ଫୁରସତ |

ଏମିତି ଏକ ମନ୍ଦିର ଯେଉଁଠି ଭୋଗ ହୁଏ ମଦ, ମାଂସ

ଏମିତି ଏକ ମନ୍ଦିର ଯେଉଁଠି ଭୋଗ ହୁଏ ମଦ, ମାଂସ
ଠାକୁରଙ୍କୁ ନୈବେଦ୍ୟ ଭାବେ ଅର୍ପଣ କରାଯାଏ ମଦ, ମାଂସ। ଏକଥା ବିଶ୍ୱାସ ନ ହେଲେ ବି ସତ। କର୍ନାଟକରେ ଅଛି ଏମିତି ଏକ ଗାଁ ଯେଉଁଠି ପ୍ରଭୁ ଗଣେଶଙ୍କୁ ନୈବେଦ୍ୟରେ ଅର୍ପଣ କରାଯାଉଛି ମଦ, ମାଂସ। କୋପ୍ପାଲ ଜିଲ୍ଲାର ଭାଗ୍ୟନଗର ଗାଁରେ ପାଖାପାଖି ୨ ଶହ କ୍ଷତ୍ରୀୟ ପରିବାର ଏଭଳି ପରମ୍ପରାକୁ ବିଶ୍ୱାସ କରନ୍ତିି। ସେମାନେ ଶ୍ରୀଗଣେଶଙ୍କୁ ଆମିଷ ଦ୍ରବ୍ୟ ସହ କ୍ଷୀର ଓ ନଡ଼ିଆ ଜଳ ମଧ୍ୟ କରିଥାନ୍ତି ଅର୍ପଣ । ଏହାଦ୍ୱାରା ଠାକୁର ସନ୍ତୁଷ୍ଟ ହୋଇ ଆଶୀର୍ବାଦ ପ୍ରଦାନ କରନ୍ତି ବୋଲି ଏହି ଗାଁର ଲୋକେ କରନ୍ତି ବିଶ୍ୱାସ। ଏପରି କରିବା ଦ୍ୱାରା ସେମାନଙ୍କର ପରିବାରର ଯଶ, ଖ୍ୟାତି ଓ ଧନ ସମ୍ପତ୍ତିରେ ବୃଦ୍ଧି ଘଟୁଥିବା ଲୋକେ କୁହନ୍ତି। ପୂର୍ବରୁ ଏଠାକାର କ୍ଷତ୍ରୀୟ ପରିବାର ଯୁଦ୍ଧକୁ ଯିବା ପୂର୍ବରୁ ସଫଳତା ଲାଗି ଠାକୁରଙ୍କୁ ମଦ, ମାଂସ ଅର୍ପଣ କରୁଥିଲେ ବୋଲି ଲୋକେ କୁହନ୍ତି।
All Right Reserved By

ଫୁରସତ |

ପୃଥିବୀର ଦ୍ୱିତୀୟ ବୃହତ୍ତମ ପ୍ରାଚୀର ଭାରତରେ

ପୃଥିବୀର ଦ୍ୱିତୀୟ ବୃହତ୍ତମ ପ୍ରାଚୀର ଭାରତରେ

ବିଶ୍ୱରେ ସବୁଠାରୁ ବଡ଼ ପ୍ରାଚୀର ଚାଇନାରେ ରହିଛି  ା ପଞ୍ଚମ ଶତାବ୍ଦୀରେ ନିର୍ମିତ ଏହି ପ୍ରାଚୀର ପୃଥିବୀର ସପ୍ତାଶର୍ଯ୍ୟ ମଧ୍ୟରୁ ଗୋଟିଏ ା ଏହି ପ୍ରାଚୀର ଭଳି ଭାରତରେ ମଧ୍ୟ ନିର୍ମିତ ହୋଇଛି ଏକ ବୃହତ୍‌ ପ୍ରାଚୀର। 

ଅତିଥିଙ୍କୁ ସ୍ବାଗତ କରୁଛି ଡାଇନୋସର

ଅତିଥିଙ୍କୁ ସ୍ବାଗତ କରୁଛି ଡାଇନୋସର

ଜାପାନର ପୂର୍ବ ଟୋକିଓରେ ଥିବା ଏକ ହୋଟେଲକୁ ଆସୁଥିବା ଅତିଥିମାନଙ୍କୁ ସ୍ବାଗତ କରିଥାଏ ଏକ ଡାଇନୋସର । ଏହା ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ । ତେବେ ଏହା ଅସଲି ନୁହେଁ, ଇଏ ହେଉଛି ଏକ ରୋବଟ୍‌  ଡାଇନୋସର।

ଯେଉଁଠି ୨୦ ଟଙ୍କାରେ ବିକ୍ରି ହୁଅନ୍ତି ଯୁବତୀ

ଯେଉଁଠି ୨୦ ଟଙ୍କାରେ ବିକ୍ରି ହୁଅନ୍ତି ଯୁବତୀ

ମଧ୍ୟପ୍ରଦେଶ ଶିବପୁରୀ ଦେଶର ସବୁଠାରୁ ବଡ଼ ରେଡ ଲାଇଟ୍‌ ଏରିଆ ଭାବେ ପରିଚିତି ହାସଲ କରିଛି। ଏଠାରେ ଘରେ ଘରେ ଯୁବତୀଙ୍କୁ ପରିବାର ଲୋକେ ଦେହବେପାର ପାଇଁ ଶିକ୍ଷା ଦିଅନ୍ତି। 

ପରଫ୍ୟୁମ୍‌ ,ହେୟାର ସ୍ପ୍ରେ କରୁଛି ବାୟୁ ପ୍ରଦୂଷଣ

ପରଫ୍ୟୁମ୍‌ ,ହେୟାର ସ୍ପ୍ରେ କରୁଛି ବାୟୁ ପ୍ରଦୂଷଣ

ବାୟୁ ପ୍ରଦୂଷଣ ପାଇଁ ପରଫ୍ୟୁମ୍‌, ହେୟାର ସ୍ପ୍ରେ ଏବଂ ରିଫ୍ରେସର ଦାୟୀ ବୋଲି ବେଜିଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। 

ସର୍ବସ୍ବାନ୍ତ କରିଛି କୋହୀନୂର...

ସର୍ବସ୍ବାନ୍ତ କରିଛି କୋହୀନୂର...

କୋହୀନୂର ହୀରା। ନୀଳ ରଙ୍ଗର ଏହି ହୀରା ସଭିଙ୍କୁ କରେ ଆକର୍ଷିତ। ଉର୍ଦ୍ଦୁ ଭାଷାରେ ଏହାର ଅର୍ଥ ଔଜ୍ଜଲ୍ୟର ପାହାଡ଼। 

ଯେଉଁ ଦ୍ୱୀପ ସେଠାକୁ ଗଲେ କେହି ଫେରନ୍ତି ନାହିଁ...

ଯେଉଁ ଦ୍ୱୀପ ସେଠାକୁ ଗଲେ କେହି ଫେରନ୍ତି ନାହିଁ...

ଇଟାଲୀରେ  ରହିଛି ଏପରି ଏକ ଦ୍ୱୀପ। ଏଠାକୁ ଯାଉଥିବା କୌଣସି ପ୍ରାଣୀ ଫେରି ଆସି ନ ଥାନ୍ତି। ଏହାକୁ ଆଇଲ୍ୟାଣ୍ଡ ଅଫ୍‌ ଡେଡ୍‌ ବା ମୃତ୍ୟୁର ଦ୍ୱୀପ କୁହାଯାଏ । 

ଶ୍ମଶାନ ଚଣ୍ଡୀ ମା’ ନାରାୟଣୀ

ଶ୍ମଶାନ ଚଣ୍ଡୀ ମା’ ନାରାୟଣୀ

କଳା, ସଂସ୍କୃତି ଓ ଭାସ୍କର୍ଯ୍ୟରେ ପୂର୍ଣ୍ଣ ଓଡ଼ିଶାରେ ସର୍ବତ୍ର ଶକ୍ତି ପୀଠମାନ ରହିଛି। ପ୍ରତ୍ୟେକ ଶକ୍ତିପୀଠର ସ୍ବତନ୍ତ୍ରତା ଭିନ୍ନ। ସ୍ବତନ୍ତ୍ର ପ୍ରତିମୂର୍ତ୍ତିକୁ ପୂଜାର୍ଚ୍ଚନା କରାଯାଉଛି। ହେଲେ ମା’ ଓ ପୁଅଙ୍କ ପୂଜାର୍ଚ୍ଚନା ଶକ୍ତିପୀଠ ହୁଏତ ବିରଳ। ଗଞ୍ଜାମ ଜିଲା କଙ୍କୋରଡାରେ ରହିଛି ମା’ନାରାୟଣୀ ଶକ୍ତିପୀଠ, ଯେଉଁଠି ମାତା ଅମ୍ବିକା ଏବଂ ପୁତ୍ର ଗଣେଶ ରହିଛନ୍ତି।

ଷ୍ଟଣ୍ଟ୍‌ ଦେବାକୁ ଯାଇ ଶିଡିରୁ ପଡ଼ିଥିଲି: ଭୂମିକା ଦାଶ

ଷ୍ଟଣ୍ଟ୍‌ ଦେବାକୁ ଯାଇ ଶିଡିରୁ ପଡ଼ିଥିଲି: ଭୂମିକା ଦାଶ

ଅଳ୍ପ ବୟସରୁ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ସଫଳ ହୋଇଛନ୍ତି ଷ୍ଟାଇଲିଷ୍ଟ ଆଉ ଚୁଲ୍‌ବୁଲି ନାୟିକା ଭୂମିକା ଦାଶ। 

ସେହି ମହିଳାଙ୍କ କଥା ସବୁବେଳେ ମନେପଡ଼େ: ଡାକ୍ତର ଶ୍ରୀପ୍ରସାଦ ମହାନ୍ତି

ସେହି ମହିଳାଙ୍କ କଥା ସବୁବେଳେ ମନେପଡ଼େ: ଡାକ୍ତର ଶ୍ରୀପ୍ରସାଦ ମହାନ୍ତି

୧୯୮୮-୮୯ ମସିହା ଘଟଣା। ପିଜି ପ୍ରବେଶିକା ପରୀକ୍ଷା ଦେବା ପାଇଁ ସମ୍ବଲପୁରର ବୁର୍ଲା ମେଡିକାଲ କଲେଜକୁ ଯାଇଥାଏ। ସେଠାରୁ ଫେରିଲା ବେଳକୁ ରାତି ୩ଟା ବାଜିଯାଇଥାଏ। 

ନଭେମ୍ବର ୨୩ରେ ସାଥୀ ତୁ ଫେରିଆ

ନଭେମ୍ବର ୨୩ରେ ସାଥୀ ତୁ ଫେରିଆ

ମନ ପସନ୍ଦର ସାଥୀଟିଏ ମିଳିଗଲେ ତା’ ସହ ସୁଖଦୁଃଖ ଶେୟାର କରିହୁଏ। ବେଳେବେଳେ ଠିକ୍‌ ବାଟରେ ଯିବାକୁ ସାଥୀ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିଥାଏ। ତେଣୁ ଜୀବନରେ ଭଲ ସାଥୀଟିଏ ନିହାତି ଲୋଡା। 

ପକେଟରେ ରଖନ୍ତୁ ମୟୂର ପର...

ପକେଟରେ ରଖନ୍ତୁ ମୟୂର ପର...

ପକେଟରେ ମୟୂର ପର ରଖିଲେ ଅନେକ ବାଧାବିଘ୍ନ କଟିଯାଇଥାଏ। ଏନେଇ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ ରହିଛି। ମୟୂର ପର ବୁଧ ମହାଗ୍ରହଙ୍କୁ ପ୍ରତିନିଧିତ୍ୱ କରେ। 

ନବରାତ୍ରୀରେ କାହିଁକି ପିଆଜ-ରସୁଣ ମନା...

ନବରାତ୍ରୀରେ କାହିଁକି ପିଆଜ-ରସୁଣ ମନା...

ନବରାତ୍ରୀରେ ଦଶମହାବିଦ୍ୟାଙ୍କ ଉପାସନା କରାଯାଏ। ତେଣୁ ଏହି ସମୟରେ ସାଧକ ପ୍ରାୟତଃ ତାମସିକ ଭୋଜନଠାରୁ ଦୂରେଇ ରୁହନ୍ତି। ପିଆଜ ରସୁଣ ତାମସିକ ଖାଦ୍ୟ।