ରାଜ୍ୟ | ଅନଗୁଳ-ଢେଙ୍କାନାଳ

ଗିରଙ୍ଗ ପ୍ରିମିୟର ଲିଗ କ୍ରିକେଟ ସୁପରକିଙ୍ଗ, ସନ ରାଇଜର ବିଜୟୀ

ଗିରଙ୍ଗ ପ୍ରିମିୟର ଲିଗ କ୍ରିକେଟ ସୁପରକିଙ୍ଗ, ସନ ରାଇଜର ବିଜୟୀ
ବଅଁରପାଳ, ୧୩ା୬(ଡି.ଏନ.ଏ.)- ବଅଁରପାଳ ବ୍ଲକ ଅନ୍ତର୍ଗତ ଗିରାଙ୍ଗଠାରେ ଚାଲିଥିବା ପ୍ରିମିୟର ଲିଗ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ମ୍ୟାଚରେ ସୁପରକିଙ୍ଗ୍‌ସ ଓ ସନ ରାଇଜର ଟିମ୍‌ ବିଜୟୀ ହୋଇଛି। ପ୍ରଥମ ମ୍ୟାଚ ସୁପରକିଙ୍ଗ ଓ ଟିନି ଲାୟନ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଟିନି ଲ।ୟନ ପ୍ରଥମେ ବ୍ୟାଟିଂ କରି ୧୦ ଓଭରରେ ୮୧ ରନ କରିଥିଲା। ଜବାବରେ ସୁପରକିଙ୍ଗ ୮ ଓଭରରେ ଆବଶ୍ୟକ ରନ୍‌ କରି ବିଜୟୀ ହୋଇଥିଲା। ସେହିପରି ଅନ୍ୟ ଏକ ମ୍ୟାଚ ସନ ରାଇଜର ଓ କ୍ରିଷ୍ଣା ଓ୍ବାରିୟର ମଧ୍ୟରେ ଖେଳାଯାଇଥିଲା। କ୍ରିଷ୍ଣା ଓ୍ବାରିୟର ୧୦ ଓଭରରେ ୧୧୩ ରନ କରିଥିଲା। ଜବାବରେ ସନ ରାଇଜର ୯ ଓଭରରେ ୧୧୬ ରନ କରି ବିଜୟୀ ହୋଇଥିଲା। ବିଜୟୀ ଦଳର ପ୍ରହଲ୍ଲାଦ ଦେହୁରି ଓ ସୁସେନ ଗଡ଼ନାୟକ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ଏହି ମ୍ୟାଚରେ ଯୁବନେତା କୁନା ଗଡ଼ନାୟକ, ଦ୍ରୁତ ଗଡ଼ନାୟକ ଅତିଥି ଭାବେ ଯୋଗ ଦେଇଥିଲେ। ତରୁଣ ସ୍ବାଇଁ ଓ ଲିଟୁ ସିଂ ଖେଳ ପରିଚାଳନା କରିଥିଲେ। ଲିଟୁ ବେହେରା ସ୍କୋରର ଦାୟିତ୍ୱସ୍‌ରେ ଥିଲେ। ଆୟୋଜକ କ୍ଲବର ସଭାପତି କାଳୀ ଚରଣ କର, ନିରଞ୍ଜନ ନାୟକ, ଟୁକୁ ଗଡ଼ନାୟକ, ସୁଜିତ କୁମାର ପ୍ରମୁଖ ସହଯୋଗ କରିଥିଲେ।
All Right Reserved By

ରାଜ୍ୟ | ଅନଗୁଳ-ଢେଙ୍କାନାଳ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

ରାସ୍ତା କାମ ନିମ୍ନମାନର: ବଢ଼ୁଛି ପ୍ରଦୂଷଣ

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ଜାତୀୟ ରାଜପଥ ୫୨୦ର ରିମୁଳିଠାରୁ କୋଇଡା ପର୍ଯ୍ୟନ୍ତ ଚାରିଲେନ୍‌ ରାସ୍ତା କାମ ଚାଲୁ ରହିଛି। ଏହି କାମ ପାଇଁ ପ୍ରଥମେ ୨୦୧୧ ମସିହାରେ ଟେଣ୍ଡର ହୋଇଥିଲା।

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

‘ଦାବି ପୂରଣ ନ ହେଲେ ଭୋଟ ବର୍ଜନ’

କେନ୍ଦୁଝର, ୨୦ା୩ (ସ୍ବ.ପ୍ର.): ମୌଳିକ ସୁବିଧାରୁ ବଞ୍ଚିତ ବାଂଶପାଳ ବ୍ଲକର କେନ୍ଦୁଘାଟି ଓ କାଶିଆ ଗ୍ରାମର ଲୋକମାନେ ଦାବି ପୂରଣ ନ ହେଲେ ଭୋଟ ବର୍ଜନ କରିବା ସହ ପ୍ରଚାର ପାଇଁ ନେତାଙ୍କୁ ଗ୍ରାମରେ ପୂରାଇ ଦେବେନାହିଁ ବୋଲି ଚେତାବନୀ ଦେଇଛନ୍ତି। 

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

ମଣ୍ଡିରେ କିଣା ହେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ୫ଘଣ୍ଟା ପ୍ରତିବାଦ

କପ୍ତିପଦା,୨୦ା୩ (ଡି.ଏନ.ଏ)- ମଣ୍ଡି ଠିକ୍‌ ସମୟରେ ଖୋଲୁନି। ଖୋଲିଲେ ବି ଚାଷୀଙ୍କ ଧାନ କିଣାଯାଉନି। ମିଲର ଏବଂ ପ୍ରଶାସନର ଭିତିରି ସମ୍ପର୍କ ହେତୁ ଚାଷୀଙ୍କ ଧାନ ମଣ୍ଡିରେ କିଣାଯାଉନି ।

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ସମିତିରେ ପଡ଼ିରହିଛି ଧାନବସ୍ତା: ପ୍ରତିବାଦରେ ତାଲା ପକାଇ ଚାଷୀଙ୍କ ଧାରଣା

ତିହିଡ଼ି, ୨୦।୩ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ପଞ୍ଚାୟତ ନିଶ୍ଚିନ୍ତପୁର ସେବା ସମବାୟ ସମିତିରେ ୧ ହଜାର ବସ୍ତା ଧାନ ପଡ଼ିରହିଛି। ମିଲର ଧାନ ଉଠାଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି।

ସ୍ବଂୟ ସହାୟିକା ସଭାନେତ୍ରୀଙ୍କଠାରୁ ଟଙ୍କା ଲୁଟ୍‌

ସ୍ବଂୟ ସହାୟିକା ସଭାନେତ୍ରୀଙ୍କଠାରୁ ଟଙ୍କା ଲୁଟ୍‌

ବଇଣ୍ଡା, ୨୦ା୩(ଡି.ଏନ.ଏ.): ଅନୁଗୋଳ ଜିଲା ହଣ୍ଡପା ଥାନା ବଇଣ୍ଡା ଚନ୍ଦନ ପୋଖରୀ ନିକଟରେ ଥିବା ସାହୁ ଲେଡିଜ କର୍ଣ୍ଣରଠାରୁ ଆନନ୍ଦମୁଣ୍ଡା ଗ୍ରାମ ମା’ ମହାଲକ୍ଷ୍ମୀ ସ୍ବଂୟ ସହାୟିକା ଗୋଷ୍ଠୀର ସଭାନେତ୍ରୀ ଲକିନ ସାହୁ(୨୪)ଙ୍କଠାରୁ ୧ ଲକ୍ଷ ୬୫ ହଜାର ଟଙ୍କା ଲୁଟ୍‌ ହୋଇଛି। 

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ଅସାବଧାନତାରୁ ବ୍ୟକ୍ତିଙ୍କ ମୃତ୍ୟୁ

ବଳଙ୍ଗା,୨୦।୩(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ସାଇଁଶଶାସନ ପଞ୍ଚାୟତ ଭଗବତୀପୁର ଗ୍ରାମର ଶରତ କୁମାର ରଥ (ଟୁଟୁ) ୫୨ ବର୍ଷ ଧାନକଳ ଚଳାଉ ଥିବାବେଳେ  ଅସାବଧାନତା ବଶତଃ କଳ ଫିତାରେ ହାତ ଏବଂ ମୁଣ୍ଡ ପଶିଯାଇଥିଲା।

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ଜେସିବି ମେଶିନ ପୋଡ଼ିଲେ ଦୁର୍ବୃତ୍ତ

ବାଲିଅନ୍ତା,୨୦।୩(ଡି.ଏନ୍‌.ଏ.):  ବାଲିଅନ୍ତା ଥାନା ଅଧୀନ ବେଣୁପୁର ମୌଜା ବିଲଗହୀରରେ ମାଟି ଖୋଳା କାର୍ଯ୍ୟରେ ନିୟୋଜିତ ଥିବା ଏକ ଜେସିବି ମେଶିନକୁ ମଙ୍ଗଳବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। 

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧରେ କଂଗ୍ରେସ କର୍ମୀଙ୍କ ବିକ୍ଷୋଭ

ବୌଦ୍ଧ,୨୦।୩(ସ୍ବ.ପ୍ର): ସାରା ରାଜ୍ୟରେ ଟିକେଟ ବଣ୍ଟନ ନେଇ କସରତ ଚାଲିଥିବା ବେଳେ ବୌଦ୍ଧରେ କଂଗ୍ରେସର ଟିକେଟ ବଣ୍ଟନ ନେଇ କର୍ମୀ ଓ ନେତାଙ୍କ ଅସନ୍ତେ।ଷ ବୃଦ୍ଧି ପାଇଛି । 

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ବିଜେଡିରୁ ଇସ୍ତଫା, ହାତ ଧରିପାରନ୍ତି ପ୍ରଶାନ୍ତ

ରାଉରକେଲା ଅଫିସ,୨୦।୩: ରଘୁନାଥପାଲି ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ଟିକେଟ ଆଶାୟୀ ଯୁବନେତା ପ୍ରଶାନ୍ତ ସେଠୀ ବୁଧବାର ଦଳରୁ ଇସ୍ତଫା ଦେଇଛନ୍ତି। 

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

କଳାପଥର ଡାକ ପିଅନଙ୍କୁ ହତ୍ୟା: ଜଙ୍ଗଲରୁ ମିଳିଲା ମୃତଦେହ

ସୋନପୁର,୨୦।୩(ନି.ପ୍ର.): ସୋନପୁର ଥାନା ଏସ୍‌ କଳାପଥର ଡାକ ପିଅନ ଶତୃଘ୍ନ ଷାଣ୍ଢ(୫୫)ଙ୍କୁ ବୁଧବାର ଭୋର ସମୟରେ କେହି ନିର୍ମମ ଭାବେ ହତ୍ୟା କରିଛନ୍ତି ।   ନିକଟସ୍ଥ ଅର୍ଜୁନପୁର ଜଙ୍ଗଲରୁ ତାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି । 

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଜାତୀୟ ରାଜପଥରେ ଭ୍ରୂଣ: ୧୦୮ ଆମ୍ବୁଲାନ୍ସ କର୍ମଚାରୀ ପକାଇ ଚାଲିଯାଇଥିବା ଅଭିଯୋଗ

ଲୋଇସିଂହା,୨୦।୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ବୁଧବାର ଏକ ଲଜ୍ଜାଜନକ ଘଟଣା ଦେଖିବାକୁ ମିଳିଛି। 

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ: କେନ୍ଦ୍ରସରକାର ଚାଷୀଙ୍କୁ ଧାନର ଉଚିତ ମୂଲ୍ୟ ନ ଦେବାରୁ କ୍ଷୋଭ

ରିଆମାଳ,୨୦।୩ (ଡି.ଏନ.ଏ.): ଦେବଗଡ଼ ଜିଲା ରିଆମାଳ ହାଟ ପଡ଼ିଆଠାରେ ବିଜେଡି ପକ୍ଷରୁ ହକ ମାଗୁଛି ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା