ଅନ୍ତର୍ଜାତୀୟ |

ପାକିସ୍ତାନ ନିର୍ବାଚନୀ ହିଂସା: ଆତ୍ମଘାତୀ ବିସ୍ଫୋରଣରେ ୧୪ ମୃତ

ପାକିସ୍ତାନ ନିର୍ବାଚନୀ ହିଂସା: ଆତ୍ମଘାତୀ ବିସ୍ଫୋରଣରେ ୧୪ ମୃତ
ଇସଲାମାବାଦ୍‌, ୧୧।୭: ପାକିସ୍ତାନ ପେଶଓ୍ବାରଠାରେ ଏକ ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମରେ ଆତ୍ମଘାତୀ ବିସ୍ଫୋରଣ ଘଟିଛି। ଏଥିରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୬୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଆଓ୍ବାମୀ ନ୍ୟାସନାଲ ପାର୍ଟି ପ୍ରାର୍ଥୀ ହାରୁନ୍‌ ଅହମ୍ମଦ୍‌ ବିଲୋର୍‌ ଅଛନ୍ତି। ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ଏହି ଅଘଟଣ ଘଟିଥିବା ସ୍ଥାନୀୟ ପ୍ରଶାସନ କହିଛି। ବିସ୍ଫୋରଣ ପଛରେ ତେହରିକ୍‌-ଇ- ତାଲିବାନ ପାକିସ୍ତାନ ଆତଙ୍କବାଦୀ ସଂଗଠନର ହାତ ରହିଥିବା ପୋଲିସ ସୂଚିତ କରିଛି। ସୂଚନାଯୋଗ୍ୟ, ଜୁଲାଇ ୨୫ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବ। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜାରି ରହିଛି।
All Right Reserved By

ଅନ୍ତର୍ଜାତୀୟ |

ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ମାଲି ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା

ବାମାକୋ,୨୦ା୪ (ଏଏଫ୍‌ପି): ମାଲିରେ ହିଂସା ଦମନ କରିବାରେ ବିଫଳତା ପାଇଁ ପ୍ରଧାନମନ୍ତ୍ରୀ ସୁମିଲୁ ବୁବେୟି ମାଇଗା ନିଜ ମନ୍ତ୍ରିମଣ୍ଡଳ ସହ ଇସ୍ତଫା ପ୍ରଦାନ କରିଛନ୍ତି। 

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ବିଶ୍ୱର ସବୁଠାରୁ ଛୋଟ ଶିଶୁ ୭ମାସ ପରେ ଓଜନ ୩ କିଲୋ

ଟୋକିଓ,୧୯।୪: ବିଶ୍ୱର ସବୁଠାରୁ ଛୋଟ ଶିଶୁପୁତ୍ର ଗତବର୍ଷ ଅକ୍ଟୋବରରେ ଜାପାନରେ ଜନ୍ମଗ୍ରହଣ କରିଥିଲେ। ସେବେଠାରୁ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲୁଥିଲା। 

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ଲିବିୟାରେ ସଂଘର୍ଷ ଜାରି: ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍‌ପ ଲାଇନ୍‌

ତ୍ରିପୋଲି,୧୯।୪: ଲିବିୟାର ରାଜଧାନୀ ତ୍ରିପୋଲିକୁ ଦଖଲ କରିବାକୁ ଲିବିୟା ସେନା ଓ ବାଗି ଜେନରାଲ ହଫ୍‌ଦାରର ଲିବିୟା ନ୍ୟାଶନାଲ ଆର୍ମି ମଧ୍ୟରେ ସଂଘର୍ଷ ଜାରି ରହିଛି। 

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ପାକିସ୍ତାନକୁ ଝଟକା: ଏଲ୍‌ଓସିରେ ଅବାଧ କାରବାରକୁ ବନ୍ଦ କଲା ଭାରତ

ଶ୍ରୀନଗର,୧୯।୪: ପୁଲଓ୍ବାମା ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ଏନେଇ ଭାରତ ପାକିସ୍ତାନ ବିରୋଧରେ ବହୁ ପଦକ୍ଷେପ ମଧ୍ୟ ନେଇଛି। 

ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ

ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ

ଢାକା, ୧୯।୪: ଯୌନ ଉତ୍ପୀଡନ ବିରୋଧରେ ଅଭିଯୋଗ କରିବାରୁ ଯୁବତୀଙ୍କୁ ଜିଅନ୍ତା ଜାଳିଦେଲେ। ବାଂଲାଦେଶ ଢାକାରେ ଘଟିଛି ଏଭଳି ଅମାନବୀୟ ଘଟଣା। 

ଦୁର୍ଘଟଣାରେ ୨୯ ପର୍ଯ୍ୟଟକ ମୃତ

ଦୁର୍ଘଟଣାରେ ୨୯ ପର୍ଯ୍ୟଟକ ମୃତ

ଲିସବନ୍‌,୧୯ା୪(ଏଏଫ୍‌ପି):ପର୍ତ୍ତୁଗୀଜ  ଦ୍ୱୀପ ମାଦିରାରେ ବସ୍‌ ଦୁର୍ଘଟଣାରେ ୨୯ ଜର୍ମାନ୍‌ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। 

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ ଏକ ରୋବୋ ପ୍ରେମରେ ପଡ଼ିଛନ୍ତି।

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ସାବାସ୍‌ ଜେସିକା! ହାତ ନାହିଁ, ଗୋଡରେ ବିମାନ ଚଳାଉଛନ୍ତି

ମହିଳାମାନେ ଆଜି ପୁରୁଷଙ୍କର ସମକକ୍ଷ ହୋଇପାରିଛନ୍ତି। ବିମାନ ଚଳାଇବା, କ୍ରିକେଟ ଖେଳିବାଠାରୁ ଆରମ୍ଭ କରି ଏଭରେଷ୍ଟ ଚଢ଼ିବା ଯାଏ ସବୁ କାମ କରିପାରୁଛନ୍ତି।

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ଗୋବି ମରୁଭୂମିରେ ମଙ୍ଗଳ ଗ୍ରହ ମଡେଲ: ଅନୁଧ୍ୟାନ କରିହେବ ଲାଲ୍‌ ଗ୍ରହରେ କିପରି ହେବ ଜୀବନ

ବେଜିଂ,୧୮।୪: ଚାଇନାର ଜିଚ୍ନାଙ୍ଗ୍‌ ସହରଠାରୁ ୪୦ କିଲୋମିଟର ଦୂରରେ ଥିବା ଗୋବି ମରୁଭୂମିରେ ମଙ୍ଗଳ ଗ୍ରହର ଏକ ମଡେଲ ନିର୍ମାଣ କରାଯାଇଛି। ଏହାର ନାମକରଣ ମାର୍ସ ବେସ୍‌-୧ ଭାବେ କରାଯାଇଛି। 

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ମତଦାନ କେନ୍ଦ୍ରରେ ସ୍ପାଇଡର୍‌ମ୍ୟାନ

ଜାକର୍ତ୍ତା, ୧୮।୪: ଇଣ୍ଡୋନେସିଆରେ ରାଷ୍ଟ୍ରପତି ଓ ସଂସଦୀୟ ପ୍ରତିନିଧି ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। 

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଏଠି ଏଭିଏମ୍‌ ନୁହେଁ ବାଲଟ୍‌ ପେପରରେ ହେବ ମତଦାନ

ଜାକର୍ତ୍ତା,୧୮।୪: ଭାରତରେ ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଚାଲିଥିବା ବେଳେ ଏଠାରେ ଇଭିଏମ୍‌କୁ ନେଇ ବିବାଦ ସରୁନି। ବିରୋଧି ଇଭିଏମକୁ ଭାଜପାର ମେଶିନ୍‌ କହୁଥିବା ବେଳେ ଏହାକୁ ନେଇ ତୁତୁ ମେମେ ଲାଗି ରହିଛି।

ଥରିଲା ତାଇଓ୍ବାନ

ଥରିଲା ତାଇଓ୍ବାନ

ତାଇପେ,୧୮।୪: ଉତ୍ତର ପଶ୍ଚିମ ତାଇଓ୍ବାନରେ ଏକ ବଡ ଭୂକମ୍ପ ହୋଇଥିବା ସୂଚନା ମିଳିଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ରହିଛି ୬.୪। 


Model This Week

କ୍ରିଷ୍ଣା
Why Dharitri