ରାଜ୍ୟ | ଉପକୂଳ ଓଡିଶା

ମା’ଶୀତଳାଙ୍କୁ ପୂଜା କଲେ ରୋଗମୁକ୍ତ ହୁଏ ପରିବାର

ମା’ଶୀତଳାଙ୍କୁ ପୂଜା କଲେ ରୋଗମୁକ୍ତ ହୁଏ ପରିବାର
ମହାକାଳପଡା,୧୩।୫ (ଡିଏନଏ)ମହାକାଳପଡା ବ୍ଲକ ରାମନଗର ପଞ୍ଚାୟତ ଅନ୍ତର୍ଗତମା’ ରାମଚଣ୍ଡୀଙ୍କ ମନ୍ଦିର ନିକଟରେ ଶନିବାରଠାରୁ ମା’ ଶୀତଳାଙ୍କ ୪୦ତମ ବାର୍ଷିକ ପୂଜା ଆରମ୍ଭ ହୋଇଛି। ୩ ଦିନ ଧରି ଆୟୋଜିତ ହେଉଥିବା ଏହି ପୂଜାର ଭସାଣୀ ଉତ୍ସବ ସୋମବାର ଅନୁଷ୍ଠିତ ହେବ। ପୂଜା ମଣ୍ଡପରେ ମା’ଶୀତଳାଙ୍କ ମୃଣ୍ମୟୀ ମୂର୍ତ୍ତି ସମେତ ସ୍ବାମୀ ଜରଥ୍‌ ମୁନୀ, ମା’ ଚଣ୍ଡୀ ଓ ଅନ୍ୟାନ୍ୟ ଦେବୀଦେବଙ୍କ ପ୍ରତିମା ସ୍ଥାପନ କରାଯାଇ ପୂଜାର୍ଚ୍ଚନା କରାଯାଉଛି। ତୋରଣ ଆଲୋକ ମାଳାରେ ପୂଜାମଣ୍ଡପକୁ ସୁସଜ୍ଜିତ କରାଯାଇଛି। ଏହି ପୂଜା କଲେ ପରିବାର ରୋଗମୁକ୍ତ ହୋଇଥାଏ ବୋଲି ସ୍ଥାନୀୟ ଲୋକଙ୍କ ବିଶ୍ୱାସ ରହିଛି। ଏଥିଯୋଗୁ ମା’ଶୀତଳାଙ୍କୁ ରୋଗ ମାତା ବୋଲି କୁହାଯାଏ। ମାନସିକ ପୂରଣ ହେଲେ ମା’ଙ୍କ ଠାରେ ଚିନିରେ ପ୍ରସ୍ତୁତ‘ବାତ୍‌ସା ଭୋଗ’ ଲାଗି ହୋଇଥାଏ। ଏଥିଯୋଗୁ ମଣ୍ଡପରେ ଭକ୍ତ ଓ ମାନସିକଧାରୀଙ୍କ ଭିଡ ଜମିଛି। ପ୍ରତ୍ୟେକ ସନ୍ଧ୍ୟାରେ ମଣ୍ଡପରେ ଭଜନ ସଙ୍କୀର୍ତ୍ତନ, ପ୍ରବଚନ, ପାଲା, ରାମଲୀଳା ଆଦିର ଆୟୋଜନ କରାଯାଇଛି। ବରେନ ବେରା, ଶରତଚନ୍ଦ୍ର ମଣ୍ଡଳ, ନୀତାନଳ ମାଇତି, ଶ୍ରୀ ପତି କାମଳିଆ, ମାଧବ ଓ ଅଜୟ ଆହାଡିଙ୍କ ସମେତ ଗ୍ରାମବାସୀ ଏହାକୁ ପରିଚାଳନା କରୁଛନ୍ତି।
All Right Reserved By

ରାଜ୍ୟ | ଉପକୂଳ ଓଡିଶା

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର, ୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ବୁଥ୍‌ ସମ୍ମୁଖରେ ଧାରଣା ଦେଲେ ବଦ୍ରିନାରାୟଣ ପାତ୍ର

ଆନନ୍ଦପୁର,୨୩।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଏକ ପୋଲିଂ ବୁଥ୍‌ ନିକଟରେ ଧାରଣା ଦେଇଛନ୍ତି। 

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

୧ଟା ସୁଦ୍ଧା ରାଜ୍ୟରେ ୩୪ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ  ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛିି। 

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଓଡ଼ିଶାର ନେତାଙ୍କଠାରୁ ଜନତା ଅଧିକ ଚାଲାକ: ମୋଦି

ଭୁବନେଶ୍ୱର,୨୩।୪(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ କେନ୍ଦ୍ରାପଡ଼ା ବାରୁଅଠାରେ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri