ଉପକୂଳ ଓଡିଶା

ଅଗ୍ନିକାଣ୍ଡରେ ଦୋକାନ ଭଣ୍ଡାର ଗୃହ ଜଳିଗଲା

ଡେରାବିଶ ୧୩।୫(ସ୍ବ.ପ୍ର.) ଡେରାବିଶ ବ୍ଲକ ଚାନ୍ଦୋଳ ପଞ୍ଚାୟତ ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ବଜାରସ୍ଥିତ ଏକ ଜଳଖିଆ ଦୋକାନର ଭଣ୍ଡାର ଗୃହ ଜଳିଯାଇଛି ା ଘଟଣାରୁ ପ୍ରକାଶ ଚାନ୍ଦୋଳ ବଜାରର ଜଳଖିଆ ଦୋକାନୀ ଶରତ ବେହେରା ଦୋକାନ ପଛରେ ଏକ ଚାଳଛପର ଘର ଭଡ଼ାରେ ନେଇ ଭଣ୍ଡାରଗୃହ କରିଥିଲେ। ସେଠାରେ ଜଳଖିଆ ପ୍ରସ୍ତୁତି ପାଇଁ ଗୋଲ କୋଇଲା, ଅଟା, ମଇଦା, ସୁଜି, ଚିନି ଆଦି ରଖିାଯାଏ ା ଶୁକ୍ରବାର ରାତିରେ ସେଠାରୁ ଧୁଅଁା ଉଠୁଥିବା ଦେଖି ସ୍ଥାନୀୟ ଲୋକେ ଆସି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ସଫଳ ହୋଇ ନଥିଲେ। ଖବରପାଇ ନିଶ୍ଚିନ୍ତକୋଇଲି ଅଗ୍ନିଶମ ସେବା ସଂସ୍ଥା କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ମାତ୍ର ସେତେବେଳକୁ ବେହେରାରଙ୍କ ସବୁ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଥିଲା। ଅଗ୍ନିକାଣ୍ଡର କାରଣ ପ୍ରକୃତ କାରଣ ଅଦ୍ୟାବଧି ଜଣାପଡି ନାହିଁ।
All Right Reserved By

ଉପକୂଳ ଓଡିଶା

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦ ପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦ ପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଙ୍ଗତ ନେତା ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ବନ୍ୟପ୍ରାଣୀ କାର୍ଯ୍ୟାଳୟରୁ ୪ ବନ୍ଧୁକ ଲୁଟି ନେଲେ ମାଓବାଦୀ

ଦଶପଲ୍ଲା,୨୪।୪(ଡି.ଏନ୍‌.ଏ.): ମହାନଦୀ ବନ୍ୟପ୍ରାଣୀ ବାଣିଗୋଚ୍ଛା ରେଞ୍ଜ କୁଆଁରିଆ ଡ୍ୟାମ୍‌ସ୍ଥିତ କାର୍ଯ୍ୟାଳୟରୁ ମଙ୍ଗଳବାର ରାତିରେ ୪ଟି ବନ୍ଧୁକ ଚୋରି ହୋଇଛି। ମାଓବାଦୀମାନେ କାର୍ଯ୍ୟାଳୟର କବାଟ ଭାଙ୍ଗି ଅଫିସ ମଧ୍ୟରେ ପଶି ଭଙ୍ଗାରୁଜା କରିବା ସହ ବନ୍ଧୁକଗୁଡ଼ିକୁ ଚୋରି କରିଥିବା ଜଣାପଡ଼ିଛି। 

ଅସାବଧାନତା ଯୋଗୁ ଗରମ ତେଲ ପଡ଼ି ଯୁବକ ଗୁରୁତର

ଅସାବଧାନତା ଯୋଗୁ ଗରମ ତେଲ ପଡ଼ି ଯୁବକ ଗୁରୁତର

ନୂଆଗାଁ, ୨୪।୪(ଡି.ଏନ୍‌.ଏ): ନୟାଗଡ ଜିଲା ନୂଆଗାଁ ବ୍ଲକ ବାହାଡ଼ାଝୋଲା ଗ୍ରାମର ଜଣେ ଯୁବକଙ୍କ ଉପରେ ବୁଧବାର ଗରମ ତେଲ ପଡିଯିବାରୁ ସେ ଗୁରୁତର ଭାବେ ଆହତ ହୋଇଛନ୍ତି। ସେ ହେଲେ ବାହାଡ଼ାଝୋଲାସ୍ଥିତ ବାସୁ ହୋଟେଲର ମାଲିକ ବବୁଲ ସାହୁ(୨୬)। 

ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର 

ଅବ୍ୟବସ୍ଥା ଘେରରେ ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର 

ନୂଆଗାଁ,୨୪।୪(ଡି.ଏନ.ଏ.)-ନୟାଗଡ ଜିଲା ମହୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ତା’ ଅଧୀନରେ ଥିବା ୪ ଗୋଟି ସରକାରୀ ଚିକିତ୍ସାଳୟ ନାନା ଅବ୍ୟବସ୍ଥା ମଧ୍ୟରେ ରହିଛି। ଏଥିନେଇ ଅଞ୍ଚଳବାସୀ ଯେତେ ଅଭିଯୋଗ କଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ। 

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ:  ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦରେ ଭୋଟ ଗ୍ରହଣ: ୩ ବୁଥ୍‌ରେ ଉତ୍ତେଜନା : ଜଣେ ଆହତ, ୨ ଗିରଫ

କୃଷ୍ଣପ୍ରସାଦ,୨୪ା୪(ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକରେ ମଙ୍ଗଳବାର ୩ୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି| 

ଟାଙ୍ଗୀ ବ୍ଲକ: ଇଭିଏମ୍‌ରେ ତ୍ରୁଟି ନେଇ ଉତ୍ତେଜନା; ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଶୃଙ୍ଖଳିତ ମତଦାନ

ଟାଙ୍ଗୀ ବ୍ଲକ: ଇଭିଏମ୍‌ରେ ତ୍ରୁଟି ନେଇ ଉତ୍ତେଜନା; ପ୍ରଶାସନିକ ହସ୍ତକ୍ଷେପ ଯୋଗୁ ଶୃଙ୍ଖଳିତ ମତଦାନ

ଟାଙ୍ଗୀ(ଖୋର୍ଦ୍ଧା),୨୪ା୪(ଡି.ଏନ.ଏ.)-ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଟାଙ୍ଗୀ ବ୍ଲକସ୍ଥିତ ୧୪୨ଟି ମତଦାନ କେନ୍ଦ୍ରରେ ମଙ୍ଗଳବାର ଶୃଙ୍ଖଳିତ ଭାବେ ମତଦାନ  ଶେଷହୋଇଛି। 

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ;  ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

କାଳିଆ ଯୋଜନାକୁ ବନ୍ଦ ହେବାକୁ ଦେବି ନାହିଁ; ପ୍ରତାପ, ଅନୁଭବଙ୍କୁ ଭୋଟ ଦେଇ ବିଜୟୀ କରନ୍ତୁ: ମୁଖ୍ୟମନ୍ତ୍ରୀ

ମାହାଙ୍ଗା,୨୩ା୪(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କଟକ ଜିଲାର ମାହାଙ୍ଗା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ଜେ.ଏନ. କଲେଜ ପଡ଼ିଆଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଯୋଗ ଦେଇଥିଲେ। 

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ: ୧୧ଟା ସୁଦ୍ଧା ଖଣ୍ଡପଡ଼ାରେ ୧୬%, ରଣପୁରରେ ୧୩%, ନୟାଗଡ଼ରେ ୧୫% ମତଦାନ

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ: ୧୧ଟା ସୁଦ୍ଧା ଖଣ୍ଡପଡ଼ାରେ ୧୬%, ରଣପୁରରେ ୧୩%, ନୟାଗଡ଼ରେ ୧୫% ମତଦାନ

ନୟାଗଡ଼ ଅଫିସ,୨୩ା୪: ନୟାଗଡ଼ ଜିଲାର ରଣପୁର, ନୟାଗଡ଼ ଓ ଖଣ୍ଡପଡ଼ା ୩ଟି ନିର୍ବାଚନମଣ୍ଡଳୀ ପାଇଁ ମଙ୍ଗଳବାର ଶାନ୍ତି ଶୃଙ୍ଖଳାର ସହିତ ମତଦାନ ଚାଲିଥିବା ଦେଖିବାକୁ ମିଳିଛି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri