ଜାତୀୟ |

୫୧ ବର୍ଷରେ ପଦାର୍ପଣ କଲେ ମାଧୁରୀ

୫୧ ବର୍ଷରେ ପଦାର୍ପଣ କଲେ ମାଧୁରୀ
ବମ୍ବେ,୧୫।୫ : ମଙ୍ଗଳବାର ବଲିଉଡ୍‌ ଅଭିନେତ୍ରୀ ମାଧୁରୀ ଦୀକ୍ଷୀତ୍‌ ୫୧ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୭ ମସିହା ମେ ୧୫ ତାରିଖରେ ବମ୍ବେଠାରେ ଜନ୍ମଗ୍ରହଣ କରିଥିଲେ। ୧୯୮୮ ମସିହାରେ ତେଜାବ୍‌ ଫିଲ୍ମରେ ଏକ୍‌ ଦୋ ତିନ୍‌.... ଗୀତରେ ତାଙ୍କର ନୃତ୍ୟ ଦର୍ଶକଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏହାପରେ ଦୟାବାନ୍‌, ରାମଲଖନ, ପରିନ୍ଦା, ଦିଲ୍‌, ସାଜନ୍‌, ବେଟା, ଖଳନାୟକ, ହମ୍‌ ଆପ୍‌କେ ହୈ କୌନ୍‌, ରାଜା, ଦିଲ୍‌ ତୋ ପାଗଲ୍‌ ହୈ ଆଦି ଫିଲ୍ମରେ ତାଙ୍କର ଉଚ୍ଚକୋଟୀର ଅଭିନୟ ଦର୍ଶକଙ୍କୁ ଆକର୍ଷିତ କରିଥିଲା। ଅଭିନୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୦୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା।
All Right Reserved By

ଜାତୀୟ |

ଆଜି ବିଶ୍ୱ ‘ପୃଥିବୀ ଦିବସ’: ଡୁଡ୍‌ଲ ପ୍ରସ୍ତୁତ କରି ଏହି ଦିବସ କରୁଛି ପାଳନ ଗୁଗ୍‌ଲ

ଆଜି ବିଶ୍ୱ ‘ପୃଥିବୀ ଦିବସ’: ଡୁଡ୍‌ଲ ପ୍ରସ୍ତୁତ କରି ଏହି ଦିବସ କରୁଛି ପାଳନ ଗୁଗ୍‌ଲ

ନୂଆଦିଲ୍ଲୀ,୨୨।୪:ଆଜି ସମଗ୍ର ବିଶ୍ୱରେ ‘ପୃଥିବୀ ଦିବସ’ ପାଳନ କରାଯାଉଛି।

ଶହୀଦ୍‌ ପୁଅଙ୍କ ମର ଶରୀରକୁ ସାଲ୍ୟୁଟ୍‌  କରି କଇଁ କଇଁ ହୋଇ କାନ୍ଦିଲେ ମା

ଶହୀଦ୍‌ ପୁଅଙ୍କ ମର ଶରୀରକୁ ସାଲ୍ୟୁଟ୍‌ କରି କଇଁ କଇଁ ହୋଇ କାନ୍ଦିଲେ ମା

ରାଞ୍ଚି,୨୨।୪: ଝାଡ଼ଖଣ୍ଡ ପଲାମୁ ନିବାସୀ ୨୩ ବର୍ଷ ବୟସ୍କ ଲ୍ୟୁଟ୍‌ନାଟ୍‌ ଅନୁରାଗ ଶୁକ୍ଳା ରାଜସ୍ଥାନ ଶ୍ରୀଗଙ୍ଗାନଗରରେ ନିଜର ୩ ଜଣ ସାଥୀଙ୍କୁ ବଞ୍ଚାଇବା ପାଇଁ ଶହୀଦ୍‌ ହୋଇଥିଲେ। 

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ଶ୍ରୀଲଙ୍କା ବିସ୍ଫୋରଣରେ ନିଖୋଜ ଅଛନ୍ତି ୭ ଜେଡି(ଏସ୍‌) କର୍ମୀ

ବେଙ୍ଗାଲୁର,୨୨।୪: ଶ୍ରୀଲଙ୍କାରେ ରବିବାର ହୋଇଥିବା ବିସ୍ଫୋରଣରେ ୫ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହିି ଘଟଣାରେ କର୍ନାଟକର ୨ ଜନତା ଦଳ ସେକ୍ୟୁଲାର ବା ଜେଡି(ଏସ୍‌) କର୍ମୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୭ ଜଣ ନିଖୋଜ ଥିବା କୁହାଯାଉଛି। 

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ପ୍ରଜ୍ଞାଙ୍କ ନାମାଙ୍କନ ରଦ୍ଦ ପାଇଁ ଦାବି କଲେ ମାୟାବତୀ

ଭୋପାଳ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସହିତ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। 

ଉତ୍ତର-ପୂର୍ବ ଦିଲ୍ଲୀ ଆସନରୁ ଲଢ଼ିବେ ଶିଲା ଦିକ୍ଷିତ

ଉତ୍ତର-ପୂର୍ବ ଦିଲ୍ଲୀ ଆସନରୁ ଲଢ଼ିବେ ଶିଲା ଦିକ୍ଷିତ

ନୂଆଦିଲ୍ଲୀ,୨୨।୪: ଅତିତରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିଥିବା କଂଗ୍ରେସ ନେତ୍ରୀ ଶିଲା ଦିକ୍ଷିତ ଏଥର ପୁଣିଥରେ କଂଗ୍ରେସ ଟିକେଟ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। 

ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଆକ୍ସନ ମୋଡ଼ରେ କମଲନାଥ ସରକାର: ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଅଘୋଷିତ ବିଦ୍ୟୁତ୍‌ କାଟକୁ ନେଇ ଆକ୍ସନ ମୋଡ଼ରେ କମଲନାଥ ସରକାର: ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୋପାଳ,୨୨।୪: ଅଘୋଷିତ ବିଦ୍ୟୁତ୍‌ କାଟ୍‌କୁ ନେଇ ଆକ୍ସନ ମୁଡ୍‌ରେ ଆସିଯାଇଛନ୍ତି ମଧ୍ୟପ୍ରଦେଶର ରାଜ୍ୟସରକାର। ଏନେଇ ୪୧୫ ଇଞ୍ଜିନିୟର ଓ କର୍ମଚାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ କମଲନାଥ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। 

ସ୍ତ୍ରୀ, ୩ ସନ୍ତାନଙ୍କୁ ହତ୍ୟା କରି ଶଳାଙ୍କୁ ଭିଡିଓ ପଠାଇଲେ ଜଣେ ଇଞ୍ଜିନିୟର

ସ୍ତ୍ରୀ, ୩ ସନ୍ତାନଙ୍କୁ ହତ୍ୟା କରି ଶଳାଙ୍କୁ ଭିଡିଓ ପଠାଇଲେ ଜଣେ ଇଞ୍ଜିନିୟର

ଗାଜିଆବାଦ, ୨୨।୪: ଉତ୍ତର ପ୍ରଦେଶର ଗାଜିଆବାଦ ସହରରେ ଏକ ଅଭାବନୀୟ ଘଟଣା ଘଟିଛି।

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

‘ସାଇକେଲ’ ଚିହ୍ନରେ ଭୋଟ ଦେଇ ମୋଦିଙ୍କୁ ଜିତାନ୍ତୁ: ଭାଜପା ନେତା

ନୂଆଦିଲ୍ଲୀ,୨୨।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଉପସ୍ଥିତିରେ ରବିବାର ଆୟୋଜିତ ହୋଇଥିଲା ଏକ ନିର୍ବାଚନୀ ସଭା। ଏଥିରେ ଯୋଗ ଦେଇଥିଲେ ଭାଜପା ନେତା ନରେଶ ଅଗ୍ରଓ୍ବାଲଙ୍କ ସମେତ ଆଉ କେତେଜଣ ନେତା।

ଶହୀଦ୍‌ଙ୍କୁ ସମ୍ମାନ ଦେବା ଦେଶ ନାଗରିକଙ୍କ କର୍ତ୍ତବ୍ୟ: ଜେନେରାଲ ହୋଦା

ଶହୀଦ୍‌ଙ୍କୁ ସମ୍ମାନ ଦେବା ଦେଶ ନାଗରିକଙ୍କ କର୍ତ୍ତବ୍ୟ: ଜେନେରାଲ ହୋଦା

ନୂଆଦିଲ୍ଲୀ,୨୨।୪: ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁରପ ମୁମ୍ବାଇ ଏଟିଏସ୍‌ ମୁଖ୍ୟ ଶହୀଦ୍‌ ହେମନ୍ତ କରକାରେଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। 

ପ୍ରଚାର ସମୟରେ ଖାଦ୍ୟ ପରଷିବାରୁ ଅଡ଼ୁଆରେ ପଡ଼ିଗଲେ ପ୍ରିୟଙ୍କା

ପ୍ରଚାର ସମୟରେ ଖାଦ୍ୟ ପରଷିବାରୁ ଅଡ଼ୁଆରେ ପଡ଼ିଗଲେ ପ୍ରିୟଙ୍କା

ଓ୍ବାୟନାଡ଼,୨୨।୪: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ନିଜ ଭାଇ ତଥା କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନୂଆ ନିର୍ବାଚନମଣ୍ଡଳୀ କେରଳ ଓ୍ବାୟନାଡରେ ପହଞ୍ଚିଥିଲେ। 

ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବୌଦ୍ଧ ଭିକ୍ଷୁ

ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବୌଦ୍ଧ ଭିକ୍ଷୁ

ଗୟା,୨୨।୪: ବୋଧ ଗୟାର ମହାବୋଧି ମନ୍ଦିରରେ ଥିବା ବୌଦ୍ଧ ଭିକ୍ଷୁମାନେ ଶ୍ରୀଲଙ୍କା ବିସ୍ଫୋରଣରେ ମୃତକଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। 

ମନ୍ଦିରରେ ଦଳାଚକଟା: ୭ ମୃତ

ମନ୍ଦିରରେ ଦଳାଚକଟା: ୭ ମୃତ

ତ୍ରିଚି,୨୨ା୪: ତାମିଲନାଡୁର ତ୍ରିଚି ଜିଲାରେ ଥିବା କାରୁପାସ୍ବାମୀ ମନ୍ଦିରରେ ରବିବାର ଦଳାଚକଟା ଘଟି ୪ ମହିଳାଙ୍କ ସମେତ ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ୧୦ରୁ ଊର୍ଦ୍ଧ୍ୱ ଆହତଙ୍କୁ ଥୁରାୟୁରସ୍ଥିତ ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri