ଜାତୀୟ |

ଦିନେଶ ଗୁଣ୍ଡୁ ରାଓ କର୍ନାଟନର ପିସିସି ସଭାପତି

ଦିନେଶ ଗୁଣ୍ଡୁ ରାଓ କର୍ନାଟନର ପିସିସି ସଭାପତି
ବେଙ୍ଗାଲୁରୁ,୧୧।୭: କର୍ନାଟକର ପ୍ରଦେଶ କଂଗ୍ରେସ ସଭାପତି ଭାବେ ଦିନେଶ ଗୁଣ୍ଡୁ ରାଓ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ତାଙ୍କୁ ରାଜ୍ୟ କଂଗ୍ରେସର ବିଧାୟକ ଦଳ ନେତା ସିଦ୍ଦରମେୟା ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି। ଗତ ସପ୍ତାହରେ ଦିନେଶଙ୍କୁ ଏଆଇସିସି ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଉକ୍ତ ପଦବୀରେ ନିଯୁକ୍ତି ଦେଇଥିଲେ। ଦିନେଶ ବେଙ୍ଗାଲୁରୁ ନିର୍ବାଚନ ମଣ୍ଡଳୀରୁ ୫ ଥର କଂଗ୍ରେସର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ସୂଚନାଯୋଗ୍ୟ, ତାଙ୍କ ପୂର୍ବରୁ ଜି. ପରମେଶ୍ୱର ୮ ବର୍ଷ ଧରି ରାଜ୍ୟରେ ଦଳୀୟ ସଙ୍ଗଠନ ଦାୟିତ୍ୱ ତୁଲାଇ ଆସୁଥିଲେ।
All Right Reserved By

ଜାତୀୟ |

ଅକ୍ଷୟ କୁମାରଙ୍କୁ ମୋଦି କହିଲେ ମନର କଥା: ମମତା ଦିଦି କୁର୍ତ୍ତା ଓ ମିଠା ଉପହାର ଦିଅନ୍ତି

ଅକ୍ଷୟ କୁମାରଙ୍କୁ ମୋଦି କହିଲେ ମନର କଥା: ମମତା ଦିଦି କୁର୍ତ୍ତା ଓ ମିଠା ଉପହାର ଦିଅନ୍ତି

ନୂଆଦିଲ୍ଲୀ,୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ୍‌କାର ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନେଇଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନିଜର ମନର କଥା ଖୋଲି କହିଛନ୍ତି।

ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଭାଜପା ପ୍ରାର୍ଥୀ ହେଲେ ହଂସରାଜ

ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଭାଜପା ପ୍ରାର୍ଥୀ ହେଲେ ହଂସରାଜ

ନୂଆଦିଲ୍ଲୀ,୨୪ା୪: ଭାଜପା ମଙ୍ଗଳବାର ଗାୟକ ହଂସରାଜ ହଂସଙ୍କୁ ଉତ୍ତର-ପଶ୍ଚିମ ଦିଲ୍ଲୀ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। 

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ମୁମ୍ବାଇ/ଲକ୍ଷ୍ନୌ,୨୪।୪(ପି.ଟି.): ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଥିବାବେଳେ ଦେଶର ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌)ରେ ତ୍ରୁଟି ଦେଖାଦେଇଛି। 

ତୃତୀୟ ପର୍ଯ୍ୟାୟରେ ୬୭% ମତଦାନ

ତୃତୀୟ ପର୍ଯ୍ୟାୟରେ ୬୭% ମତଦାନ

ନୂଆଦିଲ୍ଲୀ,୨୪ା୪(ପି.ଟି.): କାଁଭାଁ କେତେକ ସ୍ଥାନରେ ହିଂସାକୁ ଛାଡ଼ିଦେଲେ ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। 

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ନୂଆଦିଲ୍ଲୀ,୨୪ା୪: ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଥିବା ଦୁଇ ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ସମ୍ପର୍କରେ ସୂଚନା ମିଳିଛି। ଏହି ଦୁଇଜଣ କୋଟିପତି ବ୍ୟବସାୟୀ ମହମ୍ମଦ ୟୁସୁଫ ଇବ୍ରାହିମଙ୍କ ପୁଅ ବୋଲି ଜଣାପଡିଛି। 

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ନୂଆଦିଲ୍ଲୀ,୨୪ା୪: ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ବିରୋଧରେ ମିଥ୍ୟା ଯୌନ ବ୍ୟଭିଚାର ମାମଲା ରୁଜୁ କରିବା ଲାଗି  ଅଜୟ ନାମକ ଜଣେ ବ୍ୟକ୍ତି ଦେଢ଼ କୋଟି ଟଙ୍କା ଯାଚିଥିଲେ ବୋଲି ଓକିଲ ଉତ୍ସବ ବେନ୍ସ ଦାବି କରିଛନ୍ତି। 

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୪: ଗୁଜରାଟରେ ୨୦୦୨ ଦଙ୍ଗାବେଳେ ଗଣବଳାତ୍କାରର ଶିକାର ହୋଇଥିବା  ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଚାକିରି ସହ ରହିବାର ସୁବିଧା ଯୋଗାଇଦେବା ଲାଗି ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। 

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜୁନାଗଡ଼,୨୩।୪: ଜଣେ ଭୋଟରଙ୍କ ଲାଗି ଭୋଟଦାନ କେନ୍ଦ୍ର। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। 

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ମତଦାନ

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ମତଦାନ

ନୂଆଦିଲ୍ଲୀ,୨୩।୪: ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟ ଗ୍ରହଣ ପ୍ରକ୍ରିୟା ଶେଷ ହୋଇଛି। ଏହି ପର୍ଯ୍ୟାୟରେ ମଙ୍ଗଳବାର ଦେଶର ୧୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୧୬ ଆସନରେ ମତଦାନ କରାଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ଦେଶରେ ୬୩.୮୦% ଭୋଟର ମତଦାନ ସାବ୍ୟସ୍ତ କରିଥିବା ସୂଚନା ମିଳିଛି। 

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ଶାଢ଼ିି ପିନ୍ଧି କବାଡ଼ି ଖେଳନ୍ତି ଏହି ମହିଳା ଏମ୍‌ପି

ବଡୋଦରା, ୨୩।୪: ୨୦୧୯ ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୬ଟି ରାଜ୍ୟର ୧୧୭ଟି ଲୋକ ସଭା ଆସନ ପାଇଁ ଭୋଟଗ୍ରହଣ ଚାଲିଛି। 

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନିଜ ଜୀବନକୁ ବାଜି ଲଗାଇ ୩ ଜୀବନ ବଞ୍ଚାଇଲେ ସୁରକ୍ଷାକର୍ମୀ

ନୂଆଦିଲ୍ଲୀ,୨୩।୪: ରେଲଓ୍ବେ ସୁରକ୍ଷାକର୍ମୀ ନିଜର ମୃତ୍ୟୁ ପୂର୍ବରୁ ମାନବିକତାର ଏକ ଉଦାହରଣ ସୃଷ୍ଟି କରିଛନ୍ତି। ଦିଲ୍ଲୀର ଆଜାଦପୁର ଅଞ୍ଚଳରେ ଜଣେ ସୁରକ୍ଷାକର୍ମୀ ୩ଜଣଙ୍କ ଜୀବନ ବଞ୍ଚାଇବା ପାଇଁ ନିଜର ଜୀବନକୁ ବାଜି ଲଗାଇଦେଇଛନ୍ତି।

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ସନ୍ନିଙ୍କୁ ‘ଗଦ୍ଦର’ ନିର୍ଦ୍ଦେଶକ କହିଲେ ଏବେ ୫୬ ଇଞ୍ଚର ଛାତି ୬୨ ଇଞ୍ଚ ହେଲା

ନୂଆଦିଲ୍ଲୀ,୨୩।୪: ବଲିଉଡ୍‌ ଅଭିନେତା ସନ୍ନି ଦେଓଲ ମଙ୍ଗଳବାର ରାଜନୀତିରେ ପାଦ ରଖିଛନ୍ତି। ସେ ଏବେ ଭାଜପାରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନିର୍ମଳା ସିଥାରମଣଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri