ଜୀବନଚର୍ଯ୍ୟା |

ପିଲାଙ୍କୁ ମଧୁମେହ ହୋଇଥିବା ଜାଣିବେ କିପରି

ପିଲାଙ୍କୁ ମଧୁମେହ ହୋଇଥିବା ଜାଣିବେ କିପରି

ମଧୁମେହ ଏକ ପ୍ରାଣଘାତୀ ରୋଗ। ପ୍ରତିଦିନ ଏହି ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ରୋଗ ସାଧାରଣତଃ ଶରୀରରେ ଶର୍କରାର ପରିମାଣ ବଢାଇବା ସହ ଉଚ୍ଚ ରକ୍ତଚାପ ଏବଂ କଲେଷ୍ଟ୍ରୋଲ ବୃଦ୍ଧି କରାଇଥାଏ। ଆଜିକାଲି ଛୋଟ ପିଲା ମଧ୍ୟ ଏହି ରୋଗରେ ଆକ୍ରାନ୍ତ ହେଉଥିବା ଲକ୍ଷ୍ୟ କରାଯାଉଛି। ପିଲାମାନଙ୍କ କ୍ଷେତ୍ରରେ ଦେଖାଯାଉଥିବା ଏହି ରୋଗର ଲକ୍ଷଣ ଗୁଡ଼ିକ ହେଲା- ବାରମ୍ବାର ଶୋଷ ଲାଗିବା, ଅଧିକ ଭୋକ ଲାଗିବା, ଓଜନ କମିଯିବା, ଥକା ଲାଗିବା, ଏବଂ ବାରମ୍ବାର ପରିସ୍ରା ଲାଗିବା। ଏପରି ସ୍ଥଳେ ଡାକ୍ତରଙ୍କ ପରାମର୍ଶ ନେବା ନିହାତି ଆବଶ୍ୟକ।

All Right Reserved By

ଜୀବନଚର୍ଯ୍ୟା |

ସୁଖ ଶାନ୍ତି ପାଇଁ ଗୁରୁବାର ଆପଣେଇ ପାରିବେ ଏହି ଉପାୟ...

ସୁଖ ଶାନ୍ତି ପାଇଁ ଗୁରୁବାର ଆପଣେଇ ପାରିବେ ଏହି ଉପାୟ...

ଗୁରୁବାର ଦେବଗୁରୁ ବୃହସ୍ପତିଙ୍କର ବିଶେଷ ପୂଜା କରାଯାଇଥାଏ। ବୃହସ୍ପତିଙ୍କୁ ଭାଗ୍ୟ ଓ ଧର୍ମର ପ୍ରତୀକ ବୋଲି କୁହାଯାଏ। କୁଣ୍ଡଳୀରେ ବୃହସ୍ପତିର ସ୍ଥିତିର ପ୍ରଭାବ ଦାମ୍ପତ୍ୟ ଜୀବନ ଉପରେ ମଧ୍ୟ ପଡ଼ିଥାଏ ବୋଲି ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଳେଖ ଅଛି।

ସଂକ୍ରାମକ ରୋଗର ବାହକ ବି’ ହୋଇଥାଏ ଟଙ୍କା

ସଂକ୍ରାମକ ରୋଗର ବାହକ ବି’ ହୋଇଥାଏ ଟଙ୍କା

ସଂକ୍ରାମକ ରୋଗ ବିଭିନ୍ନ ବାହକ ଦ୍ୱାରା ସଂକ୍ରମିତ ହୋଇାଥାଏ। ସାଧାରଣତଃ ଜଳ, ବାୟୁ, ଖାଦ୍ୟ, ସ୍ପର୍ଶ ଦ୍ୱାରା ରୋଗ ସଂକ୍ରମିତ ହୋଇଥାଏ । ତେବେ ଜଣେ ରୋଗୀର ସଂସ୍ପର୍ଶରେ ଏହିସବୁ ଉପାଦାନଗୁଡ଼ିକ ଆସିଲେ ବ୍ୟକ୍ତି ଦେହରୁ ଜୀବାଣୁଗୁଡ଼ିକ ବାହକର ଦେହକୁ ସ୍ଥାନାନ୍ତରିତ ହୁଏ ।

ସକାଳେ ଖାଆନ୍ତୁ ୨ଟି ଖଜୁରୀ, ମିଳିବ ଏସବୁ ଫାଇଦା

ସକାଳେ ଖାଆନ୍ତୁ ୨ଟି ଖଜୁରୀ, ମିଳିବ ଏସବୁ ଫାଇଦା

ପ୍ରତିଦିନ ସକାଳେ ଅଭ୍ୟାସ କରି ୨ଟି ଖଜୁରୀ କୋଳି ଖାଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହାର ଅନେକ ଔଷଧୀୟ ଗୁଣ ରହିଛି।

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁପରେ ମୁହଁରେ ରଖାଯାଏ ଗଙ୍ଗାପାଣି ଓ ତୁଳସୀ, କାରଣ ଜାଣନ୍ତୁ...

ମୃତ୍ୟୁକୁ ଜୀବନର ଏକ ମାତ୍ର ସତ୍ୟଭାବେ ଗ୍ରହଣ କରାଯାଇଥାଏ। ଏନେଇ ବିଭିନ୍ନ ଶାସ୍ତ୍ରରେ ଉଲ୍ଳେଖ ଅଛି। ଭାରତୀୟ ପରମ୍ପରାରେ ମୃତ୍ୟୁପରେ ମୁହଁରେ ଗଙ୍ଗାପାଣି ଓ ତୁଳସୀ ରଖାଯାଏ। ଏହାଦ୍ୱାରା ମୃତକଙ୍କ ଆତ୍ମାକୁ ଶାନ୍ତି ମିଳେ ଓ ପ୍ରେତଲୋକରେ ସେ ତୃଷାର୍ତ୍ତ ରୁହନ୍ତି ନାହିଁ ବୋଲି ବିଶ୍ୱାସ ରହିଛି।

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହରେ କାହିଁକି ହୁଏ ହଳଦୀ ଲଗାଇବା ପରମ୍ପରା

ବିବାହ ପୂର୍ବରୁ ହଳଦୀ ଲଗାଇବା ପରମ୍ପରାର ବିଶେଷ ମହତ୍ତ୍ୱ ରହିଥାଏ। ଏହା ବିନା ବିବାହ ସମ୍ପୂର୍ଣ୍ଣ ହୋଇପାରି ନ ଥାଏ। ହଳଦୀ, ଚନ୍ଦନ, ବେସନ ଓ କିଛି ସୁଗନ୍ଧିତ ତେଲକୁ ମିଶାଇ ପ୍ରସ୍ତୁତ କରାଯାଉଥିବା ଏହି ମିଶ୍ରଣ ବିବାହ ପୂର୍ବରୁ ବରକନ୍ୟାଙ୍କ ଦେହରେ ଲଗାଯାଇଥାଏ।

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

ଏଭଳି ଭୟଠାରୁ ଦୂରେଇ ରହିବା ପାଇଁ...

କୌଣସି ସ୍ଥାନ, ବସ୍ତୁ, କାର୍ଯ୍ୟ ଓ ପରିସ୍ଥିତି ପ୍ରତି ଅହେତୁକ ଭୟକୁ ଫୋବିୟା କୁହାଯାଏ। କେତେକ ଲୋକ ଭିଡ଼ ଭିତରକୁ ଯିବାକୁ, ଉଚ୍ଚ ସ୍ଥାନକୁ ଯିବାକୁ, ଘରୁ ରାସ୍ତାକୁ ଯିବାକୁ ଭୟ କରନ୍ତି।

ଅବସାଦ ବି’ ଦୂରକରେ ମାଛ

ଅବସାଦ ବି’ ଦୂରକରେ ମାଛ

ସପ୍ତାହରେ ୩ ଦିନ ମାଛ ଖାଇଲେ ମିଳିଥାଏ ଅନେକ ଉପକାର। ମାଛରେ ପ୍ରଚୁର ପରିମାରରେ ଓମେଗା-୩ ଫ୍ୟାଟି ଏସିଡ୍‌ ରହିଥାଏ।

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନେ ପିଅନ୍ତୁ ଚା’ ବଢିବ ରୋଗ ପ୍ରତିରୋଧକ ଶକ୍ତି

ବର୍ଷାଦିନ ଆରମ୍ଭ ହେଲେ ଥଣ୍ଡା, ସର୍ଦ୍ଦି, କାଶ ଓ ଜ୍ୱର ହୋଇଥାଏ। ହେଲେ ଏହି ସମୟରେ ଚା’ ପିଇଲେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଥାଏ ବୋଲି ଆୟୁର୍ବେଦ ବିଶେଷଜ୍ଞମାନେ ମତ ଦେଇଥାଆନ୍ତି। ହେଲେ ଏଥିପାଇଁ କିଛି ନିର୍ଦ୍ଦିଷ୍ଟ ଚା’ ପିଇବା ଉଚିତ୍‌।

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ କେଶ ଓଦା ହୋଇଥିଲେ...

ବର୍ଷାରେ ଓଦା ହେବାକୁ ତ ଭଲ ଲାଗେ। ହେଲେ ଏହାର କୁପ୍ରଭାବ ପଡ଼ିଥାଏ କେଶ ଉପରେ। କେଶ ଝଡ଼ିବାଠୁ ଆରମ୍ଭ କରି ଅନେକ ସମସ୍ୟା ଦେଖାଦିଏ। ତେଣୁ ଏହିଦିନେ କେଶକୁ ସୁସ୍ଥ ରଖିବା ଲାଗି ଆପଣାନ୍ତୁ ନିମ୍ନୋକ୍ତ କିଛି ଟିପ୍ସ...

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ପାଇଁ ଟ୍ରେଣ୍ଡି କଲର

ବିବାହ ସମୟରେ ଅଧିକାଂଶ ମହିଳା ଲାଲ୍‌ ରଙ୍ଗକୁ ପସନ୍ଦ କରିଥା’ନ୍ତି। ଆପଣ ଚାହିଁଲେ ଏହା ବଦଳରେ ଅନ୍ୟ କିଛି ରଙ୍ଗକୁ ବି ବ୍ରାଇଡାଲ୍‌ କଲର ଭାବେ ବାଛିପାରିବେ। ଜାଣନ୍ତୁ ସେ ସମ୍ପର୍କରେ...

ବର୍ଷାଦିନେ ଶିଶୁଙ୍କ ଯତ୍ନ

ବର୍ଷାଦିନେ ଶିଶୁଙ୍କ ଯତ୍ନ

ପ୍ରବଳ ଖରା ପରେ ବର୍ଷାଋତୁର ଆଗମନକୁ ସମସ୍ତେ ଅପେକ୍ଷା କରି ରହିଥା’ନ୍ତି । ଜଳଦାନ କରିବା ସହ ବିଭିନ୍ନ ସଂକ୍ରାମକ ରୋଗ ସଙ୍ଗରେ ନେଇ ଆସିଥାଏ ଏହି ଋତୁ । ଏହି ସଂକ୍ରାମକ ରୋଗଗୁଡ଼ିକରେ ସାଧାରଣତଃ ଶିଶୁମାନେ ଅଧିକ ପ୍ରଭାବିତ ହୁଅନ୍ତି।

କାନ୍ଦ ବି’ ଶରୀର ପାଇଁ ହିତକର

କାନ୍ଦ ବି’ ଶରୀର ପାଇଁ ହିତକର

ହସିବା ଦ୍ୱାରା ମନ ହାଲ୍‌କା ରହିବା ସହ ଶରୀର ସୁସ୍ଥ ରହିଥାଏ। କିନ୍ତୁ ବେଳେବେଳେ କାନ୍ଦିବା ଦ୍ୱାରା ମଧ୍ୟ ଶରୀରର ଅନେକ ସମସ୍ୟା ଦୂର ହୋଇଥାଏ।

Model This Week

ରୂପେଶ