- ବୟସ ମାତ୍ର ୧୮ବର୍ଷ। ହେଲେ ପ୍ୟାଶନ ଫିଲ୍ମ ମେକିଂ। ଏତେ କମ୍‌ ବୟସରେ ଏକ ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାଣ କରି ଚର୍ଚ୍ଚା ପରିସରକୁ ଆସିଛନ୍ତି ଓଡ଼ିଶାର ରାଜକିଶୋର ମହାପାତ୍ର। 


Model This Week

କ୍ରିଷ୍ଣା
Why Dharitri