ମନୋରଞ୍ଜନ |

ପରଦାରେ ଗର୍ଜୁଛି ଟାଇଗର

ପରଦାରେ ଗର୍ଜୁଛି ଟାଇଗର
ବମ୍ବେ: ରୂପେଲି ପରଦାରେ ୪ ବର୍ଷ ପୂର୍ବେ ପାଦ ଥାପିଥିବା ଟାଇଗର ଏବେ ବଡ ହୋଇ ଗର୍ଜନ କରୁଛି। ଥରୁଛି ବକ୍ସ ଅଫିସ। ‘ବାଘୀ-୨‘ ମାଧ୍ୟମରେ ବଲିଉଡ ନାୟକ ଟାଇଗର ସ୍ରଫ୍‌ ଏବେ ଫୁଲ୍‌ ଫର୍ମକୁ ଆସିଯାଇଛନ୍ତି। ଖାଲି ୨୦୧୮ ମସିହା ନୁହେଁ ନିଜ କ୍ୟାରିୟରରେ ଓପନିଙ୍ଗ କଲେକ୍ସନକୁ ନେଇ ରେକର୍ଡ କରିଛନ୍ତି। ଟାଇଗରଙ୍କ କ୍ୟାରିୟରର ଏହା ସବୁଠାରୁ ବଡ ଫିଲ୍ମ। ସାରା ଦେଶରେ ଏହା ପାଖାପାଖି ୩ହଜାର ୫ଶହ ସ୍କ୍ରିନରେ ରିଲିଜ୍‌ ହୋଇଥିବା ବେଳେ ଅନ୍ୟ ୪୫ଟି ଦେଶରେ ପ୍ରାୟ ୬୨୫ଟି ସ୍କ୍ରିନରେ ରିଲିଜ୍‌ ହୋଇଛି ‘ବାଘୀ-୨’। ଫ୍ରାଇଡେ ରିଲିଜ୍‌ରେ ସାମିଲ ହୋଇ ମାର୍ଚ୍ଚ ୩୦ରେ ପରଦାକୁ ଆସିଥିବା ଏହି ଫିଲ୍ମ ପ୍ରଥମ ଦିନରେ ଆୟ କରିଛି ୨୫.୧୦କୋଟି ଟଙ୍କା। ‘ପଦ୍ମାବତ୍‌’ର ପ୍ରଥମ ଦିନର ଆୟକୁ ମଧ୍ୟ ପଛରେ ପକାଇ ଦେଇଛି ‘ବାଘୀ-୨’। ତେବେ ଦର୍ଶକେ ଟାଇଗରଙ୍କ ଆକ୍ସନ ପାଇଁ ପାଗଳ ଥିବା ବେଳେ ପ୍ରଥମ ଦିନର ପ୍ରଦର୍ଶନ ତାଙ୍କୁ ଆଣି ଦେଇଛି ସଫଳତା।
All Right Reserved By

ମନୋରଞ୍ଜନ |

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ଖୁବ୍‌ଶୀଘ୍ର ପରଦାକୁ ଆସିବ ‘ତେରେ ନାମ୍‌-୨’

ବଲିଉଡ୍‌ର ଦବଙ୍ଗ ଷ୍ଟାର୍‌ ସଲମାନ ଖାନ୍‌ଙ୍କ ଅଭିନୀତ ସୁପରହିଟ୍‌ ଫିଲ୍ମ ‘ତେରେ ନାମ୍‌’ର ସିକ୍ୱେଲ ନିର୍ମାଣ ହେବାକୁ ଯାଉଛି। ଫିଲ୍ମର ନିର୍ଦ୍ଦେଶନା ଦାୟିତ୍ୱରେ ଥିବା ସତୀଶ କୌଶିକ ଏହି ସୂଚନା ଦେଇଛନ୍ତି। 

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ଅମୀରଙ୍କ ବିମାନ ଭିତରେ ବସିଥିବା ଭିଡିଓ ହେଲା ଭାଇରାଲ

ମୁମ୍ବାଇ,୨୩।୪: ମିଷ୍ଟର ପରଫେକ୍ଟିନିଷ୍ଟଙ୍କ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓଟିରେ ଅମୀର ଖଁ। ଇକୋନୋମିକ କ୍ଲାସର ଓ୍ବିଣ୍ଡୋ ସିଟ୍‌ ପାଖରେ ଚୁପ୍‌ଚାପ୍‌ ବସିଥିବା ଦେଖିବାକୁ ମିଳିଛି। 

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ‘କଳଙ୍କ’ ବକ୍ସ ଅଫିସରେ ଧରାଶାୟୀ: ୬ ଦିନରେ ବ୍ୟବସାୟ ମାତ୍ର ୭୦ କୋଟି

ବମ୍ବେ: ଚଳଚ୍ଚିତ୍ର ‘କଳଙ୍କ’କୁ ନେଇ ଅନେକ ଆଶା ରଖିଥିଲେ ଏହାର ନିର୍ମାତା ଓ ପ୍ରଯୋଜକ। ମାତ୍ର ଏସବୁ ଭୁଲ ସାବ୍ୟସ୍ତ ହୋଇଛି। ବକ୍ସ ଅଫିସରେ ଫେଲ ମାରିଛି ଫିଲ୍ମ। ଏହା କରନ୍‌ ଜୋହରଙ୍କ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି କୁହାଯାଉଥିଲା। 

ବିବାହ ଉତ୍ସବରେ ଦୀପିକାଙ୍କ ଚପଲ ଧରି ବୁଲିଲେ ରଣବୀର, ଫଟୋ ଭାଇରାଲ..

ବିବାହ ଉତ୍ସବରେ ଦୀପିକାଙ୍କ ଚପଲ ଧରି ବୁଲିଲେ ରଣବୀର, ଫଟୋ ଭାଇରାଲ..

ବମ୍ବେ: ସ୍ବାମୀ ହେବ ତ ଏମିତି। ବଲିଉଡ୍‌ରେ ରଣବୀର ସିଂହଙ୍କୁ ନେଇ ଏପରି କିଛି ଚର୍ଚ୍ଚା ହେଉଛି।

କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଲେ କଙ୍ଗନା

କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଲେ କଙ୍ଗନା

ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୃଷକଙ୍କ ସହାୟତା ପାଇଁ ଆଗେଇ ଆସିଛନ୍ତି। 

ବିବାହର ଦୁଇମାସ ପରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ ଏହି ଅଭିନେତା

ବିବାହର ଦୁଇମାସ ପରେ ସ୍ତ୍ରୀଙ୍କୁ ଛାଡପତ୍ର ଦେଇଥିଲେ ଏହି ଅଭିନେତା

ବଲିଉଡ ଅଭିନେତା ମନୋଜ ବାଜପେୟୀ ୫୦ବର୍ଷରେ ପଦାର୍ପଣ କରିଛନ୍ତି।

ସାମାଜିକ ସଚେତନତାକୁ ଗୁରୁତ୍ୱ ଦେଇଥାଏ

ସାମାଜିକ ସଚେତନତାକୁ ଗୁରୁତ୍ୱ ଦେଇଥାଏ

ପେସାରେ ଜଣେ ଡାକ୍ତର, ହେଲେ ସାହିତ୍ୟ କ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇବାରେ ସକ୍ଷମ ହୋଇଛନ୍ତି। ରାତ୍ରିର ବିଳମ୍ବିତ ପ୍ରହରରେ ସେ ବସିପଡନ୍ତି ନିଜ ମନର ଭାବନାକୁ କବିତାର ରୂପ ଦେବାକୁ।

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। 

‘ଭାରତ’ର ଟ୍ରେଲର ରିଲିଜ୍‌

‘ଭାରତ’ର ଟ୍ରେଲର ରିଲିଜ୍‌

ମୁମ୍ବାଇ,୨୨।୪: ସଲମାନ ଖଁାଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ଭାରତର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରଟି ୩ମିନିଟ ୧୧ସେକେଣ୍ଡର ହୋଇଥିବା ବେଳେ ରିଲିଜର କିଛି ସମୟ ମଧ୍ୟରେ ଲକ୍ଷାଧିକ ଲୋକ ଏହାକୁ ଦେଖିସାରିଲେଣି। 

ସଞ୍ଜୟ ଲୀଲା ଭଂସାଲୀ କେବେ ଏହି ଅଭିନେତ୍ରୀଙ୍କୁ କରିଥିଲେ ରିଜେକ୍ଟ: ଏବେ  ତାଙ୍କୁ ନେଇ କରୁଛନ୍ତି ବଡ଼ ଫିଲ୍ମ

ସଞ୍ଜୟ ଲୀଲା ଭଂସାଲୀ କେବେ ଏହି ଅଭିନେତ୍ରୀଙ୍କୁ କରିଥିଲେ ରିଜେକ୍ଟ: ଏବେ ତାଙ୍କୁ ନେଇ କରୁଛନ୍ତି ବଡ଼ ଫିଲ୍ମ

ମୁମ୍ବାଇ,୨୨।୪: ଅଭିନେତ୍ରୀ ଆଲିଆ ଭଟ୍ଟ ଏବେ ବଲିଉଡର ପପୁଲାର ଅଭିନେତ୍ରୀ ଭାବେ ଜଣାଶୁଣା। ଗୋଟିଏ ପରେ ଗୋଟିଏ ସୁପରହିଟ ଫିଲ୍ମ ଦେଇ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି।

Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri