ଜାତୀୟ |

‘ହିଚ୍‌କି’ ଦେଖିବେ ରାଷ୍ଟ୍ରପତି

‘ହିଚ୍‌କି’ ଦେଖିବେ ରାଷ୍ଟ୍ରପତି
ନୂଆଦିଲ୍ଲୀ, ୩୦।୩ : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ହିନ୍ଦୀ ଫିଲ୍ମ ‘ହିଚ୍‌କି’ ଦେଖିବେ। ରାଷ୍ଟ୍ରପତି ଭବନରେ ଏହାର ସ୍ବତନ୍ତ୍ର ସ୍କ୍ରିନିଂ କରାଯିବ। ରାଣୀ ମୁଖାର୍ଜୀ ଅଭିନୀତ ଏହି ଫିଲ୍ମ ମାଧ୍ୟମରେ ସମାଜକୁ ଏକ ସଚେତନତା ବାର୍ତ୍ତା ଦିଆଯାଇଛି। କଥା କହିବା ସମୟରେ ଅସୁବିଧାରେ ପଡୁଥିବା ଜଣେ ଶିକ୍ଷୟତ୍ରୀ କିଭଳି ତାଙ୍କ ଜୀବନରେ ସଫଳତା ଳାଭ କରୁଛନ୍ତି ତାହା ଏହି ଫିଲ୍ମରେ ମାର୍ମିକ ଭାବେ ଉପସ୍ଥାପିତ କରାଯାଇଛି। ଏହାର ନିର୍ଦ୍ଦେଶନା ସିଦ୍ଧାର୍ଥ ପି. ମାଲହୋତ୍ରା ଦେଇଥିବାବେଳେ ଫିଲ୍ମଟି ମାର୍ଚ୍ଚ ୨୩ରେ ରିଲିଜ୍‌ ହୋଇଥିଲା। ଏହାକୁ ଦେଖିବା ପାଇଁ ଦର୍ଶକଙ୍କ ମଧ୍ୟରେ ଆଗ୍ରହ ପରିଲକ୍ଷିତ ହେଉଛି।
All Right Reserved By

ଜାତୀୟ |

ଜେଟ ବୋର୍ଡରୁ ଇସ୍ତଫା ଦେଲେ ନସିମ ଜୈଦି

ଜେଟ ବୋର୍ଡରୁ ଇସ୍ତଫା ଦେଲେ ନସିମ ଜୈଦି

ନୂଆଦିଲ୍ଲୀ, ୨୨।୪: ଆର୍ଥିକ ସଙ୍କଟରୁ ବିମାନ ସେବା ବନ୍ଦ କରିଥିବା ଜେଟ ଏୟାର କମ୍ପାନୀର ବୋର୍ଡରୁ ନସିମ ଜୈଦି ଇସ୍ତଫା ଦେଇଛନ୍ତି।

ପ୍ରେମିକ ସହ କଲେ ପତ୍ନୀଙ୍କ ବିବାହ, ଉପହାର ଦେଲେ ନିଜ ଅଢେଇ ବର୍ଷର ପୁଅ

ପ୍ରେମିକ ସହ କଲେ ପତ୍ନୀଙ୍କ ବିବାହ, ଉପହାର ଦେଲେ ନିଜ ଅଢେଇ ବର୍ଷର ପୁଅ

ଭାଗଲପୁର,୨୨।୪: ବିହାର ଭାଗଲପୁରରୁ ଏକ ଆଶ୍ଚର୍ଯ୍ୟ ହେଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନିଜ ପତ୍ନୀଙ୍କୁ ତାଙ୍କ ପ୍ରେମିକ ସହ ବିବାହ କରାଇ ଦେଇଛନ୍ତି। 

ଅବୈଧ ସମ୍ପର୍କର କୁପରିଣତି: ମଦ ପିଆଇ ମହିଳାଙ୍କୁ ନଦୀରେ ବୁଡ଼ାଇ ହତ୍ୟା କଲେ ପ୍ରେମିକ; ଭିଡ଼ିଓ ଭାଇରାଲ

ଅବୈଧ ସମ୍ପର୍କର କୁପରିଣତି: ମଦ ପିଆଇ ମହିଳାଙ୍କୁ ନଦୀରେ ବୁଡ଼ାଇ ହତ୍ୟା କଲେ ପ୍ରେମିକ; ଭିଡ଼ିଓ ଭାଇରାଲ

ଭୋପାଳ,୨୨।୪:  ମଧ୍ୟପ୍ରଦେଶ ଦେବାସରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଶିପ୍ରା ନଦୀରେ ଜଣେ ମହିଳାଙ୍କୁ ମଦ ପିଆଇ ବୁଡ଼ାଇ ହତ୍ୟା କରାଯାଇଛି। 

ଭାରତ ଉପରେ ଆକ୍ରମଣ କଲେ ପାତାଳରୁ ବି ଆତଙ୍କବାଦୀଙ୍କୁ ଖୋଜି ଆଣି ଦଣ୍ଡ ଦେବୁ: ମୋଦି

ଭାରତ ଉପରେ ଆକ୍ରମଣ କଲେ ପାତାଳରୁ ବି ଆତଙ୍କବାଦୀଙ୍କୁ ଖୋଜି ଆଣି ଦଣ୍ଡ ଦେବୁ: ମୋଦି

ଡିଣ୍ଡୋରି,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ଡିଣ୍ଡୋରି ଗସ୍ତ କରିଛନ୍ତି। ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ବହୁ ହେଭିଓ୍ବେଟ ନେତା ଏବେ ପ୍ରଚାର ମଇଦାନରେ ଅଛନ୍ତି।

୨୦୦ରୁ ଅଧିକ କମ୍ପାନୀରେ ୧ ଲକ୍ଷ କୋଟି ଟଙ୍କାର ଘୋଟାଲା ସନ୍ଦେହ

୨୦୦ରୁ ଅଧିକ କମ୍ପାନୀରେ ୧ ଲକ୍ଷ କୋଟି ଟଙ୍କାର ଘୋଟାଲା ସନ୍ଦେହ

ନୂଆଦିଲ୍ଲୀ,୨୨।୪: ଦେଶର ୨୦୦ରୁ ଅଧିକ କମ୍ପାନୀରେ ୧ ଲକ୍ଷ କୋଟିର ଘୋଟାଲା ହୋଇଥିବା ସନ୍ଦେହ କରାଯାଉଛି। 

ଦୁଇ ଗାଁ ମଧ୍ୟରେ ୮ ଦିନ ଧରି ପାଳିତ ହେଉଛି ଅଗ୍ନିଯୁଦ୍ଧ

ଦୁଇ ଗାଁ ମଧ୍ୟରେ ୮ ଦିନ ଧରି ପାଳିତ ହେଉଛି ଅଗ୍ନିଯୁଦ୍ଧ

ମାଙ୍ଗାଲୋର୍‌,୨୨।୪: କର୍ନାଟକରେ ଏବେ ପାଳିତ ହେଉଛି ଏକ ନିଆରା ଉତ୍ସବ। ଏଠାରେ ମାତା ଦୁର୍ଗା ପଶ୍ଚିମେଶ୍ୱରୀଙ୍କ ମନ୍ଦିରରେ ଆରମ୍ଭ ହୋଇଛି ୮ ଦିନିଆ ଅଗ୍ନିଯୁଦ୍ଧ ଉତ୍ସବ। 

ଅବଦୁଲ୍ଲାଙ୍କ ଉପହାସର ଉତ୍ତର ରଖିଲେ ଜୟା

ଅବଦୁଲ୍ଲାଙ୍କ ଉପହାସର ଉତ୍ତର ରଖିଲେ ଜୟା

ରାମପୁର,୨୨।୪: ନିକଟରେ ସମାଜବାଦୀ ପାର୍ଟି(ଏସ୍‌ପି) ନେତା ଆଜମ୍‌ ଖାଁ ଭାଜପା ନେତ୍ରୀ ଜୟାପ୍ରଦାଙ୍କ ସମ୍ପର୍କରେ ଏକ ବିବାଦୀୟ ବୟାନ ଦେଇ ଆସିଥିଲେ ଚର୍ଚ୍ଚାକୁ। 

ମୋଦିଙ୍କ ବାୟୋପିକ୍‌: ସୁପ୍ରିମ୍‌କୋର୍ଟରେ ଇସି ଦାଖଲ କଲେ ରିପୋର୍ଟ; ଶୁଣାଣି ଶୁକ୍ରବାର

ମୋଦିଙ୍କ ବାୟୋପିକ୍‌: ସୁପ୍ରିମ୍‌କୋର୍ଟରେ ଇସି ଦାଖଲ କଲେ ରିପୋର୍ଟ; ଶୁଣାଣି ଶୁକ୍ରବାର

ନୂଆଦିଲ୍ଲୀ,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାୟୋପିକ୍‌ ସମ୍ପର୍କିତ ରିପୋର୍ଟ ସୋମବାର ନିର୍ବାଚନ କମିଶନ(ଇସି) ସୁପ୍ରିମ୍‌କୋର୍ଟରେ ଦାଖଲ କରିଛନ୍ତି। 

ରାହୁଲଙ୍କ ନାମାଙ୍କନ ବୈଧ

ରାହୁଲଙ୍କ ନାମାଙ୍କନ ବୈଧ

ଆମେଠି,୨୨।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଜନ୍ମ ପ୍ରମାଣ ପତ୍ର ତଥା  ଏମ୍‌ ଫିଲ୍‌ ଡିଗ୍ରୀ ନେଇ ଭାଜପାର କିଛି ସଦସ୍ୟଙ୍କ ପକ୍ଷରୁ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ଅଭିଯୋଗ ଦାଖଲ କରାଯାଇଥିଲା।

ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୧୫ ରାଜ୍ୟର ୧୧୫ ଲୋକ ସଭା ଆସନରେ ହେବ ମତଦାନ

ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୧୫ ରାଜ୍ୟର ୧୧୫ ଲୋକ ସଭା ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୨।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୫ଟି ରାଜ୍ୟର ୧୧୫ ଆସନରେ ସକାଳ ୭ଟାଠାରୁ ମତଦାନ ଆରମ୍ଭ ହେବ।

କେରଳ ସରକାର ଶ୍ରୀଲଙ୍କା ପଠାଇବେ ୧୫ ଜଣିଆ ଡାକ୍ତରି ଟିମ୍‌

କେରଳ ସରକାର ଶ୍ରୀଲଙ୍କା ପଠାଇବେ ୧୫ ଜଣିଆ ଡାକ୍ତରି ଟିମ୍‌

ଥିରୁଭାନନ୍ତପୁରମ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ସିରିଏଲ ବୋମା ବିସ୍ଫୋରଣରେ ଏବେ ପର୍ଯ୍ୟନ୍ତ ୨୯୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଲୋକେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି।

ଆଜି ବିଶ୍ୱ ‘ପୃଥିବୀ ଦିବସ’: ଡୁଡ୍‌ଲ ପ୍ରସ୍ତୁତ କରି ଏହି ଦିବସ କରୁଛି ପାଳନ ଗୁଗ୍‌ଲ

ଆଜି ବିଶ୍ୱ ‘ପୃଥିବୀ ଦିବସ’: ଡୁଡ୍‌ଲ ପ୍ରସ୍ତୁତ କରି ଏହି ଦିବସ କରୁଛି ପାଳନ ଗୁଗ୍‌ଲ

ନୂଆଦିଲ୍ଲୀ,୨୨।୪:ଆଜି ସମଗ୍ର ବିଶ୍ୱରେ ‘ପୃଥିବୀ ଦିବସ’ ପାଳନ କରାଯାଉଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri